ନବରଙ୍ଗପୁର

ଭସାଣିବେଳେ ଛୁରାମାଡ଼: ଜଣେ ନାବାଳକଙ୍କ ଚାଲିଗଲା ଜୀବନ

ନବରଙ୍ଗପୁର,୧୫।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ସହରରେ ଛୁରାମାଡ଼l ଦୁର୍ଗା ମା’ଙ୍କ ଭସାଣିବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ବିଳମ୍ବିତ ରାତିରେ ଗଣ୍ଡଗୋଳ। ଛୁରାମାଡ଼ରେ ଗୋଟିଏ ଗୋଷ୍ଠୀର ଜଣେ ନାବାଳକ ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ଅବସ୍ଥାରେ ମୃତ ହୋଇଥିବାବେଳେ ଅନ୍ୟ ଜଣେ ନାବାଳକ…

ରାତିରେ ତାଲା ଭାଙ୍ଗି ବିଦ୍ୟାଳୟରୁ ଚୋରି କରିନେଲେ ବସ୍ତାବସ୍ତା ଚାଉଳ

ଝରିଗାଁ,୯ା୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ ଅନ୍ତର୍ଗତ ନୂଆଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଚାଉଳ ମହଜୁଦ ଘରର ତାଲା ଭାଙ୍ଗି ବସ୍ତାବସ୍ତା ଚାଉଳ ଚୋରି ହୋଇଥିବା ନେଇ ସଂପୃକ୍ତ ବିଦ୍ୟାଳୟ ପ୍ରଧାନଶିକ୍ଷକ ପିତମ ପନକା ଝରିଗାଁ ଲିଖିତ ଅଭିଯୋଗ…

ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣା: ନିଯୁକ୍ତପତ୍ର ପାଇଥିବା ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ବାରଣ, ବିଇଓ ଅଫିସ ସମ୍ମୁଖରେ ଧାରଣା

ଝରିଗାଁ,୭।୧୦(କିଶୋର ଚନ୍ଦ୍ର ମଣ୍ତଳ): ଜିଲା ଭିତ୍ତିକ ନିଯୁକ୍ତି ଦାବି ଘଟଣାରେ ନିଯୁକ୍ତପତ୍ର ପାଇଥିବା ନୂତନ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ସମ୍ପୃକ୍ତ ଗ୍ରାମରେ ରହିଥିବା କ୍ରିୟାନୁଷ୍ଠାନ କମିଟି ବାରଣ କରିଛି। ଯାହାଫଳରେ କାର୍ଯ୍ୟରେ ଯୋଗ ଦେଇପାରିନଥିବା ଶିକ୍ଷୟିତ୍ରୀ ଶିକ୍ଷକମାନେ ଦିନ…

ଚଳନ୍ତା ଆମ୍ବୁଲାନ୍ସରୁ ବାହାରିଗଲା ଚକ

ପାପଡାହାଣ୍ଡି, ୩।୧୦(ସ୍ବପ୍ନଜିତ ପଟ୍ଟନାୟକ): କୋଡ଼ିଙ୍ଗାରୁ ଜଣେ ରୋଗୀଙ୍କୁ ଛାଡ଼ି ଫେରିବା ବେଳେ ୧୦୮ ଆମ୍ବୁଲାନ୍ସର ବାମ ପଟ ଆଗ ଚକ ଭାଙ୍ଗି ଯାଇଥିଲା। ସୌଭାଗ୍ୟ ବଶତଃ ଏଥିରେ ଗାଡ଼ିରେ ଥିବା କର୍ମଚାରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପ୍ରକାଶ ଯେ, ଏକ ଆମ୍ବୁଲାନ୍ସ…

୭୦ ଜଣଙ୍କ ହରିଶ୍ଚନ୍ଦ୍ର ଯୋଜନା ଟଙ୍କା ଚଳୁ

ନବରଙ୍ଗପୁର/ଡାବୁଗାଁ,୩।୧୦(ସଦାଶିବ ପ୍ରହରାଜ/ ପ୍ରଜ୍ଞାରଞ୍ଜନ ପରିଡ଼ା): ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଧୀନ ପାପଡ଼ାହାଣ୍ଡି ବ୍ଲକ ମାନିଗାଁ ପୂର୍ବତନ ସରପଞ୍ଚ ମଞ୍ଜୁଳା ଜାନୀ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ଆତ୍ମସାତ୍‌ କରିଥିବା ନେଇ ଅଭିଯୋଗ ହୋଇଛି। ପଞ୍ଚାୟତବାସୀ, ଜିଲା ପରିଷଦ ଜୋନ୍‌-୧ ସଭ୍ୟ ଯଶୋବନ୍ତ…

୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ

ନବରଙ୍ଗପୁର ,୩।୧୦(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆସନ୍ତା ୪ରେ ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା ଦିଆଯାଇଛି। ଏ ନେଇ ସ୍ଥାନୀୟ ଭତରା ଭବନରେ ଏକ ଖବରଦାତା ସମ୍ମିଳନୀକରି କମିଟି ପକ୍ଷରୁ ସୂଚନା ଦିଆଯାଇଛି।…

ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି…

ନବରଙ୍ଗପୁର, ୨୫।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ କଣ୍ଟାଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ନେଇ ଗତ ୧୭ରେ ଥାନାରେ ଅଭିଯୋଗ ହୋଇଥିଲା। ମଙ୍ଗଳବାର ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତମାନେ…

ହାତରେ କୋଦାଳ ଧରି ପୋଖରୀ ସଫା କଲେ ଶିକ୍ଷା ମନ୍ତ୍ରୀ

ନବରଙ୍ଗପୁର,୨୫।୯(ସଦାଶିବ ପ୍ରହରାଜ): ହାତରେ କୋଦାଳ ଧରି ସଚ୍ଛତା ଅଭିଯାନରେ ଅଗ୍ରସର ହୋଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ବୁଧବାର ସକାଳୁ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଉମରକୋଟ…

ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ହତ୍ୟାର ୮ ଦିନ ପରେ ଦୁଇ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ତେନ୍ତୁଳିଖୁଣ୍ଟି,୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର କଣ୍ଟାଗାଁରେ ପଞ୍ଚମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଏବଂ ହତ୍ୟାର ୮ ଦିନ ପରେ ପୋଲିସ ହାତରେ ପଡିଛନ୍ତି ଦୁଇ ଅଭିଯୁକ୍ତ। ଟାୱାର ଉପରେ ଥାଇ ଘଟଣାକୁ ଦେଖିଥିବା ଜଣେ ବ୍ୟକ୍ତିଙ୍କର ବୟାନ ପୋଲିସ…

ଗୋଟିଏ ଗଛରେ ଝୁଲିପଡିଲେ ପ୍ରେମୀଯୁଗଳ

ଉମରକୋଟ,୨୪।୯(ସଦାଶିବ ପ୍ରହରାଜ):ନବରଙ୍ଗପୁର ଜିଲା ରାଇଘର ବ୍ଳକ ଭୁରଖାମହୁଲି ଗାଁ ନିକଟରେ ଥିବା ଏକ ପିପଳି ଗଛ ଡାଳରେ ପ୍ରେମୀ ଯୁଗଳଙ୍କ ମୃତଶରୀର ଝୁଲନ୍ତା ଅବସ୍ଥାରେ ଥିବା ଦେଖିବାକୁ ମିଳିଛି । ରାଇଘର ବ୍ଳକ ଭୁରଖାମହୁଲି ଗାଁର ରେମଲାଲ ଗଣ୍ଡ (୧୮) ଏବଂ…

କଣ୍ଟାଗାଁ ପୀଡ଼ିତାଙ୍କୁ ନ୍ୟାୟ ଦାବିରେ ତେନ୍ତୁଳିଖୁଣ୍ଟି ବନ୍ଦ

ତେନ୍ତୁଳିଖୁଣ୍ଟି, ୨୩।୯(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ର କଣ୍ଟାଗାଁରେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣାକୁ ସପ୍ତାହେ ବିତିଯାଇଥିଲେ ମଧ୍ୟ ପୋଲିସ ହାତ ଖାଲି। ଏଥିସହ ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ନିରୀହ ଆଦିବାସୀ ପରିବାରକୁ ଅନୁକମ୍ପା ରାଶି ପ୍ରଦାନ…

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ SI ରଘୁନାଥ ହାଁସଦା, ASI ଶିବପ୍ରସାଦ ଦଳାଇ। ୪ ହଜାର ଟଙ୍କା ଲାଞ୍ଚ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?