ନବରଙ୍ଗପୁର

ପ୍ରେମ ଦିବସରେ ଘରୁ ଚାଲି ଆସିଥିଲେ ପ୍ରେମୀଯୁଗଳ, ମିଳିଲା ଝୁଲନ୍ତା ମୃତଦେହ

ପାପଡାହାଣ୍ଡି,୧୫।୨(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ମଇଦଲପୁର ଥାନା ଅନ୍ତର୍ଗତ ଆମପାଣି ଘାଟିର ଖଡ଼କା ଜଙ୍ଗଲରେ ବୁଧବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ଉଭୟ ଏକ ମହୁଲ ଗଛରେ ଝୁଲିପଡ଼ିଥିବା ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ। ଖବର ଲେଖାଯିବା...

ବଢ଼ୁଛି ଜଙ୍ଗଲ ନିଆଁ, ନଷ୍ଟ ହେଉଛି ପରିବେଶ

ନବରଙ୍ଗପୁର,୧୫।୨(ବି.ପ୍ର.): ଜଙ୍ଗଲରେ ଲାଗୁଛି ନିଆଁ। ପରିବେଶ ପ୍ରଦୂଷଣ ସହ ମୂଲ୍ୟବାନ୍‌ ଔଷଧୀୟ ଗଛ ସବୁ ନଷ୍ଟ ହୋଇ ଜଙ୍ଗଲ କ୍ଷୟ ହେଉଛି। ବିଭିନ୍ନ କାରଣରୁ ଲୋକେ ନିଆଁ ଲଗାଉଛନ୍ତି। ତାହା ବ୍ୟାପି ଜଙ୍ଗଲ ଭିତରେ ପଶୁଛି। ପରିବେଶକୁ ନେଇ ସଚେତନ...

ଡାକ୍ତରଖାନା ଛାତରେ ଚଢ଼ି ଯୁବକଙ୍କ ଉନ୍ମତ୍ତକାଣ୍ଡ

ନବରଙ୍ଗପୁର,୧୪।୨(ବି.ପ୍ର.):ନବରଙ୍ଗପୁର ଜିଲା ମୁଖ୍ୟ ଚିକିତ୍ସାଳୟ ଛାତରେ ଚଢ଼ି ଜଣେ ମାନସିକ ବିକୃତ ଯୁବକ ତଳକୁ ଡେଇଁବାକୁ ଧମକ ଦେଇଥିଲେ। ଦୀର୍ଘ ୧ ଘଣ୍ଟା ପରେ ଅଗ୍ନିଶମ ବାହିନୀ ତାଙ୍କୁ ଉଦ୍ଧାର କରିଥିଲା। ଉକ୍ତ ଯୁବକଙ୍କ ନାମ ଶ୍ୟାମ ହରିଜନ। ସେ...

ନିଲମ୍ବନ ପରେ ସ୍କୁଲରୁ ହଣ୍ଡା, ଡେକ୍‌ଚି ନେଇଗଲେ ଶିକ୍ଷକ

ନବରଙ୍ଗପୁର,୧୩ା୨(ବି.ପ୍ର.):ସରକାର ବିଦ୍ୟାଳୟ ମାନଙ୍କରେ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଗୁରୁତ୍ୱ ଦେଉଛନ୍ତି। ପିଲାମାନେ ହଷ୍ଟେଲରେ ରହି କିଭଳି ସୁସ୍ଥ ପରିବେଶରେ ପାଠ ପଢ଼ିବେ ସେ ନେଇ ଚିନ୍ତା କରୁଛନ୍ତି। ଛାତ୍ରୀଛାତ୍ରଙ୍କ ପାଇଁ ମାଗଣା ଖାଦ୍ୟ, ଭତ୍ତା ଓ ସ୍କୁଲ ଫି,...

ବଙ୍ଗଳାଗୁଡ଼ାକୁ ରାଜସ୍ବ ଗାଁର ମାନ୍ୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୨(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚା ଗାଁ ପଞ୍ଚାୟତର ବଙ୍ଗଳାଗୁଡ଼ାକୁ ରାଜସ୍ବ ଗାଁର ମାନ୍ୟତା ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଜିଲାପାଳ କମଳ ଲୋଚନ ମିଶ୍ରଙ୍କୁ ଭେଟି ସେମାନେ ଏକ ଦାବିପତ୍ର ଦେଇଛନ୍ତି। ବଙ୍ଗଳାଗୁଡ଼ା ଗ୍ରାମରେ...

