ଫସଲ ଖାଇଦେବାରୁ ଦଣ୍ଡଦେଲେ ଜମି ମାଲିକ: ଖାଇବାକୁ ନ ଦେଇ ଷଣ୍ଢକୁ ୨୦ ଦିନ ବାନ୍ଧି ରଖିଲେ
ଉମରକୋଟ,୫ା୯(ସ୍ବ.ପ୍ର.):ଜମିରେ ଧାନ ଫସଲ ଦେଖି ଭୋକିଲା ଷଣ୍ଢଟି ଖାଇ ଦେଇଥିଲା। ଦିନେ ନୁହେଁ ଏକାଧିକ ଥର ଜମିରେ ପଶି ଫସଲ ଖାଇଥିଲା। ହେଲେ ଏହାର ପରିଣାମ ଯେ ଭୟଙ୍କର ହେବ ତାହା ସେ ଜାଣି ନ ଥିଲା। ଚାରିଗୋଡ଼ିଆ ପ୍ରାଣୀଟିକୁ ଦଣ୍ଡଦେବାକୁ…
ଅବହେଳିତ ଅବସ୍ଥାରେ ମା’ ଭଣ୍ଡାରଘରଣୀଙ୍କ ମୂଳପୀଠ
ନନ୍ଦାହାଣ୍ଡି,୨।୯(ଡି.ଏନ୍.ଏ.):ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ। ନବରଙ୍ଗପୁର ଜିଲାବାସୀଙ୍କ ସହାୟତା ଓ ଚେଷ୍ଟା ଫଳରେ ନବରଙ୍ଗପୁର ସହର ମଝିରେ ମାଁ ଙ୍କର ଅତି ସୁନ୍ଦର ଓ ବିରାଟ ମନ୍ଦିର ବିଦ୍ୟମାନ। କିନ୍ତୁ ସମସ୍ତଙ୍କୁ ଘଣ୍ଟ ଘୋଡାଇ ରଖିଥିବା ମାଁ ଭଣ୍ଡାରଘରଣୀଙ୍କର…
ହାଇଦ୍ରାବାଦରେ ନବରଙ୍ଗପୁରର ଶିଆଳି ଖଲିର ଚାହିଦା
ନବରଙ୍ଗପୁର,୨।୯(ବି.ପ୍ର.):ଲୋକେ ଧୀରେ ଧୀରେ ଇକୋ ଫେଣ୍ଡ୍ଲି ହେଲେଣି। ପ୍ଲାଷ୍ଟିକ୍ ଅପେକ୍ଷା ଖଲି, ପତ୍ରଥାଳିକୁ ପସନ୍ଦ କରୁଛନ୍ତି। ଏହାକୁ ନଜରରେ ରଖି ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସେମଳା ଗାଁର ମହିଳାମମାନେ ଜଙ୍ଗଲରୁ ଶିଆଳିପତ୍ର ଆଣି ଖଲି ଓ ପତ୍ରଥାଳି ପ୍ରସ୍ତୁତ କରୁଛନ୍ତି।…
ପୁଅର ଚିକିତ୍ସା ପାଇଁ ଭତ୍ତା କାର୍ଡ ବନ୍ଧକ ରଖିଛନ୍ତି ମା’
ତେନ୍ତୁଳିଖୁଣ୍ଟି, ୨।୯(ଡି.ଏନ୍.ଏ.):ଜୀବନର ଶେଷ ବେଳେ ସାହାରା ହେବ। ତାରି କାନ୍ଧରେ ବୁହା ହୋଇ ମଶାଣୀକୁ ଯିବି। ସମସ୍ତଙ୍କ ଭଳି ପୁଅକୁ ନେଇ ଏଭଳି ସ୍ବପ୍ନ ଦେଖିଥିଲେ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ଗଦବାଗୁଡା ଗ୍ରାମର ସୁଲୋଚନା ଖୁରା। କିନ୍ତୁ ତାଙ୍କ ସ୍ବପ୍ନ…
ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତିବାଦରେ ଧାରଣା ଦେଲେ ଛାତ୍ରୀଛାତ୍ର
ପାପଡ଼ାହାଣ୍ଡି,୧ା୯(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖର୍କି ସରକାରୀ ଆଶ୍ରମ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସସିସ୍ ନାଗଙ୍କ ବଦଳି ପ୍ରତିବାଦରେ ଗୁରୁବାର ବିଦ୍ୟାଳୟ ଆଗରେ ଧାରଣା ଦେଇଛନ୍ତି ଛାତ୍ରୀଛାତ୍ରଙ୍କ ସହ ଅଭିଭାବକ। ଯେ ପର୍ଯ୍ୟନ୍ତ ପ୍ରଧାନଶିକ୍ଷକଙ୍କ ବଦଳି ପ୍ରତ୍ୟାହାର ନ…
ଫସଲ ନଷ୍ଟକାରୀ ପୋକଙ୍କୁ ପୂଜା କରି ନଦୀରେ ଭସାଇଲେ
ରାଇଘର, ୩୧।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ମା କଳସୀ ଠାକୁରାଣୀ ପୀଠରେ ମଙ୍ଗଳବାର ଭାଦ୍ରବ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଯାତ୍ରାରେ ରାଇଘର ବ୍ଲକ ସାତପାଲି ଗ୍ରାମବାସୀ ଏକତ୍ରିତ ହୋଇ ପ୍ରଥମେ ଗାଁ ପରିକ୍ରମା କରିଥାନ୍ତି। ପରେ ଠାକୁରାଣୀ ପୀଠକୁ ଯାଇ…
