ନବରଙ୍ଗପୁର

ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା: ୨ ଦୁଇ ମୃତ ଜଣେ ଗୁରୁତର

ତେନ୍ତୁଳିଖୁଣ୍ଟି,୩୧ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ପୂଜାରୀଗୁଡା ଷ୍ଟାଡିୟମ ତେନ୍ତୁଳିଗଛ ଛକ ନିକଟରେ ମଙ୍ଗଳବାର ଅପରାହ୍ନରେ ଦୁଇଟି ମୋଟର ସାଇକେଲ ମୁହାଁ ମୁହିଁ ଧକ୍କା ହୋଇଛନ୍ତି । ଏଥିରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ନବରଙ୍ଗପୁର…

ଅବସର ନେବାକୁ ଆହୁରି ଦୁଇ ବର୍ଷ ବାକିଥିଲା, ମାତ୍ର ଝୁଲିପଡ଼ିଲେ ଏଏସ୍‌ଆଇ

ତେନ୍ତୁଳିଖୁଣ୍ଟି,୨୭ା୧୨(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଏଏସ୍‌ଆଇ ରେଣୁପ୍ରସାଦ ପ୍ରଧାନ ୨୩ ତାରିଖ ସୋମବାରରୁ ନିଖୋଜ ଥିଲେ। ସେ ଥାନାକୁ ଆସୁ ନ ଥିବା ଏବଂ ତାଙ୍କ ଫୋନ୍‌ କେହି ଉଠାଉ ନ ଥିବାରୁ ତେନ୍ତୁଳିଖୁଣ୍ଟି ଥାନାର ତାଙ୍କ ସହକର୍ମୀ…

ଦୁଇ ବାଇକ୍‌ ମୁହାଁମୁହିଁ, ଚାଲିଗଲା ଦୁଇ ଜୀବନ 

ନବରଙ୍ଗପୁର,୨୨।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହର ଗ୍ଲେଜ ହୋଟେଲ ସମ୍ମୁଖ ରାସ୍ତାରେ ଦୁର୍ଘଟଣା ଘଟି ୨ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବଡ଼ଡାଇଭଟ୍ଟା ଅଞ୍ଚଳର ଅମିତ ବାଘ ଓ ନବରଙ୍ଗପୁର ସହର ଗାନ୍ଧୀନଗର ସାହିର ତ୍ରିଲୋଚନ ଯାନୀ। ସୂଚନାନୁଯାୟୀ, ତ୍ରିଲୋଚନ…

ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ତୁରୁଡ଼ିହି ପଞ୍ଚାୟତରେ ୬୫ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ…

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ସଡ଼କ ଦୁର୍ଘଟଣା ନେଲା ଦୁଇ ଜୀବନ। ଶନିବାର ବିଳମ୍ବିତ ରାତିରେ ନବରଙ୍ଗପୁର ସହର ନିକଟସ୍ଥ ଗ୍ଲେଜ ନିକଟରେ ଦୁଇ ବାଇକ୍‌ଆରୋହୀ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ଜୀବନ ଚାଲିଯାଇଛି। ମୃତକ ଦ୍ୱୟ ହେଲେ ଅମିତ ବାଘ…

ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ, ମଣ୍ଡିରୁ ଉଠିଲାନି ଧାନ

ଝରିଗାଁ,୧୮ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଝରିଗାଁ ଏବଂ ଚଚା ମଣ୍ଡିରେ ମଧ୍ୟ ଧାନର ଏଫ୍‌ଏକ୍ୟୁ ମାନକୁ ନେଇ ବିବାଦ ଦେଖାଦେଇଛି। କିଛି ଚାଷୀଙ୍କ ଧାନ ପରୀକ୍ଷା ପରେ ଏଫ୍‌ଏକ୍ୟୁ ମାନର ଧାନ ହୋଇ ନ ଥିବାରୁ ମଣ୍ଡିରେ…

ମୁଖ୍ୟମନ୍ତ୍ରୀଙ୍କ ଆଗରେ ବିଜେଡି ବିଧାୟକ ଦେଲେ ବିବାଦୀୟ ବୟାନ, ଭାଜପା ମହିଳା ମୋର୍ଚ୍ଚାର ବିରୋଧ

