ହୋମଗାର୍ଡ ନିଯୁକ୍ତିରେ ଘୋଟାଲା ଅଭିଯୋଗ: ହାଇକୋର୍ଟଙ୍କ ନୋଟିସ୍
କଟକ,୧୫ା୧: ରାଜ୍ୟର ବିଭିନ୍ନ ଜିଲାରେ ହୋମଗାର୍ଡ ନିଯୁକ୍ତି ପ୍ରକ୍ରିୟା ଜାରି ରହିଛି। ଅନେକ ଜିଲାରୁ ନିଯୁକ୍ତିରେ ଅନିୟମିତତା ଖବର ଆସିବାରେ ଲାଗିଛି। ଏହାରି ମଧ୍ୟରେ ନବରଙ୍ଗପୁର ଜିଲାରେ ହୋମଗାର୍ଡ ନିଯୁକ୍ତିରେ ଅନିୟମିତତା ଅଭିଯୋଗ ଓଡିଶା ହାଇକୋର୍ଟରେ ପହଞ୍ଚିଛି। ହୋମଗାର୍ଡ ନିଯୁକ୍ତିରେ ହୋଇଥିବା…
ଧାନମଣ୍ଡି ଅବ୍ୟବସ୍ଥା: ନବରଙ୍ଗପୁରରେ ୧୨ ଘଣ୍ଟିଆ ବନ୍ଦ
ନବରଙ୍ଗପୁର,୧୪ା୧(ସଦାଶିବ ପ୍ରହରାଜ): ମଣ୍ଡିରେ ଧାନ କ୍ରୟ ଆରମ୍ଭରୁ ଅବ୍ୟବସ୍ଥା। ଚାଷୀଙ୍କୁ ଟୋକନ ପ୍ରଦାନରେ ଅହେତୁକ ବିଳମ୍ବ ସାଙ୍ଗକୁ କଟ୍ନି ଛଟ୍ନି ବାହାନାରେ ଶୋଷଣ। ସାମାନ୍ୟ ବିଳମ୍ବରେ ଧାନମଣ୍ଡିରେ ପହଞ୍ଚତ୍ଲେ ଫେରସ୍ତ ସହ ସାଧାରଣ ମୌଳିକ ସୁବିଧା ଯୋଗାଇଦେବାରେ ସରକାର ବିଫଳ। ସାଟେଲାଇଟ୍…
୧୩ରେ ନବରଙ୍ଗପୁରରେ ହେବ ୧୨ ଘଣ୍ଟିଆ ବନ୍ଦ ପାଳନ
ନବରଙ୍ଗପୁର,୧୨।୧ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଧାନମଣ୍ଡିର ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ ପ୍ରକାଶ କରିଛି ବିଜେଡି। ଜିଲା ବିଜେଡି ସଭାପତି ମନୋହର ରନ୍ଧାରୀ ଭାଜପା ସରକାରଙ୍କ ଚାଷ ମାରଣାନୀତିକୁ ଦଳ ବିରୋଧ କରୁଥିବା କହିଛନ୍ତି। ଉପମୁଖ୍ୟମନ୍ତ୍ରୀ କେ.ବି.ସିଂହ ଦେଓଙ୍କ ଚାଷୀ ନାଟକ…
ଦେଢ଼ବର୍ଷରେ ଭାଙ୍ଗିଗଲା ସୁନାର ସଂସାର, ଫ୍ୟାନରେ ଶାଢ଼ୀ ଲଗାଇ ଝୁଲି ପଡିଲେ ନବବିବାହିତା
ଉମରକୋଟ,୪।୧(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି, ଯାହା ଏକ ପରିବାରର ସ୍ୱପ୍ନକୁ ଚୂରମାର୍ କରିଦେଇଛି। ଦେଢ଼ ବର୍ଷ ତଳେ ବହୁ ଆଡମ୍ବର ରେ ବାହା ହୋଇଥିଲା, କାନ୍ଥରେ ଲେଖା ହୋଇଥିବା ନା ନଲିଭିବା ପୂର୍ବରୁ…
ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ ଆସୁଥିବା ବେଳେ ବ୍ୟାଙ୍କ ଅଫ ବରୋଦା ଛକଠାରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ…
ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର
ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି କୋର୍ଟରେ ସହକାରୀ ଆସିଷ୍ଟାଣ୍ଟ ପିପି ଭାବେ ନିଯୁକ୍ତି ମିଳିଛି। ଏ ନେଇ ଆଇନଜୀବୀ ହୀରାଧର…
ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍ ନିଆଁ ଜଳିବ: ପ୍ରଦୀପ ମାଝୀ
ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି। ଏହି ଆନ୍ଦୋଳନ ୭ ଦିନ ଧରି ଚାଲିବ ବୋଲି ମହାସଂଘ ଚେତାବନୀ ଦେଇଛି। ଦୁଇ…
ନବରଙ୍ଗପୁରରେ ବାଘ ଛେଳି ଛକାପଞ୍ଝା: ମନୋହର ରନ୍ଧାରିଙ୍କୁ ଗଣଣଶିକ୍ଷା ମନ୍ତ୍ରୀ କହିଲେ…
ନବରଙ୍ଗପୁର,୧୫।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାସ୍ତରୀୟ ଲୋକ ମହୋତ୍ସବ ମଣ୍ଡେଇ -୨୦୨୫ ରବିବାର ଉଦ୍ଯାପିତ ହୋଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ପଞ୍ଚାୟତିରାଜ, ପାନୀୟଜଳ ଓ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଯୋଗଦେଇ ୧୯୪୨ ଅଗଷ୍ଟ ୨୪ ତାରିଖରେ…
ଚନ୍ଦାହାଣ୍ଡି ଧରିତ୍ରୀ ଖବରଦାତା ଦିଲୀପ ଦାସଙ୍କ ପରଲୋକ
ନବରଙ୍ଗପୁର,୧୧।୧୨(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ୍ ଧରିତ୍ରୀ ଖବରଦାତା ଦିଲୀପ ଦାସ (୫୪)ଙ୍କ ବୁଧବାର ସକାଳ ୯ଟାରେ ପରଲୋକ ଘଟିଛି। ସେ ୨୦୦୯ରୁ ଧରିତ୍ରୀ ଖବରଦାତାଭାବେ କାର୍ଯ୍ୟରତ ଥିଲେ। କିଛିଦିନ ହେବ କିଡ୍ନୀ ରୋଗରେ ସେ ଅସୁସ୍ଥ ଥିଲେ। ଭୁବନେଶ୍ୱରର ଏକ…
ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ
ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଥିବା ବେଳେ ଜଣେ ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ନେଇ ସୋମବାର…
ଅନ୍ତେବାସୀ ଛାତ୍ର ଗୁରୁତର ଘଟଣା: ରାତିଅଧରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ନିଲମ୍ବିତ, ରୋଷେୟା ବହିଷ୍କୃତ
ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହଁ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା…
ପାଚେରି ଡେଇଁ ଗୁରୁତର ଛାତ୍ରଙ୍କୁ ଉଦ୍ଧାରକଲେ ପ୍ରଦୀପ ମାଝୀ: ଚିକିତ୍ସା ନ କରାଇ ୯ଦିନ ପର୍ଯ୍ୟନ୍ତ ହଷ୍ଟେଲରେ ତାଲା ପକାଇ ରଖିଥିଲେ
ନବରଙ୍ଗପୁର,୨୯।୧୧(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ୍ କୋକଡ଼ି ସେମଲା ଆଶ୍ରମ ବିଦ୍ୟାଳୟ ହଷ୍ଟେଲ ରୋଷେଇଘରେ ଗତ ୨୦ ତାରିଖରେ ପ୍ରେସରକୁକର ଫାଟି ସପ୍ତମ ଶ୍ରେଣୀ ଛାତ୍ର ଧନେଶ୍ୱର ଭତ୍ରାଙ୍କ ମୁହ କ୍ଷତିବିକ୍ଷକ୍ତ ହୋଇଥିଲା। ସ୍କୁଲ ଓ ହଷ୍ଟେଲ କର୍ତ୍ତୃପକ୍ଷ ତାଙ୍କୁ ଡାକ୍ତରଖାନା…
Archives


