ନବରଙ୍ଗପୁର

ବ୍ୟବସାୟୀଙ୍କ ଘରୁ ଡକାୟତି ଘଟଣା: ୧୧ ଲକ୍ଷ ୨୩ ହଜାର ଟଙ୍କା, ସୁନାଗହଣା ଜବତ, ୨ କୋର୍ଟ ଚାଲାଣ

ନବରଙ୍ଗପୁର,୨୫ା୧(ସଦାଶିବ ପ୍ରହରାଜ): ଚଳିତ ମାସ ୧୩ ତାରିଖ ସନ୍ଧ୍ୟାରେ ମହିଳାଙ୍କୁ ହାତ ଓ ପାଟିକୁ କପଡ଼ାରେ ବାନ୍ଧି ତଣ୍ଟିରେ ଛୁରି ଲଗାଇ ନଗଦ ୨୦ ଲକ୍ଷ ଟଙ୍କା…

10 months ago

ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି: ୧୦୦ ଛାତ୍ରୀଛାତ୍ର ଅସୁସ୍ଥ

ନବରଙ୍ଗପୁର,୨୪।୧: ନବରଙ୍ଗପୁର ଜିଲା ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ୧୦୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅସୁସ୍ଥ ହୋଇପଡିଥିବା ସୂଚନା ମିଳିଛି।…

11 months ago

ସାଇଧାରା-ଚନ୍ଦନଧାରା ଜଳପ୍ରପାତର ହେବ ପର୍ଯ୍ୟଟନ ବିକାଶ

ଝରିଗାଁ,୨୨।୧(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ଚାରି ଗୋଟି ଜଳପ୍ରପାତ। ସେଗୁଡିକ ହେଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ଗୋସେଇଁ ଧାରା ଜଳପ୍ରପାତ, ବଡ଼ଟେମରା…

11 months ago

ଜଙ୍ଗଲ ସୁରକ୍ଷା ନେଇ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ

ପାପଡ଼ାହାଣ୍ଡି,୧୬।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଫୋରେଷ୍ଟ ଅଧୀନ ବତାସର ପ୍ରସ୍ତାବିତ ଜଙ୍ଗଲରେ ଗୁରୁବାର ଜଙ୍ଗଲ ସୁରକ୍ଷା ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି…

11 months ago

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ ନବରଙ୍ଗପୁର…

11 months ago

ଯାତ୍ରୀବାହୀ ବସ୍‌-ପାଇପ ବୋଝେଇ ଟ୍ରକ ମୁହାଁମୁହିଁ ଧକ୍କା: ୪ ଆହତ

ପାପଡାହାଣ୍ଡି,୧୫।୧(ସ୍ବପ୍ନଜିତ ପଟ୍ଟନାୟକ) : ନବରଙ୍ଗପୁର ଜିଲା ପାପଡାହାଣ୍ଡି ଦେଇ ଯାଇଥିବା ୨୬ ନମ୍ବର ଜାତୀୟ ରାଜପଥରେ ଏକ ପାଇପ ବୋଝେଇ ଟ୍ରକ ଓ ବସ୍‌ ମଧ୍ୟରେ ଧକ୍କା…

11 months ago

କାହିଁକି  ଆଶାକର୍ମୀ ଡାଳିମ୍ବ  ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ

ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ  ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ ପଡୁଥିଲେ।…

11 months ago

ସଂଘବଦ୍ଧ ଆକ୍ରମଣରେ ଚାଲିଗଲା ଯୁବକଙ୍କ ଜୀବନ

ପାପଡାହାଣ୍ଡି,୭।୧(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ବରୱାଡା ଗ୍ରାମରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ଯୋଗୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ମଇଦଲପୁର…

11 months ago

ଫରେଷ୍ଟର, ଫରେଷ୍ଟ ଗାର୍ଡ ନିଲମ୍ବିତ

ଉମରକୋଟ/ରାଇଘର, ୪।୧(ସନ୍ତୋଷ ଶତପଥୀ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବନାଞ୍ଚଳରେ ଚାରାରୋପଣରେ ଦୁର୍ନୀତି ଅଭିଯୋଗରେ ଗୋନା ସେକ୍ସନ୍‌ ଫରେଷ୍ଟର କାମାକ୍ଷାପ୍ରସାଦ ସ୍ବାଇଁ, ଫରେଷ୍ଟଗାର୍ଡ ହରେକୃଷ୍ଣ ନାୟକଙ୍କୁ ନିଲମ୍ବିତ…

11 months ago

ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା: ୨ ଦୁଇ ମୃତ ଜଣେ ଗୁରୁତର

ତେନ୍ତୁଳିଖୁଣ୍ଟି,୩୧ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ପୂଜାରୀଗୁଡା ଷ୍ଟାଡିୟମ ତେନ୍ତୁଳିଗଛ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହୋଇଛନ୍ତି…

11 months ago