ପୋଖରୀ ବନ୍ଧ ଭାଙ୍ଗି ଜମିକୁ ମାଡ଼ିଗଲା ପାଣି
ତେନ୍ତୁଳିଖୁଣ୍ଟି,୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଅଧୀନ କେନ୍ଦୁଗୁଡ଼ା ଗ୍ରାମର ଲଗାଣ ବର୍ଷାରେ ମୋ ପୋଖରୀ ହୁଡ଼ା ଭାଙ୍ଗି ମଦନ ହରିଜନଙ୍କ ୨ ଏକର ଜମି, ପ୍ରଶାନ୍ତ ହରିଜନଙ୍କ ୧ ଏକର , ରବି ହରିଜନଙ୍କ ୧ ଏକର…
୩ ବର୍ଷ ହେବ ଚାଉଳ ନେଇଛି ଭୂତ
ତେନ୍ତୁଳିଖୁଣ୍ଟି, ୨୬।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଲିଖୁଣ୍ଟି ବ୍ଲକ ପୁଜାରୀଗୁଡ଼ା ପଞ୍ଚାୟତରେ ଜାତୀୟ ଖାଦ୍ୟ ନିରାପତ୍ତା ଆଇନରେ ଚାଉଳ ବଣ୍ଟନରେ ଅନିୟମିତତା ହେଉଛି। ଉକ୍ତ ଯୋଜନାରେ ମୃତ ହିତାଧିକାରୀଙ୍କ ନାମରେ ମଧ୍ୟ ଚାଉଳ ଉଠୁଛି। ଏପରିକି କୋରନା ସମୟରେ ଆସିଥିବା ସହାୟତା ଟଙ୍କା…
ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ପରେ ସ୍କୁଲ ଗଲେ ଛାତ୍ରୀଛାତ୍ର
ଉମରକୋଟ,୨୬।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ ସାନଭରଣ୍ଡି ଗ୍ରାମରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଗୀତାଞ୍ଜଳି ଦାସଙ୍କୁ ବିଇଓ ବିକାଶ ଚନ୍ଦ୍ର ସରକାର ବଦଳି କରିଛନ୍ତି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପତ୍ର ସଂଖ୍ୟା ୨୮୩୪/ ୨୪/୮/୨୨…
ନଷ୍ଟ ହୋଇଛି ୧୦୫.୯୦ ଏକର ଜମିର ଫସଲ
ଉମରକୋଟ,୨୬।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ବୁର୍ଜା ପଞ୍ଚାୟତ କପସାଭଟା ଗ୍ରାମରେ ସଂରକ୍ଷିତ ଜଙ୍ଗଲ ଜମି ଅଧିଗ୍ରହଣକୁ ନେଇ ମକା ଫସଲ ନଷ୍ଟ ଓ ଘର ପୋଡି ଘଟଣାରେ ଉଚ୍ଚସ୍ତରୀୟ ଅନୁସନ୍ଧାନ ପାଇଁ ବିଭିନ୍ନ ବିଭାଗର ସରକାରୀ ଅଧିକାରୀ ଘଟଣାସ୍ଥଳକୁ…
ସୀମା ଚିହ୍ନଟ ଉପରେ ଗୁରୁତ୍ୱ ଦେଲେ କମିବ ବିବାଦ
ନବରଙ୍ଗପୁର,୨୬।୮(ବି.ପ୍ର.): ନବରଙ୍ଗପୁର ଜିଲା ମକା ଉତ୍ପାଦନରେ ସାରା ଭାରତ ବର୍ଷରେ ନାଁ କରିଛି। କୃଷି ବିଭାଗର ଆକଳନ ଅନୁଯାୟୀ ଜିଲାରେ ୬୦ ହଜାର ହେକ୍ଟର ଜମିରେ ଚଳିତ ବର୍ଷ ମକା ଚାଷ ହୋଇଥିବା ସୂଚନା ମିଳିଛି। ଜଙ୍ଗଲ ଜମିରେ ମକାଚାଷକୁ ଆଧାର…
ବ୍ୟାପୁଛି ଝାଡ଼ାବାନ୍ତି, ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା
ଦଶମନ୍ତପୁର/କୋଡିଙ୍ଗା, ୨୫।୮(ଡି.ଏନ୍.ଏ.): କୋରାପୁଟ ଓ ନବରଙ୍ଗପୁରରେ ଝାଡ଼ାବାନ୍ତି ଥମିବାର ନାଁ ନେଇନି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ଭୟର ବାତାବରଣ। ଜିଲା ଦଶମନ୍ତପୁର ବ୍ଲକରେ ଝାଡ଼ାବାନ୍ତିରେ ମଙ୍ଗଳବାର ଜଣେ ୨ବର୍ଷର ଶିଶୁଙ୍କ ସମେତ ୫…
ମନ୍ଦିର ରୋଷେଇ ଘରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ
ଉମରକୋଟ, ୨୨।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡ଼ଭରଣ୍ଡି ଗ୍ରାମରେ ଥିବା ଅଲେଖ ମହିମା ମନ୍ଦିର ପରିସର ନିକଟ ରୋଷେଇଘରୁ ସୋମବାର ସକାଳେ ପ୍ରେମୀ ଯୁଗଳଙ୍କ ଝୁଳନ୍ତା ମୃତଦେହ ମିଳିଛି। ମୃତ ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ଜଗଦୀଶ କଲାରଙ୍କ ପୁଅ…
ଅନ୍ଲାଇନ୍ ଟ୍ରାଞ୍ଜାକ୍ଶନ ପୋଲିସକୁ ଦେଲା ସୁରାକ
ନବରଙ୍ଗପୁର,୨୨।୮(ବି.ପ୍ର.): ନାଟକୀୟ ଢଙ୍ଗରେ ଗଞ୍ଜେଇ ଚାଲାଣ ପାଇଁ ଅଟୋରିକ୍ସା ଲୁଟି ନେଇଥିଲେ ୫ ଜଣ ଅଭିଯୁକ୍ତ। ନବରଙ୍ଗପୁର ଆଦର୍ଶ ଥାନାରେ ମାମଲା ରୁଜୁ ପରେ ପୋଲିସ ତନାଘନା ଆରମ୍ଭ କରିଥିଲା। ଅଭିଯୁକ୍ତମାନେ ଚା ପିଇ ପେଟିଏମ୍ରେ ଟଙ୍କା ଦେଇଥିଲେ। ଏହି ସୁରାକ…
ହତ୍ୟା କରି ଥାନାରେ ଆତ୍ମସମର୍ପଣ
ଉମରକୋଟ, ୨୧।୮(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ରବିବାର ଜଣଙ୍କୁ ତାଙ୍କ ସମ୍ପର୍କୀୟ ଭାଇ ଓ ଦାଦା ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଘଟଣାରେ ମୃତକଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ଥାନାରେ…
ଦିନକପରେ ୫ କି.ମି ଦୂରରେ ମିଳିଲା ଭାସିଯାଇଥିବା ଯୁବତୀଙ୍କ ମୃତଦେହ
ଝରିଗାଁ,୨୦।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡା ଗ୍ରାମର ଜାନୀ ସାହିରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବତୀ ସତୀଘାଟ ନଦୀ ପାର ହେଉଥିବା ବେଳେ ଭାସିଯାଇ ଦିନକ ପରେ ତାଙ୍କର ମୃତଦେହ ଉଦ୍ଧାର…
ଲଗାଣବର୍ଷାରେ ଧୋଇଗଲା କଲଭର୍ଟ
ଉମରକୋଟ, ୨୦।୮(ସ୍ବ.ପ୍ର.): ସପ୍ତାହବ୍ୟାପୀ ଉମରକୋଟରେ ହୋଇଥିବା ଲଗାଣ ବର୍ଷାରେ ଖଡକାଡେମ ତଳେ ଥିବା ରାସ୍ତାରେ ନିର୍ମାଣ ହୋଇଥିବା କଲଭର୍ଟ ଧୋଇଯାଇଛି। ଫଳରେ ପୂଜାରିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ମୂର୍ତମା, ବେହେଡା, ସୁକିଗାଁ ଓ କୋପନା ପଞ୍ଚାୟତ ଲୋକେ ନାନା…
ପ୍ରକଳ୍ପ ହସ୍ତାନ୍ତର ନ ହେଉଣୁ ଟାଙ୍କିରୁ ଗଳୁଛି ପାଣି
ଉମରକୋଟ,୧୯ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇବା ଲକ୍ଷ୍ୟରେ ଜଳ ଜୀବନ ମିଶନରେ ପାନୀୟ ଜଳ ପ୍ରକଳ୍ପ କରାଯାଉଛିି। ହେଲେ ତଳସ୍ତରରେ ଏଥିରେ ଦୁର୍ନୀତି କରାଯାଉଥିବା ଅଭିଯୋଗ ହେଉଛି। ନିମ୍ନମାନର କାମ ଯୋଗୁ ନିର୍ମାଣର ମାତ୍ର ୩ ମାସ ନ…
Archives