ସ୍ବଧର୍ମକୁ ଫେରିଲେ ୩ ପରିବାର
ପାପଡାହାଣ୍ଡି,୨୯।୮(ଡି.ଏନ୍.ଏ.): ନିଜ ଧର୍ମ ଛାଡି ଅନ୍ୟ ଧର୍ମ ଗ୍ରହଣ କଲେ। ସେହି ଧର୍ମର ପୂଜାର୍ଚ୍ଚନା କଲେ। ଏହାକୁ ନେଇ ଗ୍ରାମରେ ଦେଖାଦେଲା ବିବାଦ। ଗ୍ରାମବାସୀ ବୈଠକ କରି ଧର୍ମ ପରିବର୍ତ୍ତନ କରିଥିବା ପରିବାରକୁ ଫେରିଆସିବା ଲାଗି ନିବେଦନ କରିଥିଲେ ମଧ୍ୟ କିଛି…
ମୃତବ୍ୟକ୍ତିଙ୍କ ରାଶନ କାର୍ଡରେ ଉଠୁଛି ଚାଉଳ, ଟଙ୍କା
ତେନ୍ତୁଳିଖୁଣ୍ଟି,୨୮।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୁଜାରୀଗୁଡ଼ା ପଞ୍ଚାୟତରେ ମୃତ ବ୍ୟକ୍ତିଙ୍କ ନାମରେ ରାଶନ କାର୍ଡରେ ଚାଉଳ ଉଠାଯାଉଛି। ମାସେ ନୁହେଁ କି ବର୍ଷେ ନୁହେଁ ବର୍ଷ ବର୍ଷର ଚାଉଳ ଉଠିଛି। ମୃତ ହିତାଧିକାରୀଙ୍କୁ ଜୀବିତ ଦର୍ଶାଇ ସରକାରଙ୍କ କରୋନା ସହାୟତା…
ବର୍ଷା ହେଲେ ପାଠପଢ଼ା ବନ୍ଦ
ତେନ୍ତୁଳିଖୁଣ୍ଟି, ୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ସଦର ପଞ୍ଚାୟତ ଅଧୀନ ଖଣ୍ଡିଆଗୁଡ଼ା ଗ୍ରାମ ମାତ୍ର ବ୍ଲକଠାରୁ ୩ରୁ ୪କି.ମି. ମଧ୍ୟରେ ରହିଛି। ଆଖପାଖ ଅଞ୍ଚଳରୁ ୫ରୁ ୬ ଗ୍ରାମକୁ ନେଇ ରାଜସ୍ବ ଗ୍ରାମର ମାନ୍ୟତା ମଧ୍ୟ ପାଇଛି। ଗ୍ରାମରେ ଏକ…
ପୋଖରୀ ବନ୍ଧ ଭାଙ୍ଗି ଜମିକୁ ମାଡ଼ିଗଲା ପାଣି
ତେନ୍ତୁଳିଖୁଣ୍ଟି,୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଅଧୀନ କେନ୍ଦୁଗୁଡ଼ା ଗ୍ରାମର ଲଗାଣ ବର୍ଷାରେ ମୋ ପୋଖରୀ ହୁଡ଼ା ଭାଙ୍ଗି ମଦନ ହରିଜନଙ୍କ ୨ ଏକର ଜମି, ପ୍ରଶାନ୍ତ ହରିଜନଙ୍କ ୧ ଏକର , ରବି ହରିଜନଙ୍କ ୧ ଏକର…
୩ ବର୍ଷ ହେବ ଚାଉଳ ନେଇଛି ଭୂତ
ତେନ୍ତୁଳିଖୁଣ୍ଟି, ୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଲିଖୁଣ୍ଟି ବ୍ଲକ ପୁଜାରୀଗୁଡ଼ା ପଞ୍ଚାୟତରେ ଜାତୀୟ ଖାଦ୍ୟ ନିରାପତ୍ତା ଆଇନରେ ଚାଉଳ ବଣ୍ଟନରେ ଅନିୟମିତତା ହେଉଛି। ଉକ୍ତ ଯୋଜନାରେ ମୃତ ହିତାଧିକାରୀଙ୍କ ନାମରେ ମଧ୍ୟ ଚାଉଳ ଉଠୁଛି। ଏପରିକି କୋରନା ସମୟରେ ଆସିଥିବା ସହାୟତା ଟଙ୍କା…
ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପରେ ସ୍କୁଲ ଗଲେ ଛାତ୍ରୀଛାତ୍ର
ଉମରକୋଟ,୨୬।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ ସାନଭରଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସଙ୍କୁ ବିଇଓ ବିକାଶ ଚନ୍ଦ୍ର ସରକାର ବଦଳି କରିଛନ୍ତି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୨୮୩୪/ ୨୪/୮/୨୨…
Archives


