ନୂଆଦିଲ୍ଲୀ/ନବରଙ୍ଗପୁର,୨୫।୧: କ୍ଷୁଦ୍ର ଗ୍ରହ ଆବିଷ୍କାର କରିଥିବା ଓଡ଼ିଶାର ନବରଙ୍ଗପୁର ଜିଲାର ବନିତା ଦାସଙ୍କୁ ସୋମବାର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପ୍ରଦାନ କରାଯାଇଛି। ଦିନ ୧୧ଟାରେ ସେ…
ରାଇଘର, ୨୪।୧(ଡି.ଏନ୍.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଖ୍ୟରାସ୍ତାରୁ ଛତିଶଗଡ଼କୁ ସଂଯୋଗ କରୁଥିବା ରାସ୍ତାର ବିଭିନ୍ନ ଛକ ସ୍ଥାନ ଶୋଚନୀୟ। ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା…
ନବରଙ୍ଗପୁର,୨୪।୧(ବି.ପ୍ର.): ନବରଙ୍ଗପୁର ଉମରକୋଟରେ ‘ମିଶନ ଭାଲୁ ରେସ୍କ୍ୟୁ’ ଚାଲିଛି। ଦୁଇ ଦିନ ହେଲା ଭାଲୁଟି ଗଛରେ ବସି ରହିଛି। ଭାଲୁକୁ ତଳକୁ ଓହ୍ଲାଇବା ପାଇଁ ଉମରକୋଟ ବନ…
ଉମରକୋଟ,୨୩।୧(ସ୍ବ.ପ୍ର.): ଜାତି ପ୍ରମାଣପତ୍ର ଇନ୍ଭାଲିଡ ଥିବା ଦର୍ଶାଇ ବ୍ଲକ ନିର୍ବାଚନ ଅଧିକାରୀ ପ୍ରାର୍ଥିପତ୍ର ନାକଚ କରିଥିଲେ । ପ୍ରାର୍ଥିପତ୍ର ନାକଚ ପରେ ବ୍ଲକ କାର୍ଯ୍ୟାଳୟର ପାହାଚରେ ଧାରଣା…
ଉମରକୋଟ,୨୩।୧(ସ୍ବ.ପ୍ର.): ଗଛରେ ବସିଛି ଭାଲୁ। ଆତଙ୍କିତ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତର ନାୟକଗୁଡ଼ା ୟୁଭି ୧୧ ବଙ୍ଗୀୟ ଗ୍ରାମରେ।…
ପାପଡ଼ାହାଣ୍ଡି, ୨୩ା୧(ଡି.ଏନ୍.ଏ.) ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ଡାକବଙ୍ଗଳା ନିକଟରେ ଥିବା ଟ୍ରାନ୍ସଫର୍ମରକୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଯାଇଛନ୍ତି। ଫଳରେ ନିକଟସ୍ଥ…
ନବରଙ୍ଗପୁର,୨୩|୧(ବି.ପ୍ର.) ଚାକିରି ଦେବା ନାଁରେ ଅର୍ଥ ଆଦାୟ। ଠକେଇର ଶିକାର ହୋଇଥିବା ଦେବକୀ ଜାନୀ (୨୦) ଓ ନିବେଦିତା ଭତରା ନବରଙ୍ଗପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। କୋଡିଙ୍ଗା ଥାନା…
ରାଇଘର, ୨୩ା୧(ଡି.ଏନ୍.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକ ସଦର ମହକୁମାସ୍ଥିତ ଧଡ଼ରାପାରାରେ ଥିବା ଆମିଷ ବଜାର ଅବ୍ୟବସ୍ଥାରେ ପଡ଼ିରହିଛି। ଫଳରେ ଗ୍ରାହକ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା…
ଉମରକୋଟ, ୨୨।୧(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ଜଣେ ଏମବିଏ ପଢୁଥିବା ଛାତ୍ର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେ ହେଲେ ଉମରକୋଟ ବ୍ଲକ ରାଜପୁର ପଞ୍ଚାୟତର କ୍ରିଷ୍ଣା ପୂଜାରୀ (୨୩)।…
ନବରଙ୍ଗପୁର,୨୧।୧(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ସଭାନେତ୍ରୀ ମଞ୍ଜୁଳା ମାଝି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମିଳିଥିବା ଟିକେଟ୍ ଫେରାଇ ଦେଇଛନ୍ତି। ତାଙ୍କୁ ପଞ୍ଚାୟତ ନିର୍ବାଚନରେ ବିଜେଡି ପକ୍ଷରୁ…