ନବରଙ୍ଗପୁର

ପ୍ରାର୍ଥିପତ୍ର ନାକଚ ପରେ ଗର୍ଭବତୀ ସମିତି ସଭ୍ୟ ପ୍ରାର୍ଥିନୀଙ୍କ ଧାରଣା

ଉମରକୋଟ,୨୩।୧(ସ୍ବ.ପ୍ର.): ଜାତି ପ୍ରମାଣପତ୍ର ଇନ୍‌ଭାଲିଡ ଥିବା ଦର୍ଶାଇ ବ୍ଲକ ନିର୍ବାଚନ ଅଧିକାରୀ ପ୍ରାର୍ଥିପତ୍ର ନାକଚ କରିଥିଲେ । ପ୍ରାର୍ଥିପତ୍ର ନାକଚ ପରେ ବ୍ଲକ କାର୍ଯ୍ୟାଳୟର ପାହାଚରେ ଧାରଣା…

5 years ago

ଗଛରେ ବସିଛି ଭାଲୁ , ଆତଙ୍କିତ ଗ୍ରାମବାସୀ

ଉମରକୋଟ,୨୩।୧(ସ୍ବ.ପ୍ର.): ଗଛରେ ବସିଛି ଭାଲୁ। ଆତଙ୍କିତ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତର ନାୟକଗୁଡ଼ା ୟୁଭି ୧୧ ବଙ୍ଗୀୟ ଗ୍ରାମରେ।…

5 years ago

ଟ୍ରାନ୍ସଫର୍ମର ଚୋରି ପରେ ଗାଁ ଅନ୍ଧାର

ପାପଡ଼ାହାଣ୍ଡି, ୨୩ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ଡାକବଙ୍ଗଳା ନିକଟରେ ଥିବା ଟ୍ରାନ୍ସଫର୍ମରକୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଯାଇଛନ୍ତି। ଫଳରେ ନିକଟସ୍ଥ…

5 years ago

ଚାକିରି କରେଇଦେବାକୁ କହି ଟଙ୍କା ଠକେଇ ଅଭିଯୋଗ

ନବରଙ୍ଗପୁର,୨୩|୧(ବି.ପ୍ର.) ଚାକିରି ଦେବା ନାଁରେ ଅର୍ଥ ଆଦାୟ। ଠକେଇର ଶିକାର ହୋଇଥିବା ଦେବକୀ ଜାନୀ (୨୦) ଓ ନିବେଦିତା ଭତରା ନବରଙ୍ଗପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। କୋଡିଙ୍ଗା ଥାନା…

5 years ago

ସଫା ହେଉନି ବର୍ଜ୍ୟବସ୍ତୁ, ଆମିଷ ବଜାର ଦୁର୍ଗନ୍ଧମୟ

ରାଇଘର, ୨୩ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକ ସଦର ମହକୁମାସ୍ଥିତ ଧଡ଼ରାପାରାରେ ଥିବା ଆମିଷ ବଜାର ଅବ୍ୟବସ୍ଥାରେ ପଡ଼ିରହିଛି। ଫଳରେ ଗ୍ରାହକ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା…

5 years ago

ସରପଞ୍ଚ ପ୍ରାର୍ଥୀ ହେଲେ ଏମ୍‌ବିଏ ଛାତ୍ର

ଉମରକୋଟ, ୨୨।୧(ସ୍ବ.ପ୍ର.): ନବରଙ୍ଗପୁର ଜିଲାରେ ଜଣେ ଏମବିଏ ପଢୁଥିବା ଛାତ୍ର ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ସେ ହେଲେ ଉମରକୋଟ ବ୍ଲକ ରାଜପୁର ପଞ୍ଚାୟତର କ୍ରିଷ୍ଣା ପୂଜାରୀ (୨୩)।…

5 years ago

ଟିକେଟ୍‌ ଫେରାଇଦେଲେ ବିଜେଡି ଜିଲା ସଭାନେତ୍ରୀ

ନବରଙ୍ଗପୁର,୨୧।୧(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ସଭାନେତ୍ରୀ ମଞ୍ଜୁଳା ମାଝି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ମିଳିଥିବା ଟିକେଟ୍‌ ଫେରାଇ ଦେଇଛନ୍ତି। ତାଙ୍କୁ ପଞ୍ଚାୟତ ନିର୍ବାଚନରେ ବିଜେଡି ପକ୍ଷରୁ…

5 years ago

ବିଦେଶ ଫେରନ୍ତା ସଫ୍ଟୱେର ଇଞ୍ଜିନିୟର ଦାଖଲ କଲେ ନାମାଙ୍କନପତ୍ର

ନବରଙ୍ଗପୁର,୨୧।୧(ବି.ପ୍ର.): ବିଦେଶ ଫେରନ୍ତା ସଫ୍ଟୱେର ଇଞ୍ଜିନିୟର ଜିଲା ପରିଷଦ ପ୍ରାର୍ଥୀ ଭାବେ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସେ ହେଲେ ଦିଗିସଲପା ଗ୍ରାମର ରତିକାନ୍ତ ପଣ୍ଡା। ରତିକାନ୍ତ…

5 years ago

ପ୍ରାର୍ଥୀ ଚୟନକୁ ନେଇ ଚାଲିଛି ଅଙ୍କକଷା

ନବରଙ୍ଗପୁର,୧୭।୧:  ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଗାଁ ରାଜନୀତି ସରଗରମ। ଏବେଠୁ ନେତା ଗଡ଼ ଜଗିବା ଆରମ୍ଭ କଲେଣି। ବିଶେଷ ଭାବେ ସମିତି ସଭ୍ୟ ଓ ଜିଲା…

5 years ago

ମୋବାଇଲ ବ୍ୟାଟେରି ଫାଟି ନାବାଳକ ଗୁରୁତର

ଡାବୁଗାଁ, ୧୭।୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଅଧୀନ ଛେରାଗୁଡା ଗ୍ରାମରେ ମୋବାଇଲ ବ୍ୟାଟେରି ଫାଟି ବୈଦ୍ୟନାଥ ଭତ୍ରାଙ୍କ ପୁଅ ଅନନ୍ତ (୭) ଆହତ ହୋଇଛନ୍ତି। ନବରଙ୍ଗପୁର…

5 years ago