ନବରଙ୍ଗପୁର

ଫେଲ୍‌ ମାରିଛି ସୁନେତ୍ର ଯୋଜନା

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ବହୁ ବର୍ଷ ହେବ ଚକ୍ଷୁ ବିଶେଷଜ୍ଞ ଓ ସହାୟକ ପଦବୀ ଖାଲି ପଡିଥିବାରୁ ୨୦ ଶଯ୍ୟା ବିଶିଷ୍ଟ ଚକ୍ଷୁ ବିଭାଗ ରୋଗୀଙ୍କ କାମରେ ଆସୁନି। ଏଥିସହିତ ଜିଲାରେ ସୁନେତ୍ର ଯୋଜନା ଫେଲ୍‌ ମାରିଥିବା…

ଠିକା କାମକୁ ନେଇ ବ୍ୟବସାୟ, ଆୱାର୍ଡ କାମ ନାମରେ ହାତାହାତି ବଣ୍ଟା ଚାଲିଛି କାର୍ଯ୍ୟ

ତେନ୍ତୁଳିଖୁଣ୍ଟି,୨୪ା୮(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ଇନ୍ଦ୍ରାବତୀ ଡ୍ୟାମ ସର୍କଲରେ ଠିକା କାର୍ଯ୍ୟକୁ ହାତାହାତି ବଣ୍ଟନ କରି କିଛି କର୍ମଚାରୀ ବ୍ୟବସାୟ ଚଳାଇଥିବା ଅଭିଯୋଗ ହେଉଛି। ରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ନିର୍ଦ୍ଦେଶରେ ପ୍ରତ୍ୟେକ ସରକାରୀ କାର୍ଯ୍ୟକୁ ଟେଣ୍ଡର ମାଧ୍ୟମରେ…

ବଡ଼ଗୁମୁଡ଼ା ସେବାଶ୍ରମ ୧୦ମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ

ନବରଙ୍ଗପୁର,୨୪ା୮(ସଦାଶିବ ପ୍ରହରାଜ)ନବରଙ୍ଗପୁର ଜିଲା ମଙ୍ଗଳ ବିଭାଗ ଦ୍ୱାରା ପରିଚାଳିତ କୋଷାଗୁମୁଡା ବ୍ଲକ ବଡ଼ଗୁମୁଡ଼ା ସେବାଶ୍ରମ ବିଦ୍ୟାଳୟର ୧୦ମ ଶ୍ରେଣୀ ଛାତ୍ରୀ ରଞ୍ଜିିତା ହରିଜନଙ୍କର ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ନବରଙ୍ଗପୁର ଜିଲା ଡାକ୍ତରଖାନାରେ ମୃତ୍ୟୁ ଘଟିଛି। ଝରିଗଁା ବ୍ଲକ ତାରାଯୋଡି ଗ୍ରାମର ଖଗପତି…

୫ ବର୍ଷ ବିତିଲା ଯାଞ୍ଚ ହେଲାନି ଶିକ୍ଷକଙ୍କ ପ୍ରମାଣପତ୍ର

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରଜ):ନବରଙ୍ଗପୁର ଜିଲାରେ ଜାଲ ଶିକ୍ଷାଗତ ପ୍ରମାଣପତ୍ର ଦେଇ ଶିକ୍ଷକ ନିଯୁକ୍ତି ମାମଲାରେ ପ୍ରାଥମିକ ଶିକ୍ଷକଙ୍କ ପ୍ରମାଣ ପତ୍ର ୫ ବର୍ଷ ବିତିଥିଲେ ମଧ୍ୟ ଯାଞ୍ଚ ହୋଇପାରି ନାହିଁ। କେତେକ ଶିକ୍ଷକ ଜାଲ ଶିକ୍ଷାଗତ ଯୋଗ୍ୟତା ଏବଂ ନକଲି ବିଏଡ୍‌ ସିର୍ଟିଫିକେଟ୍‌ରେ…

ଅନ୍‌ଲାଇନ୍‌ ଠକେଇ: ରାଉରକେଲାରୁ ୪ ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ନବରଙ୍ଗପୁର,୧୯।୮(ସଦାଶିବ ପ୍ରହରାଜ): ଅନ୍‌ଲାଇଇନ୍‌ ଠକେଇ ମାମଲାରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ପୋଲିସ ରାଉରକେଲାରୁ ୪ଜଣ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ବିହାରର ଖଗାରିୟା ଜିଲାର ଗୁଲସନ କୁମାର, ସନୋଜ ପାସୱାନ, ଧୀରଜ କୁମାର ପାସଓ୍ବାନ ଏବଂ ମୋହନ କୁମାର ପାସଓ୍ବାନ।…

