ନବରଙ୍ଗପୁର

ଥାନାରୁ ଚମ୍ପଟ ମାରିବା ଘଟଣା: ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଝରିଗାଁ,୧୦ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ହୋଇଥିବା ବେଳେ ଏସ୍‌ପି ରୋହିତ ବର୍ମା ଥାନା ସେଣ୍ଟ୍ରି ଦାୟିତ୍ୱରେ ରହିଥିବା କନଷ୍ଟେବଳ ଧନର ନାୟକଙ୍କୁ ନିଲମ୍ବନ କରିଛନ୍ତି। ଶନିବାର ଝରିଗାଁ ପୋଲିସ ଦ୍ୱାରା ସଂପୃକ୍ତ ଚମ୍ପଟ…

ୟୁରିଆ ସାର ଯୋଗାଣ ଦାବିରେ ଚାଷୀଙ୍କ ଆନ୍ଦୋଳନ

ଝରିଗାଁ,୯।୮(କିଶୋର ଚନ୍ଦ୍ର ମଣ୍ତଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରତ୍ୟେକ ଖରିପ ଋତୁରେ ୟୁରିଆ ସାରକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଉଛି। ଚଳିତ ବର୍ଷ ମଧ୍ୟ ଏହା ଦେଖିବାକୁ ମିଳୁଛି l ଝରିଗାଁ ବ୍ଲକରେ ମୋଟ ୪୩ଟି ଲାଇସେନ୍ସ ପ୍ରାପ୍ତ…

ଟୁରୀ ନଦୀ ପୋଲ ଉପରେ ପାଣି

ପାପଡ଼ାହାଣ୍ଡି,୬।୮(ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡିରେ ବର୍ଷା ଲାଗି ରହିଛି। ମଙ୍ଗଳବାର ଶହୀଦ ମିନାର ନିକଟରେ ଥିବା ଟୁରୀ ନଦୀର ଅସ୍ଥାୟୀ ପୋଲ ଉପରେ ପାଣି ପ୍ରବାହିତ ହେବା ଯୋଗୁ ଏହି ରାସ୍ତା ଦେଇ ନବରଙ୍ଗପୁରରୁ ଉମରକୋଟକୁ ଯୋଗାଯୋଗ ବନ୍ଦ ରହିଛି।…

ପିଲାଙ୍କୁ ପାଠ ପଢ଼ାଇ ମଧ୍ୟାହ୍ନଭୋଜନ ଖାଇଲେ ବିଡିଓ

ତେନ୍ତୁଳିଖୁଣ୍ଟି, ୫।୮(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ସୋମବାର ବିଡିଓ ମନୋଜ କୁମାର ପାଣିଗ୍ରାହୀ ଅଚାନକ ଗସ୍ତ କରିଥିଲେ। ସେ ବିଦ୍ୟାଳୟରେ ଛାତ୍ରୀଛାତ୍ରଙ୍କୁ ଦିଆ ଯାଉଥିବା ଖାଦ୍ୟ ପ୍ରସ୍ତୁତି ଯାଞ୍ଚ ସହ ଚାଉଳରମାନ ପରଖିଥିଲେ।…

ଦୁଇ ବାଇକ୍‌ ମୁହାଁମୁହିଁ: ଜଣେ ମୃତ, ୩ ଆହତ

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଛି। ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଧୋଡ୍ରା ମୁଖ୍ୟ ସଡ଼କରେ। ମୃତ ଯୁବକ ଜଣକ ହେଲେ ଉମରକୋଟ…

ପାଣି ଟ୍ୟାଙ୍କରରେ ପିଟିହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ଝରିଗାଁ,୫ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ଥାନା ଅନ୍ତର୍ଗତ ଦେଉଲକଣା ଗ୍ରାମଠାରେ ଏକ ପାଣି ଟ୍ୟାଙ୍କର ସହ ବାଇକ୍‌ ଧକ୍କା ହେବା ଫଳରେ ଜଣେ ଯୁବକ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ସିନ୍ଧିଗୁଡ଼ା ଗ୍ରାମର ବୈଶିଷ୍ଟ ମାଝି(୨୦) ଏବଂ…

ଟେନ୍‌ସନ୍‌ ବଢ଼ାଉଛି ଆଳୁ, ଗ୍ରାହକ ହଟହଟା

ଝରିଗାଁ,୨୭ା୭(କିଶୋର ଚନ୍ଦ୍ର ମଣ୍ଡଳ): ଧନୀ ହେଉକି ଗରିବ। ଘରର ନିତ୍ୟ ବ୍ୟବହାର୍ଯ୍ୟ ଆଳୁର ଦର ବୃଦ୍ଧି ଗ୍ରାହକଙ୍କୁ ଟେନ୍‌ସନ୍‌ ଦେଉଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ କିଛି ସପ୍ତାହରେ ଆଳୁ ବସ୍ତା ପିଛା ଦର ୭୦୦ ଟଙ୍କା ଥିବା ବେଳେ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ରାଇସ୍‌ ମିଲ୍‌ ଗୋଦାମ ଘର

ନବରଙ୍ଗପୁର,୨୧।୭: ଲଘୁଚାପ ଯୋଗୁ ରାଜ୍ୟରେ ଲଗାଣ ବର୍ଷା ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ହୋଇଛି। ବର୍ଷା ଯୋଗୁ ନବରଙ୍ଗପୁର ବସଷ୍ଟାଣ୍ଡ ନିକଟରେ ଥିବା ଏକ ରାଇସ ମିଲ୍‌ ଓ ଗୋଦାମ ଘର ରବିବାର ଭୁଶୁଡ଼ି ପଡ଼ିଛି।…

ଭାଲୁ ପଶିଯିବାରୁ ସ୍କୁଲ ଛୁଟି

ନନ୍ଦାହାଣ୍ଡି/ପାପଡ଼ାହାଣ୍ଡି,୧୭।୭ (ପ୍ରତୀପ କୁମାର ଦାଶ/ ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲାରେ ଭାଲୁ ଆତଙ୍କ ଦେଖାଦେଇଛି। ବିଭିନ୍ନ କାରଣରୁ ଭାଲୁ ଏବେ ଜଙ୍ଗଲଛାଡ଼ି ଜନବସତି ମୁହାଁ ହେଉଛନ୍ତି। ସୋମବାର ବିଳମ୍ବିତ ରାତିରେ ପାପଡ଼ାହାଣ୍ଡି ଥାନାରେ ପଶି ଆତଙ୍କିତ କରିଥିବାବେଳେ ମଙ୍ଗଳବାର ନନ୍ଦାହାଣ୍ଡି ବ୍ଲକ…

ଘରେ ମଧ୍ୟାହ୍ନଭୋଜନ ରାନ୍ଧି ସ୍କୁଲକୁ ଆଣୁଛନ୍ତି ଏସ୍‌ଏଚ୍‌ଜି ମହିଳା

କୋଷାଗୁମୁଡ଼ା, ୧୪।୭(ପ୍ରସାଦ ବିଷୋୟୀ)ପିଲାମାନଙ୍କୁ ଶିକ୍ଷା ଦେବା ପାଇଁ ସ୍କୁଲ ଖୋଲାଯାଇଛି। କିନ୍ତୁ ସେଠାରେ ଭିତ୍ତିଭୂମିର ଅଭାବ ରହିଛି। ଏପରି ଏକ ସ୍କୁଲ ହେଉଛି ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ୍‌ ଅଧୀନ ମୋତିଗାଁ ପଞ୍ଚାୟତ ଝାଲିଆଗୁଡ଼ା ସରକାରୀ ପ୍ରାଥମିକ ବିଦ୍ୟାଳୟ। ସ୍କୁଲରେ ୩୫…

ଖରିଫ ଚାଷ ପାଇଁ ସାର ନାହିଁ, ଧାର୍ଯ୍ୟ ଦରଠାରୁ ୪ ଶହ ଟଙ୍କା ଅଧିକରେ ହେଉଛି ବିକ୍ରି

ଝରିଗାଁ,୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାରେ ଖରିଫ ଚାଷ ଆରମ୍ଭ ହୋଇଛି। ଚାଷୀ ତଳି ପକାଇ ରୋଇବାକୁ ଅପେକ୍ଷା କରିଥିବା ବେଳେ ସାର ଯୋଗାଣ ସମସ୍ୟା ସୃଷ୍ଟି କରିଛି। ଆବଶ୍ୟକ ସାର ଯୋଗାଣ ହେଉ ନ ଥିବାରୁ ଚାଷୀ ବଜାରରୁ ଚଢ଼ାଦରରେ…

ନିର୍ଦ୍ଦେଶ କାର୍ଯ୍ୟକାରୀ ନ ହେଲେ ନିଆଯିବ ଆକ୍ସନ: ମନ୍ତ୍ରୀ

ଝରିଗାଁ,୬ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକକୁ ଶନିବାର ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଝରିଗାଁ ବିଧାୟକ ନରସିଂହ ଭତ୍ରା ଗସ୍ତ କରିଛନ୍ତି। ଏହି ଅବସରରେ ମନ୍ତ୍ରୀ ଏବଂ ବିଧାୟକଙ୍କୁ କରସାହାଣ୍ଡି ଛକଠାରୁ ପଞ୍ଚାୟତ ସମିତି କାର୍ଯ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?