ନେଇଗଲେ ଲକ୍ଷାଧିକ ଟଙ୍କାର ସୁନାଗହଣା
ସାରସକଣା,୨୧।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ୧୮ନଂ. ଜାତୀୟ ରାଜପଥ ସଂଲଗ୍ନ ଝାରପୋଖରିଆ ଗ୍ରାମର ସୁବାସ ମହାରଣାଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ରୁପା ଅଳଙ୍କାର ଚୋରି ନେଇ ଅଭିଯୋଗ ହୋଇଛି। ସୁବାସଙ୍କ ଅଭିଯୋଗ ଅନୁଯାୟୀ, ସମସ୍ତ ପରିବାର ଲୋକ…
ଗହଣା ଦୋକାନରେ ଜିଏସ୍ଟି ଚଢ଼ାଉ
ବାରିପଦା ଅଫିସ,୨୧।୧୦-ମୟୂରଭଞ୍ଜ ଜିଲା ବାରିପଦା ସହର ଲାଲବଜାରସ୍ଥିତ ଭାରତୀ ଅଳଙ୍କାର ଦୋକାନରେ ଶୁକ୍ରବାର ଜିଏସ୍ଟି ବିଭାଗ ଚଢ଼ାଉ କରିଛି। ଗହଣା ଦୋକାନ ସମେତ ତୁଳସୀଚଉରା ବାସଭବନରେ ଏକକାଳୀନ ଚଢ଼ାଉ କରାଯାଇଛି। ବ୍ୟବସାୟୀ ତଥା ଦୋକାନ ମାଲିକ ପ୍ରଦୀପ କର୍ମକାରଙ୍କ ବିରୋଧରେ ଜିଏସ୍ଟି…
ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ବିରୋଧ: ରାଜପଥରେ ବସିଲେ ଗ୍ରାମବାସୀ
ମୋରଡା,୨୧।୧୦(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଭାଲିଆଡିହା ପଞ୍ଚାୟତର ଡାକୋଇ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତିକୁ ବିରୋଧ କରିଛନ୍ତି ଗ୍ରାମବାସୀ। ଏହି ନିଯୁକ୍ତି କ୍ଷେତ୍ରରେ ଅନିୟମିତତା ହୋଇଥିବା ନେଇ ସେମାନେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦ ଜଣାଇ ଶୁକ୍ରବାର ରାଜ୍ୟ…
ସେବାରେ ଲାଗୁନି ୧୦୮ ଆମ୍ବୁଲାନ୍ସ
ଖୁଣ୍ଟା,୨୧ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନରେ ଥିବା ୧୦୮ ଆମ୍ବୁଲାନ୍ସ ଏବେ ଲୋକଙ୍କ ସେବାରେ ଲାଗି ପାରୁନି। ୨୦ ଦିନ ତଳେ ଦୁର୍ଘଟଣାଗ୍ରସ୍ତ ହେବା ପରେ ଏହା ଅଚଳ ହୋଇପଡ଼ିଛି। ଦାୟିତ୍ୱରେ ଥିବା ଅଧିକାରୀଙ୍କ ଖାମଖିଆଲି ନୀତି ଯୋଗୁ…
ଶୁଣିଲାନି ପ୍ରଶାସନ: ଗ୍ରାମବାସୀ ତିଆରି କଲେ ଅସ୍ଥାୟୀ ପୋଲ
ମୋରଡା, ୨୦ା୧୦(ଡି.ଏନ.ଏ.): ବହୁଦିନର ଦାବି ପରେ ମଧ୍ୟ ଶୁଣିଲାନି ପ୍ରଶାସନ। ଗ୍ରାମବାସୀ ମିଶି ତିଆରି କରିଛନ୍ତି ଏକ ଅସ୍ଥାୟୀ ବାଉଁଶ ପୋଲ। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଦାନ୍ତିଆମୁହାଁର ମାଛୁଆ ପୋଲ ବେତନଟୀ ବ୍ଲକର କେତେକ ପଞ୍ଚାୟତକୁ ସଂଯୋଗ କରୁଛି।…
୭ ବର୍ଷର ନାତି ସହ ଅପ୍ରାକୃତିକ ଯୌନ ସମ୍ପର୍କ, ଅଜା ଗିରଫ
ଉଦଳା,୨୦ା୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଞ୍ଚଳର ୭ ବର୍ଷର ନାତିକୁ ଜଙ୍ଗଲକୁ ଡାକି ନେଇ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ଅଭିଯୋଗରେ ପୋଲିସ ସମ୍ପର୍କୀୟ ଅଜାଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ଜଙ୍ଗଲକୁ ପକ୍ଷୀ ଶିକାର କରିବାକୁ ଯିବାକୁ ସମ୍ପର୍କୀୟ…