ନବରଙ୍ଗପୁରର ସାର୍ଥକ ମିଷ୍ଟର ଇଣ୍ଡିଆ

ନବରଙ୍ଗପୁର,୯।୨(ବି.ପ୍ର.): ବିୟଣ୍ଡ ୟୁ ସଂସ୍ଥା ପକ୍ଷରୁ ଆୟୋଜିତ ମିଷ୍ଟର, ମିସ୍‌ ଓ ଟିନ୍‌ ଜାତୀୟସ୍ତର ପ୍ରତିଯୋଗିତାରେ ନବରଙ୍ଗପୁର ସହରର ସାର୍ଥକ ଆଚାରୀ ମିଷ୍ଟର ଇଣ୍ଡିଆ ଟାଇଟଲ ହାସଲ କରିଛନ୍ତି। ବିଗ୍‌ବସ୍‌ ବିଜେତା ପ୍ରିନ୍ସ ନରୁଲା ଅତିଥିଭାବେ ଯୋଗଦେଇ ତାଙ୍କୁ ସମ୍ମାନିତ...

କାମ ନ ସରିବା ଆଗରୁ ଫାଟିଗଲାଣି ରାସ୍ତା

ଉମରକୋଟ, ୮।୨(ସ୍ବ.ପ୍ର.): ପୂର୍ତ୍ତ ବିଭାଗ ଅଧୀନରେ ଚାଲିଛି କାମ। କିନ୍ତୁ କାମ ସରିବା ପୂର୍ବରୁ ହିଁ ରାସ୍ତା ଫାଟିଗଲାଣି। ଏହା ହେଉଛି ନବରଙ୍ଗପୁର ଜିଲା ଉମରକୋଟସ୍ଥିତ ଡଙ୍ଗରିଗୁଡ଼ା ମୁଖ୍ୟ ରାସ୍ତାର ଦୃଶ୍ୟ। ପୂର୍ତ୍ତ ବିଭାଗ ପକ୍ଷରୁ ଧୋଡ୍ରାରୁ ଉମରକୋଟ ୧୦...

୪ କକ୍ଷରେ ପଢ଼ୁଛନ୍ତି ୮ ଶ୍ରେଣୀର ପିଲା

ଝରିଗାଁ, ୮।୨(ସ୍ବ.ପ୍ର.): ଭିତ୍ତିଭୂମିର ଅଭାବ, ଶିକ୍ଷକ ଇଚ୍ଛା କଲେ ମଧ୍ୟ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିପାରୁନାହାନ୍ତି। ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ। ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ...

ପ୍ରତିଶ୍ରୁତି ଦେଇ ଭୁଲିଗଲା ପ୍ରଶାସନ

ତେନ୍ତୁଳିଖୁଣ୍ଟି, ୬।୨(ଡି.ଏନ୍‌.ଏ.):ଗରିବଙ୍କ ହିତରେ ସରକାର ଯୋଜନା ପରେ ଯୋଜନା କରୁଛନ୍ତି। କିନ୍ତୁ ସେ ସବୁର ଲାଭ ମିଳୁନି ଯୋଗ୍ୟ ହିତାଧିକାରୀଙ୍କୁ। ବିଭିନ୍ନ କାରଣରୁ ହିତାଧିକାରୀମାନେ ଏହି ସୁବିଧା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଏକ ଉଦାହରଣ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି...

ଆବର୍ଜନା ଉଠାଇବା ଠେଲା କାବାଡ଼ିଆ ଦୋକାନରେ ବିକ୍ରି ଉଦ୍ୟମ

ନବରଙ୍ଗପୁର,୩।୨(ବି.ପ୍ର.): ନବରଙ୍ଗପୁର ପୌର ସଂସ୍ଥାରେ କାର୍ଯ୍ୟରତ ସାନିଟାରୀ ଏକ୍ସପର୍ଟ ମନୋଜ ଦତ୍ତ ଆବର୍ଜନା ଉଠାଇବା ଠେଲାଗୁଡିକ କାବାଡିଆ ଦକାନରେ ବିକ୍ରି କରିବାକୁ ନେଇଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେଉଛି। ମନୋଜ ଏବଂ ଭିଡିଓ କରୁଥିବା ବ୍ୟକ୍ତିଙ୍କ କଥାବାର୍ତ୍ତା ଏଥିରେ...

୩ ମାସ ପରେ ବି ହସ୍ତାନ୍ତର ହୋଇପାରୁନି ବିଦ୍ୟାଳୟ ଶ୍ରେଣୀଗୃହ

ଝରିଗାଁ,୧ା୨(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ମୋଟ୍‌ ୨୬୨ ଛାତ୍ରୀଛାତ୍ରଙ୍କ ପାଇଁ ୭ ଶିକ୍ଷୟିତ୍ରୀ/ଶିକ୍ଷକ ରହିଛନ୍ତି। ବିଦ୍ୟାଳୟରେ ଆବଶ୍ୟକ ଅନୁଯାୟୀ, ଶ୍ରେଣୀ...

ପ୍ରେମିକାଙ୍କ ଆତ୍ମହତ୍ୟା, ନିଜ ବେକ କାଟିଦେଲେ ପ୍ରେମିକ

ପାପଡ଼ାହାଣ୍ଡି,୧।୨(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦର ଗ୍ରାମ ନିକଟ ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ମୃତଦେହ ନିକଟରେ ଜଣେ ଯୁବକ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କୋରାପୁଟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri