ନବରଙ୍ଗପୁର

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧ ତାରିଖରେ ଘଟଣା ଘଟିଥିଲେ ମଧ୍ୟ ଶୁକ୍ରବାର ପୋଲିସ ସ୍କୁଲରେ ପହଞ୍ଚତ୍ ତଦନ୍ତ କରିବା…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ ଆସିଥିବା ଥ୍ରି-ଫେଜ୍‌ ତାରରେ ଶର୍ଟ ସର୍କିଟ ହୋଇ ତାହା ପୋଡ଼ି ଛିଣ୍ଡି ପଡ଼ିଛି।…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପାଣି ପଶିବାରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ବନ୍ୟା ଆଶ୍ରୟସ୍ଥଳୀକୁ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଏଥିସହ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାତର…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ ପ୍ରାୟ ୨୦ ଫୁଟ ରାସ୍ତା ଧୋଇ ଯାଇଛି। ସେହିଭଳି ନଦୀ ନିକଟରେ ଥିବା…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ ଗାଁ, ବିକଶିତ ଓଡ଼ିଶା ବିକାଶ ଯୋଜନା ଏବଂ ଝରିଗାଁ ବିଧାୟକଙ୍କ ନିଜସ୍ବ ଫଣ୍ଡରୁ…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇ ଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝରିଗାଁ ଗ୍ରାମର ଶିବ ରାମ ପାଢ଼ୀ…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ଗୁରୁବାର ରାତିରେ…

କାର୍ଯ୍ୟବନ୍ଦ ଚେତାବନୀ ଦେଲେ ହସ୍ପିଟାଲ କର୍ମଚାରୀ

ନବରଙ୍ଗପୁର,୧୮।୮(ସଦାଶିବ ପ୍ରହରାଜ): ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଆନ୍ଦୋଳନକୁ ଓହ୍ଲାଇବାକୁ ଚେତାବନୀ ଦେଇଛି ଅଲ୍‌ ଓଡ଼ିଶା ହସ୍ପିଟାଲ କର୍ମଚାରୀ ସଂଘ ନବରଙ୍ଗପୁର ଜିଲା ଶାଖା। ମଙ୍ଗଳବାର ଭାରତୀୟ ମଜଦୁର ସଂଘ ତତ୍ତ୍ୱାବଧାନରେ ଜିଲା ମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ ଭାବେ ଚଢ଼ାଉ କରାଯାଇଛି । ଏହି ଘଟଣାରେ ପୋଲିସ ଉମରକୋଟ ଅଞ୍ଚଳର ସନ୍ତୋଷ…

ସ୍କୁଲ ଛୁଟି ପରେ ମଧ୍ୟାହ୍ନଭୋଜନ ଚାଉଳ ଅଟୋରେ ନେବା ଘଟଣା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷୟିତ୍ରୀ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲାର ଝରିଗାଁ ବ୍ଲକ ଅନ୍ତର୍ଗତ ମାଝୀଗୁଡ଼ା ସ୍କୁଲର ଭାରପ୍ରାପ୍ତ ପ୍ରଧାନଶିକ୍ଷୟିତ୍ରୀ ଗତ ଶୁକ୍ରବାର ବିଦ୍ୟାଳୟ ଛୁଟି ହେବା ପରେ ଏକ ଅଟୋରେ ମଧ୍ୟାହ୍ନଭୋଜନ ଚାଉଳ ଓ ସଖୀ ସାନିଟାରି ନାପ୍‌କିନ୍‌ ଲୋଡିଂ କରିବା ସମୟରେ ଗ୍ରାମବାସୀ…

ଅଭିରାମ ଲେଙ୍କାଙ୍କୁ ମିଳିଲା ଶ୍ରେଷ୍ଠ ଶିକ୍ଷକ ସମ୍ମାନ

ଝରିଗାଁ,୧୬ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଷ୍ଟାଡିୟମଠାରେ ଶନିବାର ଆୟୋଜିତ ୮୦ତମ ସ୍ବାଧୀନତା ଦିବସ ପାଳନ ଅବସରରେ ଶ୍ରେଷ୍ଠ ଶିକ୍ଷକ ଭାବେ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଫୁପୁଗାଁର ଶିକ୍ଷକ ଅଭିରାମ ଲେଙ୍କାଙ୍କୁ ମୁଖ୍ୟ ଅତିଥି ତଥା ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?