ନବରଙ୍ଗପୁର

ସୁଧୁରିପାରୁନି ଜଳବନ୍ଦୀ ଅଞ୍ଚଳବାସୀଙ୍କ ସ୍ଥିତି

ତେନ୍ତୁଳିଖୁଣ୍ଟି, ୯।୧୦(ଚିଦାନନ୍ଦ ସାହୁ):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତର ଜଳବନ୍ଦୀ ଅଞ୍ଚଳକୁ ବାରମ୍ବାର ସଚିବ ପାହ୍ୟା ଅଧିକାରୀ, ଜିଲାସ୍ତରୀୟ ଓ ବ୍ଲକସ୍ତରୀୟ ଅଧିକାରୀ, ଜିଲା ପ୍ରଶାସନ, ବ୍ଲକ ପ୍ରଶାସନ ଯନ୍ତ୍ରଚାଳିତ ବୋଟ ଯୋଗେ ଗସ୍ତ କରୁଛନ୍ତି। ଦୀର୍ଘ ବର୍ଷ ଧରି…

ଘରୋଇ ବସ୍‌ ଧର୍ମଘଟରେ ହନ୍ତସନ୍ତ ହେଲେ ଯାତ୍ରୀ 

ଉମରକୋଟ, ୨।୧୦ (ସନ୍ତୋଷ ଶତପଥୀ): ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍‌ ଚଳାଚଳକୁ ବିରୋଧ କରି ଓଡ଼ିଶା ଘରୋଇ ବସ୍‌ ମାଲିକ ସଂଘ ଓ ଅବିଭକ୍ତ କୋରାପୁଟ ଘରୋଇ ବସ୍‌ ମାଲିକ ସଂଘର ୨୪ ଘଣ୍ଟିଆ ବନ୍ଦ ଡାକରାକୁ ଉମରକୋଟ ବସ୍‌ ମାଲିକ…

ଆଶୀର୍ବାଦ କଲ୍ୟାଣ ମଣ୍ଡପ ପରିସରରେ କୁଢ଼ କୁଢ଼ ଆବର୍ଜନା

ନବରଙ୍ଗପୁର,୨୮।୯(ସଦାଶିବ ପ୍ରହରାଜ): ମଶାମାଛିଙ୍କ ଦାଉରୁ କିଭଳି ଦୂରେଇ ରହିବା ଓ ପରିବେଶ ସଫାସୁତୁରା ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସଚେତନ କରାଯାଉଛି। ଆବର୍ଜନା ଜମି ରହିଲେ ଡେଙ୍ଗୁ, ମ୍ୟାଲେରିଆ ଆଦି ବ୍ୟାପିବ ବୋଲି କୁହାଯାଉଛି। ନାଳ, ଆବର୍ଜନା ସଫା କରିବା ପୌରସଂସ୍ଥାର…

ଘାଟିରେ ଗାଡ଼ି ଓଲଟି ୯ବର୍ଷରେ ୧୮ ମୃତ

ନବରଙ୍ଗପୁର,୨୮ା୯(ସଦାଶିବ ପ୍ରହରାଜ): ଚନ୍ଦାହାଣ୍ଡି ଘାଟି ନେଲାଣି ଅନେକ ଜୀବନ। ଉଜାଡ଼ି ଦେଲାଣି ବହୁ ସୁଖୀ ପରିବାର। ୯ବର୍ଷ ଭିତରେ ୧୮ ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ଏହାଛଡ଼ା ଅନେକ ଛୋଟଛୋଟ ଦୁର୍ଘଟଣା ମଧ୍ୟ ଘଟୁଛି। ଘାଟି ରାସ୍ତା ପୂର୍ବରୁ ସଂକୀର୍ଣ୍ଣ ଥିଲା। ପରେ…

ଘାଟିରେ ବସ୍‌ ଓଲଟି ଖେଳ ଶିକ୍ଷକ ମୃତ, ୩୪ ଛାତ୍ରୀଛାତ୍ର ଆହତ

ଚନ୍ଦାହାଣ୍ଡି/ଝରିଗାଁ/ନବରଙ୍ଗପୁର,୨୮।୯( ଦିଲୀପ ଦାସ/ କିଶୋର ଚନ୍ଦ୍ର ମଣ୍ଡଳ/ସଦାଶିବ ପ୍ରହରାଜ)ସ୍କୁଲ ପିଲାଙ୍କୁ ନେଇ ଯାଉଥିବା ଏକ ବସ୍‌ ନବରଙ୍ଗପୁର ଜିଲା ଝରିଗାଁ-ଚନ୍ଦାହାଣ୍ଡି ଘାଟିରେ ବୁଧବାର ପୂର୍ବାହ୍ନ ସାଢ଼େ ୧୧ଟାରେ ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ଏଥିରେ ଥିବା ଜଣେ ଖେଳ ଶିକ୍ଷକଙ୍କର ମୃତ୍ୟୁ…

ଚନ୍ଦାହାଣ୍ଡି ଘାଟିରେ ବସ୍‌ ଓଲଟି ଜଣେ ମୃତ: ୧୭ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଗୁରୁତର

ନବାରଙ୍ଗପୁର,୨୭।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି – ଝରିଗାଁ ଘାଟି ରାସ୍ତାରେ ବସ୍‌ ଓଲଟି ଜଣେ କ୍ରୀଡା ଶିକ୍ଷକଙ୍କ ମତ୍ୟୁ ଘଟିଛି । ମୃତ କ୍ରୀଡା ଶିକ୍ଷକ ହେଉଛନ୍ତି ଉମରକୋଟ ସ୍ବାମୀ ବିବେକାନନ୍ଦ ହାଇସ୍କୁଲର ପ୍ରଭାସ କୁମାର ଜେନା । ଚନ୍ଦାହାଣ୍ଡିରେ…

ଗାଁକୁ ନାହିଁ ପକ୍କାରାସ୍ତା

ଝରିଗାଁ,୨୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ସଦର ମହକୁମାଠାରୁ ମାତ୍ର ୩ କି.ମି. ଦୂରରେ ଥିବା ବାଘବେଡ଼ା ଗ୍ରାମକୁ ପକ୍କା ରାସ୍ତା ନାହିଁ। ନୂତନ ରାସ୍ତା ପାଇଁ ବହୁବାର ଜନ ପ୍ରତିନିଧି ସହ ବ୍ଲକ ଓ ଜିଲା ଅଧିକାରୀଙ୍କ ଦୃଷ୍ଟି…

ରାହୁଲଙ୍କ ଚିତ୍ରକଳାକୁ ପ୍ରଶଂସା କଲେ କିଙ୍ଗ୍‌ ଖାନ୍‌

ପାପଡ଼ାହାଣ୍ଡି,୨୬।୯(ସ୍ବପ୍ନଜିତ ପଟ୍ଟନାୟକ):ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ସଦର ମହକୁମା ନୂଆସାହିର ରାହୁଲ ପାତ୍ରଙ୍କ ଚିତ୍ରକଳା ଦେଖି ପ୍ରଶଂସା କରିଛନ୍ତ ବଲିଉଡ୍‌ ଅଭିନେତା ଶାହାରୁଖ ଖାନ୍‌। ରାହୁଲ ପ୍ରଧାନୀଗୁଡ଼ା କାଜୁମିଲଠାରେ ଶାହାରୁଖଙ୍କ ଯବାନ ଚଳଚ୍ଚିତ୍ରର ୧୦ଫୁଟ୍‌ ଉଚ୍ଚତା ଓ ୬ଫୁଟ୍‌ ଲମ୍ବ ବିଶିଷ୍ଟ ଏକ…

