ନନ୍ଦାହାଣ୍ଡି,୧୪।୪,(ଡି.ଏନ୍.ଏ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଏକମ୍ବା ଗ୍ରାମରେ ପୁଣି ୩ ଭାଲୁ ଖାଦ୍ୟ ଅନ୍ବେଷଣରେ ପହଞ୍ଚତ୍ଛନ୍ତି। ଏକମ୍ବା ଗ୍ରାମରେ ବହୁ ପରିମାଣରେ ଆଖୁ ଚାଷ ହେଉଥିବାରୁ ଆଖୁ…
ପାପଡାହାଣ୍ଡି, ୧୪।୪(ଡି.ଏନ୍.ଏ.): ଉଦଘାଟନର ଚାରି ମାସ ପରେ ଫାଟିଗଲା ଶହୀଦ ମିନାରରେ ଲାଗିଥିବା ପତାକା। ଶହୀଦ ମୀନାରରେ ଏବେ ଉଡୁଛି ଫଟା ତ୍ରିରଙ୍ଗା। ଏହାକୁ ନେଇ ସାଧାରଣରେ ଅସନ୍ତୋଷ…
ଝରିଗାଁ, ୧୪।୪(ସ୍ବ.ପ୍ର.): ଯୋଜନା ଆସୁଛି, ହେଲେ ଅପହଞ୍ଚ ଇଲାକାରେ ଠିକ୍ ସମୟରେ ପହଞ୍ଚତ୍ପାରୁନାହିଁ। ଫଳରେ ଦୁର୍ଗମ ଅଞ୍ଚଳବାସୀ ବର୍ଷ ତମାମ ନାହିଁ ନ ଥିବା ସମସ୍ୟାର ଶିକାର ହେଉଛନ୍ତି।…
ଉମରକୋଟ,୧୩ା୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ କୁର୍ସୀ ପଞ୍ଚାୟତର ଜୁନାପାଣି ଗ୍ରାମ ନିକଟସ୍ଥ ଜଙ୍ଗଲର ଏକ ଶାଳଗଛରେ ଭାଲୁଟି ଚଢ଼ିଯାଇଛି। ଗଛଟି ବହୁତ ଉଚ୍ଚ ଥିବାରୁ ତଳକୁ…
ଉମରକୋଟ,୧୦।୪(ସ୍ବ.ପ୍ର.): ଗୋଟିଏ ଗଛରେ ୩ ଝିଅଙ୍କ ଝୁଲନ୍ତା ମୃତଦେହ। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ତୋହରା ଗ୍ରାମରେ ଶନିବାର ରାତିରେ ଏଭଳି ଘଟଣା ଆଲୋଡ଼ନ ସୃଷ୍ଟି କରିଛି।…
ନବରଙ୍ଗପୁର,୭ା୪(ବି.ପ୍ର.) ନବରଙ୍ଗପୁର ଜିଲାର ୧୦ଟି ବ୍ଲକରେ ସରକାରଙ୍କ ପକ୍ଷରୁ ଲକ୍ଷାଧିକ ଟଙ୍କା ବ୍ୟୟ କରାଯାଇ ପରିସଂଖ୍ୟାନ ଗୃହ ନିର୍ମାଣ କରାଯାଇଛି। ନବରଙ୍ଗପୁର ବ୍ଲକ ପରିସରରେ ୨୦୧୫ ଜୁନ ୧୨…
ରାଇଘର,୩ା୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ହାତୀଗାଁ ସଂରକ୍ଷିତ ଜଙ୍ଗଲରେ ରବିବାର ହେଟାବାଘ ଆକ୍ରମଣରେ ୩ ଗୁରୁତର ଏବଂ ୫ ଆହତ ହୋଇଛନ୍ତି। ତିମନପୁର ଗ୍ରାମବାସୀ ମହୁଲ…
ନବରଙ୍ଗପୁର,୨।୪(ବି.ପ୍ର.): ନବରଙ୍ଗପୁର ଜିଲାତେନ୍ତୁଳିଖୁଣ୍ଟି ବ୍ଲକ ଅନ୍ତର୍ଗତ ଦିଗିସଲପା ଗାଁକୁ ତିନୋଟି ଭାଲୁ ପଶି ଆସୁଥିବା ଦେଖିବାକୁ ମିଳିଛି । ଖାଦ୍ୟ ଅନ୍ବେଷଣରେ ଭାଲୁ ଗାଁ ମୁହାଁ ହେଉଛନ୍ତି।…
ଝରିଗାଁ,୩୧।୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ଅଞ୍ଚଳା ଗ୍ରାମରେ ଜଣେ ନିଶାସକ୍ତ ବ୍ୟକ୍ତି ରାତିରେ ଜଣଙ୍କ ଘରକୁ ଯାଇ ବନ୍ଧୁକ ମୁନରେ ଧମକାଇଛନ୍ତି। ଏହି ଘଟଣାରେ ପୋଲିସ…
ନବରଙ୍ଗପୁର,୩୧।୩ (ବି.ପ୍ର): ଝିଅ ନିଖୋଜ ନେଇ ବାରମ୍ବାର ଥାନାକୁ ଯିବା ପରେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ଏଏସ୍ଆଇ ଦୁର୍ବ୍ୟବହାର କରିବା ସହ ଧମକ ଦେଉଛନ୍ତି। ନବରଙ୍ଗପୁର ଜିଲା…