ସରକାରୀ ଯୋଜନାରେ ସାମିଲ କରିବ ‘ଆସ ଖୋଜିବା’
ନବରଙ୍ଗପୁର, ୨୨।୩(ବି.ପ୍ର.): ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର ନିର୍ଦ୍ଦେଶାନୁଯାୟୀ ମଙ୍ଗଳବାର ନବରଙ୍ଗପୁର ଜିଲା ପ୍ରଶାସନ ପକ୍ଷରୁ ଶିଶୁଙ୍କ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଉଦ୍ଦେଶ୍ୟରେ ଜିଲାରେ ଶିଶୁମାନଙ୍କର ସୁରକ୍ଷା ଓ ବିକାଶ ଦିଗରେ କାର୍ଯ୍ୟ କରୁଥିବା…
ଦାବି ପୂରଣ ହେଉ ନ ଥିବାରୁ ଫେରାଇଲେ ରାଶନ, ପେନସନ କାର୍ଡ
ତେନ୍ତୁଳିଖୁଣ୍ଟି, ୨୧।୩(ଡି.ଏନ୍.ଏ.):ବରଡାଝୋଡି ଓ ଲଦିପଦର ଗ୍ରାମବାସୀ ନିଜର ମୌଳିକ ସମସ୍ୟା ସମାଧାନ ପାଇଁ ବାରମ୍ବାର ଦାବି କରିବା ସହ ଭୋଟ ବର୍ଜନ ଚେତାବନୀ ଦେଇଥିଲେ ମଧ୍ୟ ତାହାର ସୁଫଳ ମିଳିନାହିଁ। ଏହାର ବିରୋଧରେ ସେମାନେ ସୋମବାର ବିଡିଓ ଦୁର୍ଯୋଧନ ଭୋଇଙ୍କୁ ଭେଟି…
ଅମଳ ବେଳରେ ଦାଉ ସାଧିଲା ପଶ୍ଚିମା ଝଡ଼
ଉମରକୋଟ, ୨୧।୩(ସ୍ବ.ପ୍ର.):ଅଦିନିଆ ବର୍ଷାର ପ୍ରଭାବରେ ମକାଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ପଶ୍ଚିମାଝଡ଼ ପ୍ରଭାବରେ ଚାଷୀଙ୍କ ଆର୍ଥିକ ସ୍ଥିତି ଦୋହଲିଯାଇଛି। ନବରଙ୍ଗପୁର ଜିଲା ଉମରକୋଟ ବ୍ଲକରେ ୨ଦିନରେ ୬୪.୨୦ମି.ମି. ବର୍ଷା ସହ କୁଆପଥର ମାଡ଼ ହୋଇଥିଲା। ଅତି ଜୋରରେ ପବନ ବହିବା ଯୋଗୁ…
ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ପରଲୋକ
କୋଡିଙ୍ଗା,୨୧।୩(ଡି.ଏନ୍.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ଚିର୍ମା ପଞ୍ଚାୟତର ଦୁଗ୍ଲାହାଣ୍ଡି ଗ୍ରାମରେ ଭୋର ପ୍ରାୟ ୪.୩୦ରେ କୋଡିଙ୍ଗା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟିକା ଭଗବତୀ ପୂଜାରୀଙ୍କ ହୃଦ୍ଘାତରେ ମୃତ୍ୟୁ ହୋଇଛି। ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ ଜଣେ ଧର୍ମପରାୟଣ, ପରୋପକାରୀ,…
ସରକାରୀ ସାହାଯ୍ୟ ଅପେକ୍ଷାରେ ଚାମର
ଉମରକୋଟ,୨୦ା୩(ସ୍ବ.ପ୍ର.): ଉମରକୋଟ ବ୍ଲକ ବୁର୍ଜା ପଞ୍ଚାୟତ ଅଧୀନ ପୂଜାରିଗୁଡା ଗ୍ରାମର ଚାମର ଭତ୍ରା ସରକାରୀ ସହାୟତାକୁ ଅପେକ୍ଷା କରି ରହିଛନ୍ତି। ଚାମର (୬୩) କିଛି ବର୍ଷ ପୂର୍ବେ ଦୁଇ ପୁଅଙ୍କୁ ହରାଇଛନ୍ତି। ଏବେ ତାଙ୍କ ପରିବାରରେ ସ୍ତ୍ରୀ, ଦୁଇ ବୋହୁ, ୫…
ନବରଙ୍ଗପୁର ଜିଲା ଗସ୍ତରେ ୫-ଟି ସଚିବ
ଉମରକୋଟ, ୧୮।୩(ଡି.ଏନ୍.ଏ.): ୫-ଟି ସଚିବ ଭି.କେ. ପାଣ୍ଡିଆନ୍ ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସିଛନ୍ତି। ସେ ଶନିବାର ଉମରକୋଟ, ଝରିଗାଁ ଓ ଚନ୍ଦାହାଣ୍ଡି ବ୍ଲକର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ସେ ଧୋଡ୍ରାସ୍ଥିତ ମା’ ଘାଟଘୋଷାଣୀ ମନ୍ଦିର ଓ…
୫ ଡକାୟତ ଗିରଫ: ଟଙ୍କା, ସୁନା ଜବତ
ତେନ୍ତୁଳିଖୁଣ୍ଟି, ୧୮।୩(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଅଧୀନ ଖାତିଗୁଡ଼ା ପୋଲିସ ଏକ ଡକାୟତି ମାମଲାରେ ସମ୍ପୃକ୍ତ ୫ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ଖାତିଗୁଡ଼ା ଥାନା ଫଟାଗୁଡ଼ା ଗ୍ରାମର ଭବାନୀ ବିଷୋୟୀ(୨୭), ପରଜାବାରଙ୍ଗପଦର ଗ୍ରାମର ରିଙ୍କୁ ହରିଜନ(୨୦), ବୋରିଗୁମ୍ମା…
ସମସ୍ୟା ଶୁଣି ସମାଧାନ ପ୍ରତିଶ୍ରୁତି ଦେଲେ ସଚିବ
ନବରଙ୍ଗପୁର ,୧୮।୩(ବି.ପ୍ର.): ୨ଦିନିଆ ନବରଙ୍ଗପୁର ଜିଲା ଗସ୍ତରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଆସିଛନ୍ତି। ପାଣ୍ଡିଆନଙ୍କ ସହ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ସଚିବ ରୂପା ରୋଷନ ସାହୁ, କ୍ରୀଡ଼ା ସଚିବ ଭିନାଲ କ୍ରିଷ୍ଣା ଗସ୍ତ କରିଛନ୍ତି। ନବରଙ୍ଗପୁର ଓ…
ଶ୍ମଶାନରେ କରାଗଲା ଆଲୋକ ବ୍ୟବସ୍ଥା
ଉମରକୋଟ, ୧୭।୩(ସ୍ବ.ପ୍ର.):ନବରଙ୍ଗପୁର ଜିଲା ଉମରକୋଟ ଅଧୀନ ୫ନମ୍ବର ୱାର୍ଡ ସ୍ଥିତ ଶ୍ମଶାନରେ ଲାଇଟ୍ ନ ଥିବାରୁ ରାତିରେ ‘ମୋବାଇଲ ଲାଇଟ୍ରେ ମୃତଦେହ’ ସତ୍କାର ଶୀର୍ଷକ ଏକ ଖବର ୧୩ ତାରିଖରେ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇଥିଲା। ଏହାପରେ ଏଠାରେ ଆଲୋକ ବ୍ୟବସ୍ଥା…
ଗର୍ଭବତୀଙ୍କୁ ବଳାତ୍କାର, ଭିଡିଓ ଶୁଟିଂ କଲେ ଆଶାକର୍ମୀ
ନବରଙ୍ଗପୁର/ତେନ୍ତୁଳିଖୁଣ୍ଟି,: ୧୫।୩(ବି.ପ୍ର./ଡି.ଏନ୍.ଏ.): ପାଞ୍ଚ ମାସର ଗର୍ଭବତୀଙ୍କୁ ସମ୍ପର୍କୀୟ ଦେଢ଼ଶୁର ବଳାତ୍କାର କରିଛନ୍ତି। ବଳାତ୍କାର ସମୟରେ ଅଭିଯୁକ୍ତଙ୍କ ସ୍ତ୍ରୀ ତଥା ଆଶାକର୍ମୀ ଏହାର ଭିଡିଓ ଉତ୍ତୋଳନ କରିଥିବା ଅଭିଯୋଗ ହୋଇଛି। ଉକ୍ତ ଭିଡିଓ ଏବେ ଭାଇରାଲ ହେବାରେ ଲାଗିଛି। ପୀଡ଼ିତା ନ୍ୟାୟ ପାଇଁ…
ଭାଇରାଲ ହେଲା ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର
ନବରଙ୍ଗପୁର,୧୪।୩(ଡି.ଏନ୍.ଏ.): ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଚାଲିଥିବା ବେଳେ ମଙ୍ଗଳବାର ତୃତୀୟ ଭାଷା ହିନ୍ଦୀ ଓ ସଂସ୍କୃତ ପରୀକ୍ଷା ହୋଇଥିଲା। ତେବେ ନବରଙ୍ଗପୁର ଜିଲାରେ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଛି। ପ୍ରଥମେ ହିନ୍ଦୀ ପ୍ରଶ୍ନପତ୍ର ଲିକ ଓ ପରେ ପରେ ସଂସ୍କୃତ…
ନବରଙ୍ଗପୁର ଜିଲାରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ିଛି
ନବରଙ୍ଗପୁର,୧୩ା୩(ବି.ପ୍ର.)ସବୁ କ୍ଷେତ୍ରରେ ପଛୁଆ ଜିଲା ଭାବେ ପରିଗଣତି ନବରଙ୍ଗପୁରରେ ଶିକ୍ଷା ବ୍ୟବସ୍ଥା ଭୁଶୁଡ଼ିବାରେ ଲାଗିଛି। ଜିଲାରେ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବାକୁ ଫର୍ମ ପୂରଣ କରି ମଧ୍ୟ ମୋଟ ୯୭୩ଜଣ ପରୀକ୍ଷାର୍ଥୀ ପ୍ରଥମ ଦିନର ଓଡ଼ିଆ ପରୀକ୍ଷା ଦେଇନାହାନ୍ତି। ଶିକ୍ଷା ବିଭାଗୀୟ…
Archives