୧୧ ଦିନ ପରେ ବର୍ଷା, ଚାଷୀ ସାମାନ୍ୟ ଆଶ୍ୱସ୍ତ

ଉମରକୋଟ,୧୮।୮(ସନ୍ତୋଷ ଶତପଥୀ) : ଶ୍ରାବଣ ମାସରେ ପ୍ରବଳ ବର୍ଷା ହେବା କଥା। କିନ୍ତୁ ଚଳିତ ବର୍ଷ ବର୍ଷା ଉଭାନ ପ୍ରାୟ। ଦୀର୍ଘ ୧୧ ଦିନ ପରେ ନବରଙ୍ଗପୁର ଜିଲା ଉମରକୋଟରେ ଗୁରୁବାର ବର୍ଷା ହୋଇଛି। ବର୍ଷା ନ ଥିବାରୁ ଧାନଜମିଗୁଡ଼ିକ ଫାଟି…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ: ବେକରେ ବନ୍ଧା ହୋଇଥିଲା ପଥର 

କୋଡିଙ୍ଗା,୧୭।୮(ସମରେନ୍ଦ୍ର ପଟ୍ଟନାୟକ): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅଧୀନ ନୁଆଗୁଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ କୋଡିଙ୍ଗା ପୋଲିସ ଜବତ କରିଛି। ମୃତକ ହେଲେ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅଧୀନ କଂଗ୍ରା ପଞ୍ଚାୟତ କନ୍ଧଗୁଡ଼ା…

ବର୍ଷା ପାଇଁ ବେଙ୍ଗ ବେଙ୍ଗୁଲୀ ବାହାଘର

ଡାବୁଗାଁ, ୧୭।୮(ପ୍ରଜ୍ଞାରଞ୍ଜନ ପରିଡା): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଚଳିତ ବର୍ଷ ସ୍ବଳ୍ପ ବର୍ଷା ଯୋଗୁ ଚାଷ କାମ ଆଗେଇ ପାରୁନାହିଁ। ବିଶେଷକରି ଧାନଚାଷ ଅଧିକ ପ୍ରଭାବିତ ହେବା ଆଶଙ୍କା ରହିଛି। ସ୍ଥାନୀୟ ଚାଷୀମାନେ ଅନୁକୂଳ ପାଗ ଦେଖି ଧାନ ରୁଆ…

ସ୍କୁଲ ନଳକୂଅରୁ ବାହାରୁଛି ଗୋଳିଆ ପାଣି

ନନ୍ଦାହାଣ୍ଡି,୧୭।୮(ପ୍ରତୀପ କୁମାର ଦାଶ)ବିଦ୍ୟାଳୟରେ ପାଠପଢ଼ା ସହ ମଧ୍ୟାହ୍ନ ଭୋଜନରେ ପୁଷ୍ଟିକର ଖାଦ୍ୟ ଯୋଗାଇବା ପାଇଁ ସରକାରୀ ଯୋଜନା ହିସାବରେ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ସମସ୍ତ ବିଦ୍ୟାଳୟ ମଧ୍ୟରେ ପିଇବା ପାଣି ପାଇଁ ମଧ୍ୟ ସୁବିଧା କରାଯାଇଛି। କିନ୍ତୁ ନବରଙ୍ଗପୁର…

ବର୍ଷା ଅଭାବରୁ ଜମି ଫାଟି ଆଁ କଲାଣି

ଡାବୁଗାଁ,୧୪।୮ (ପ୍ରଜ୍ଞା ରଞ୍ଜନ ପରିଡା): ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ବିଳମ୍ବରେ ଚାଷ କାର୍ଯ୍ୟ ଆରମ୍ଭ ହେଲା। ଏବେ ଧାନ ରୁଆ ବେଉଷଣ ପରେ ବର୍ଷା ଉଭାନ ହୋଇଯାଇଛି। ସେପଟେ ପାଣି ଅଭାବରୁ ଧାନ ଜମି ଫାଟି ଆଁ କଲାଣି।…

ଶ୍ରାବଣରେ ବର୍ଷା ନାହିଁ, ଆଗେଇ ପାରୁନି ଚାଷ

ଝରିଗାଁ,୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଳକରେ ସ୍ବଳ୍ପ ବର୍ଷା ଯୋଗୁଁ ଚାଷୀ ଏବେ ଚିନ୍ତାରେ ପଡ଼ିଛି। ବ୍ଲକରେ ୩୩୩.୪ ହେକ୍ଟର ଜମିରେ ଧାନ ତଳି ପଡିଥିବାବେଳେ କାଦୁଅ ପାଇଁ ଆବଶ୍ୟକ ବର୍ଷା ହେଉ ନ ଥିବାରୁ ଚାଷୀ ଧାନ…

ବ୍ଲକ୍‌ ଗ୍ରାଣ୍ଟ ହେବା ପରେ ବି ପରିଚାଳନାରେ ଅସଙ୍ଗତି

ତେନ୍ତୁଳିଖୁଣ୍ଟି, ୧୩।୮(ଚିଦାନନ୍ଦ ସାହୁ)ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ ଦ୍ୱାରା ୧୯୯୦ରେ ଖୋଲିଥିଲା ଇନ୍ଦ୍ରାବତୀ ପ୍ରକଳ୍ପ କଲେଜ। ଯୁକ୍ତ ୨ ବିଜ୍ଞାନ ଓ କଳା ଖୋଲିଲା ବେଳେ ଜଳ ସମ୍ପଦ ବିଭାଗର ପ୍ରତ୍ୟକ୍ଷ ପରିଚାଳନା ଓ ଅନୁଦାନରେ ୧୯୯୩…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri