ନବରଙ୍ଗପୁର

୧୫ ଗାଁରେ ମିଳୁନି ମୋବାଇଲ ସେବା

ତେନ୍ତୁଳିଖୁଣ୍ଟି, ୬।୧(ଚିଦାନନ୍ଦ ସାହୁ): ବର୍ତ୍ତମାନ ସମୟରେ ଖାଦ୍ୟ, ବସ୍ତ୍ର, ବାସଗୃହ ଭଳି ମୌଳିକ ଆବଶ୍ୟକତାରେ ଟେଲି ଯୋଗାଯୋଗ ବା ମୋବାଇଲ ସେବା ଯୋଡ଼ିହୋଇଯାଇଛି କହିଲେ ଅତ୍ୟୁକ୍ତି ହେବନାହିଁ। କିନ୍ତୁ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଏଭଳି ୧୫ଟି ଗ୍ରାମ ଅଛି ଯେଉଁଠି…

ଦୁର୍ଘଟଣା ପରେ ଶେଯରେ କମଳ, ସହାୟତା ଅପେକ୍ଷାରେ କଟୁଛି ଦିନ

ଡାବୁଗାଁ,୩୧।୧୨ (ପ୍ରଜ୍ଞାରଞ୍ଜନ ପରିଡ଼ା)ଧକ୍କାଦେଲା ଗାଡ଼ି। ଅର୍ଥ ଅଭାବରୁ ଆହତ ହୋଇ ଦେଶୀ ଚିକିତ୍ସା ଉପରେ ନିର୍ଭରକଲେ। ଏହା ମଧ୍ୟରେ ମାସେ ବିତିଯାଇଥିଲେ ମଧ୍ୟ ଶେଯରୁ ଉଠିପାରୁନାହାନ୍ତି ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଘୋଡ଼ାଖୁଣ୍ଟା ପଞ୍ଚାୟତ ମୁଣ୍ଡିଗୁଡ଼ା ଗ୍ରାମରେ କମଳଚାନ୍ଦ ଓଡ଼। ପିଲା…

ଦେଶୀଡଙ୍ଗାରେ ଜଳବନ୍ଦୀବାସୀଙ୍କ ବିପଦପୂର୍ଣ୍ଣ ଯାତ୍ରା

ତେନ୍ତୁଳିଖୁଣ୍ଟି, ୩୧।୧୨(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ଜଳବନ୍ଦୀ ଅଞ୍ଚଳବାସୀଙ୍କ ପାଇଁ ଯୋଗାଇ ଦିଆଯାଇଥିବା ମୋଟର ଚାଳିତ ଲଞ୍ଚରେ ଛିଦ୍ର ରହିଛି। ଠିକ୍‌ ସମୟରେ ଏହାର ମରାମତି କରାଯାଉ ନ ଥିବା ଅଭିଯୋଗ ହେଉଛି। ଫଳରେ ଲୋକେ ଯାତାୟତ ପାଇଁ…

ମା’ ବାପାଙ୍କ ଆଗରେ ଛୁଆ ଉପରେ ଚଢ଼ିଗଲା ଟ୍ରକ୍‌

ରାଇଘର, ୩୧।୧୨(କିରଣ ପଟ୍ଟନାୟକ)ବାହାଘରର ୧୭ ବର୍ଷ ପରେ କୋଳକୁ ଆସିଥିଲା ପୁଅ। କିନ୍ତୁ ଅସାବଧାନତାରୁ କୁନିପୁଅ ଉପରେ ଚଢ଼ିଗଲା ଟ୍ରକ୍‌। ମା’ ବାପାଙ୍କ ଆଗରେ ଚାଲିଗଲା ତା ଜୀବନ। ପିଲାଟିର ମୃତଦେହ ଧରି ରାସ୍ତା ଉପରେ ମୁଣ୍ଡ ପିଟି କାନ୍ଦୁଥିଲେ ମା’…

ନବରଙ୍ଗପୁର ସବୁବେଳେ ମୋ’ ଫୋକସ୍‌ରେ ଅଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୧୨(ଅସମାପିକା ସାହୁ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନବରଙ୍ଗପୁର ଜିଲା ପାଇଁ ୨ଟି ଗୁରୁତ୍ୱପୂର୍ଣ୍ଣ ଜଳସେଚନ ପ୍ରକଳ୍ପର ଭିତ୍ତି ରଖିଛନ୍ତି। ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଅଧୀନରେ ୧୧ଟି ପ୍ରକଳ୍ପ କାର୍ଯ୍ୟକାରୀ କରାଯିବ। ଏଥିପାଇଁ ୧୨୭୨ କୋଟି ଟଙ୍କା…

