ଖାଦ୍ୟ ଖୋଜି ଗାଁରେ ଭାଲୁ! ରାତି ଅଧରେ ମନ୍ଦିରରେ ପଶି ନେଇଗଲା ଘିଅ ଡବା, ଭୟରେ ଗ୍ରାମବାସୀ
ନବରଙ୍ଗପୁର,୧।୯(ସଦାଶିବ ପ୍ରହରାଜ): ଭାଲୁ ଖୋଜୁଛି ଖାଦ୍ୟ ଠିକଣା । ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡି ଜନ ବସତି ମୁହାଁ ଭାଲୁ । ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟି ବ୍ଲକ୍ କୁକୁଡ଼ାବାଇ ଗାଁରୁ ସାମ୍ନାକୁ ଆସିଛି ଏଭଳି ଘଟଣା । ଖାଦ୍ୟ ଅନ୍ୱେଷଣରେ ଆସି…
ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା
ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । କିଛିଦିନ ଧରି ସେ ଅସୁସ୍ଥ ଥିବାବେଳେ ନବରଙ୍ଗପୁର…
ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍ ବଢ଼ାଉଛି ଚିନ୍ତା
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨ ଦିନ ବାକି। ଏପର୍ଯ୍ୟନ୍ତ ଜିଲାର ପ୍ରାୟ…
କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ ଦୁଇଟିକୁ କୂଅ ଭିତରେ ଦେଖିବା ପରେ ବନ ବିଭାଗକୁ ସୂଚନା ଦେଇଥିଲେ। ଖବର…
ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…
ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧ ତାରିଖରେ ଘଟଣା ଘଟିଥିଲେ ମଧ୍ୟ ଶୁକ୍ରବାର ପୋଲିସ ସ୍କୁଲରେ ପହଞ୍ଚତ୍ ତଦନ୍ତ କରିବା…
୫ ଦିନ ହେଲା ଅନ୍ଧାରରେ ଗାଁ
ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ ଆସିଥିବା ଥ୍ରି-ଫେଜ୍ ତାରରେ ଶର୍ଟ ସର୍କିଟ ହୋଇ ତାହା ପୋଡ଼ି ଛିଣ୍ଡି ପଡ଼ିଛି।…
ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର
ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ ସ୍ଥାନୀୟ ଅଞ୍ଚଳରେ ବନ୍ୟା ପାଣି ପଶିବାରୁ ପ୍ରଶାସନ ପକ୍ଷରୁ ଲୋକଙ୍କୁ ବନ୍ୟା ଆଶ୍ରୟସ୍ଥଳୀକୁ…
ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି
ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର ସମ୍ଭାବନା ନେଇ ପୂର୍ବାନୁମାନ ଜାରି କରାଯାଇଛି। ଏଥିସହ ଜିଲାର ବିଭିନ୍ନ ଅଞ୍ଚଳରେ ଲଗାତର…
ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ
ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ ପ୍ରାୟ ୨୦ ଫୁଟ ରାସ୍ତା ଧୋଇ ଯାଇଛି। ସେହିଭଳି ନଦୀ ନିକଟରେ ଥିବା…
କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ ଗାଁ, ବିକଶିତ ଓଡ଼ିଶା ବିକାଶ ଯୋଜନା ଏବଂ ଝରିଗାଁ ବିଧାୟକଙ୍କ ନିଜସ୍ବ ଫଣ୍ଡରୁ…
ସ୍ବାମୀଙ୍କ ସହ ବାଇକ୍ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ
ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଯାଇ ଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଝରିଗାଁ ଗ୍ରାମର ଶିବ ରାମ ପାଢ଼ୀ…
ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…
ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁସାରେ ଗୁରୁବାର ରାତିରେ…

