ସ୍କୁଲ ମଧ୍ୟାହ୍ନଭୋଜନରେ ପୋକରା ଚାଉଳ ଭାତ
ନନ୍ଦାହାଣ୍ଡି,୨୯।୬ (ପ୍ରତୀପ କୁମାର ଦାଶ): ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ଦେବା ସରକାରଙ୍କ ଏକ ମହତ ଯୋଜନା। ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପଢ଼ୁଥିବା ସମସ୍ତ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ସୁଷମ ଖାଦ୍ୟ ଯୋଗାଇଦେବା ଏହି ଯୋଜନାର ମୁଖ୍ୟ ଉଦ୍ଦେଶ୍ୟ। ଏହି…
ଚକା ଖସି ଦମ୍ପତିଙ୍କ ଉପରେ ଚଢ଼ିଗଲା ଟ୍ରାକ୍ଟର
ନବରଙ୍ଗପୁର,୨୨ା୫(ସଦାଶିବ ପ୍ରହରାଜ): ବାଇକ୍ରେ ଯାଉଥିବା ଦମ୍ପତିଙ୍କ ଉପରେ ଏକ ଟ୍ରାକ୍ଟର ଚଢ଼ିଯିବାରୁ ସ୍ବାମୀ ଗୁରୁତର ହୋଇଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ତେବେ ସ୍ବାମୀଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି। ସୂଚନାନୁଯାୟୀ, ନବରଙ୍ଗପୁର ସହର ଭଗବତୀ ସାହିର ସୀତାକାନ୍ତ ତ୍ରିପାଠୀ ସ୍ତ୍ରୀ କାବେରୀଙ୍କୁ…
୨୫ ପରିବାରକୁ ଗୋଟିଏ ନଳକୂପ
ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ ସମସ୍ୟା ସମାଧାନ ହେଉ ନ ଥିବା ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତ…
୧୦୦ ପିଲାଙ୍କୁ ୨ ଶିକ୍ଷକ
ଉମରକୋଟ, ୧୯।୫(ସନ୍ତୋଷ ଶତପଥୀ)ରାଜ୍ୟ ସରକାର ଅନୁସୂଚିତ ଜାତି ଜନଜାତିଙ୍କ ଉନ୍ନତି ପାଇଁ ଯୋଜନା କରୁଛନ୍ତି। କିନ୍ତୁ ପିଲାଙ୍କ ପାଠପଢ଼ା ଚୁଲିକୁ ଯିବାକୁ ବସିଲାଣି। ପିଲାଙ୍କୁ ଉନ୍ନତ ଶିକ୍ଷା ଯୋଗାଇ ଦେବାକୁ ସରକାର ଭିତ୍ତିଭୂମି ସୁଧାରୁଛନ୍ତି। କିନ୍ତୁ ଯେଉଁ ଅନୁଷ୍ଠାନରୁ ସେହି ପିଲାଙ୍କୁ…
ସହରରୁ ଉଜୁଡ଼ିଗଲା ସବୁଜିମା
ନବରଙ୍ଗପୁର,୧୭।୫(ସଦାଶିବ ପ୍ରହରାଜ): ଜାତୀୟ ରାଜପଥ କଡ଼ରୁ କଟିଲା ଅତି ପୁରୁଣା ବିରାଟକାୟ ଗଛ। ନବରଙ୍ଗପୁର ସହର ଅସ୍ଥାୟୀ ବାଇପାସ୍ ରାସ୍ତା ନିର୍ମାଣ ପାଇଁ ମଧ୍ୟ ଗଛ କଟିଲା। କିନ୍ତୁ ଗୋଟିଏ ଗଛ ଲାଗିଲା ନାହିଁ। ଏବେ ସହରବାସୀ ଖରା ଗରମରେ ସିଝୁଛନ୍ତି।…
ବନ୍ଧୁକ ମୁନରେ ଲୁଟିନେଲେ ସର୍ବସ୍ବ, ଶିକ୍ଷୟିତ୍ରୀ ଆଣିଲେ ଅଭିଯୋଗ
ନବରଙ୍ଗପୁର,୧୫।୫(ସଦାଶିବ ପ୍ରହରାଜ): ବନ୍ଧୁକ ମୁନରେ ଡକାୟତି ଅଭିଯୋଗ। ଲୁଟିନେଲେ ଲକ୍ଷାଧିକ ଟଙ୍କା ଏବଂ ସୁନା ଗହଣା। ନବରଙ୍ଗପୁର ଜିଲା ସଦର ଥାନା ଅନ୍ତର୍ଗତ ଡଙ୍ଗରଭେଜା ଗ୍ରାମର ବିଶିଷ୍ଟ ବ୍ୟବସାୟୀ ତଥା ବିଜେଡି ନେତା ସୁନୀଲ ସାହୁଙ୍କ ପୈତୃକ ଘରେ ଭଡାରେ ରହୁଥିବା…
ବୁଥ୍ ବାହାରେ ଭାଜପା ବିଧାୟକ ପ୍ରାର୍ଥୀଙ୍କୁ ମାଡ଼: ଧସ୍ତାଧସ୍ତି ବେଳର ଭିଡିଓ ଭାଇରାଲ
ଝରିଗାଁ,୧୩।୫(ସଦାଶିବ ପ୍ରହରାଜ/କିଶୋର ଚନ୍ଦ୍ର ମଣ୍ଡଳ): ଅବାଧ, ମୁକ୍ତ, ନିରପେକ୍ଷ ଏବଂ ସୁରକ୍ଷାର ସହ ମତଦାନ ସବ୍ୟସ୍ତ କରିବା ପାଇଁ ସମସ୍ତ ବ୍ୟବସ୍ଥା ଚାଲିଛି। ଝରିଗାଁ ବ୍ଲକ ବାଣୁଆଗୁଡା ପଞ୍ଚାୟତ ଅନ୍ତର୍ଗତ ଦେଉଳକୋଣା (ବୁଥ ନମ୍ବର ୨୦୪) ବୁଥରେ ମତଦାନ ଚାଲିଥିବାବେଳେ ଅପରାହ୍ନ…
ଘାଟିରେ ଓଲଟିଲା ଅଟୋ, ୧୮ ଆହତ
ଝରିଗାଁ,୧୨ା୫(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଘାଟିରେ ରବିବାର ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିବାରୁ ୧୮ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସୂଚନାନୁଯାୟୀ, ନିର୍ବାଚନ ପାଇଁ ପ୍ରାୟ ଗାଡ଼ି ନିର୍ବାଚନ ଡ୍ୟୁଟିରେ ନିୟୋଜିତ…
ବିଜେଡିର ଟଙ୍କାବଣ୍ଟା ଫଟୋ ଭାଇରାଲ
ନବରଙ୍ଗପୁର, ୧୨।୫(ସଦାଶିବ ପ୍ରହରାଜ)ନବରଙ୍ଗପୁର ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରଚାର ସମୟରେ ନେତାଙ୍କ ଉପସ୍ଥିତିରେ ଟଙ୍କା ବଣ୍ଟାଯାଉଥିବାର ଫଟୋ ଭାଇରାଲ ହୋଇଛି। ଏହି ଫଟୋଟି ଗତ ୯ ତାରିଖ ଗୁରୁବାରର ବୋଲି ସ୍ପଷ୍ଟ ହୋଇଛି। ତେବେ କେଉଁ ଗ୍ରାମର ପ୍ରଚାର ବେଳର ଏହି ଫଟୋ…
ବାଇକ୍ ଧକ୍କାରେ ଚାଲିଗଲା ପୋଲିଂ କର୍ମଚାରୀଙ୍କ ଜୀବନ
ଉମରକୋଟ,୧୧ା୫: ନିର୍ବାଚନ ଡ୍ୟୁଟିକୁ ଆସିଥିବା ବେଳେ ଶନିବାର ଜଣେ ପୋଲିଂ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ସେ ବୁଥ୍ ସମ୍ମୁଖରେ ବସ୍ରୁ ଓହ୍ଲାଇବା ବେଳେ ଏକ ବାଇକ୍ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ ବ୍ୟକ୍ତିଙ୍କ ନାଁ…
୨ ରୁବେଲା ଭାଇରସ୍ ରୋଗୀ ଚିହ୍ନଟ
ନବରଙ୍ଗପୁର,୮।୫: ନବରଙ୍ଗପୁରରୁ ୨ ରୁବେଲା ଭାଇରସ ରୋଗୀ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ୨ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ୫ଟି ସାମ୍ପଲରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଶିଶୁଙ୍କ ଶରୀରରେ ଘିମିରି ସଦୃଶ୍ୟ ହୋଇ ଥଣ୍ଡା,…
କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି
ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ…
Archives