ଭଙ୍ଗାଘରେ ଦିବ୍ୟାଙ୍ଗ ପୁଅ ସହ ବିତୁଛି ଦିନ, ପକ୍କାଘର ଅପେକ୍ଷାରେ ବୃଦ୍ଧ ଦମ୍ପତି

ତେନ୍ତୁଳିଖୁଣ୍ଟି, ୨୮।୧୨(ଚିଦାନନ୍ଦ ସାହୁ): ଭଙ୍ଗା ଘରେ ଦିବ୍ୟାଙ୍ଗ ପୁଅକୁ ନେଇ ରହୁଛନ୍ତି ବୃଦ୍ଧ ଦମ୍ପତି। ପର ଘରେ କାମ କଲେ କଷ୍ଟମଷ୍ଟେ ଘର ଚଳୁଛି। ଭଙ୍ଗା ଘର ସଜାଡିବାକୁ ସମ୍ବଳ ନାହିଁ। ବାରମ୍ବାର ନୂଆ ଘର ପାଇଁ ଦାବି କରିଲେ ମଧ୍ୟ…

ଜମିରେ ଶୋଇଥିଲେ ମହିଳା, ଦଳିଦେଲା ହାତୀ

ରାଇଘର, ୨୩।୧୨(କିରଣ ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ବ୍ଲକ କୁନ୍ଦେଇ ଥାନା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଛତିଶଗଡ଼ରୁ ଏକ ହାତୀପଲ ଉକ୍ତ ଅଞ୍ଚଳକୁ ପଶିଆସିଛନ୍ତି। ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଖୁଡୁକ ଗ୍ରାମର ରାମସୁ…

ଯୁବତୀ ଗର୍ଭବତୀ ପରେ ବିବାହ କରିବାକୁ ମନା କରିଦେଲେ ପ୍ରେମିକ

ନବରଙ୍ଗପୁର, ୧୬।୧୨(ସଦାଶିବ ପ୍ରହରାଜ): ବିବାହ ପ୍ରତିଶ୍ରୁତି ଦେଇ ଶାରିରୀକ ସମ୍ପର୍କ ରଖିବା ଅଭିଯୋଗରେ ନବରଙ୍ଗପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ହେଲେ ନବରଙ୍ଗପୁର ଥାନା ବେଡଝରଣ ଗାଁର ଦିଲୀପ କର୍କରା(୩୦)। ଦିଲୀପ ମାଝୀଗୁଡ଼ା ଗାଁରେ ରହୁଥିଲେ। ସେତିକିବେଳେ ଜଣେ…

ଶ୍ୱଶୁର, ଜ୍ୱାଇଁଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

ରାଇଘର,୧୬।୧୨(କିରଣ କୁମାର ପଟ୍ଟନାୟକ): ନବରଙ୍ଗପୁର ଜିଲା ରାଇଘର ସଦର ମହକୁମାର ଡିଏନ୍‌କେ ଛକ ପୋଷ୍ଟ ଅଫିସ ସମ୍ମୁଖରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଶ୍ୱଶୁର, ଜ୍ୱାଇଁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଶ୍ୱଶୁର ବଳି ଜାନି ଏବଂ ଜ୍ୱାଇଁ…

ନରହନ୍ତା ଭାଲୁକୁ ପିଟିପିଟି ମାରିଦେଲେ, ବିରୋଧ କରିବାରୁ ବନ କର୍ମଚାରୀଙ୍କୁ ମାଡ଼

ନବରଙ୍ଗପୁର,୧୦।୧୨: ନରହନ୍ତା ଭାଲୁକୁ ପିଟିପିଟି ମାରିଦେଲେ ଗ୍ରାମବାସୀ। ଏହାକୁ ବିରୋଧ କରିଥିବା ୨ ବନ କର୍ମଚାରୀଙ୍କୁ ମାଡ଼ ହୋଇଛି। ଏଭଳି ଘଟଣା ଘଟିଛି ନବରଙ୍ଗପୁର ବନାଞ୍ଚଳ ଅଧୀନ ଭତରାସିଉନି ଗାଁ ନିକଟରେ। ଶନିବାର ସକାଳେ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ…

ଭାଲୁ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

ନବରଙ୍ଗପୁର,୯।୧୨: ନବରଙ୍ଗପୁର ବ୍ଲକ ଭତ୍ରା ଗ୍ରାମରେ ଶନିବାର ଏକ ଅଘଟଣ ଘଟିଛି। ଶୌଚ ହେବାକୁ ଯାଇଥିବା ଶ୍ରମିକ ଜଣକ ଭାଲୁ ହାବୁଡ଼ରେ ପଡ଼ି ଜୀବନ ହରାଇଛନ୍ତି। ମୃତ ଶ୍ରମିକ ଜଣକ ହେଲେ ବ୍ରିଜେଶ କୁମାର ଦ୍ୱିବେଦୀ। ତାଙ୍କ ବୟସ ପାଖାପାଖି ୫୦…

ମାର୍ଗଶୀର ପ୍ରଥମ ଗୁରୁବାରରେ ନବରଙ୍ଗପୁରକୁ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୩୦।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ନବରଙ୍ଗପୁର ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ପ୍ରଥମେ ମାଲକାନଗିରିରେ ଆରମ୍ଭ ହୋଇଥିଲା। ଏଥିରେ ପଞ୍ଚାୟତରୁ ବ୍ଲକକୁ ବସ୍ ଚଳାଚଳର ସୁବିଧା କରାଯାଇଛି। ସାରା ରାଜ୍ୟରେ ୧୦୦୦ରୁ ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri