ମୟୂରଭଞ୍ଜ

ଗାଁରେ ଡେରା ପକାଇଲେଣି ବେପାରୀ

ବେତନଟୀ,୬ା୧୨(ସ୍ବ.ପ୍ର.): ପ୍ରକୃତିର ତାଡ଼ନା ପରେ ଏବେ ସରକାରୀ କଳର ଅବ୍ୟବସ୍ଥା ଭିତରେ ପେଷି ହେଉଛନ୍ତି ମୟୂରଭଞ୍ଜ ଜିଲା ବେତନଟୀ ବ୍ଲକ ଅଞ୍ଚଳର ହଜାର ହଜାର ଧାନ ଚାଷୀ। ମଣ୍ଡି ଖୋଲିବାରେ ବିଳମ୍ବ କାରଣରୁ ଅମଳ ଧାନକୁ ପକାଇ ରଖିବା ବଦଳରେ ଯେନତେନ…

ମଧ୍ୟାହ୍ନଭୋଜନ ବନ୍ଦକୁ ନେଇ ସ୍କୁଲରେ ତାଲା

ବଡ଼ସାହି,୪।୧୨(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ଦେଉଳିଆ ଗ୍ରାମ ନୂଆସାହି ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ବନ୍ଦକୁ ନେଇ ଅସନ୍ତୋଷ ଦେଖାଦେଇଛି। ଶନିବାର ଅଭିଭାବକମାନେ ସ୍କୁଲ ଫାଟକରେ ତାଲା ପକାଇ ଦେଇଥିଲେ। ପ୍ରକାଶ ଯେ, ଶୁକ୍ରବାର ସ୍କୁଲରେ ଛାତ୍ରୀଛାତ୍ରଙ୍କୁ…

ଅଙ୍ଗନଓ୍ବାଡି କର୍ମୀ ନିଯୁକ୍ତିକୁ ନେଇ ଉତ୍ତେଜନା

ବେତନଟୀ,୩ା୧୨(ସ୍ବ.ପ୍ର.): ବେତନଟୀ ବ୍ଲକ ଅଧୀନ ଆମ୍ବଗଡ଼ିଆ ପଞ୍ଚାୟତର ଅଙ୍ଗାରଗଡ଼ିଆ ଗ୍ରାମ ଅଙ୍ଗନଓ୍ବାଡି କେନ୍ଦ୍ରରେ କର୍ମୀ ନିଯୁକ୍ତକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ନୂତନ କର୍ମୀଙ୍କୁ ବିରୋଧ କରି ଶୁକ୍ରବାର ସ୍ଥାନୀୟ ଗ୍ରାମବାସୀ ଅଙ୍ଗନଓ୍ବାଡି କେନ୍ଦ୍ରରେ ତାଲା ପକାଇବା ସହ ଦୁଆର ମୁହଁରେ…

ସାପ ବିଷ ସଂଗ୍ରହ ର଼୍ୟାକେଟ୍‌ ସକ୍ରିୟ

ବାରିପଦା ଅଫିସ,୩ା୧୨: ମୟୂରଭଞ୍ଜ ଜିଲାରେ ବିଷାକ୍ତ ସାପ ଧରିବା ବାହାନାରେ ବିଷ ସଂଗ୍ରହ ର଼୍ୟାକେଟ ସକ୍ରିୟ ହୋଇପଡ଼ିଛନ୍ତି। ସାପ ଧରିବା ପରେ ବନ ବିଭାଗକୁ ନ ଜଣାଇ ବିଷ ଚୋରାଚାଲାଣ କରାଯାଉଛି। ଏ ନେଇ ବିଭାଗୀୟ କର୍ତ୍ତୃପକ୍ଷଙ୍କ ନିକଟରେ କୌଣସି ସୂଚନା…

ମଦ ବେପାର କରି ପୋଲିସ ହାତରେ ଶିକ୍ଷକ ଧରାପଡ଼ିବା ଘଟଣା: ଜିଲାପାଳଙ୍କୁ ତଦନ୍ତ ରିପୋର୍ଟ ଦେଲେ ଜିଲା ମଙ୍ଗଳ ଅଧିକାରୀ

ମୋରଡ଼ା,୨ା୧୨(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ଦାନ୍ତିଆମୁହଁାସ୍ଥିତ ବିଦେଶୀ ମଦ ଦୋକାନରୁ ବିଭିନ୍ନ ବ୍ରାଣ୍ଡର ମଦ ଆଣି ପୋଲିସ ହାତରେ ଧରାପଡ଼ିଥିବା ଜଣେ ଶିକ୍ଷକଙ୍କୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି। ମୋରଡ଼ା ଏବଂ ବଡସାହି ବ୍ଲକ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀଙ୍କ…

ଭିଜିଲାନ୍ସ ଜାଲରେ ଅତିରିକ୍ତ ରାଜସ୍ବ ନୀରିକ୍ଷକ

ବାରିପଦା ଅଫିସ,୨ା୧୨: ମୟୂରଭଞ୍ଜ ଜିଲା ଯଶୀପୁର ତହସିଲ କାର୍ଯ୍ୟାଳୟର ଅତିରିକ୍ତ ରାଜସ୍ବ ନୀରିକ୍ଷକ ଭାର୍ଗବ ମହାକୁଡ଼ ଶୁକ୍ରବାର ୪୦ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ା ତାଙ୍କଠାରୁ କେମିକାଲ୍‌ ବୋଳା ସମସ୍ତ ନୋଟ୍‌ ଜବତ ହେବା…

ଅଜଗର ଧରି ବଜାର ବୁଲିଲେ

ବାରିପଦା ଅଫିସ,୨ା୧୨:ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ଅଞ୍ଚଳରୁ ଉଦ୍ଧାର ହୋଇଥିବା ଏକ ବିରାଟକାୟ ଅଜଗରକୁ ଧରି ସାପ ଧରାଳି ବଜାର ବୁଲିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ବିଲୁପ୍ତ ପ୍ରାୟ ପ୍ରାଣୀ ଉଦ୍ଧାର ନିୟମର ଉଲ୍ଲଂଘନ କରି ଜନଗହଳିପୂର୍ଣ୍ଣ ଅଞ୍ଚଳରେ ପ୍ରଦର୍ଶନ…

ସହର ପ୍ରବେଶ ପଥ ବନ୍ଦ

ବାରିପଦା ଅଫିସ,୩୦।୧୧: ବାରିପଦା ସହରକୁ ସଂଯୋଗ କରୁଥିବା ୧୮ନଂ. ଜାତୀୟ ରାଜପଥର ପାଲବଣି ବାଇପାସ ପ୍ରବେଶ ପଥ ରାସ୍ତା ବନ୍ଦ କରାଯିବା ଘଟଣାରେ ଜିଲା ବିଜେଡି ପ୍ରତିବାଦର ସ୍ବର ଉଠାଇଛି। ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଆଇ)ର ତ୍ରୁଟିପୂର୍ଣ୍ଣ ନିର୍ମାଣ ଯୋଗୁ ଜିଲା, ପଡ଼ୋଶୀ…

ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ

ସାରସକଣା,୨୯ା୧୧(ଡି.ଏନ୍‌.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ଶୀର୍ଷା ପଞ୍ଚାୟତର ମେରୁମଠ ଜମିରେ ବେଆଇନ ରାସ୍ତା ନିର୍ମାଣ କରାଯାଉଥିବା ଦେଖିବାକୁ ମିଳିଛି। ସ୍ଥାନୀୟ ବେଢାପାଳ ଗ୍ରାମର ପ୍ରାୟ ୧୦ ପରିବାରର ପୂର୍ବ ଯାତାୟତ ପଥ ବନ୍ଦ ହୋଇଯାଇଥିବାରୁ ସେମାନେ ମଠ ଜମିରେ ରାସ୍ତା…

ସ୍କୁଲ୍‌, କଲେଜ ଆଗରେ ମୁକୁଳା ଟ୍ରାନ୍ସଫର୍ମର

ସାରସକଣା/ ଗୋପବନ୍ଧୁ ନଗର,୨୯ା୧୧(ଡି.ଏନ.ଏ.):ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ମୁକୁଳା ହୋଇପଡ଼ିଛି। ବିଷେତଃ ଏହା ସ୍କୁଲ୍‌ ପରିସର ଓ କଲେଜ ଆଗରେ ଥିବାରୁ ଛାତ୍ରୀଛାତ୍ର ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି। ଏଥିସହ ଖୁଣ୍ଟା ବ୍ଲକ୍‌ ପ୍ରବେଶ ପଥରେ…

ଦୁର୍ଘଟଣାରେ ୪ ଗୁରୁତର

ଖୁଣ୍ଟା,୨୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା – ବାରିପଦା ରାଜ୍ୟ ରାଜପଥର ବାସିପିଠା ଛକ ନିକଟରେ ୨ ବାଇକ୍‌ ମଧ୍ୟରେ ଧକ୍କା ହେବାରୁ ୪ଜଣ ଗୁରୁତର ହୋଇଛନ୍ତି। ସୋମବାର ଅପରାହ୍ନରେ ଏକ ସ୍କୁଟି ଯୋଗେ ରାଢ଼ୋ ଅଞ୍ଚଳର ତପନ ପାତ୍ର (୨୪), ଉଦଳା…

୧୧ କୁଇଣ୍ଟାଲ ମହୁଲ ଜବତ: ବ୍ୟବସାୟୀ ଗିରଫ

ମୋରଡ଼ା,୨୮ା୧୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ମୋରଡ଼ା ଅବକାରୀ ବିଭାଗ ସୋମବାର ଦାନ୍ତିଆମୁଁହା ପଞ୍ଚାୟତର ବଡ଼ଜାମବଣି ଗ୍ରାମରେ ଚଢ଼ାଉ କରି ୧୧ କୁଇଣ୍ଟାଲ ମହୁଲ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି l ଗିରଫ ଅଭିଯୁକ୍ତ ହେଲେ ତପନ କୁମାର ପାତ୍ର। ଅବକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?