ନବରଙ୍ଗପୁର

ପ୍ରତିଶ୍ରୁତି ଦେଇ ଭୁଲିଗଲା ପ୍ରଶାସନ

ତେନ୍ତୁଳିଖୁଣ୍ଟି, ୬।୨(ଡି.ଏନ୍‌.ଏ.):ଗରିବଙ୍କ ହିତରେ ସରକାର ଯୋଜନା ପରେ ଯୋଜନା କରୁଛନ୍ତି। କିନ୍ତୁ ସେ ସବୁର ଲାଭ ମିଳୁନି ଯୋଗ୍ୟ ହିତାଧିକାରୀଙ୍କୁ। ବିଭିନ୍ନ କାରଣରୁ ହିତାଧିକାରୀମାନେ ଏହି ସୁବିଧା ପାଇବାରୁ ବଞ୍ଚତ୍ତ ହେଉଛନ୍ତି। ଏଭଳି ଏକ ଉଦାହରଣ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ…

ଆବର୍ଜନା ଉଠାଇବା ଠେଲା କାବାଡ଼ିଆ ଦୋକାନରେ ବିକ୍ରି ଉଦ୍ୟମ

ନବରଙ୍ଗପୁର,୩।୨(ବି.ପ୍ର.): ନବରଙ୍ଗପୁର ପୌର ସଂସ୍ଥାରେ କାର୍ଯ୍ୟରତ ସାନିଟାରୀ ଏକ୍ସପର୍ଟ ମନୋଜ ଦତ୍ତ ଆବର୍ଜନା ଉଠାଇବା ଠେଲାଗୁଡିକ କାବାଡିଆ ଦକାନରେ ବିକ୍ରି କରିବାକୁ ନେଇଥିଲେ। ଏହାର ଭିଡିଓ ଏବେ ଭାଇରାଲ ହେଉଛି। ମନୋଜ ଏବଂ ଭିଡିଓ କରୁଥିବା ବ୍ୟକ୍ତିଙ୍କ କଥାବାର୍ତ୍ତା ଏଥିରେ ରହିଛି।…

୩ ମାସ ପରେ ବି ହସ୍ତାନ୍ତର ହୋଇପାରୁନି ବିଦ୍ୟାଳୟ ଶ୍ରେଣୀଗୃହ

ଝରିଗାଁ,୧ା୨(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବାଣୁଆଗୁଡ଼ା ପଞ୍ଚାୟତ କୁହୁରାକୋଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ମୋଟ୍‌ ୨୬୨ ଛାତ୍ରୀଛାତ୍ରଙ୍କ ପାଇଁ ୭ ଶିକ୍ଷୟିତ୍ରୀ/ଶିକ୍ଷକ ରହିଛନ୍ତି। ବିଦ୍ୟାଳୟରେ ଆବଶ୍ୟକ ଅନୁଯାୟୀ, ଶ୍ରେଣୀ ଗୃହ…

ପ୍ରେମିକାଙ୍କ ଆତ୍ମହତ୍ୟା, ନିଜ ବେକ କାଟିଦେଲେ ପ୍ରେମିକ

ପାପଡ଼ାହାଣ୍ଡି,୧।୨(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦର ଗ୍ରାମ ନିକଟ ଜଙ୍ଗଲରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ମୃତଦେହ ନିକଟରେ ଜଣେ ଯୁବକ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତର ଅବସ୍ଥାରେ ଯୁବକଙ୍କୁ କୋରାପୁଟ ସ୍ଥାନାନ୍ତର…

ଝାଡା ବାନ୍ତିରେ ୨ ଆକ୍ରାନ୍ତ

ପାପଡାହାଣ୍ଡି,୩୧।୧(ଡି.ଏନ୍‌.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଘାଟଗୁଡା ପଞ୍ଚାୟତ କାଳିଆଗୁଡା ଗ୍ରାମରେ ଝାଡାବାନ୍ତି ଦେଖାଦେଇଛି । ଏଥିରେ ଗ୍ରାମର ଗୋଟିଏ ପରିବାରର ୨ ଜଣ ଆକ୍ରାନ୍ତ ହୋଇ ପାପଡାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି । ଶୁଖୁଆ ଝାଡା ବାନ୍ତିର କାରଣ…

ଓଲଟିଲା୨୦ ଜଣକୁ ଧରିଯାଉଥିବା ଅଟୋ

ପାପଡାହାଣ୍ଡି,୩୧।୧(ଡିଏନଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି କୋଷାଗୁମୁଡ଼ା-ସୋରିଷ ପଦର ବୁଲାଣି ରାସ୍ତାରେ ଏକ ଦୁର୍ଘଟଣା ଘଟିଛି। ଏକ ଅଟୋ ଓଲୋଟି ପଡିବାରୁ ତିନି ନାବାଳିକାଙ୍କ ସହ ୧୨ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରୁ ଜଣେ ନାବାଳିକା ସହ ୩ ଜଣଙ୍କୁ…

ଶିକ୍ଷକ ନିଯୁକ୍ତି, ମଧ୍ୟାହ୍ନଭୋଜନ ବ୍ୟବସ୍ଥା ଦାବିରେ ସ୍କୁଲରେ ତାଲା

ଉମରକୋଟ, ୩୧।୧(ଡି.ଏନ୍‌.ଏ.): ସ୍କୁଲରେ ଶିକ୍ଷକ ନିଯୁକ୍ତି ଓ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରାଇବା ଦାବିରେ ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ରାଜପୁର ଏବଂ ଡଙ୍ଗରୀଗୁଡ଼ା ଗ୍ରାମବାସୀ ଡଙ୍ଗରିଗୁଡ଼ାସ୍ଥିତ ସରକାରୀ ଉନ୍ନୀତ ବିଦ୍ୟାଳୟରେ ତାଲା ପକାଇଛନ୍ତି। ସମସ୍ୟା ସମାଧାନ ନ ହେବା ଯାଏ…

ଏମ୍‌ପିଙ୍କୁ ଭେଟି ବିଭିନ୍ନ ଦାବି ଜଣାଇଲେ ବରିଷ୍ଠ ନାଗରିକ

ଅମରପାଲି,୨୯ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତାମାନେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂ ଦେଓଙ୍କୁ ଭେଟି ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି। ଏମ୍‌ପି ଶ୍ରୀମତୀ ସିଂ ଦେଓ…

ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ଆନନ୍ଦ

ନବରଙ୍ଗପୁର,୨୮।୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀଙ୍କ ସର୍ବପୁରାତନ ପାରମ୍ପରିକ ବାଦ୍ୟଯନ୍ତ୍ର ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାନକରି ଏବେ ଚର୍ଚ୍ଚାରେ ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ଆନନ୍ଦଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ସେ ଆଦିବାସୀ ବେଶ…

ଡୁଙ୍ଗଡୁଙ୍ଗା ବାଦ୍ୟ ବଜାଇ ଜାତୀୟ ସଙ୍ଗୀତ ଗାନ କଲେ ଆନନ୍ଦ

ନବରଙ୍ଗପୁର,୨୬ା୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀମାନଙ୍କ ସର୍ବପୁରାତନ ପାରମ୍ପାରିକ ବାଦ୍ୟଯନ୍ତ୍ର (ଡୁଙ୍ଗଡୁଙ୍ଗା) ବଜାଇ ଭାରତର କୋଟି କୋଟି ଜନତାଙ୍କ ହୃଦୟରେ ଥିବା ଜାତୀୟ ସଙ୍ଗୀତ ଗାନ କରି ବର୍ତ୍ତମାନ ଚର୍ଚ୍ଚା ପାଲଟିଛନ୍ତି ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ତାଙ୍କର ଏଭଳି…

ନବରଙ୍ଗପୁରରେ ୭୪ତମ ସାଧାରଣତନ୍ତ୍ର ଦିବସ

ନବରଙ୍ଗପୁର ଅଫିସ,୨୬ା୧(ବି.ପ୍ର.): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥଭାବେ ଯୋଗ ଦେଇ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ର ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ…

ମହିଳା ମାଓବାଦୀ, ତାଙ୍କ ସମର୍ଥକ ଗିରଫ

ନବରଙ୍ଗପୁର/ରାଇଘର, ୨୫।୧(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ପୋଲିସ ମେନପୁର ନୂଆପଡ଼ା ଡିଭିଜନର ଜଣେ ମହିଳା ମାଓବାଦୀ ଓ ତାଙ୍କ ସମର୍ଥକଙ୍କୁ ଗିରଫ କରିଛି। ଏନେଇ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି। ଗିରଫ ମହିଳା ମାଓବାଦୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri