ନବରଙ୍ଗପୁର

ଶିଶୁ ଉଦ୍ୟାନରେ ତାଲା,ଉନ୍ନତୀକରଣ ନାଁରେ ଚାଲିଛି ଖର୍ଚ୍ଚ

ନବରଙ୍ଗପୁର,୯ା୪(ବି.ପ୍ର.): ନବରଙ୍ଗପୁର ପୌର ପରିଷଦ ୧୭ଟି ୱାର୍ଡକୁ ନେଇ ଗଠିତ। ଏହି ସହରବାସୀଙ୍କ ଆମୋଦ ପ୍ରମୋଦ ପାଇଁ ଏକମାତ୍ର ଶିଶୁ ଉଦ୍ୟାନ କୃଷକ ବଜାରକୁ ଲାଗି ରହିଛି । ଯାହାକି, ୪ ବର୍ଷ ହେଲା ତାଲା ପଡି ରହିଛି। ଏଠାରେ...

‘ମାଟିଯାତ୍ରା’ରେ ପ୍ରକୃତିର ଉପାସନା

ଉମରକୋଟ, ୬।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ଅଧିବାସୀମାନେ ବର୍ଷ ତମାମ ବିଭିନ୍ନ ପର୍ବପର୍ବାଣି ଓ ଯାନି ଯାତ୍ରା ବହୁ ନିଆରା ଢଙ୍ଗ ରେ ପାଳନ କରନ୍ତି। ଆଦିବାସୀମାନେ ପ୍ରକୃତିର ଉପାସକ ହୋଇଥିବାରୁ ପ୍ରକୃତି ଭିତରେ ମଧ୍ୟ ଈଶ୍ୱରଙ୍କ ଉପସ୍ଥିତିକୁ...

ଟଙ୍କା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ଘେରିଲେ ଗ୍ରାମବାସୀ

ପାପଡ଼ାହାଣ୍ଡି୬।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟରେ ସ୍ବଚ୍ଛ ଭାରତ ଯୋଜନା ନାମରେ ଟଙ୍କା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ବୁଧବାର ଘେରିଛନ୍ତି ଗ୍ରାମବାସୀ। ବ୍ୟକ୍ତିଙ୍କ କାର୍ଯ୍ୟାକଳାପରେ ବିଶ୍ୱାସ ନ କରି ତାଙ୍କୁ ଅଟକ ରଖି ଗ୍ରାମବାସୀ ପୋଲିସ ଓ...

ଦିନେ ଅଭିଯୋଗ ଶୁଣୁଥିଲେ, ଏବେ ଅଭିଯୋଗ ଜଣାଇଲେ

ନବରଙ୍ଗପୁର,୫ା୪(ବି.ପ୍ର.): ଦିନେ କଂଗ୍ରେସର ଗଡ଼ କୁହାଯାଉଥିବା ନବରଙ୍ଗପୁର ଜିଲାରେ ବିଜେଡିର ପତାକା ଉଡ଼ାଇ ସମସ୍ତ ଆସନ ହାତେଇବା ପଛରେ ଥିଲା ତାଙ୍କର ଅବଦାନ। ଦୁଇ ଦୁଇ ଥର ନଗରପାଳ ଓ ଥରେ ଉପାଧ୍ୟକ୍ଷ ଥିବା ସମୟରେ ନବରଙ୍ଗପୁର ସହରର ନବକଳେବର...

ମିଲ୍‌ରୁ ୪.୫ ଲକ୍ଷ ଟଙ୍କାର କାଜୁ ଚୋରି ଘଟଣାରେ ୨ ଗିରଫ

ନବରଙ୍ଗପୁର,୪।୪(ବି.ପ୍ର.): କାଜୁ ମିଲ୍‌ରୁ ଲକ୍ଷାଧିକ ଟଙ୍କାର କାଜୁ ଚୋରିକରି ପୋଲିସ ହାତରେ ଧରାପଡ଼ିଛନ୍ତି ୨ ଯୁବକ। ଅଭିଯୁକ୍ତମାନେ ହେଲେ ବିଜରାଗୁଡ଼ା ଗ୍ରାମର ନରହରି ଭତରା ଏବଂ ପ୍ରହଲ୍ଲାଦ ହରିଜନ। ସେମାନଙ୍କଠାରୁ ନଗଦ ୧ଲକ୍ଷ ୬ ହଜାର ଟଙ୍କା ସହ ଏକ...

ବ୍ରୋଞ୍ଜ ଥାଳି, ମୁଦ୍ରା ପାଇଁ ଦେଢ଼ଶାଶୁ କରିଥିଲେ ଡକାୟତି ଯୋଜନା

ତେନ୍ତୁଳିଖୁଣ୍ଟି, ୧।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଧୀନ ଗୌଡ଼ ଦେଓପାଲି ସଦର ଗାଁର ଚନ୍ଦ୍ର ଗୌଡ଼ଙ୍କ ଘରେ ହୋଇଥିବା ଡକାୟତି ଘଟଣାରେ ପୋଲିସ ୬ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତମାନେ ହେଲେ ଡାଇକିଗୁଡ଼ାର...

୧୦ବର୍ଷ ପରେ ହେଲା ଦଶାହ କର୍ମ

ଧୋଡ୍ରା, ୧।୪(ଡି.ଏନ୍‌.ଏ.): ଦଶବର୍ଷ ହେଲା ଦାଦନ ଖଟିବାକୁ ଯାଇ ଫେରିନାହାନ୍ତି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧାମନାଗୁଡ଼ା ପଞ୍ଚାୟତ ସଦର ଗାଁର ଅସମନ କଲାର। ଦୀର୍ଘ ଦିନ ଧରି ଅପେକ୍ଷା କରିବା ପରେ ଫେରିବାର ଆଶା ଛାଡ଼ି ସ୍ତ୍ରୀ ଭଗବତୀ...

ବଞ୍ଚିବାକୁ ସଂଘର୍ଷ, କଅଁଳ କାନ୍ଧରେ ପରିବାର ବୋଝ

ନବରଙ୍ଗପୁର/ନନ୍ଦାହାଣ୍ଡି,୩୧।୩(ବି.ପ୍ର./ଡି.ଏନ୍‌.ଏ.): ପାଠପଢ଼ା ବୟସରେ ସଂସାର ବୋଝ। ନିଜେ ପାଠ ପଢ଼ିପାରିଲେ ନାହିଁ, ଅର୍ଥ ଅଭାବରୁ ତିନି ସାନ ଭଉଣୀ ମଧ୍ୟ ପାଠପଢ଼ାରୁ ବଞ୍ଚିତ। ଏଥିସହ ବୁଢୀ ଜେଜେମା’ଙ୍କ ବୋଝ ମଧ୍ୟ ତାଙ୍କରି କାନ୍ଧରେ। ଯାହାପାଇଁ ସେ ଅହରହ ଉଦ୍ୟମ କରି...

ବେଆଇନ ଭାବେ ଚାଲିଛି ଇଟା ଭାଟି, ବଢ଼ୁଛି ପ୍ରଦୂଷଣ

ନବରଙ୍ଗପୁର,୩୦।୩(ବି.ପ୍ର.):ନବରଙ୍ଗପୁର ଜିଲାରେ ଖୁଲମଖୁଲା ଚାଲିଛି ବେଆଇନ ଇଟାଭାଟି। ରାଜସ୍ବ ବିଭାଗ ଜାଣିଶୁଣି ଚୁପ୍‌ ବସିଛି। ଗ୍ରାମୀଣ କ୍ଷେତ୍ରରେ କାମ କରିବା ଓ ରାଜସ୍ବ ଆଦାୟ ପାଇଁ ରାଜସ୍ବ ନିରୀକ୍ଷକ ଓ ଅତିରିକ୍ତ ରାଜସ୍ବ ନିରୀକ୍ଷକ ରହିଛନ୍ତି। ତହସିଲଦାରଙ୍କୁ ରାଜସ୍ବ ବିଭାଗ...

ଧାର୍ଯ୍ୟ ଲକ୍ଷ୍ୟରୁ ଅଧିକ କାର୍ଯ୍ୟ ଦିବସ ସୃଷ୍ଟି କରାଯାଇଛି

ଡାବୁଗାଁ, ୨୯।୩ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ସମ୍ମିଳନୀ କକ୍ଷରେ ୧ ଏପ୍ରିଲ ୨୦୨୨ରୁ ୩୦ ସେପ୍ଟେମ୍ବର ୨୦୨୨ ପର୍ଯ୍ୟନ୍ତ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟକାରୀ ହୋଇଥିବା ପ୍ରକଳ୍ପ ଉପରେ ବ୍ଲକସ୍ତରୀୟ ଜନଶୁଣାଣି ଶିବିର ବ୍ଲକ ଅଧ୍ୟକ୍ଷା...

ନିର୍ମାଣାଧୀନ ହଷ୍ଟେଲ ନିକଟରେ ରହିଛି ଦେଶୀ ମଦଭାଟି

ଉମରକୋଟ, ୨୯।୩(ସ୍ବ.ପ୍ର.): ଅନୁସୂଚିତ ଜାତି ଓ ଜନଜାତି ବିଭାଗ ପକ୍ଷରୁ ନୂତନ ଭାବେ ତିଆରି କରାଯାଉଥିବା ହଷ୍ଟେଲ ନିକଟରେ ଦେଶୀ ମଦ ଭାଟିକୁ ନେଇ ବୁଦ୍ଧିଜୀବୀ ମହଲରେ ନାପସନ୍ଦ କରାଯାଉଛି। ଉମରକୋଟ ପୌରାଞ୍ଚଳ ଅଧୀନ ଝରିଗାଁ ରୋଡ଼ସ୍ଥିତ ଭସ୍କେଲ ନଦୀ କଡ଼ରେ...

ଛାତରେ ଫଳୁଛି ସେଓ, ଅଙ୍ଗୁର

ନବରଙ୍ଗପୁର,୨୮।୩(ବି.ପ୍ର.):ନବରଙ୍ଗପୁର ଚାମୁରିଆଗୁଡ଼ାସ୍ଥିତ ଜଗନ୍ନାଥ ରଥ ଜଣେ ଭେଷଜକ। ରୋଗୀଙ୍କୁ ସେବା ଯୋଗାଇବା ସହ ପ୍ରକୃତିକୁ ମଧ୍ୟ ସେତିକୁ ଭଲ ପାଆନ୍ତି। ନିଜ ଘରେ ବିଭିନ୍ନ ବୃକ୍ଷ ଲତା ଫଳ ଫୁଲ ଲଗାଇ ଅନ୍ୟ ପାଇଁ ଉଦାହରଣ ସାଜିଛନ୍ତି ଜଗନ୍ନାଥ। ଗଛଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri