ଜୀବନ ଯୁଦ୍ଧରେ ହାରିଗଲେ କୃଷ୍ଣ
ଝରିଗାଁ,୯।୧୨(କିଶୋର ଚନ୍ଦ୍ର ମଣ୍ଡଳ) ମକା ମିଲିଂ ବେଳେ ମେଶିନରେ ଡାହାଣ ଗୋଡ଼ ପଶି ଗୁରୁତର ଥିବା ନାବାଳଙ୍କ ଚିକିତ୍ସାଧୀନ ଅବସ୍ଥାରେ ବିଶାଖାପାଟଣାରେ ମୃତ୍ୟୁ ହୋଇଛି। ପରିବାର ଲୋକେ ଗାଡ଼ି ଭଡ଼ାକରି ମୃତଦେହ ଗାଁକୁ ଆଣୁଥିବା ତାଙ୍କ ସମ୍ପର୍କୀୟ ଭାଇ ବିଶୁ ମାଳି…
ମକା ମିଲିଂ ବେଳେ ଅଘଟଣ: ମେଶିନରେ ଚାପି ହୋଇଗଲା ନାବାଳକଙ୍କ ଗୋଡ଼
ଝରିଗାଁ,୮।୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରଲାପଡା ଗ୍ରାମରେ ରବିବାର ଏକ ଅଘଟଣ ଘଟିଛି। ମକା ମିଲିଂ ବେଳେ ଜଣେ ନାବାଳକଙ୍କ ଡାହାଣ ଗୋଡ଼ ମେଶିନରେ ପଶିଯିବାରୁ ସେ ଗୁରୁତର ହୋଇଛନ୍ତି। ନାବାଳକ ଜଣକ ହେଲେ କରଲାପଡ଼ା ଗ୍ରାମର…
ବିସ୍ଫୋରକ ଫାଟି ହାତୀ ଶାବକ ମୁହଁରେ ଆଘାତ: ଜୀବନ ସହ ସଂଘର୍ଷ କରି ମୃତ
ରାଇଘର, ୮।୧୨ (କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରୁ ପଘାରପାଣି ଜଙ୍ଗଲକୁ ପଶି ଆସିଥିବା ଆହତ ହାତୀ ଶାବକର ମୃତ୍ୟୁ ଘଟିଛି । ଶିକାରୀଙ୍କ ଦ୍ବାରା ଜଙ୍ଗଲରେ ଲଗାଯାଇଥିବା ବିସ୍ଫୋରକ ଫାଟି ହାତୀ ଶାବକର ପାଟିରେ…
ଟ୍ରଲର-ବାଇକ୍ ଧକ୍କା: ୨୦ ଘଣ୍ଟା ପରେ ରାସ୍ତାରୁ ଉଠିଲା ମୃତଦେହ
ତେନ୍ତୁଳିଖୁଣ୍ଟି, ୮।୧୨ (ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳ ଆଉଁଳିଗୁମ୍ମା ଛକ ନିକଟରେ ଏକ ଟ୍ରଲର ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ନିକଟ ବଡ଼ଯିଉନି ଗ୍ରାମର ରବି ନାରାୟଣ…
ବିଜେଡି ଲୋକଙ୍କୁ ଭ୍ରମିତ କରୁଛି: ବଳଭଦ୍ର
ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ବିଜେଡିର ଖବରଦାତା ସମ୍ମିଳନୀ ପରେ ସ୍ଥାନୀୟ ଏକ ଲଜ୍ରେ ଭାଜପା ମଧ୍ୟ ଖବରଦାତା ସମ୍ମିଳନୀ କରି ବିଜେଡିକୁ କଡ଼ା ସମାଲୋଚନା କରିଛି। ୨୪ ବର୍ଷରେ ଯେଉଁ ସରକାର କିଛି କରିପାରିଲା ନାହିଁ ସେମାନେ ୬ ମାସର ସରକାରଙ୍କ ପ୍ରତି ଭ୍ରାନ୍ତ…
ନବରଙ୍ଗପୁରକୁ ସରକାର ଉପେକ୍ଷା କରୁଛନ୍ତି: ରମେଶ
ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁରକୁ ଭାଜପା ସରକାର ସବୁ କ୍ଷେତ୍ରରେ ଉପେକ୍ଷା କରୁଥିବା ଅଭିଯୋଗ ଆଣିଛି ବିଜେଡି। ଏକ ଖବରଦାତା ସମ୍ମିଳନୀ କରି ଶନିବାର ଜିଲା ବିଜେଡି ସଭାପତି ତଥା ପୂର୍ବତନ ଏମ୍ପି ରମେଶ ଚନ୍ଦ୍ର ମାଝି ଭାଜପା ଉପରେ ବର୍ଷିଛନ୍ତି। କେନ୍ଦ୍ରୀୟ…
ଲୋକ ମହୋତ୍ସବ ମଣ୍ଡେଇରେ ଯୋଗଦେବେ ମୁଖ୍ୟମନ୍ତ୍ରୀ
ନବରଙ୍ଗପୁର,୭।୧୨(ସଦାଶିବ ପ୍ରହରାଜ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ପୋଲିସ ରିଜର୍ଭ ପଡ଼ିଆସ୍ଥିତ ଅସ୍ଥାୟୀ ହେଲିପ୍ୟାଡ୍ରେ ଅପରାହ୍ନ ୩ଟା୨୫ରେ…
ବିଶ୍ରାମ ନେଉଥିଲେ ଯୁବକ: ହଠାତ ପହଞ୍ଚିଗଲା ଚିତାବାଘ, ତା’ପରେ…
ନବରଙ୍ଗପୁର/ରାଇଘର, ୫।୧୨(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ଓଡ଼ିଶା ଛତିଶଗଡ଼ ସୀମାନ୍ତ କାଁକେର ବନଖଣ୍ଡ ଅଧୀନ କୋଦାଗାଁ ଅଞ୍ଚଳରେ ବାଘ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋଦାଗାଁ ବଜାରପାରା ନିବାସୀ ଦ୍ୱାରକା ଦେଉରି। ବୁଧବାର ସନ୍ଧ୍ୟା ପ୍ରାୟ…
ଦଣ୍ଡାଦେଶ ପରେ CJM କୋର୍ଟ ପରିସରରୁ ଖସି ପଳାଇଲେ ୨ ଦୋଷୀ
ନବରଙ୍ଗପୁର,୨।୧୧(ସଦାଶିବ ପ୍ରହରାଜ): ଜଜ୍ଙ୍କ ଦଣ୍ଡାଦେଶ ପରେ CJM କୋର୍ଟ ପରିସରରୁ ଖସି ପଳାଇଲେ ୨ ଦୋଷୀ। ଏଟିଏମ୍ ଲୁଟ୍ ମାମଲାରେ ଜାମିନ୍ରେ ଥାଇ ଦୁହେଁ କୋର୍ଟରେ ହାଜର ହୋଇଥିଲେ। ତେବେ ମାମଲାର ବିଚାର ପରେ କୋର୍ଟ ସେମାନଙ୍କୁ ୭ ବର୍ଷ ଜେଲ୍…
ଝରିଗାଁରେ ଘନକୁହୁଡ଼ି ସହ ଶୀତ ଲହରୀ, ଚା’ର ମଜା ନେଉଛନ୍ତି ଲୋକେ
ଝରିଗାଁ,୧ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତବର୍ଷ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଘନକୁହୁଡ଼ି ସହ ଶୀତର ଲହରୀ ଦେଖାଦେଇଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ ତିନିଦିନ ହେବ ଘନକୁହୁଡ଼ି ସକାଳ ୯ଟା ପର୍ଯ୍ୟନ୍ତ ପଡୁଥିବାରୁ ଯାତାୟାତ କରୁଥିବା ଯାନବାହନ ଚଳାଚଳରେ ବାଧା…
ପ୍ରଥମକରି ଗାଁରେ ଜଳିଲା ବିଜୁଳି ଆଲୁଅ
ଉମରକୋଟ,୩୦।୧୧(ସନ୍ତୋଷ ଶତପଥୀ):ଦୀର୍ଘ ବର୍ଷ ପରେ ଉମରକୋଟ ବ୍ଲକ୍ର ୨ ଗାଁରେ ବିଦ୍ୟୁତ୍ ସଂଯୋଗ ହୋଇଛି। ଏହାକୁ ନେଇ ଉଭୟ ଗାଁର ଲୋକେ ବେଶ୍ ଖୁସି ଅଛନ୍ତି। ସୂଚନାନୁଯାୟୀ, ଉମରକୋଟ ବ୍ଲକ୍ ବକଦା ପଞ୍ଚାୟତର ଗଟିଗୁଡ଼ା ଓ କୋପେନା ଗ୍ରାମରେ ବିଦ୍ୟୁତ୍ ସଂଯୋଗ…
ମଧ୍ୟାହ୍ନଭୋଜନରେ ଦିଆଯାଉଛି ନିମ୍ନମାନର ଚାଉଳ
ନବରଙ୍ଗପୁର,୨୬।୧୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାପରିଷଦ କମିଟିର ସ୍ବତନ୍ତ୍ର ଟିମ୍ ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ୨୫ଟି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଚାଉଳ ନିମ୍ନମାନର ଓ ଛାତ୍ରୀଛାତ୍ରଙ୍କ ଉପସ୍ଥାନ କମ୍ ଥାଇ ମଧ୍ୟ ଅଧିକ ଦେଖାଇ ମଧ୍ୟାହ୍ନ ଭୋଜନ ରନ୍ଧାଯାଇଥିବା ଭଳି ଘଟଣା ଷ୍ଟାଣ୍ଡିଙ୍ଗ…
Archives


