ନବରଙ୍ଗପୁର

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି,୧୬।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି। ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ…

ଦୂଷିତ ଜଳ ବ୍ୟବହାର ଯୋଗୁ ବ୍ୟାପିଥିଲା ଝାଡ଼ାବାନ୍ତି

ନନ୍ଦାହାଣ୍ଡି,୧୪।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ାରେ ବ୍ୟାପିଥିବା ଝାଡ଼ାବାନ୍ତି ଏବେ ନିୟନ୍ତ୍ରଣାଧୀନ। ସପ୍ତାହକ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଡାକ୍ତରୀ ଦଳ…

ଖଣ୍ଡିଆଗୁଡ଼ାରେ ୧୩ ଦିନରେ ୬ ଜଣଙ୍କ ମୃତ୍ୟୁ

ତେନ୍ତୁଳିଖୁଣ୍ଟି,୧୨୧୦(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ସଦର ପଞ୍ଚାୟତ ଅନ୍ତର୍ଗତ ଖଣ୍ଡିଆଗୁଡ଼ା ଗ୍ରାମ ପରଜା ସାହିରେ ୧୩ ଦିନ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେପ୍ଟେମ୍ବର ୨୯ରେ ପ୍ରଥମେ ଚନ୍ଦ୍ରମା ଜାନିଙ୍କ ମୃତ୍ୟୁ ଘଟିଥିଲା। ପରେ ଅକ୍ଟୋବର ୧ ରେ ଗୋରୀ…

ଝାଡ଼ାବାନ୍ତିରେ ଜଣେ ମୃତ, ୩ ଆକ୍ରାନ୍ତ

ପାପଡ଼ାହାଣ୍ଡି,୧୦ା୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦରଠାରେ ଝାଡ଼ାବାନ୍ତି ବ୍ୟାପୀ ସୋମବାର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ ତୁଳାବତୀ ଭତରା। ତାଙ୍କ ସ୍ବାମୀ ଟଙ୍କଧର ଭତରା ରବିବାର ଆକ୍ରାନ୍ତ ହୋଇ…

କେଶବଙ୍କ ଚିକିତ୍ସାରେ ଅର୍ଥ ବାଧକ, ସରକାରୀ ସହାୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୧୦(ଡି.ଏନ୍‌.ଏ.): ଖେଳିବା ଦୌଡ଼ିବା ବୟସରେ କଥା କହି ପାରୁନାହାନ୍ତି କି ଠିକ୍‌ଭାବେ ଠିଆ ହୋଇ ପାରୁ ନାହାନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବାରିଆଘାଟ ଗ୍ରାମର ଦୈତାରି ମୁଦୁଲିଙ୍କ ପୁଅ କେଶବ ରୋଗ କାରଣରୁ ଏଭଳି କଷ୍ଟ…

ନବରଙ୍ଗପୁରରେ ଖୋଲିଲା ଅସ୍ଥାୟୀ ଗୋଶାଳା

ନବରଙ୍ଗପୁର,୧୦ା୧୦(ବି.ପ୍ର.): ନବରଙ୍ଗପୁର ସ୍ଥିତ ସ୍ଥାନୀୟ ଆଶୀର୍ବାଦ କଲ୍ୟାଣ ମଣ୍ଡପରେ ଶନିବାର ଠାରୁ ଅସ୍ଥାୟୀ ଗୋଶାଳା(କାଞ୍ଜିଆ ହୁଦା) ଖୋଲିଛି। ସହର ମଧ୍ୟ ଦେଇ ୨୬ ନମ୍ବର ଜାତୀୟ ରାଜପଥ ଯାଇଛି । ରାସ୍ତାର ଉଭୟ ପାର୍ଶ୍ୱରେ ଦୋକାନ ବଜାର। ଜନଗହଳି ପୂର୍ଣ୍ଣ ରାସ୍ତା…

ନନ୍ଦାହାଣ୍ଡିରେ ପୁଣି ଝାଡ଼ାବାନ୍ତି, ୮ ଆକ୍ରାନ୍ତ

ନନ୍ଦାହାଣ୍ଡି,୮।୧୦,(ଡି.ଏନ.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକକୁ ପୁଣି ଫେରିଲା ଝାଡ଼ାବାନ୍ତି। ବି.ମାଳିଗୁଡ଼ା ଗ୍ରାମର ୮ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ଗାଁର ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାପନ…