ନବରଙ୍ଗପୁର,୧୦।୧୨(ସଦାଶିବ ପ୍ରହରାଜ): ବିଜେଡି ବିଧାୟକଙ୍କ ବିବାଦୀୟ ବୟାନ। କହିଲେ ସବୁ ମହିଳା ମୋ ମୋ ଗର୍ଲଫ୍ରେଣ୍ଡ। ଏଭଳି ବିବାଦୀୟ ବୟାନ ଦେଇଛନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ। ନବରଙ୍ଗପୁର ଲୋକ ମହୋତ୍ସବ ମଣ୍ଡେଇ ଉଦ୍‌ଯାପନୀ ଦିବସରେ ମନୋହର ରନ୍ଧାରୀ…

ଜୀବନ ଯୁଦ୍ଧରେ ହାରିଗଲେ କୃଷ୍ଣ

ଝରିଗାଁ,୯।୧୨(କିଶୋର ଚନ୍ଦ୍ର ମଣ୍ଡଳ) ମକା ମିଲିଂ ବେଳେ ମେଶିନରେ ଡାହାଣ ଗୋଡ଼ ପଶି ଗୁରୁତର ଥିବା ନାବାଳଙ୍କ ଚିକିତ୍ସାଧୀନ ଅବସ୍ଥାରେ ବିଶାଖାପାଟଣାରେ ମୃତ୍ୟୁ ହୋଇଛି। ପରିବାର ଲୋକେ ଗାଡ଼ି ଭଡ଼ାକରି ମୃତଦେହ ଗାଁକୁ ଆଣୁଥିବା ତାଙ୍କ ସମ୍ପର୍କୀୟ ଭାଇ ବିଶୁ ମାଳି…

ମକା ମିଲିଂ ବେଳେ ଅଘଟଣ: ମେଶିନରେ ଚାପି ହୋଇଗଲା ନାବାଳକଙ୍କ ଗୋଡ଼

ଝରିଗାଁ,୮।୧୨(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କରଲାପଡା ଗ୍ରାମରେ ରବିବାର ଏକ ଅଘଟଣ ଘଟିଛି। ମକା ମିଲିଂ ବେଳେ ଜଣେ ନାବାଳକଙ୍କ ଡାହାଣ ଗୋଡ଼ ମେଶିନରେ ପଶିଯିବାରୁ ସେ ଗୁରୁତର ହୋଇଛନ୍ତି। ନାବାଳକ ଜଣକ ହେଲେ କରଲାପଡ଼ା ଗ୍ରାମର…

ବିସ୍ଫୋରକ ଫାଟି ହାତୀ ଶାବକ ମୁହଁରେ ଆଘାତ: ଜୀବନ ସହ ସଂଘର୍ଷ କରି ମୃତ

ରାଇଘର, ୮।୧୨ (କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ସୀମାନ୍ତ ପଡ଼ୋଶୀ ରାଜ୍ୟ ଛତିଶଗଡ଼ରୁ ପଘାରପାଣି ଜଙ୍ଗଲକୁ ପଶି ଆସିଥିବା ଆହତ ହାତୀ ଶାବକର ମୃତ୍ୟୁ ଘଟିଛି । ଶିକାରୀଙ୍କ ଦ୍ବାରା ଜଙ୍ଗଲରେ ଲଗାଯାଇଥିବା ବିସ୍ଫୋରକ ଫାଟି ହାତୀ ଶାବକର ପାଟିରେ…

ଟ୍ରଲର-ବାଇକ୍‌ ଧକ୍କା: ୨୦ ଘଣ୍ଟା ପରେ ରାସ୍ତାରୁ ଉଠିଲା ମୃତଦେହ

ତେନ୍ତୁଳିଖୁଣ୍ଟି, ୮।୧୨ (ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ା ଥାନା ଅଞ୍ଚଳ ଆଉଁଳିଗୁମ୍ମା ଛକ ନିକଟରେ ଏକ ଟ୍ରଲର ଧକ୍କାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଜୟପୁର ନିକଟ ବଡ଼ଯିଉନି ଗ୍ରାମର ରବି ନାରାୟଣ…

ବିଜେଡି ଲୋକଙ୍କୁ ଭ୍ରମିତ କରୁଛି: ବଳଭଦ୍ର

ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ବିଜେଡିର ଖବରଦାତା ସମ୍ମିଳନୀ ପରେ ସ୍ଥାନୀୟ ଏକ ଲଜ୍‌ରେ ଭାଜପା ମଧ୍ୟ ଖବରଦାତା ସମ୍ମିଳନୀ କରି ବିଜେଡିକୁ କଡ଼ା ସମାଲୋଚନା କରିଛି। ୨୪ ବର୍ଷରେ ଯେଉଁ ସରକାର କିଛି କରିପାରିଲା ନାହିଁ ସେମାନେ ୬ ମାସର ସରକାରଙ୍କ ପ୍ରତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?