ରାସ୍ତା ନିର୍ମାଣରେ ଲାଗୁଛି ଛତିଶଗଡ଼ର ନିମ୍ନମାନର ସାମଗ୍ରୀ
ରାଇଘର, ୧୯।୧୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ବୀରପୁରରୁ ବୈପାରିଡିହି ଦେଇ ଜୋଡିଙ୍ଗାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଶୋଚନୀୟ ହୋଇପଡ଼ିଥିଲା। ସ୍ଥାନୀୟ ଲୋକଙ୍କ ବାରମ୍ବାର ଅଭିଯୋଗ ଓ ଦାବି ପରେ ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଏହାର ତଦାରଖ କରାଯାଇ…
ଡିସେମ୍ବର ୧୦ରୁ ମଣ୍ଡିରେ ଖରିଫ ଧାନ ସଂଗ୍ରହ
ନବରଙ୍ଗପୁର,୧୯।୧୧(ବି.ପ୍ର.): ନବରଙ୍ଗପୁର ଜିଲାରେ ଆସନ୍ତା ଡିସେମ୍ବର ୧୦ତାରିଖରୁ ଧାନ ମଣ୍ଡିରେ ଅନ୍ଲାଇନରେ ପଞ୍ଜିକୃତ ହୋଇଥିବା ଚାଷୀଙ୍କ ଠାରୁ ଧାନ କିଣା ଯିବ। ଜିଲ୍ଲାପାଳ ଡକ୍ଟର କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ ସ୍ଥାନୀୟ ମିଶନ ଶକ୍ତି ସଭାଗୃହରେ ଅନୁଷ୍ଠିତ ଜିଲାସ୍ତରୀୟ ଖରିଫ୍ ଧାନ…
ଅନ୍ୟ ଆକାଉଣ୍ଟରେ ଜମା ହୋଇଛି ହିତାଧିକାରୀଙ୍କ ଆବାସ ଟଙ୍କା
ନବରଙ୍ଗପୁର,୧୮।୧୧(ବି.ପ୍ର.): ନବରଙ୍ଗପୁର ପୌରାଞ୍ଚଳରେ ଧନୀକ ଶ୍ରେଣୀର ଲୋକଙ୍କୁ ମିଳୁଛି ଆବାସ। ଯୋଗ୍ୟ ହିତାଧିକାରୀ ଆବାସ ଯୋଜନା ଟଙ୍କା ପାଇବାବେଳେ ପ୍ରଥମ କିସ୍ତି ଅନ୍ୟ ଆକାଉଣ୍ଟକୁ ଚାଲି ଯାଉଛି। ଦୋଷ କାହାର ସେ ନେଇ ଖୋଜା ଚାଲିଛି। ହିତାଧିକାରୀ ଘର ଖଣ୍ଡେ ପାଇଁ…
ଦିନରେ ଭୋକରେ ରହିଲେ, ସନ୍ଧ୍ୟାରେ ମିଳିଲା ମଧ୍ୟାହ୍ନଭୋଜନ
ନବରଙ୍ଗପୁର,୧୭ା୧୧(ବି.ପ୍ର.): ହଷ୍ଟେଲ ଛାଡ଼ି ପ୍ରଧାନ ଶିକ୍ଷକ ଚାଲିଗଲେ। ପିଲାଙ୍କୁ ମିଳିଲାନି ମଧ୍ୟାହ୍ନ ଭୋଜନ ା ଭୋକ ଦିନସାରା ରହିଲେ ୭୨ ଛାତ୍ର। ସମସ୍ୟା ବୁଝିବାକୁ ମଧ୍ୟ କେହି ନ ଥିଲେ। ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଓ ସ୍ଥାନୀୟ ସରପଞ୍ଚ ପହଞ୍ଚିବା…
ପିଲାଙ୍କ ଆଡ୍ମିଶନ ଟଙ୍କାକୁ ଟାର୍ଗେଟ କରୁଛନ୍ତି ସାଇବର ଠକ
ଉମରକୋଟ, ୧୫।୧୧(ସ୍ବ.ପ୍ର.) : ଯୁକ୍ତ ୨ପାସ୍ ପରେ ଛାତ୍ରୀଛାତ୍ର କେଉଁ ଯୁକ୍ତ ୩ କଲେଜରେ ନାମ ଲେଖାଇବେ ତାହାର ତଥ୍ୟ ପାଇ ସେମାନଙ୍କୁ ଫସାଇ ଟଙ୍କା ନେଇଯାଉଛନ୍ତି ସାଇବର ଠକ। ନବରଙ୍ଗପୁର ଜିଲାରେ ଏଭଳି ଘଟଣା ବାରମ୍ବାର ଘଟୁଛି। ସୋମବାର ନବରଙ୍ଗପୁର…
ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକୁ ଫୁ
ନବରଙ୍ଗପୁର,୧୨।୧୧(ବି.ପ୍ର.): ସ୍କୁଲରେ ୬ମାସ ହେବ ଅନୁପସ୍ଥିତ ଥିବା ଶିକ୍ଷୟିତ୍ରୀଙ୍କ ତଥ୍ୟ ଦେବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶକୁ ବିତିଲା ୧୦ ଦିନ। କିନ୍ତୁ ଏହା ଏବେ ଯାଏ ପାଳନ ହୋଇପାରିଲା ନାହିଁ। ତଦନ୍ତ ରିପୋର୍ଟ ଡିଇଓଙ୍କୁ ପଠାଯାଇନି।…
ମହିଳାଙ୍କୁ ଆର୍ଥିକ ସ୍ବଚ୍ଛଳ କରୁଛି ମକାଚାଷ, ବିକ୍ରି
