ନବରଙ୍ଗପୁର

ଝରିଗାଁରେ ଅଖିମୁଠି ଅନୁକୂଳ କଲେ ବିଧାୟକ

ଝରିଗାଁ,୩୦ା୪(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସଦର ମହକୁମାସ୍ଥିତ ବଡ଼ପାଟଣା ଭିକାରୀ ନାୟକଙ୍କ କ୍ଷେତରେ ପବିତ୍ର ଅକ୍ଷୟ ତୃତୀୟା ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଝରିଗାଁ ବିଧାୟକ ନରସିଂହ ଭତ୍ରା ଯୋଗଦେଇ…

କାଳବୈଶାଖୀ ତାଣ୍ଡବ: ଉପୁଡ଼ିଲା ଗଛ, ଅନ୍ଧାରରେ ଗାଁ

ନନ୍ଦପୁର,୨୫।୪(ତୁଷାରକାନ୍ତ ମହାନ୍ତି): ନବରଙ୍ଗପୁର ଜିଲା ନନ୍ଦପୁରରେ ଶନିବାର କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହୋଇ ଏକାଧିକ ଗଛ ଉପୁଡ଼ି ରାସ୍ତା ଅବରୋଧ ହୋଇଛି। ଗଛ ପଡ଼ି ତାର ଛିଣ୍ଡିଯିବାରୁ ବିଦ୍ୟୁତ୍‌ ସରବରାହ ବନ୍ଦ ରହିଛି। ନନ୍ଦପୁର-ସେମିଳିଗୁଡା ସଂଯୋଗୀ…

ଗର୍ଭବତୀ ନାବାଳିକାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ

ନବରଙ୍ଗପୁର,୨୬ା୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏବେ ୩ ମାସର ଗର୍ଭବତୀ। ତାଙ୍କ ନାମରେ ରହିଛି ମାଆ ଓ ଶିଶୁ ସୁରକ୍ଷା କାର୍ଡ। ଜଣେ ଗର୍ଭବତୀ ନାବାଳିକା ଏହି କାର୍ଡ ପାଇବାକୁ ଯୋଗ୍ୟ ନୁହନ୍ତି। ଏହି ଘଟଣା…

କାଳବୈଶାଖୀ: ଭାଙ୍ଗିଲା ଗଛ, ଉଡିଲା ଟିଣ

ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ ଯୋଗୁ ଚିକଲପଦରସ୍ଥିତ କପା ଫ୍ୟାକ୍ଟିର ସମ୍ମୁଖରେ ଗୋଟାଏ ବଡ଼ ଗଛ ଉପୁଡ଼ି ପଡ଼ିଥିଲା। ଫଳରେ…

ସଇତାନ ସ୍ବାମୀର କାରନାମା: ସ୍ତ୍ରୀକୁ ମାରି ବକ୍ସ ଖଟରେ ୨ ଦିନ ଲୁଚାଇଲେ

ନବରଙ୍ଗପୁର,୨୧।୪(ଦିଲୀପ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଥାନା ଅଂଚଳରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ଏଠାରେ ଜଣେ ବ୍ୟକ୍ତି ସ୍ତ୍ରୀ ହତ୍ୟା କରି ବକ୍ସ ଖଟରେ ୨ ଦିନ ଲୁଚାଇ ରଖିଥିବା ଜଣାପଡିଛି। ସୂଚନା ଅନୁସାରେ ଝରିଗାଁ ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ…

ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ

ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ ବିଭାଗ ଏହି ଉନ୍ନୟନ କାମ କରୁଛି ସେ ନେଇ ଜନସାଧାରଣ, ସ୍ଥାନୀୟ ଜନପ୍ରତିନିଧି କାହାକୁ…

ତାଣ୍ଡବ ରଚିଲା କାଳବୈଶାଖୀ, ଉପୁଡ଼ିଲା ବଡ଼ବଡ଼ ଗଛ

ଝରିଗାଁ,୧୮ା୪(କିଶୋର ଚନ୍ଦ୍ର ମଣ୍ଡଳ): କାଳବୈଶାଖୀ ପ୍ରଭାବରେ ଝରିଗାଁ ସଦରମହକୁମାସ୍ଥିତ ଶିରାଗୁଡ଼ା ସାହିଠାରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଏହି ରାସ୍ତା ଦେଇ ପ୍ରାୟ ଘଣ୍ଟାଏ ଧରି ଯାତାୟାତ ଠପ୍‌ ହୋଇଯାଇଥିଲା। ବର୍ଷା ପବନ କମିବାରୁ…

ଗାଁରେ ପାଣି ନାହିଁ ବୋଲି ମିଳୁନି ବୋହୂ

ନବରଙ୍ଗପୁର,୧୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସାନବାର୍ଲି ପଞ୍ଚାୟତ ଅଧୀନ ବଡ଼ବାର୍ଲି ଗଁାରେ ବର୍ଷ ବର୍ଷ ଧରି ଲାଗିରହିଛି ପାଣି ସମସ୍ୟା। ପ୍ରାୟ ୨ ବର୍ଷ ହେବ ମେଗା ପାନୀୟଜଳ ପ୍ରକଳ୍ପରେ ଏକ ପାଣି ଟାଙ୍କି ଗ୍ରାମରେ ନିର୍ମାଣ ହୋଇ…

ଲୋ-ଭୋଲଟେଜ, ବିଦ୍ୟୁତ୍‌ କାଟ ପ୍ରତିବାଦରେ ୨୭ ଘଣ୍ଟା ହେଲା ଧାରଣାରେ ଚାଷୀ

ନବରଙ୍ଗପୁର,୩୧।୩(ସଦାଶିବ ପ୍ରହରାଜ): ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। କିଛି ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଅସମ୍ଭାଳ ତାତି ସାଙ୍ଗକୁ ଗୁଳୁଗୁଳିରେ ଲୋକେ ଅତିଷ୍ଟ ହୋଇପଡିଥିବା ବେଳେ ଲୋ-ଭୋଲଟେଜ ସହ ବାରମ୍ବାର ବିଦ୍ୟୁତ୍‌ କାଟ ସମସ୍ୟାକୁ ଆହୁରି ଦ୍ୱିଗୁଣିତ…

ନବରଙ୍ଗପୁର ଓକିଲ ସଂଘ ନିର୍ବାଚନ: ସିରାଜ ସଭାପତି, ତପନ ସମ୍ପାଦକ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ)- ନବରଙ୍ଗପୁର ଓକିଲ ସଂଘ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ୨୦୨୫-୨୬ ବର୍ଷ ପାଇଁ ଅପ୍ରତିଦ୍ବନ୍ଦୀ ଭାବରେ ବିଜୟ ଲାଭ କରିଥିବା ପ୍ରାର୍ଥୀ ମାନଙ୍କ ନାମ ନିର୍ବାଚନ ଅଧିକାରୀ ବରିଷ୍ଠ ଆଇନଜୀବୀ ସି ଏଚ୍‌ ବାବା ଯୁଗନ୍ଧର ବିଧିବଦ୍ଧ ଭାବରେ…

ରାସ୍ତା ତିଆରିକୁ ପୂରିନି ବର୍ଷେ, ଉଠିଗଲାଣି ପିଚୁ,ମେଟାଲ

ନବରଙ୍ଗପୁର,୨୯।୩(ସଦାଶିବ ପ୍ରହରାଜ): ଗ୍ରାମ୍ୟ ନିର୍ମାଣ ବିଭାଗ ଦ୍ୱାରା ତିଆରି ହୋଇଥିବା ପ୍ରଧାନମନ୍ତ୍ରୀ ସଡ଼କ କାମ ଅତି ନିମ୍ନମାନର ହୋଇଥିବା ନେଇ ଜିଲା ପରିଷଦ ବୈଠକରେ ସଭ୍ୟମାନେ ଅଭିଯୋଗକରି ଆସୁଛନ୍ତି। ବିଭାଗ କିନ୍ତୁ ଅନେକ ବାହାନା ଦେଖାଇ ନିଜ ଦୋଷ ଦୁର୍ବଳତାକୁ ଲୁଚାଇ…

ଏବେ ବି ବଞ୍ଚିଛି ଜାତିପ୍ରଥା: ଭୋଜି, ୩ ହଜାର ଟଙ୍କା ଦେଇ ଜାତିରେ ମିଶିଲେ ମହିଳା

ନବରଙ୍ଗପୁର,୨୬।୩(ସଦାଶିବ ପ୍ରହରାଜ):ନବରଙ୍ଗପୁରରେ ଏବେ ବି ବଞ୍ଚତ୍ରହିଛି ଜାତିପ୍ରଥା। ଅନ୍ୟତ୍ର ବିବାହ କରିବା ପରେ ଜାତିରୁ ବାହାର କରିଦିଆଯାଉଛି। ନିକଟରେ ନବରଙ୍ଗପୁର ପୂର୍ବତନ ଏମ୍‌ପି ପ୍ରଦୀପ ମାଝୀ ଅନ୍ୟ ଜାତିରେ ବିବାହ କରିବା ଅଭିଯୋଗରେ ଭତରା ସମାଜ ତାଙ୍କୁ ଓ ତାଙ୍କ ପରିବାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?