ନବରଙ୍ଗପୁର

ହଷ୍ଟେଲ ଛାଡ଼ିଲେ ଶତାଧିକ ଛାତ୍ର, ହାତରେ ବ୍ୟାଗ୍‌ ଧରି ୧୦ କିଲୋମିଟର ଚାଲିଲେ

ଝରିଗାଁ,୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ସରକାର କେଜିରୁ ପିଜି ପର୍ଯ୍ୟନ୍ତ ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ପାଇଁ ଗୁରୁତ୍ୱ ଦେଉଥିବା ବେଳେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନଟେମରା…

2 months ago

ବିଭିନ୍ନ ସରକାରୀ ଅନୁଷ୍ଠାନକୁ ଅଚାନକ ଗସ୍ତ କଲେ ଜିଲାପାଳ, କାର୍ଯ୍ୟପ୍ରଣାଳୀ ଅନୁଧ୍ୟାନ କରି…

ନବରଙ୍ଗପୁର,୫ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପାଳ ଡ. ମହେଶ୍ୱର ସ୍ବାଇଁ ବୁଧବାର ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ନନ୍ଦାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର (CHC), ନିସ୍ନାହାଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ…

2 months ago

ବେକରେ ଓଢ଼ଣୀ ବାନ୍ଧି ଝୁଲିପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ, ପଢ଼ା ଖାତା ଜବତ କରି ପୋଲିସ…

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ବେକରେ ଓଢ଼ଣୀ ଦେଇ ଝୁଲି ପଡ଼ିଛନ୍ତି ଜଣେ ଦଶମ ଶ୍ରେଣୀ ଛାତ୍ରୀ। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା…

2 months ago

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ/ନବରଙ୍ଗପୁର, ୩୧।୭(ସନ୍ତୋଷ ସତପଥୀ/ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା  ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ…

2 months ago

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ…

2 months ago

ଅଞ୍ଚଳରେ ଚାଞ୍ଚଲ୍ୟ: ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ରୁ ଟଙ୍କା ନେଇ ଫେରାର୍‌

ଉମରକୋଟ,୨୪।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହରର କୋଣ୍ଡାଗା ରୋଡ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌କୁ ଦୁର୍ବୃତ୍ତମାନେ ଗ୍ୟାସ୍‌ କଟରରେ କାଟି ଲୁଟ୍‌…

2 months ago

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ):  ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

2 months ago

ଗାଁ ଭିତରେ ପଶିଲେ ଭାଲୁ ପଲ, ଲୋକେ ଭୟଭୀତ ହୋଇ…

ଝରିଗାଁ,୧୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମକାଚାଷ ବଢ଼ିବା ଫଳରେ ରହିଥିବା ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ଯାହା ଫଳରେ ଜଙ୍ଗଲରେ ରହିଥିବା ହିଂସ୍ରଜନ୍ତୁ…

3 months ago

ସ୍କୁଟିରେ ଯାଉଥିଲେ ଅଙ୍ଗନବାଡି କର୍ମୀ, ବାଟରେ ପିଟିଲା ହାଇଓ୍ବା: ଆଉ ତା’ପରେ…

ପାପଡାହାଣ୍ଡି,୧୮।୭(ସ୍ବପ୍ନଜିତ ପଟ୍ଟନାୟକ): ଟିପ୍ପର ଧକ୍କାରେ ଜଣେ ଅଙ୍ଗନବାଡି କର୍ମୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ପ୍ରଧାନୀଗୁଡା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି…

3 months ago

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ…

3 months ago