ମୟୂରଭଞ୍ଜ

ଚିକିତ୍ସା ଆଳରେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ: ଡାକ୍ତରଙ୍କୁ ଅଟକ, ତଦନ୍ତ ଜାରି

ବାରିପଦା ଅଫିସ,୧୩।୧୨: ମୟୂରଭଞ୍ଜ ଜିଲା ବାରିପଦା ପିଆର୍‌ଏମ୍‌ ମେଡିକାଲ କଲେଜରେ ଏକ ଅଭାବନୀୟ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି । ଚିକିତ୍ସା ପାଇଁ ଆସିଥିବା ନାବାଳିକା ଛାତ୍ରୀଙ୍କୁ ମେଡିକାଲର ଶିଶୁ ବିଭାଗରେ କାର୍ଯ୍ୟରତ ଡାକ୍ତର ଜଣକ ଚିକିତ୍ସା ଆଳରେ ଅସଦାଚରଣ…

ସନ୍ତାନ ନ ହେବାରୁ ସ୍ତ୍ରୀକୁ ପିଟି ହତ୍ୟା: ସ୍ବାମୀ ଗିରଫ

ବାରିପଦା ଅଫିସ,୧୩ା୧୨: ବାରିପଦା ସଦର ଥାନା ଦୁଧିଆଶୋଳ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ବିବାହର ଦୀର୍ଘବର୍ଷ ପରେ ମଧ୍ୟ ପିଲା ନ ହେବାରୁ ସ୍ବାମୀ ଠେଙ୍ଗାରେ ପିଟି ସ୍ତ୍ରୀଙ୍କୁ ହତ୍ୟା କରିଛନ୍ତି। ଏ ନେଇ ମୃତ ମହିଳାଙ୍କ ଭାଇ ସାଗରାମ…

୧୨ବର୍ଷରେ ପୋଡ଼ିଲାଣି ୧୯ ମୃତ ହାତୀ

ବାରିପଦା ଅଫିସ,୧୨ା୧୨: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏବେ ଗଜରାଜଙ୍କ ଲାଗି ବିପଦ ସାଜିଛି। ଶିକାରୀମାନେ ଅବାଧରେ ପଶି ହାତୀ ଶିକାର କରୁଥିବା ବେଳେ ବନ ବିଭାଗ ସେମାନଙ୍କୁ ଧରିବା ପରିବର୍ତ୍ତେ ନିଜର ଅପାରଗତାକୁ ଲୁଚାଇବାକୁ ପ୍ରୟାସ ଚଳାଇଛି। ଏପରି କି…

ଫିଲ୍ମ ଷ୍ଟାଇଲ୍‌ରେ ବାଇକ୍‌ ସହ କେନାଲ ଭିତରକୁ ପଶିଗଲେ ଯୁବକ: ପରେ ମିଳିଲା ମୃତଦେହ

ସାରସକଣା,୧୧ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧିନସ୍ଥ ପୁନାସିଆ ଗ୍ରାମ ନିକଟ ଦେଇ ଯାଇଥିବା ସୁବର୍ଣ୍ଣରେଖା କେନାଲ ପୁନାସିଆ ବିଟ୍‌ ଗେଟ୍‌ ବନ୍ଧ ଭିତରେ ବାଇକ ସହ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୋଲିସ । ମିଳିଥିବା ସୂଚନାନୁଯାୟୀ, ଭୂରଷାଣି…

ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ର ଅସନ୍ତୁଷ୍ଟ: ମହାବିଦ୍ୟାଳୟ ସମ୍ମୁଖରେ ଦେଲେ ଧାରଣା

ସାରସକଣା,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଝାରପୋଖରିଆସ୍ଥିତ ସୀମାନ୍ତ ମହାବିଦ୍ୟାଳୟ ସମ୍ମୁଖରେ ପ୍ରକାଶିତ ପରୀକ୍ଷା ଫଳକୁ ନେଇ ଅନେକ ଛାତ୍ରୀଛାତ୍ର ଅସନ୍ତୁଷ୍ଟ ହୋଇ ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ମିଳିଥିବା ସୂଚନା ମୁତାବକ ଯୁକ୍ତ ୩ ଦ୍ବିତୀୟ ବର୍ଷର ତୃତୀୟ ସେମିଷ୍ଟାର…

ଉତ୍ପାତ କରୁଛି ଝାଡ଼ଖଣ୍ଡୀ ଦନ୍ତା

ମୋରଡା,୧୦ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଥମିବାର ନାମ ଧରୁନାହିଁ। କେତେବେଳେ ଝାଡ଼ଖଣ୍ଡୀ ହାତୀପଲ ତ ପୁଣି କେତେବେଳେ ଶିମିଳିପାଳ ହାତୀ ପଶି ବ୍ୟାପକ ପରିମାଣର ଧାନ, ପରିବା ଏବଂ ଅନ୍ୟାନ୍ୟ ଫସଲ ନଷ୍ଟ କରୁଛନ୍ତି। ଲୋକଙ୍କ…

ମୟୂରଭଞ୍ଜକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ଦାବି

ବାରିପଦା ଅଫିସ,୧୦ା୧୨: ମୟୂରଭଞ୍ଜ ଜିଲାକୁ ସ୍ବତନ୍ତ୍ର ରାଜ୍ୟ ପାହ୍ୟା ପ୍ରଦାନ ଦାବିରେ ଅଣରାଜନୈତିକ ସଂଗଠନ ଭଞ୍ଜସେନା ପକ୍ଷରୁ ଶୁକ୍ରବାର ୪ଦଫା ସମ୍ବଳିତ ଦାବିପତ୍ର ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଛି। ସେନାର ଜିଲା ସଭାପତି ପିଣ୍ଟୁ ମାଇତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ…

କାଦୁଅରେ ଫସିଲେ ୨ ହାତୀ

ବାରିପଦା ଅଫିସ/ କୁଳିଅଣା,୯ା୧୨(ଡି.ଏନ.ଏ.):ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ କାଠରୁମା ଦେହୁରୀସାହିର ଏକ ପରିତ୍ୟକ୍ତ ଡଗ୍‌ୱେଲ ଭିତରେ ଖସି ପଡ଼ିଥିବା ୨ହାତୀ ଉଦ୍ଧାର ପାଇଛନ୍ତି। ଗ୍ରାମବାସୀ, ବନବିଭାଗ ଓ ଅଗ୍ନିଶମ କର୍ମଚାରୀଙ୍କ ସହଯୋଗରେ ୮ ଘଣ୍ଟା ପରେ ହାତୀ ଦୁଇଟି ସୁରକ୍ଷିତ ଭାବେ…

ଧାନ ଖାଇବାକୁ ଆସି ଡଗଓ୍ବେଲ୍‌ରେ ଫସିଥିବା ୨ ହାତୀ ଉଦ୍ଧାର

ବାରିପଦା ଅଫିସ,୮।୧୨: ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ କାଠରୁମା (ଦେହୁରୀ ସାହି)ରେ ଏକ ଡଗ୍‌ୱେଲ ଭିତରେ ଖସି ପଡିଥିବା ଦୁଇଟି ହାତୀ ନିଶ୍ଚିତ ମୃତ୍ୟୁମୁଖରୁ ରକ୍ଷା ପାଇଛନ୍ତି । ଏଥିପାଇଁ ଗ୍ରାମବାସୀ, ବନ ଓ ଅଗ୍ନିଶମ ବିଭାଗଙ୍କ ଉପସ୍ଥିତ ବୁଦ୍ଧିକୁ ସାଧାରଣରେ…

ମୟୂରଭଞ୍ଜ କଳା,ସଂସ୍କୃତି ପ୍ରେରଣା ଦିଏ

ବାରିପଦା ଅଫିସ, ୭।୧୨: ମୟୂରଭଞ୍ଜ ସାଂସ୍କୃତିକ ବିକାଶ ଅନୁଷ୍ଠାନ ଓ ଜିଲା ପ୍ରଶାସନର ମିଳିତ ସହଯୋଗରେ ଦ୍ୱିତୀୟ ଶିଶୁ କଳା ମହୋତ୍ସବ ବାରିପଦା ଶହୀଦ ସ୍ମୃତିଭବନ ପରିସରରେ ଆୟୋଜିତ ହୋଇଯାଇଛି। ପଦ୍ମଭୂଷଣ ଯତୀନ ଦାସଙ୍କ ମାର୍ଗ ଦର୍ଶନରେ ଅନୁଷ୍ଠିତ ଏହି ମହୋତ୍ସବରେ…

ଦୋଷୀଙ୍କୁ ୨୦ବର୍ଷ ଜେଲ

ବାରିପଦା ଅଫିସ,୭ା୧୨: ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ କୋର୍ଟରେ ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ଦୁର୍ଗାଚରଣ ମିଶ୍ର ଏହାର ବିଚାର କରି ଦୋଷୀଙ୍କୁ ୨୦ବର୍ଷ କାରାଦଣ୍ଡରେ…

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜନ୍ମଦିବସକୁ ଛୁଟି ଘୋଷଣା ଦାବିରେ ଧାରଣା

ବାରିପଦା ଅଫିସ,୬ା୧୨: ସ୍ବତନ୍ତ୍ର ଓଡ଼ିଶା ଗଠନର ଅନ୍ୟତମ ପୁରୋଧା ମୟୂରଭଞ୍ଜ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଜନ୍ମ ଦିବସକୁ ଛୁଟି ଦିବସ ଭାବେ ଘୋଷଣା କରିବାକୁ ଦାବି ହୋଇଛି। ସୋମବାର ବିଭିନ୍ନ ସଙ୍ଗଠନର କର୍ମକର୍ତ୍ତାମାନେ ବାରିପଦାସ୍ଥିତ ମହାରାଜାଙ୍କ ପ୍ରତିମୂର୍ତ୍ତି ତଳେ ବସି ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?