ବାରିପଦା ସହରରେ ବଢୁଛି ବେଆଇନ ବାଣ ବିକ୍ରି, ଅଘଟଣ ଘଟିବା ପୂର୍ବରୁ କାର୍ଯ୍ୟାନୁଷ୍ଠାନ ଦାବି
ବାରିପଦା ଅଫିସ,୨୦।୧୦: ମୟୂରଭଞ୍ଜ ଜିଲା ବାରିପଦା ସହରରେ ବେଆଇନ ବାଣ ମହୁଜୁଦ ଓ ବିକ୍ରି ଚାଲିଛି। ଆବଶ୍ୟକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉ ନ ଥିବା ବେଳେ ବିପଦସଙ୍କୁଳ ସ୍ଥାନରେ ବାଣ ମହଜୁଦ୍ ରଖାଯାଉଛି। ପ୍ରଶାସନିକ ଅବହେଳାରୁ କୋଟି କୋଟି ଟଙ୍କାର…
ଶାଳପତ୍ରରେ ସୁସ୍ବାଦୁ ବ୍ୟଞ୍ଜନ
ବାରିପଦା ଅଫିସ, ୧୯ା୧୦: ସଜେଇ ହେଉଛି ବିଶ୍ୱ ଐତିହ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନ। ଆସନ୍ତା ନଭେମ୍ବର ୧ରେ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ୨୦ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତବର୍ଷ ପର୍ଯ୍ୟଟକମାନଙ୍କୁ ଶାଳପତ୍ର ପ୍ଳେଟ୍ ଓ…
ନାବାଳିକାଙ୍କୁ ପ୍ରେମ ପ୍ରତାରଣା: ବନ୍ଧାହେଲେ ଯୁବକ
ବେତନଟୀ,୧୮।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି । ୧୭ ବର୍ଷୀୟା ନାବାଳିକାଙ୍କୁ ପ୍ରେମ ପରେ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖି ପ୍ରତାରଣା କରାଯାଇଥିବା ଜଣାପଡିଛି। ଅନ୍ୟପକ୍ଷେ ଘଟଣାରେ ସମ୍ପୃକ୍ତ…
ଧାରଣାରେ ଅଲଚିକି ଭାଷା ଶିକ୍ଷକ
ବାରିପଦା ଅଫିସ,୧୮ା୧୦: ନିୟମିତ ଶିକ୍ଷକର ମାନ୍ୟତା ଦାବିରେ ମୟୂରଭଞ୍ଜ ଜିଲାରେ ଠିକା ନିଯୁକ୍ତିପ୍ରାପ୍ତ ସାନ୍ତାଳୀ ଭାଷା(ଅଲଚିକି) ଶିକ୍ଷକମାନେ ୬ଦିନ ଧରି ଜିଲା ପ୍ରକଳ୍ପ ଅଧିକାରୀ ତଥା ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ସରକାରଙ୍କ ପକ୍ଷରୁ ଚୁକ୍ତି ଭିତ୍ତିିକ…
ଦିବାଲୋକରେ କଳାକନା ବୁଲାଇଲେ ଦୁର୍ବୃତ୍ତ: ୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୬୦ ହଜାର ଟଙ୍କା ଲୁଟ୍
ବେତନଟୀ,୧୭।୧୦(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ଆଗ୍ରିଆ ପଞ୍ଚାୟତ ଡାଙ୍ଗିରିପୁରା ଗ୍ରାମରେ ଏକ ଲୁଟ୍ ଘଟଣା ସାମ୍ନାକୁ ଆସିଛି। ଆଗ୍ରିଆ-ନଡ଼ପୁର ରାସ୍ତା ପାର୍ଶ୍ୱରେ ଥିବା ଜଣେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘର ଝରକା ଗ୍ରିଲ ଭାଙ୍ଗି କେତେଜଣ ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କାର…
ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ
ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ ମୁଣ୍ଡକୁ ଛେଚି ନିର୍ମମ ଭାବରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମହୁଲଡ଼ିହା ଥାନା…
Archives