ନବରଙ୍ଗପୁର,୧୧।୧୧(ବି.ପ୍ର.):ମକା କିଣି ମହିଳା ଚାଷୀ ହୋଇଛନ୍ତି ସ୍ବାବଲମ୍ବୀ। ଲାଭାଂଶର ୨୫ ପ୍ରତିଶତ ସେମାନଙ୍କ ଭବିଷ୍ୟତକୁ ଆର୍ଥୀକ ସ୍ବଚ୍ଛଳ କରିଛି। ଜିଲାର ମିଶନ ଶକ୍ତି ଓ ଓରମାସ ଏଥିପ୍ରତି ଗୁରୁତ୍ୱ ଦେଇ ମହିଳାଙ୍କ ଆର୍ଥତ୍କ ଓ ସାମାଜିକ ବିକାଶ ପାଇଁ ଚେଷ୍ଟା ଜାରି…
ଏସ୍ଏଚ୍ଜି ମହିଳାଙ୍କୁ ଚାଉଳ ବଣ୍ଟନ ଦାୟିତ୍ୱରୁ ବନ୍ଦ ଦାବିରେ ଜାତୀୟ ରାଜପଥ ଅବରୋଧ
ପାପଡ଼ାହାଣ୍ଡି,୯ା୧୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ତୁମ୍ବର୍ଲା ପଞ୍ଚାୟତରେ ଏସ୍ଏଚ୍ଜି ମହିଳାଙ୍କୁ ଚାଉଳ ବଣ୍ଟନ ପ୍ରତିବାଦରେ ବୁଧବାର ପଞ୍ଚାୟତବାସୀ ୨୬ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଚାୟତକୁ ଚାଉଳ ବଣ୍ଟନ ଦାୟିତ୍ୱ ଦିଆ ନ ଯିବା ଲାଗି ଜିଦ୍ରେ ଅଟଳ…
ସ୍କୁଲରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ
ପାପଡ଼ାହାଣ୍ଡି/ଡାବୁଗଁା/ନବରଙ୍ଗପୁର,୯ା୧୧(ଡି.ଏନ୍.ଏ./ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାନିଗଁା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଶଙ୍କର ହରିଜନ ସ୍କୁଲରୁ ନିଖୋଜ ଅଛନ୍ତି। ଏ ନେଇ ସୋମବାର ସ୍କୁଲ କର୍ତ୍ତୃପକ୍ଷ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତି। ନିଖୋଜ ଛାତ୍ରଙ୍କ ଘର ଡାବୁଗାଁ…
ବିଦ୍ୟାଳୟରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ
ପାପଡାହାଣ୍ଡି,୮।୧୧(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାନିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରୁ ଜଣେ ଅନ୍ତେବାସୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏ ନେଇ ସୋମବାର ସ୍କୁଲ କର୍ତ୍ତୃପକ୍ଷ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତିି। ଉତ ଛାତ୍ରଙ୍କ ଘର ମେଦନା ଗ୍ରାମର ବୋଲି ଜଣାପଡିଛି।…
ତଥ୍ୟ ପ୍ରଦାନରେ ଚଞ୍ଚକତା
ନବରଙ୍ଗପୁର,୮।୧୧(ବି.ପ୍ର.):ନବରଙ୍ଗପୁର ଜିଲାରେ ଅନେକ ଶିକ୍ଷକ ନକଲି ସାର୍ଟିଫିକେଟ ଦେଇ ଚାକିରି କରୁଛନ୍ତି। କେତେଜଣ ଶିକ୍ଷକ ଲମ୍ବା ଛୁଟିରେ ଅଛନ୍ତି। ଯାଞ୍ଚ ପରେ ଧରାପଡିଲେ ପରବର୍ତ୍ତୀ ସମୟରେ ଚାକିରିରୁ ବହଷ୍କୃତ କରାଯାଉଛି। କେତେକ ସ୍ଥାନରେ ନକଲିି ଶିକ୍ଷକଙ୍କୁ ଆଗୁଆ ଜଣାଇଦେବା ଓ ପରେ…
ଛୁଟିରେ ଥାଇ ଦରମା ଆସୁଛି
ନବରଙ୍ଗପୁର,୭।୧୧(ବି.ପ୍ର.):ନିୟମ ଏଠି ବାଟବଣା। ବିନା ଦରଖାସ୍ତରେ ୬ ମାସ ଛୁଟିରେ ରହିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନବରଙ୍ଗପୁର ଜିଲାରେ ଦରମା ମିଳିଯାଉଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ଆରମ୍ଭ କରି ଜିଲା ଶିକ୍ଷା ବିଭାଗର କେତେଜଣ କର୍ମଚାରୀ ଏଥିରେ ସାମିଲ ଥିବା ଅଭିଯୋଗ…
Archives