୨ବର୍ଷ ଭିତରେ ଗୋଟିଏ ବି କାମ ସାରିନାହାନ୍ତି ଠିକାଦାର

ତେନ୍ତୁଳିଖୁଣ୍ଟି, ୨୪।୯(ଚିଦାନନ୍ଦ ସାହୁ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକର ଏକ ପ୍ରମୁଖ ରାସ୍ତା କାମ ପ୍ୟାକେଜ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ୨୦୨୧-୨୨ ଆର୍ଥିକ ବର୍ଷରେ ବାହାରିଥିଲା। ମୂଷାମୁଣ୍ଡିଗୁଡ଼ା-କଣ୍ଟାଗାଁ, ପାତ୍ରପୁଟ-ଅଞ୍ଚଳଗୁମ୍ମା, ଅଞ୍ଚଳଗୁମ୍ମା-ଉମୁରି, ଅଞ୍ଚଳଗୁମ୍ମା-କାମତା ପ୍ରମୁଖ ରାସ୍ତା ଉକ୍ତ ପ୍ୟାକେଜରେ ରହିଥିଲା। ଭଲ ରାସ୍ତା…

ସ୍କୁଲ ପୂଜା ପାଇଁ ଛାତ୍ର ଗଢ଼ିଲେ ୪ ଫୁଟର ଗଣେଶ ମୂର୍ତ୍ତି

ଡାବୁଗାଁ, ୧୮।୯ (ପ୍ରଜ୍ଞାରଞ୍ଜନ ପରିଡ଼ା): ଗଣେଶ ପୂଜା। ପାଇଁ ସ୍କୁଲମାନଙ୍କରେ ଏବେଠୁ ଜୋରଦାର ପ୍ରସ୍ତୁତି ଚାଲିଛି। ମୂର୍ତ୍ତି କେଉଁଠୁ କିଣାଯିବ, ସାଜସଜ୍ଜା କିପରି ହେବ ତାହାକୁ ନେଇ ସମସ୍ତେ ବ୍ୟସ୍ତ। ସାଧାରଣତଃ ବିଦ୍ୟାଳୟରେ ମୂର୍ତ୍ତି କିଣାଯାଇ ପୂଜା କରାଯାଉଥିବାବେଳେ ନବରଙ୍ଗପୁର ଜିଲା…

ଧୀରେ ଧୀରେ କମିଲାଣି ସୁସ୍ବାଦୁ ଜମିମାଛ

ନନ୍ଦାହାଣ୍ଡି,୧୫।୯ (ପ୍ରତୀପ କୁମାର ଦାଶ): ନବରଙ୍ଗପୁର ଜିଲାରେ ପ୍ରତିବର୍ଷ ସାଧାରଣତଃ ଜୁଲାଇ, ଅଗଷ୍ଟ ଓ ସେପ୍ଟେମ୍ବରରେ ପ୍ରବଳ ବର୍ଷା ହୁଏ। ଏହି ବର୍ଷାଜଳରେ ଚାଷ କାମ କରାଯାଏ। ଧାନ ରୁଆ ସରିବା ପରେ ବର୍ଷା ଯୋଗୁ ଉପରମୁଣ୍ଡର ପାଣି ତଳକୁ ବୋହିବା…

ମୂଷାମରା ବିଷ ଖାଇଦେଲେ ୨ ଶିଶୁ

ଝରିଗାଁ, ୧୨।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପଞ୍ଚାୟତ କୋଟନାପାନି ଗ୍ରାମରେ ମୂଷାମରା ବିଷ ଖାଇ ୨ ଶିଶୁ ଗୁରୁତର ଅଛନ୍ତି। ସେମାନେ ହେଲେ ଈଶ୍ୱର ସାନ୍ତାଙ୍କ ପୁଅ ଦେବରାଜ (୭) ଓ ସୁଶାନ୍ତ (୨)। ଉଭୟଙ୍କୁ ଉମରକୋଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?