ନବରଙ୍ଗପୁର

ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ଦାୟିତ୍ୱରୁ ବନ୍ଦ ଦାବିରେ ଜାତୀୟ ରାଜପଥ ଅବରୋଧ

ପାପଡ଼ାହାଣ୍ଡି,୯ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ତୁମ୍ବର୍ଲା ପଞ୍ଚାୟତରେ ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ପ୍ରତିବାଦରେ ବୁଧବାର ପଞ୍ଚାୟତବାସୀ ୨୬ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ।…

1 year ago

ସ୍କୁଲରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡ଼ାହାଣ୍ଡି/ଡାବୁଗଁା/ନବରଙ୍ଗପୁର,୯ା୧୧(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାନିଗଁା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଶଙ୍କର ହରିଜନ ସ୍କୁଲରୁ ନିଖୋଜ ଅଛନ୍ତି। ଏ ନେଇ ସୋମବାର…

1 year ago

ବିଦ୍ୟାଳୟରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡାହାଣ୍ଡି,୮।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାନିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରୁ ଜଣେ ଅନ୍ତେବାସୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏ ନେଇ ସୋମବାର ସ୍କୁଲ କର୍ତ୍ତୃପକ୍ଷ ଡାବୁଗାଁ…

1 year ago

ତଥ୍ୟ ପ୍ରଦାନରେ ଚଞ୍ଚକତା

ନବରଙ୍ଗପୁର,୮।୧୧(ବି.ପ୍ର.):ନବରଙ୍ଗପୁର ଜିଲାରେ ଅନେକ ଶିକ୍ଷକ ନକଲି ସାର୍ଟିଫିକେଟ ଦେଇ ଚାକିରି କରୁଛନ୍ତି। କେତେଜଣ ଶିକ୍ଷକ ଲମ୍ବା ଛୁଟିରେ ଅଛନ୍ତି। ଯାଞ୍ଚ ପରେ ଧରାପଡିଲେ ପରବର୍ତ୍ତୀ ସମୟରେ ଚାକିରିରୁ…

1 year ago

ଛୁଟିରେ ଥାଇ ଦରମା ଆସୁଛି

ନବରଙ୍ଗପୁର,୭।୧୧(ବି.ପ୍ର.):ନିୟମ ଏଠି ବାଟବଣା। ବିନା ଦରଖାସ୍ତରେ ୬ ମାସ ଛୁଟିରେ ରହିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନବରଙ୍ଗପୁର ଜିଲାରେ ଦରମା ମିଳିଯାଉଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ଆରମ୍ଭ…

1 year ago

ଡ୍ୟାମ୍‌ ନିକଟ ପାହାଡ଼, ଗାର୍ଡଓ୍ବାଲରୁ ଚୋରି ହେଉଛି ପଥର

ତେନ୍ତୁଳିଖୁଣ୍ଟି, ୭।୧୧(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କପୁର ବାରିଆଘାଟ, ଦେଓପାଲିରେ ବନ୍ଧ ରହିଛି। କୋରାପୁଟ ଜିଲାର ମୁରାନରେ ମଧ୍ୟ ଏକ ବନ୍ଧ ରହିଛି। ଚାରୋଟି ଯାକ ବନ୍ଧକୁ…

1 year ago

ଧାନଗଦାରେ ଲାଗିଲା ନିଆଁ: ଜଳିଗଲା ୧ ଲକ୍ଷ ଟଙ୍କାର ଊର୍ଦ୍ଧ୍ୱ ସମ୍ପତ୍ତି

ପାପଡ଼ାହାଣ୍ଡି,୨।୧୧(ଡି.ଏନ୍‌.ଏ.): ଧାନଗଦାରେ ନିଆଁ ଲାଗି ଜଳିଗଲା ସୁନାର ଫସଲ । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚନ୍ଦ୍ରପୁର ଗାଁର ଯଦୁ ମାଝୀଙ୍କ ଖଳାରେ।…

1 year ago

ସାପ କାମୁଡାରେ ଚାଲିଗଲା ନାବାଳକଙ୍କ ଜୀବନ

ପାପଡାହାଣ୍ଡି,୩୧।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତ ବାମନ ମୁଣ୍ଡାଗୁଡ଼ା ଗ୍ରାମରେ ସୋମବାର ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଡମୁ…

1 year ago

‘ଆଦିବାସୀଙ୍କ ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଉଛି’

ଉମରକୋଟ,୨୯ା୧୦(ସ୍ବ.ପ୍ର.): ଆଦିବାସୀ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ଉମରକୋଟ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ…

2 years ago

ଚାଷୀଙ୍କ ଅଜାଣତରେ ଉଠିଛି କାଳିଆ, ପିଏମ୍‌ କିଷାନ ଅର୍ଥ

ନବରଙ୍ଗପୁର/କୋଡିଙ୍ଗା, ୨୮।୧୦(ବି.ପ୍ର./ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନା ରହିଛି। ଏହାର ତଦାରଖ କରିବା ପାଇଁ ପଞ୍ଚାୟତରୁ ଜିଲା ଓ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନେକ…

2 years ago