ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ
ଝରିଗାଁ, ୧୨/୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଏକମ୍ବା ଗ୍ରାମରେ ଭାଲୁ ଆତଙ୍କ ଦେଖାଦେଇଛି। ଶନିବାର ସକାଳୁ ଏକମ୍ବା ଗ୍ରାମସ୍ଥିତ ଅଙ୍ଗନବାଡ଼ି କେନ୍ଦ୍ର ନିକଟରେ ଗୋଟିଏ ମାଈ ଭାଲୁ ଓ ଗୋଟିଏ ଛୁଆ ଭାଲୁକୁ କିଛି ଲୋକ…
୧୨ ଗାଁରେ ମହିଳାଙ୍କ ମଦ ବିରୋଧୀ ଆନ୍ଦୋଳନ, ଥାନାଧିକାରୀଙ୍କୁ ଦାବିପତ୍ର ପ୍ରଦାନ କରି…
ଝରିଗାଁ,୧୨ା୯(କିଶୋର ଚନ୍ଦ୍ର ମଣ୍ଡଳ): ମଦ ବିରୋଧରେ ମହିଳାଙ୍କ ମହାମେଳି। ବେଆଇନ ମଦ ରନ୍ଧା ଏବଂ ବିକ୍ରି ବନ୍ଦ ପାଇଁ ଏକାଠି ହେଲେ ୧୨ଟି ଗ୍ରାମର ମହିଳା। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ପାଲିଆ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଏବେ ବେଆଇନ ଭାବେ…
ହଷ୍ଟେଲ ଛାଡ଼ିଥିଲେ ଶତାଧିକ ଛାତ୍ର: ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବନ ପରେ ଏବେ କମିଶନଙ୍କ ନିକଟରେ ରିପୋର୍ଟ ଦାଖଲ ନିର୍ଦ୍ଦେଶ
ଝରିଗାଁ,୧୧ା୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭିତ୍ତିଭୂମିର ଅଭାବ ଓ ନିମ୍ନମାନର ଖାଦ୍ୟ ଯୋଗୁ ଗତ ଅଗଷ୍ଟ ୬ ତାରିଖରେ ୧୪୦ ଜଣ ଅନ୍ତେବାସୀ ଛାତ୍ର ହଷ୍ଟେଲ ଛାଡ଼ିଥିଲେ।…
ବ୍ୟାଗ୍ରୁ ନବଜାତ ଶିଶୁପୁତ୍ର ଉଦ୍ଧାର
ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି। ଏହାପରେ ଉଦ୍ଧାର ଶିଶୁପୁତ୍ରକୁ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ…
ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ
ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ ବିତିଯାଇଛି । ତଥାପି ଜିଲା ପ୍ରଶାସନ ପକ୍ଷରୁ ଅନ୍ତେବାସୀଙ୍କ ମୌଳିକ ସୁବିଧା ପାଇଁ…
ଜୁନ୍ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…
ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଚୋରି ହୋଇଥିବା ନେଇ ଅଭିଯୋଗ ହେବା ପରେ ଝରିଗାଁ ପୋଲିସ ଦୁଇ…
ଇନ୍ଦ୍ରାବତୀ ଡ୍ୟାମରେ ବଢୁଛି ଜଳସ୍ତର୍: ଟ୍ରାଏଲ୍ ରନ୍ରେ ଖୋଲାଗଲା ୪ ନଂ ଗେଟ୍
ନବରଙ୍ଗପୁର, ୩।୯(ସଦାଶିବ ପ୍ରହରାଜ): ଇନ୍ଦ୍ରାବତୀ ଜଳଭଣ୍ଡାରରେ ବଢୁଛି ଜଳସ୍ତର। ବିପଦ ସଂକେତ ନିକଟତର ହେବା ପରେ ଗେଟ୍ ଖୋଲିବାକୁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ କରିଛି ଡ୍ୟାମ୍ କର୍ତ୍ତୃପକ୍ଷ। ଗୁରୁବାର ଇନ୍ଦ୍ରାବତୀ ଜଳଭଣ୍ଡାରରେ ଗେଟ୍ ଖୋଲିବା ନେଇ ମକ୍ ଡ୍ରିଲ୍ କରାଯାଇଛି। ଜଳଭଣ୍ଡାରର…
ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ଶିକ୍ଷୟିତ୍ରୀ ପୂରବୀ ପରିଡ଼ା
ନବରଙ୍ଗପୁର,୩ା୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଶିକ୍ଷାକ୍ଷେତ୍ର ପାଇଁ ଆସିଛି ଆଉ ଏକ ଗୌରବର ଖବର। ଜିଲାର ଶାରୀରିକ ଶିକ୍ଷା ଶିକ୍ଷୟିତ୍ରୀ ପୂରବୀ ପରିଡ଼ା ଚଳିତବର୍ଷ ଗୁରୁଦିବସ ଅବସରରେ ସମ୍ମାନଜନକ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ନବରଙ୍ଗପୁରସ୍ଥିତ ପିଏମ୍ ଶ୍ରୀ…
ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ
ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍ କୁକୁଡ଼ାବାଇ ଗାଁରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ଖାଦ୍ୟ ଅନ୍ୱେଷଣରେ ଆସି…
ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା
ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ନବରଙ୍ଗପୁର…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨ ଦିନ ବାକି। ଏପର୍ଯ୍ୟନ୍ତ ଜିଲାର ପ୍ରାୟ…
କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ ଦୁଇଟିକୁ କୂଅ ଭିତରେ ଦେଖିବା ପରେ ବନ ବିଭାଗକୁ ସୂଚନା ଦେଇଥିଲେ। ଖବର…

