ନବରଙ୍ଗପୁର

ପରଜା ମିନିଗୁଡ଼ିରେ ଭତ୍ତାରୁ ବଞ୍ଚିତ ଅନେକ ବୟସ୍କ

ନନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ପରିଣତ ବୟସରେ ଆଖିକୁ ଭଲରେ ଦେଖାଯାଉନି। ଆଗଭଳି ଗୋଡ଼, ହାତ ମଧ୍ୟ କାମ କରୁନି। ତଥାପି ଅସହାୟ ଅବସ୍ଥାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ହେଲେ ଏ ପର୍ଯ୍ୟନ୍ତ...

କଂସଙ୍କ ନିମନ୍ତ୍ରଣରେ ହାଜର ହେଲେ ରାଜନେତା

ଚନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ଚନ୍ଦାହାଣ୍ଡି ବ୍ଲକ ସଦରଠାରେ ମଣ୍ଡଳ ବୀମା ବାଲିଯାତ୍ରାରେ ଚାଲିଥିବା ଧନୁଯାତ୍ରାର ୭ମ ରଜନୀରେ ମଥୁରା ନଗରୀରେ କଂସ ମହାରାଜ କୃଷ୍ଣଙ୍କୁ ହତ୍ୟାକରିବା ନିମନ୍ତେ ପୁତନାଙ୍କୁ ଗୋପପୁରକୁ ପ୍ରେରଣ କରିଛନ୍ତି । ଚନ୍ଦାହାଣ୍ଡି ଗ୍ରାମବାସୀ ମହାରାଜ କଂସଙ୍କୁ ଏକ ସୁସଜ୍ଜିତ ରଥରେ...

ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ମଧ୍ୟରେ ଆବାସ ଯୋଜନା ହିତାଧିକାରୀ

ନବରଙ୍ଗପୁର,୧୨।୫(ବି.ପ୍ର.):  ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। କେତେକ କ୍ଷେତ୍ରରେ ପରିଚାଳନାଗତ ତ୍ରୁଟି, ତଦାରଖର ଅଭାବ ଓ ମଧ୍ୟସ୍ଥିଙ୍କ ହସ୍ତକ୍ଷେପ ଯୋଗୁ ଅନେକ ଜନ ହିତକର ଯୋଜନାର ସୁଫଳ ମିଳୁନି। ନବରଙ୍ଗପୁର ବ୍ଲକ ଚଟାହାଣ୍ଡି...

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦...

ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌କାଟ, ଇନ୍‌ଭର୍ଟର ଦୋକାନରେ ଭିଡ଼

ନବରଙ୍ଗପୁର,୯।୫ (ବି.ପ୍ର.): ନବରଙ୍ଗପୁର ସହରରେ ଶୁକ୍ରବାର ଅପରାହ୍ନ ୩ଟାରୁ ବିଦ୍ୟୁତ୍‌କାଟ ହୋଇଥିଲା। ରାତି ତମାମ କରେଣ୍ଟ ନ ଥିଲା। ବିଳମ୍ବିତ ରାତି ୨ଟା ବେଳକୁ ମାତ୍ର ୧୦ ମିନିଟ୍‌ ପାଇଁ ବିଦ୍ୟୁତ୍‌ ଯୋଗାଇବା ପଛରେ ବିଭାଗର ରହସ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡୁନାହିଁ।...

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯।୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତୃଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି...

ଅନ୍‌ଲାଇନ୍‌ ଠକେଇର ଶିକାର ହେଲେ ଯନ୍ତ୍ରୀ

ଉମରକୋଟ,୯।୫(ସ୍ବ.ପ୍ର.): ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି ଜଣେ ଯନ୍ତ୍ରୀ। ସେ ହେଲେ ଛତିଶଗଡ଼ ଦୁର୍ଗ୍‌ ଜିଲା ଅମ୍ଲେଶର ଏକେଏସ୍‌ ସ୍କାର୍ଟ ସିଟିର ଆଦିତ୍ୟ ମୋହନ ସିଂ। ଆଦିତ୍ୟ କିଛି ଦିନ ହେଲା ଉମରକୋଟ ନୂଆ ବସଷ୍ଟାଣ୍ଡ ନିକଟରେ ରହୁଛନ୍ତି। ସେ...

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ...

ଯୌନ ଶୋଷଣ ଅଭିଯୋଗ ମାମଲା: ଝରିଗାଁ ବିଧାୟକଙ୍କୁ ଗିରଫ ଦାବି ତେଜୁଛି

ଉମରକୋଟ,୯ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି...

ଥାନା ଘେରାଉ ବେଳେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି

ଉମରକୋଟ,୮ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି...

ମା’ପରି କିଏ ହେବ

ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର...

‘ବାଘ ଇଲାକାରେ ଭାଲୁ ଦାଦାଗିରିକୁ ବରଦାସ୍ତ କରାଯିବ ନାହିଁ’

ପାପଡ଼ାହାଣ୍ଡି, ୭ା୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବିଡିଓଙ୍କୁ କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଦୁର୍ବ୍ୟବହାର କରିଥିବା ନେଇ ବିଜେଡି ଅଭିଯୋଗ କରିଛି। ଏଥିନେଇ ନବରଙ୍ଗପୁର ଜିଲା ବିଜେଡି ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri