ନବରଙ୍ଗପୁର

ନବରଙ୍ଗପୁର ସବୁବେଳେ ମୋ’ ଫୋକସ୍‌ରେ ଅଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବରଙ୍ଗପୁର ଜିଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧୀନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି...

ଭଙ୍ଗାଘରେ ଦିବ୍ୟାଙ୍ଗ ପୁଅ ସହ ବିତୁଛି ଦିନ, ପକ୍କାଘର ଅପେକ୍ଷାରେ ବୃଦ୍ଧ ଦମ୍ପତି

ତେନ୍ତୁଳିଖୁଣ୍ଟି, ୨୮।୧୨(ଚିଦାନନ୍ଦ ସାହୁ): ଭଙ୍ଗା ଘରେ ଦିବ୍ୟାଙ୍ଗ ପୁଅକୁ ନେଇ ରହୁଛନ୍ତି ବୃଦ୍ଧ ଦମ୍ପତି। ପର ଘରେ କାମ କଲେ କଷ୍ଟମଷ୍ଟେ ଘର ଚଳୁଛି। ଭଙ୍ଗା ଘର ସଜାଡିବାକୁ ସମ୍ବଳ ନାହିଁ। ବାରମ୍ବାର ନୂଆ ଘର ପାଇଁ ଦାବି କରିଲେ...

ଜମିରେ ଶୋଇଥିଲେ ମହିଳା, ଦଳିଦେଲା ହାତୀ

ରାଇଘର, ୨୩।୧୨(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଛତିଶଗଡ଼ରୁ ଏକ ହାତୀପଲ ଉକ୍ତ ଅଞ୍ଚଳକୁ ପଶିଆସିଛନ୍ତି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଖୁଡୁକ ଗ୍ରାମର...

ଯୁବତୀ ଗର୍ଭବତୀ ପରେ ବିବାହ କରିବାକୁ ମନା କରିଦେଲେ ପ୍ରେମିକ

ନବରଙ୍ଗପୁର, ୧୬।୧୨(ସଦାଶିବ ପ୍ରହରାଜ): ବିବାହ ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା ଅଭିଯୋଗରେ ନବରଙ୍ଗପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ନବରଙ୍ଗପୁର ଥାନା ବେଡଝରଣ ଗାଁର ଦିଲୀପ କର୍କରା(୩୦)। ଦିଲୀପ ମାଝୀଗୁଡ଼ା ଗାଁରେ ରହୁଥିଲେ। ସେତିକିବେଳେ...

ଶ୍ୱଶୁର, ଜ୍ୱାଇଁଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

ରାଇଘର,୧୬।୧୨(କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ସଦର ମହକୁମାର ଡିଏନ୍‌କେ ଛକ ପୋଷ୍ଟ ଅଫିସ ସମ୍ମୁଖରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଶ୍ୱଶୁର, ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶ୍ୱଶୁର ବଳି ଜାନି ଏବଂ...

ନରହନ୍ତା ଭାଲୁକୁ ପିଟିପିଟି ମାରିଦେଲେ, ବିରୋଧ କରିବାରୁ ବନ କର୍ମଚାରୀଙ୍କୁ ମାଡ଼

ନବରଙ୍ଗପୁର,୧୦।୧୨: ନରହନ୍ତା ଭାଲୁକୁ ପିଟିପିଟି ମାରିଦେଲେ ଗ୍ରାମବାସୀ। ଏହାକୁ ବିରୋଧ କରିଥିବା ୨ ବନ କର୍ମଚାରୀଙ୍କୁ ମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ନବରଙ୍ଗପୁର ବନାଞ୍ଚଳ ଅଧୀନ ଭତରାସିଉନି ଗାଁ ନିକଟରେ। ଶନିବାର ସକାଳେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର...

ଭାଲୁ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

ନବରଙ୍ଗପୁର,୯।୧୨: ନବରଙ୍ଗପୁର ବ୍ଲକ ଭତ୍ରା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଶୌଚ ହେବାକୁ ଯାଇଥିବା ଶ୍ରମିକ ଜଣକ ଭାଲୁ ହାବୁଡ଼ରେ ପଡ଼ି ଜୀବନ ହରାଇଛନ୍ତି। ମୃତ ଶ୍ରମିକ ଜଣକ ହେଲେ ବ୍ରିଜେଶ କୁମାର ଦ୍ୱିବେଦୀ। ତାଙ୍କ ବୟସ ପାଖାପାଖି...

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ...

ପ୍ରେମିକାଙ୍କୁ କରିଥିଲେ ୩୧ ଖଣ୍ଡ: ଧରାପଡ଼ିଲେ ଦମ୍ପତି

ରାଇଘର/ନବରଙ୍ଗପୁର, ୨୬।୧୧ (କିରଣ ପଟ୍ଟନାୟକ/ସଦାଶିବ ପ୍ରହରାଜ): ପ୍ରେମିକାଙ୍କୁ ହତ୍ୟା କରି ୩୧ ଖଣ୍ଡ କରିବା ଅଭିଯୋଗରେ ଅଟକ ଥିବା ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତ ମୁରୁମଡିହି ଗ୍ରାମର ପ୍ରେମିକ ଚନ୍ଦ୍ର ରାଉତ ଓ ତାଙ୍କ ସ୍ତ୍ରୀ ସିଆଙ୍କୁ...

ପ୍ରେମ ସମ୍ପର୍କରୁ ଯୁବତୀଙ୍କୁ ୩୧ ଖଣ୍ଡ, ମାଟିତଳୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ

ନବରଙ୍ଗପୁର,୨୫।୧୧(ସଦାଶିବ ପ୍ରହରାଜ/କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ଥାନା ଅଞ୍ଚଳରୁ ଶନିବାର ଜଣେ ଯୁବତୀଙ୍କ ମୃତଦେହ ମାଟିତଳୁ ମିଳିଛି। ତାଙ୍କୁ ୩୧ ଖଣ୍ଡ କରି କାଟି ପ୍ରେମିକ ପୋତି ଦେଇଥିବା ପୋଲିସ ପ୍ରାଥମିକ ଅନୁସନ୍ଧାନରୁ ଜାଣିବାକୁ ପାଇଛି। ରାଇଘର ପୋଲିସ...

ଛାତ୍ରୀଙ୍କୁ ବଳାତ୍କାର କରି ଜେଲ ଗଲେ ୨ ଶିକ୍ଷକ 

ଉମରକୋଟ,୧୧।୧୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟରେ ଛାତ୍ରୀଙ୍କୁ ବଳାତ୍କାର ମାମଲାରେ ଦୁଇ ଶିକ୍ଷକ ଗିରଫ ହୋଇଛନ୍ତି। ଗିରଫ ଶିକ୍ଷକ ହେଲେ ସ୍କୁଲର ପ୍ରଧାନ ଶିକ୍ଷକ ସୁଚନ୍ଦ୍ର ବିଶ୍ୱାସ ଓ ସହକାରୀ ଶିକ୍ଷକ କେଶବ ମାଝି । କୁନ୍ଦେଇ ପୁଲିସ ସେମାନଙ୍କୁ...

ପ୍ରଧାନ ଶିକ୍ଷକ, ସହକାରୀ ଶିକ୍ଷକ ଗିରଫ

ରାଇଘର, ୧୧ା୧୧(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନାରେ ଜଣେ ସ୍କୁଲ ଛାତ୍ରୀଙ୍କୁ ଉକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଚେନ୍ଦ୍ର ନନ୍ଦ ବିଶ୍ବାସ ଓ କନିଷ୍ଠ ଶିକ୍ଷକ କେଶବ ମାଝି ବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। କୁନ୍ଦେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri