ନବରଙ୍ଗପୁର

ଶିଳ୍ପ ବିକାଶକୁ ଝଟକା:ଇଥାନଲ୍‌ ପ୍ରକଳ୍ପରୁ ଓହରିଗଲା ଏଚ୍‌ପିସିଏଲ୍‌

ନବରଙ୍ଗପୁର,୬।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲାରେ ହେବାକୁ ଥିବା ଇଥାନଲ୍‌ ପ୍ରକଳ୍ପରୁ ଏଚ୍‌ପିସିଏଲ୍‌ (ହିନ୍ଦୁସ୍ଥାନ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ୍‌) କମ୍ପାନୀ ଓହରିଯାଇଥିବା ନେଇ ଗୁରୁବାର ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସ୍ଥାନୀୟ ଚରକବନରେ ଖବରଦାତାମାନଙ୍କ ସହ ଏକ ସୌଜନ୍ୟମୂଳକ ସାକ୍ଷାତରେ କହିଛନ୍ତି। ଜିଲାରେ ଶିଳ୍ପର…

ଗଛରେ ବାନ୍ଧି ନିର୍ଧୁମ ପିଟିଲେ: ମାଡ଼ଖାଇ ମାନିଲେ ସତ, କହିଲେ ମୁଁ…

ଉମରକୋଟ,୫।୧୧(ସନ୍ତୋଷ ଶତପଥୀ): ବାଇକ୍‌ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଉଥିବା ଭିଡିଓ ଏବେ ଭାଇରାଲ ହେଉଛି। ଏହି ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ଡାବିରିଗୁଡ଼ା ଗ୍ରାମ ନିକଟ ଜଙ୍ଗଲର ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଉମରକୋଟ…

କ୍ଷୀରରେ ଗୋବର ପୋଛିଲେ ଭାଜପା ନେତା

ଚନ୍ଦାହାଣ୍ଡି,୪ା୧୧(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଅଧୀନ ଦଣ୍ଡାମୁଣ୍ଡା ଛକ ପୂର୍ତ୍ତ ବିଭାଗ ରାସ୍ତା ପାର୍ଶ୍ୱରେ ଉମରକୋଟ-ଚନ୍ଦାହାଣ୍ଡି-ମାଲଗାଁ ରାସ୍ତାର ଉନ୍ନତୀକରଣ ନେଇ ଲାଗିଥିବା ହୋର୍ଡିଂରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଫଟୋଚିତ୍ର ଉପରକୁ ଶନିବାର…

ଦୁଇ ଚାଷୀଙ୍କ ଅମଳ ଧାନଗଦା ଜଳିପୋଡ଼ି ଛାରଖାର

ଝରିଗାଁ,୩୦ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ଧାନଖଳାରେ ଜଳିଗଲା ତିନି ଏକର ଜମିର ଅମଳ ଧାନ, ଖଳାରେ ଧାନ ରଖି ବୁଧବାର ଭୋରରୁ ଆସି ଦେଖିବା ବେଳେକୁ ସବୁ ଜଳିପୋଡ଼ି ଛାରଖାର ହୋଇଯାଇଛି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଣୁଆଗୁଡ଼ା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା ପରେ ଝରିଗାଁରେ ଏତିକି ଟଙ୍କା କମିଲା ପେଟ୍ରୋଲ-ଡିଜେଲ ଦର

ଝରିଗାଁ,୩୦ା୧୦: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ପରେ ମଙ୍ଗଳବାର ରାତି୧୨ଟାରୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଥିବା ସମସ୍ତ ପେଟ୍ରୋଲ ଟାଙ୍କିରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ ପାଇଛି। ତୈଳ ଡିପୋରୁ ଦୂରଦୂରାନ୍ତରେ ଥିବା ଝରିଗାଁ ବ୍ଲକର ପେଟ୍ରୋଲ ଓ…

୩୩ ଘଣ୍ଟା ପରେ ମୃତଦେହକୁ ମିଳିଲା ଶ୍ମଶାନ

ପାପଡାହାଣ୍ଡି,୨୯।୧୦(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପଣ୍ଡିକୋଟ ପଞ୍ଚାୟତ ସଦର ମହକୁମାଠାରେ ଧର୍ମ ପରିବର୍ତ୍ତନ ଯୋଗୁ ଗ୍ରାମର ଡମୁଯାନୀଙ୍କ ସୋମବାର ମୃତ୍ୟୁ ପରେ ଶ୍ମଶାନ ମିଳି ନ ଥିଲା। ଦୀର୍ଘ ୩୩ ଘଣ୍ଟା ପରେ ମଙ୍ଗଳବାର ଗ୍ରାମ ନିକଟରେ ତାଙ୍କ ସତ୍କାର…

ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ୫ ବର୍ଷୀୟା ଝିଅଙ୍କ ମୃତ୍ୟୁ ଅଭିଯୋଗ

ଝରିଗାଁ,୨୭।୧୦(କିଶୋର ଚନ୍ଦ୍ର ମଣ୍ତଳ)ନବରଙ୍ଗପୁରରୁ ଭୁବନେଶ୍ୱର ଯାଇ କାମ କରୁଥିବା ଏକ ଦମ୍ପତିଙ୍କ ୫ ବର୍ଷୀୟା ଝିଅ ଶୁକ୍ରବାର ଏକ ବାତ୍ୟା ଆଶ୍ରୟସ୍ଥଳ ଛାତରୁ ଖସି ପ୍ରାଣ ହରାଇଛନ୍ତି। ମୃତକ ହେଲେ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ୍‌ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ଗ୍ରାମର…

ଦୀପାବଳି ପୂର୍ବରୁ ଲକ୍ଷାଧିକ ଟଙ୍କାର ବାଣ ଜବତ

ଉମରକୋଟ/ ତେନ୍ତୁଳିଖୁଣ୍ଟି, ୨୫।୧୦(ସନ୍ତୋଷ ଶତପଥୀ/ ଚିଦାନନ୍ଦ ସାହୁ): ବିନା ଲାଇସେନ୍ସରେ ବାଣ ରଖାଯାଇଥିବା ଖବରପାଇ ଉମରକୋଟ ପୋଲିସ ଏକ ଗୋଦାମରେ ଚଢ଼ାଉ କରିଛି। ସେଠାରୁ ପୋଲିସ ବିପୁଳ ପରିମାଣର ବାଣ ଜବତ କରିଛି। ସୁଚନାନୁଯାୟୀ, ଉମରକୋଟ ପୁରୁଣା ବ୍ୟାଙ୍କ ରୋଡ୍‌ଠାରେ ବାଣ…

ନିଖୋଜର ୧୬ ଦିନ ପରେ ନାଳରୁ ମିଳିଲା ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ

ଝରିଗାଁ,୨୩ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାା ଝରିଗାଁ ଥାନା ଅର୍ନ୍ତଗତ ଗୁରୁସିଙ୍ଗା ଜଙ୍ଗଲ ମଧ୍ୟରେ ରହିଥିବା ଶୁଷ୍କ ନାଳ ମଧ୍ୟରୁ ସ୍ଥାନୀୟ ପୋଲିସ ଏକ ଗଳିତ ମୃତହେଦ ଉଦ୍ଧାର କରିଛି। ଘଟଣାସ୍ଥଳରେ ପୋଲିସ ଏସ୍‌ଡିପିଓ ମଧୁସ୍ମିତା ମିଶ୍ର, ଥାନା ଏସ୍‌ଆଇ କେ.…

ଛୁଟି ପରେ ସ୍କୁଲ ନ ଯାଇ ଗଛମୂଳେ ପଢୁଛନ୍ତି ଛାତ୍ରୀଛାତ୍ର

ଉମରକୋଟ, ୨୧।୧୦(ସନ୍ତୋଷ ଶତପଥୀ): ନବରଙ୍ଗପୁରରେ ଜିଲାଭିତ୍ତିକ ଶିକ୍ଷକ ନିଯୁକ୍ତିକୁ ନେଇ ଅଭିଭାବକଙ୍କ ସମର୍ଥନ ବଢ଼ୁଛି। ପୂର୍ବରୁ ଅବିଭକ୍ତ କୋରାପୁଟ ଜିଲା ବନ୍ଦ, ସ୍କୁଲରେ ନୂତନ ଶିକ୍ଷକଙ୍କ ଯୋଗଦାନକୁ ବିରୋଧ ପରେ ମଧ୍ୟ ସରକାର ଦାବିପ୍ରତି ଦୃଷ୍ଟି ଦେଇ ନ ଥିବାରୁ ଅଭିଭାବକମାନେ…

୩ଶହ ସ୍କୁଲରେ ପାଠପଢ଼ା ବନ୍ଦ: ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ପଠାଇଲେନି ଅଭିଭାବକ

ନବରଙ୍ଗପୁର, ୧୮/୧୦(ସଦାଶିବ ପ୍ରହରାଜ): ଜିଲାଭିତ୍ତିକ ନିଯୁକ୍ତିକୁ ସମର୍ଥନ କରି ପିଲାଙ୍କୁ ସ୍କୁଲ ଯିବାକୁ ବାରଣ କଲେ ଅଭିଭାବକ। ପ୍ରଥମେ ଅବିଭକ୍ତ କୋରାପୁଟ ଜିଲାକୁ ବନ୍ଦ ଡାକରା ଦେଇ ପ୍ରତିବାଦ, ପରେ ନୂତନ ଭାବେ ନିଯୁକ୍ତି ପାଇଥିବା ଶିକ୍ଷକଙ୍କୁ ସ୍କୁଲରେ ଯୋଗଦେବାକୁ ବିରୋଧ…

ଭସାଣିବେଳେ ଛୁରାମାଡ଼: ଜଣେ ନାବାଳକଙ୍କ ଚାଲିଗଲା ଜୀବନ

ନବରଙ୍ଗପୁର,୧୫।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହରରେ ଛୁରାମାଡ଼l ଦୁର୍ଗା ମା’ଙ୍କ ଭସାଣିବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ବିଳମ୍ବିତ ରାତିରେ ଗଣ୍ଡଗୋଳ। ଛୁରାମାଡ଼ରେ ଗୋଟିଏ ଗୋଷ୍ଠୀର ଜଣେ ନାବାଳକ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଅବସ୍ଥାରେ ମୃତ ହୋଇଥିବାବେଳେ ଅନ୍ୟ ଜଣେ ନାବାଳକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri