ନବରଙ୍ଗପୁର

ରାସ୍ତା ମରାମତି ନ ହେଲେ ଭୋଟ ବର୍ଜନ ଚେତାବନୀ

ନବରଙ୍ଗପୁର, ୩୦ା୧ (ବି.ପ୍ର.)-ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଚିକିଲି ଗ୍ରାମରେ ଗ୍ରାମବାସୀ ଯାତାୟାତ ପାଇଁ ଦୀର୍ଘ ଦିନ ହେବ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଗ୍ରାମ ଭିତରେ…

5 years ago

ଗଡ଼ ଫେରିପାଇବା ଲକ୍ଷ୍ୟରେ ବିଜେଡି

ରାଇଘର, ୩୦ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଏବେ ନିର୍ବାଚନୀ ପ୍ରଚାର ଜୋର୍‌ଦାର ଚାଲିଛି। ଗ୍ରାମାଞ୍ଚଳରେ ନେତା ଡେରା ପକାଇ ଲୋକଙ୍କୁ ଏକାଠି କରି ଜୋର୍‌ଦାର ପ୍ରଚାର କରୁଛନ୍ତି।…

5 years ago

ଉଦ୍ଧାର ହେଲା ଗଛରେ ଚଢ଼ିଥିବା ଭାଲୁ

ଉମରକୋଟ, ୨୫।୧(ସ୍ବ.ପ୍ର.): ଦୀର୍ଘ ୩୨ ଘଣ୍ଟା ପରେ ଜଙ୍ଗଲୀ ଭାଲୁକୁ ଗଛ ଉପରୁ ତଳକୁ ଆଣିଲା ବନ ବିଭାଗ। ଭାଲୁଟିକୁ ଟ୍ରାଙ୍କୁଲାଇଜ୍‌ କରି ତଳକୁ ଓହ୍ଲାଯାଇଛି। ସୋମବାର…

5 years ago

ଓଡ଼ିଶାର ବନିତାଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର

ନୂଆଦିଲ୍ଲୀ/ନବରଙ୍ଗପୁର,୨୫।୧: କ୍ଷୁଦ୍ର ଗ୍ରହ ଆବିଷ୍କାର କରିଥିବା ଓଡ଼ିଶାର ନବରଙ୍ଗପୁର ଜିଲାର ବନିତା ଦାସଙ୍କୁ ସୋମବାର ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍‌ ପୁରସ୍କାର ପ୍ରଦାନ କରାଯାଇଛି। ଦିନ ୧୧ଟାରେ ସେ…

5 years ago

ପୂର୍ତ୍ତ ବିଭାଗ ରାସ୍ତାରେ ଗାତ, ବଢୁଛି ଦୁର୍ଘଟଣା

ରାଇଘର, ୨୪।୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକ ମୁଖ୍ୟରାସ୍ତାରୁ ଛତିଶଗଡ଼କୁ ସଂଯୋଗ କରୁଥିବା ରାସ୍ତାର ବିଭିନ୍ନ ଛକ ସ୍ଥାନ ଶୋଚନୀୟ। ପୂର୍ତ୍ତ ବିଭାଗ ପକ୍ଷରୁ ନିର୍ମାଣ କରାଯାଇଥିବା…

5 years ago

ଦୁଇ ଦିନ ହେଲା ଗଛରେ ଭାଲୁ: ବନ ବିଭାଗର ସବୁ କୌଶଳ ଫେଲ୍‌

ନବରଙ୍ଗପୁର,୨୪।୧(ବି.ପ୍ର.): ନବରଙ୍ଗପୁର ଉମରକୋଟରେ ‘ମିଶନ ଭାଲୁ ରେସ୍କ୍ୟୁ’ ଚାଲିଛି। ଦୁଇ ଦିନ ହେଲା ଭାଲୁଟି ଗଛରେ ବସି ରହିଛି। ଭାଲୁକୁ ତଳକୁ ଓହ୍ଲାଇବା ପାଇଁ ଉମରକୋଟ ବନ…

5 years ago

ପ୍ରାର୍ଥିପତ୍ର ନାକଚ ପରେ ଗର୍ଭବତୀ ସମିତି ସଭ୍ୟ ପ୍ରାର୍ଥିନୀଙ୍କ ଧାରଣା

ଉମରକୋଟ,୨୩।୧(ସ୍ବ.ପ୍ର.): ଜାତି ପ୍ରମାଣପତ୍ର ଇନ୍‌ଭାଲିଡ ଥିବା ଦର୍ଶାଇ ବ୍ଲକ ନିର୍ବାଚନ ଅଧିକାରୀ ପ୍ରାର୍ଥିପତ୍ର ନାକଚ କରିଥିଲେ । ପ୍ରାର୍ଥିପତ୍ର ନାକଚ ପରେ ବ୍ଲକ କାର୍ଯ୍ୟାଳୟର ପାହାଚରେ ଧାରଣା…

5 years ago

ଗଛରେ ବସିଛି ଭାଲୁ , ଆତଙ୍କିତ ଗ୍ରାମବାସୀ

ଉମରକୋଟ,୨୩।୧(ସ୍ବ.ପ୍ର.): ଗଛରେ ବସିଛି ଭାଲୁ। ଆତଙ୍କିତ ଗ୍ରାମବାସୀ। ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସୁନାବେଡ଼ା ପଞ୍ଚାୟତର ନାୟକଗୁଡ଼ା ୟୁଭି ୧୧ ବଙ୍ଗୀୟ ଗ୍ରାମରେ।…

5 years ago

ଟ୍ରାନ୍ସଫର୍ମର ଚୋରି ପରେ ଗାଁ ଅନ୍ଧାର

ପାପଡ଼ାହାଣ୍ଡି, ୨୩ା୧(ଡି.ଏନ୍‌.ଏ.) ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ଡାକବଙ୍ଗଳା ନିକଟରେ ଥିବା ଟ୍ରାନ୍ସଫର୍ମରକୁ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ନେଇଯାଇଛନ୍ତି। ଫଳରେ ନିକଟସ୍ଥ…

5 years ago

ଚାକିରି କରେଇଦେବାକୁ କହି ଟଙ୍କା ଠକେଇ ଅଭିଯୋଗ

ନବରଙ୍ଗପୁର,୨୩|୧(ବି.ପ୍ର.) ଚାକିରି ଦେବା ନାଁରେ ଅର୍ଥ ଆଦାୟ। ଠକେଇର ଶିକାର ହୋଇଥିବା ଦେବକୀ ଜାନୀ (୨୦) ଓ ନିବେଦିତା ଭତରା ନବରଙ୍ଗପୁର ଥାନାର ଦ୍ୱାରସ୍ଥ ହୋଇଛନ୍ତି। କୋଡିଙ୍ଗା ଥାନା…

5 years ago