ବାପାଙ୍କ ସ୍ବପ୍ନ ପୂରଣ କଲେ ପାପଡ଼ାହାଣ୍ଡିର ଚନ୍ଦନ

ପାପଡ଼ାହାଣ୍ଡି,୮।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ମହକୁମା ନୂଆସାହିର ଚନ୍ଦନ କୁମାର ନାୟକ ଚଳିତ ବର୍ଷ ଓସିଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନବରଙ୍ଗପୁର ଜିଲା ଓ ପାପଡ଼ାହାଣ୍ଡି ବ୍ଲକ ପାଇଁ ଗୌରବ ଆଣିଛନ୍ତି। ସେ ୧୪୯ ର଼୍ୟାଙ୍କ୍‌ରେ ରହିଛନ୍ତି। ୨…

ଖବରଦାତା କହି ଲାଞ୍ଚ ମାଗୁଥିଲେ ଯୁବକ

ଚନ୍ଦାହାଣ୍ଡି,୭।୧୦(ଡି.ଏନ୍‌.ଏ.): ଜଣେ ଯୁବକ ନିଜକୁ ଖବରଦାତା କହି ଟଙ୍କା ମାଗୁଥିବା ନେଇ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ସରପଞ୍ଚ ଲେବନୀ ମାଝି ଚନ୍ଦାହାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଯୁବକ ଜଣଙ୍କ ସରପଞ୍ଚଙ୍କ ନାମରେ ଭିଡିଓ ଭାଇରାଲ କରି ଦେବାର ଧମକ…

ମଧୁବାବୁ ଭତ୍ତା ଟଙ୍କା ହଡ଼ପ: ୩ କର୍ମଚାରୀ ଚାକିରିରୁ ବହିଷ୍କୃତ

ନବରଙ୍ଗପୁର,୨।୧୦(ବି.ପ୍ର.): ମଧୁବାବୁ ପେନସନ ଯୋଜନାରେ ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଓ ଡାବୁଗାଁ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ଦାୟିତ୍ୱରେ ଥିବା ୩ କର୍ମଚାରୀଙ୍କୁ ଜିଲାପାଳ କମଳ ଲୋଚନ ମିଶ୍ର ଶୁକ୍ରବାର ଚାକିରିରୁ ବହିଷ୍କାର କରିଛନ୍ତି। ସେମାନେ ହେଲେ…

ଜାତୀୟ ସ୍ବଚ୍ଛତା ସମାରୋହରେ ଯୋଗଦେବେ ବନିତା

ନବରଙ୍ଗପୁର, ୨୮।୯ ( ବି.ପ୍ର.): ଚଳିତ ମାସ ୩୦ ଓ ଅକ୍ଟୋବର ୧ ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସ୍ବଚ୍ଛତା ସମାରୋହରେ ଭାଗନେଇ ନିଜର ପ୍ରକଳ୍ପ ପ୍ରଦର୍ଶନ କରିବା ପାଇଁ ଭାରତ ସରକାରଙ୍କ ମୁଖ୍ୟ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟରୁ ନିମନ୍ତ୍ରଣ ପାଇଛନ୍ତି…

ସାଦା ପୋଷାକରେ ଯାଞ୍ଚବେଳେ ମାଡ଼ ଖାଇଲେ ଅବକାରୀ କନ୍‌ଷ୍ଟେବଲ୍‌

କୋଡିଙ୍ଗା,୨୮।୯(ଡି.ଏନ୍‌.ଏ.): ସାଦା ପୋଷାକରେ ଯାଞ୍ଚ କରିବା ୨ ଅବାକରୀ କନଷ୍ଟେବଲଙ୍କୁ ପଡ଼ିଲା ମହଙ୍ଗା। ମଦ ଚୋରାଚାଲାଣ ସନ୍ଦେହରେ ଦମ୍ପତିଙ୍କ ଗାଡିକୁ ପିଛା କରି ଓ ଯାଞ୍ଚ କରିବାବେଳେ ସେମାନେ ମାଡ଼ ମାରିଥିବା ନେଇ କନଷ୍ଟେବଲ ୨ଜଣ କୋଡିଙ୍ଗା ଥାନାରେ ଅଭିଯୋଗ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri