ନବରଙ୍ଗପୁର

ପରୀକ୍ଷା ଦେବାକୁ ଯାଉଥିଲେ ୨ ଛାତ୍ର: ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ

ପାପଡ଼ାହାଣ୍ଡି,୧୯।୩(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି-ନବରଙ୍ଗପୁର ରାସ୍ତା ମୃଗବିହାର ନିକଟରେ ମଙ୍ଗଳବାର ଏକ ଗାଡ଼ି ଧକ୍କାରେ ଜଣେ କେନ୍ଦ୍ରୀୟ ବିଦ୍ୟାଳୟ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତ ଛାତ୍ର…

2 years ago

ମାଟି ତଳୁ ମୃତଦେହ କାଢ଼ି ତଦନ୍ତ

ଝରିଗାଁ,୧୨।୩(କିଶୋର ଚନ୍ଦ୍ର ମଣ୍ଡଳ):୪ ଦିନ ତଳେ ଜଣେ ବୃଦ୍ଧା ନିଖୋଜ ହୋଇଯାଇଥିଲେ। ସେ ଗୁଣିଗାରେଡ଼ି କରୁଥିବା ନେଇ ଗାଁର କେତେଜଣ ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ବୋଲି ମୃତକଙ୍କ…

2 years ago

ଭାଇ ପରେ ଚାଲିଗଲା ଭଉଣୀର ଜୀବନ

ଝରିଗାଁ,୧୦।୩(କିଶୋର ଚନ୍ଦ୍ର ମଣ୍ଡଳ): ମାସେ ତଳେ କାମୁଡ଼ି ଥିଲା କୁକୁର। ପରିବାର ଲୋକେ କିନ୍ତୁ ଡାକ୍ତରଙ୍କୁ ନ ଦେଖାଇ ଜଡ଼ିବୁଟି ଚିକତ୍ସା କରାଇଥିଲେ। ଏବେ କୁକୁର କାମୁଡ଼ି…

2 years ago

ମହୁମାଛି ଆକ୍ରମଣରେ ୬ ମାସର ଶିଶୁ ମୃତ

ଝରିଗାଁ,୪ା୩(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଫୁଲଝରି ଗ୍ରାମରେ ମହୁମାଛି ଆକ୍ରମଣରେ ଜଣେ ୬ ମାସର ଶିଶୁର ମୃତ୍ୟୁ ଘଟିଛି। ଉମରକୋଟ…

2 years ago

ପୋଲ ତଳକୁ ଖସିପଡ଼ିଲା ବାଇକ୍‌, ଚାଲିଗଲା ୨ ଜୀବନ

ପାପଡ଼ାହାଣ୍ଡି,୨୬।୨(ସ୍ବପ୍ନଜିତ୍‌ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଶହୀଦ ମିନାର ନିକଟ ଟୁରି ନଦୀରେ ନିର୍ମାଣାଧୀନ ପୋଲ ତଳକୁ ଏକ ବାଇକ୍‌ ଖସି ୨ ଜଣଙ୍କ ମୃତ୍ୟୁ ହୋଇଛି।…

2 years ago

ଉମରକୋଟ ବିଧାନସଭା ନିର୍ବାଚନମଣ୍ଡଳୀ : ନବୀନା,ସୁରେଶ ବିଜେଡି ଆଶାୟୀ , କାହାକୁ ମିଳିବ ଟିକେଟ୍‌

ଉମରକୋଟ, ୨୫।୨(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବିଧାନସଭା ନିର୍ବାଚନମଣ୍ଡଳୀରେ ୩ ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସର ୪ ଆଶାୟୀଙ୍କୁ ନେଇ ଏବେ ଚାଲିଛି…

2 years ago

ଓଡ଼ିଶାରେ ଡବଲ ଇଞ୍ଜିନ୍‌ ସରକାର ଦରକାର: ରାଜନାଥ

ନବରଙ୍ଗପୁର/ବ୍ରହ୍ମପୁର/ ବାରିପଦା,୨୩।୨(ସଦାଶିବ ପ୍ରହରାଜ/ନରସିଂହ ସାହୁ/ତନୁଶ୍ରୀ ନାହାକ/ନୀଳାଦ୍ରି ବିହାରୀ ଦଣ୍ଡପାଟ):ଓଡ଼ିଶାରେ ଡବଲ ଇଞ୍ଜିନ୍‌ ସରକାର ହେଲେ ରାଜ୍ୟର ବିକାଶ ଘଟିବ ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।…

2 years ago

‘ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଦରକାର’

ନବରଙ୍ଗପୁର,୨୨ା୨: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଗୁରୁବାର ନବରଙ୍ଗପୁରରେ ପହଞ୍ଚିଛନ୍ତି। ଏଠାରେ ଆୟୋଜିତ ଏକ ସଭାରେ ସମ୍ବୋଧିତ କରି ସେ କହିଛନ୍ତି, ‘ଓଡ଼ିଶାକୁ ବି ଡବଲ…

2 years ago

ନବରଙ୍ଗପୁରରେ ପହଞ୍ଚିଲେ ରାଜନାଥ ସିଂ

ନବରଙ୍ଗପୁର,୨୨।୨: ଓଡିଶାରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ। ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ନବରଙ୍ଗପୁରରେ ପହଞ୍ଚିଲେ ରାଜନାଥ। ଭାଜପାର କୋର୍‌ କମିଟି ବୈଠକରେ ସେ ଯୋଗ…

2 years ago

ଝିଅର ନିର୍ବନ୍ଧ କରିବାକୁ ଯାଇଥିବା ବେଳେ ଓଲଟିଲା ପିକ୍‌ଅପ୍‌, ୩୫ ଆହତ

ଉମରକୋଟ,୧୮ା୨(ସନ୍ତୋଷ ଶତପଥୀ): ଝିଅର ନିର୍ବନ୍ଧ କରିବାକୁ ଯାଇଥିବା ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩୫ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉମରକୋଟ, ଝରିଗାଁ ଓ ନବରଙ୍ଗପୁର ଚିକିତ୍ସାଳୟରେ…

2 years ago