ପାଣି ପାଇଁ ହନ୍ତସନ୍ତ ଇନ୍ଦ୍ରାବତୀ ପ୍ରକଳ୍ପ କଲୋନିବାସୀ
ତେନ୍ତୁଳିଖୁଣ୍ଟି,୧୬ା୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାରେ ଇନ୍ଦ୍ରାବତୀ ପ୍ରକଳ୍ପ କଲୋନି ବାସୀ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ଗତ କିଛିଦିନ ହେବ କଲୋନି ବାସୀଙ୍କୁ ଇନ୍ଦ୍ରାବତୀ କଲୋନି ମରାମତି ତଥା ପାନୀୟ ଜଳ ଯୋଗାଣ ଉପ ବିଭାଗ ଦ୍ୱାରା ଦିଆଯାଉଥିବା…
ବର୍ଷକ ପରେ ରସିଦ ମିଳିଲା
ଉମରକୋଟ,୧୬ା୪(ସ୍ବ.ପ୍ର.): ବନ ବିଭାଗ ଅଧିକାରୀ ଟଙ୍କା ନେଉଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାକୁ ନେଇ ବିଭାଗୀୟ ଅଧିକାରୀଙ୍କ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନାହିଁ। ଉମରକୋଟ ବନାଞ୍ଚଳ ସିଂସାରି ବିଟ୍ ଅଧିନରେ ଦନ୍ଦୀବେଡା ଗ୍ରାମର ଜଣେ ବ୍ୟକ୍ତିିଙ୍କ…
ଅଜବ ନୀତିରେ ଚାଲିଛି ଶିକ୍ଷକଙ୍କ ବଦଳି, ଡେପୁଟେଶନ
ନବରଙ୍ଗପୁର,୧୬ା୪(ବି.ପ୍ର.): ନବରଙ୍ଗପୁର ଶିକ୍ଷା ବିଭାଗ ଏବେ ଅଜବ ନୀତିରେ ପରିଚାଳନା ହେଉଛି । କିଏ କେଉଁ ଭଳି କାର୍ଯ୍ୟ କରୁଛି ତାହା ଚିଠିକୁ ଦେଖିଲେ ସମସ୍ତେ ଠିକ ବୁଝିଯିବେ । ଯଦି କୌଣସି ସରକାରୀ ସ୍ତରରେ ଚିଠି ହେଉଛି ତା ହେଲେ…
ମିଳୁଛି ରୋଗୀସେବା, ବାହାରୁ କିଣିବାକୁ ପଡ଼ୁଛି ଔଷଧ
ତେନ୍ତୁଳିଖୁଣ୍ଟି,୧୩।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଖାତିଗୁଡ଼ାସ୍ଥିତ ଇନ୍ଦ୍ରାବତୀ ପ୍ରକଳ୍ପ ଡାକ୍ତରଖାନା ଉପରେ ସଦର ବ୍ଲକର ୪, ନନ୍ଦାହାଣ୍ଡି ବ୍ଲକର ୨, କଳାହାଣ୍ଡି ଥୁଆମୂଳ ରାମପୁର ବ୍ଲକର ୫ ଓ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକର ୨ ପଞ୍ଚାୟତବାସୀ ନିର୍ଭର କରନ୍ତି।…
ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟ ପୁଣି ଭାଙ୍ଗିଲେ ଦୁର୍ବୃତ୍ତ
ଝରିଗାଁ, ୧୩।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବିବାଦୀୟ ଇଚ୍ଛାପୁର ପଞ୍ଚାୟତ କାର୍ଯ୍ୟାଳୟକୁ ପୁଣି ଥରେ କେହି ଦୁର୍ବୃତ୍ତ ଭାଙ୍ଗିଦେଇଛନ୍ତି। ଏ ନେଇ ପିଇଓ ଛବିଲାଲ ସାହୁ ଝରିଗାଁ ଥାନାରେ ଏତଲା ଦେଇଛନ୍ତି। ଝରିଗାଁ ପୋଲିସ କେସ୍ ନଂ. ୮୪/୨୩ରେ ମାମଲା…
ବଜ୍ରପାତରେ ୫ ବର୍ଷରେ ୫୬ ମୃତ
ନବରଙ୍ଗପୁର,୧୧।୪(ବି.ପ୍ର.)ନବରଙ୍ଗପୁର ଜିଲାରେ ୨୦୧୯ରୁ ୨୦୨୩ ମଧ୍ୟରେ ବଜ୍ରପାତରେ ୫୬ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୭ ଜଣ ଆହତ ହୋଇଛନ୍ତି ବୋଲି ଜିଲାପାଳ କମଳ ଲୋଚନ ମିଶ୍ର ଅଶୋକ ମେହେଟ୍ଟା ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବଜ୍ରପାତରୁ…
ରୋଗ କରିଛି ଗାଁରୁ ବାସନ୍ଦ
ଝରିଗାଁ,୧୦ା୪(ସ୍ବ.ପ୍ର.): ସଚେତନତା ପରେ ମଧ୍ୟ ଅନ୍ଧବିଶ୍ୱାସ ପିଛା ଛାଡ଼ୁନି । କୁଷ୍ଠ ରୋଗ ଯୋଗୁ ଦୀର୍ଘ ୬ ବର୍ଷ ଧରି ଗାଁରୁ ବାସନ୍ଦ ହୋଇ ଜଙ୍ଗଲ ପାହାଡ଼ଘେରା ଖୋଲା ଆକାଶ ତଳେ ଫଟା ପଲିଥିନ ମଞ୍ଚାରେ ଆଶ୍ରୟ ନେଉଛନ୍ତି ଝରିଗାଁ ବ୍ଲକ…
ଅଧା ଅଧୁରା, ନିମ୍ନମାନର କାମକୁ ନେଇ ଅସନ୍ତୋଷ
ଉମରକୋଟ,୯।୪(ସ୍ବ.ପ୍ର.): ସରକାର ଲୋକଙ୍କ ମୌଳିକ ଅଧିକାର ପୂରଣ ପାଇଁ ଅହରହ ଚେଷ୍ଟା କରୁଛନ୍ତି। କିନ୍ତୁ ନବରଙ୍ଗପୁର ଜିଲା ଉମରକୋଟଠାରେ ପୂର୍ତ୍ତ ବିଭାଗ କାମ ଅଧାପନ୍ତରିଆ ହୋଇପଡ଼ିଛି। ଅଧିକାରୀମାନେ ଠିକାଦାରଙ୍କ ସହ ସଲାସୁତୁରା ହୋଇ ଠିକ୍ଭାବେ କାମ କରାଯାଉ ନ ଥିବା ଅଭିଯୋଗ…
ଶିଶୁ ଉଦ୍ୟାନରେ ତାଲା,ଉନ୍ନତୀକରଣ ନାଁରେ ଚାଲିଛି ଖର୍ଚ୍ଚ
ନବରଙ୍ଗପୁର,୯ା୪(ବି.ପ୍ର.): ନବରଙ୍ଗପୁର ପୌର ପରିଷଦ ୧୭ଟି ୱାର୍ଡକୁ ନେଇ ଗଠିତ। ଏହି ସହରବାସୀଙ୍କ ଆମୋଦ ପ୍ରମୋଦ ପାଇଁ ଏକମାତ୍ର ଶିଶୁ ଉଦ୍ୟାନ କୃଷକ ବଜାରକୁ ଲାଗି ରହିଛି । ଯାହାକି, ୪ ବର୍ଷ ହେଲା ତାଲା ପଡି ରହିଛି। ଏଠାରେ ପିଲାଙ୍କ…
‘ମାଟିଯାତ୍ରା’ରେ ପ୍ରକୃତିର ଉପାସନା
ଉମରକୋଟ, ୬।୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ଅଧିବାସୀମାନେ ବର୍ଷ ତମାମ ବିଭିନ୍ନ ପର୍ବପର୍ବାଣି ଓ ଯାନି ଯାତ୍ରା ବହୁ ନିଆରା ଢଙ୍ଗ ରେ ପାଳନ କରନ୍ତି। ଆଦିବାସୀମାନେ ପ୍ରକୃତିର ଉପାସକ ହୋଇଥିବାରୁ ପ୍ରକୃତି ଭିତରେ ମଧ୍ୟ ଈଶ୍ୱରଙ୍କ ଉପସ୍ଥିତିକୁ ବିଶ୍ୱାସ…
ଟଙ୍କା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ଘେରିଲେ ଗ୍ରାମବାସୀ
ପାପଡ଼ାହାଣ୍ଡି୬।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟରେ ସ୍ବଚ୍ଛ ଭାରତ ଯୋଜନା ନାମରେ ଟଙ୍କା ଆଦାୟ କରୁଥିବା ବ୍ୟକ୍ତିଙ୍କୁ ବୁଧବାର ଘେରିଛନ୍ତି ଗ୍ରାମବାସୀ। ବ୍ୟକ୍ତିଙ୍କ କାର୍ଯ୍ୟାକଳାପରେ ବିଶ୍ୱାସ ନ କରି ତାଙ୍କୁ ଅଟକ ରଖି ଗ୍ରାମବାସୀ ପୋଲିସ ଓ ସରପଞ୍ଚଙ୍କୁ…
ଦିନେ ଅଭିଯୋଗ ଶୁଣୁଥିଲେ, ଏବେ ଅଭିଯୋଗ ଜଣାଇଲେ
ନବରଙ୍ଗପୁର,୫ା୪(ବି.ପ୍ର.): ଦିନେ କଂଗ୍ରେସର ଗଡ଼ କୁହାଯାଉଥିବା ନବରଙ୍ଗପୁର ଜିଲାରେ ବିଜେଡିର ପତାକା ଉଡ଼ାଇ ସମସ୍ତ ଆସନ ହାତେଇବା ପଛରେ ଥିଲା ତାଙ୍କର ଅବଦାନ। ଦୁଇ ଦୁଇ ଥର ନଗରପାଳ ଓ ଥରେ ଉପାଧ୍ୟକ୍ଷ ଥିବା ସମୟରେ ନବରଙ୍ଗପୁର ସହରର ନବକଳେବର ମଧ୍ୟ…
Archives


