ସମ୍ପର୍କୀୟ ଦେଇଥିଲେ ଖବର, ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ଲୁଟିଥିଲେ ୭୦ ଲକ୍ଷ; ୭ଜଣ ଡକାୟତଙ୍କୁ ବାନ୍ଧି ବଡ଼ ପର୍ଦ୍ଦାଫାଶ କଲା…
ଉମରକୋଟ,୩।୩(ସନ୍ତୋଷ ସତପଥୀ): ଉମରକୋଟ ଥାନା ଅଧୀନ କୋଚନିଆମ୍ବା ଗ୍ରାମରେ ଗତ ଫେବୃଆରୀ ୨୨ ଓ ୨୩ ତାରିଖ ମଧ୍ୟରାତ୍ରିରେ ବଡ଼ ଧରଣର ଡକାୟତି ହୋଇଥିଲା। ବେକରେ ଭୁଜାଲି ଲଗାଇ ହାତ ଗୋଡ଼ ବାନ୍ଧି ୭୦ ଲକ୍ଷ ଟଙ୍କା ଲୁଟି ନେଇଥିଲେ ଦୁର୍ବୃତ୍ତ।…
୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…
ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ମୃତକ ଶିକ୍ଷକ ହେଉଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ସହର ନିକଟସ୍ଥ ବଡ଼ଭରଣ୍ଡି ଗ୍ରାମର…
ଝିଅ ଅନ୍ୟଜାତିରେ ବିବାହ କରିବାରୁ ମଲାପରେ ବାପାଙ୍କୁ ମିଳିଲାନି ଚାରି କାନ୍ଧ, ବଡ଼ ପୁଅ ବି ଆସିଲେନି…
ନବରଙ୍ଗପୁର,୨୫।୨(ସଦାଶିବ ପ୍ରହରାଜ): ଆଜିର ସଭ୍ୟ ସମାଜରେ ଜାତିପ୍ରଥା ଭଳି ପରମ୍ପରା ବଞ୍ଚିରହିଛି । ଜାତିପ୍ରଥା ଯୋଗୁ ଶବକୁ ମିଳିଲାନି ଚାରି କାନ୍ଧ । ଏପରିକି ବଡ଼ ପୁଅ ମଧ୍ୟ ଆସିଲେନି। ପାଖ ପଡୋଶୀ ଦେଖଣାହାରୀ ହୋଇ ଥିଲେ ମଧ୍ୟ କେହି ମଧ୍ୟ…
ମାରଣାସ୍ତ୍ର ଦେଖାଇ ବ୍ୟାବସାୟୀଙ୍କ ଘରୁ ଲୁଟ୍
ପାପଡ଼ାହାଣ୍ଡି,୨୪।୨(ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୈଦଲପୁରର ସଦର ବ୍ୟବସାୟୀ କାଶୀନାଥ ଗୁପ୍ତାଙ୍କ ଘରୁ ବଡ଼ ଧରଣର ଲୁଟ୍ ହୋଇଛି। କଳା ମୁଖା ପିନ୍ଧା ଦୁବୃର୍ତ୍ତମାନେ ଘରେ ପଶି ପରିବାର ଲୋକଙ୍କୁ ମାରଣାସ୍ତ୍ର ଦେଖାଇ ଲକ୍ଷାଧିକ ଟଙ୍କା ସହ ସୁନା…
ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା ଶୁଭାରମ୍ଭ
ନବରଙ୍ଗପୁର,୧୪।୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ସ୍ବାଧୀନତା ସଂଗ୍ରାମୀମାନଙ୍କ ଅବଦାନ ଓ ବଳିଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମନେପକାଇ ଶ୍ରଦ୍ଧାଞ୍ଜଳି ଜଣାଇବା ସହ କହିଛନ୍ତି, ଓଡ଼ିଶା ହେଉଛି କଳା ସଂସ୍କୃତି ଓ ପରମ୍ପରାର ରାଜ୍ୟ। ଅଭାବ ଯୋଗୁ ଲୋକେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ…
୧୨ ଘଣ୍ଟିଆ ଉମରକୋଟ ବନ୍ଦ, କଣ ରହିଛି ପ୍ରଭାବ ଜାଣନ୍ତୁ
ଉମରକୋଟ,୧୦।୨(ସନ୍ତୋଷ ଶତପଥୀ): ଦୀର୍ଘ ଦିନର ଦାବି ପୂରଣ ନହେବାରୁ ମଙ୍ଗଳବାର ଆନ୍ଦୋଳନ ପଥକୁ ଓହ୍ଲାଇଛି ‘ଉମରକୋଟ ସଂଗ୍ରାମ ମଞ୍ଚ’ । ଆଜି ଉମରକୋଟ, ରାଇଘର, ଝରିଗାଁ ଏବଂ ଚାନ୍ଦାହାଣ୍ଡି ବ୍ଲକକୁ ୧୨ ଘଣ୍ଟିଆ ସମ୍ପୂର୍ଣ୍ଣ ‘ଅଖ ଚକ ବନ୍ଦ’ ଡାକରା ଦିଆଯାଇଛି…
ଯାତ୍ରା ସାରି ଫେରୁଥିବାବେଳେ ଓଲଟିପଡିଲା ଗାଡି: ଭିତରେ ବସିଥିଲେ ୮ କଳାକାର
ନବରଙ୍ଗପୁର,୨୭।୧(ସଦାଶିବ ପ୍ରହରାଜ): ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ଆଜି ସକାଳେ କଳାକାରମାନେ ଯାଉଥିବା ଗାଡି ଭାରସାମ୍ୟ ହରାଇ ଓଲଟି ପଡିଥିବା ସୂଚନା ମିଳିଛି। ଗାଡ଼ିରେ ବସିଥିବା ପ୍ରାୟ ୮ ଜଣ କଳାକାର ଅଳ୍ପକେ ବର୍ତ୍ତି ଯାଇଥିବାବେଳେ ଗାଡି ଦୁର୍ଘଟଣା ପରେ ସମ୍ପୂର୍ଣ୍ଣ ଚେପା ହୋଇଯାଇଛି।…
ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ମାନିତ ହେଲେ ବ୍ୟକ୍ତି ବିଶେଷ
ନବରଙ୍ଗପୁର,୨୬।୧(ସଦାଶିବ ପ୍ରହରାଜ): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ମହାଆଡମ୍ବରରେ ପାଳନ କରାଯାଇଛି । ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଜିଲାପାଳ ମହେଶ୍ବର ସ୍ବାଇଁ ଯୋଗଦେଇ ପତାକା ଉତ୍ତୋଳନ କରିବା ସହିତ ସମ୍ମୀଳିତ…
ବାଘଛାଲ ବିକ୍ରି କରୁଥିବା ବେଳେ ରେଡ୍ କଲା ବନବିଭାଗ, ୩…
ନବରଙ୍ଗପୁର,୨୩।୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ରେଞ୍ଜ ନୁନୁପାଣି ଗ୍ରାମ ନିକଟରେ କଲରାପତରିଆ ବାଘ ଛାଲର ଡିଲ ଚାଲିଥିଲା ସମୟରେ ବିଶେଷ ସୂତ୍ରରୁ ଖବର ପାଇ ବନ ବିଭାଗର ଏକ ସ୍ୱତନ୍ତ୍ର ଟିମ ଚଢ଼ାଉ କରିଛି । କଲରାପତରିଆ ବାଘ ଛାଲ ସହ…
ପୋଖରୀହୁଡ଼ାରୁ ମିଳିଲା ନବଜାତ ଶିଶୁପୁତ୍ରର ମୃତଦେହ
ଉମରକୋଟ, ୧୮।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୋଏଲାରବେଡ଼ା ଗାଁ ପୋଖରୀହୁଡ଼ାରୁ ରବିବାର ଜଣେ ନବଜାତକଙ୍କ ମୃତଦେହ ମିଳିଛି। ଉମରକୋଟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣା ତଦନ୍ତ ଆରମ୍ଭ କରିଛି। ତେବେ ମୃତଦେହ ସେଠାକୁ କିପରି…
ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍
କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର ଜିଲାରେ ହୋମଗାର୍ଡ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ଓଡିଶା ହାଇକୋର୍ଟରେ ପହଞ୍ଚିଛି। ହୋମଗାର୍ଡ ନିଯୁକ୍ତିରେ ହୋଇଥିବା…
ଧାନମଣ୍ଡି ଅବ୍ୟବସ୍ଥା: ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ
ନବରଙ୍ଗପୁର,୧୪ା୧(ସଦାଶିବ ପ୍ରହରାଜ): ମଣ୍ଡିରେ ଧାନ କ୍ରୟ ଆରମ୍ଭରୁ ଅବ୍ୟବସ୍ଥା। ଚାଷୀଙ୍କୁ ଟୋକନ ପ୍ରଦାନରେ ଅହେତୁକ ବିଳମ୍ବ ସାଙ୍ଗକୁ କଟ୍ନି ଛଟ୍ନି ବାହାନାରେ ଶୋଷଣ। ସାମାନ୍ୟ ବିଳମ୍ବରେ ଧାନମଣ୍ଡିରେ ପହଞ୍ଚତ୍ଲେ ଫେରସ୍ତ ସହ ସାଧାରଣ ମୌଳିକ ସୁବିଧା ଯୋଗାଇଦେବାରେ ସରକାର ବିଫଳ। ସାଟେଲାଇଟ୍…
Archives


