ଘାଟିରେ ବସ୍-ଟ୍ରକ୍ ମୁହାଁମୁହିଁ, ୨ ଗୁରୁତର
ପାପଡ଼ାହାଣ୍ଡି,୧୯ା୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଆମପାଣି ଘାଟିର ଖଡ଼କା ନିକଟରେ ଶୁକ୍ରବାର ସକାଳୁ ଏକ ବସ୍ ଓ ଟ୍ରକ୍ ମଧ୍ୟରେ ଧକ୍କା ହୋଇ ଦୁଇ ଡ୍ରାଇଭର ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ପରେ ଅବସ୍ଥା…
ଭାସିଗଲା କଂଗ୍ରା-ଦୁଖୁଗୁଡା କଲଭର୍ଟ
ତେନ୍ତୁଳିଖୁଣ୍ଟି, ୧୭।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ରେ ଲଗାଣ ବର୍ଷା ରେ ବ୍ୟାପକ କ୍ଷୟ କ୍ଷତି ଘଟିଛି। କେଉଁଠି ରାସ୍ତା ଧୋଇ ହୋଇ ଯାଇଛି ତ କେଉଁଠି ଗରିବଙ୍କ ବାସ ଗୃହ ଭୁଶୁଡିଛି। କ୍ଷୟକ୍ଷତିର ଆକଳନ ରାଜସ୍ବ ବିଭାଗ ସର୍କଲ…
ଜଳ ଭିତରେ ଜୀବନ: ପଶିଲା ବନ୍ୟା ପାଣି ଲୋକେ ହନ୍ତସନ୍ତ
ପାପଡାହାଣ୍ଡି,୧୫।୮(ଡି.ଏନ୍.ଏ.):ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ସଦର ମହକୁମାର ବହୁ ଦୋକାନ ଓ ଘରେ ପାଣି ପଶିିଯାଇଛି। ଏହାସହ ବସଷ୍ଟାଣ୍ଡ, ହାଟପଦା ଓ ପାଇକ ସାହି ଅଞ୍ଚଳରେ ପାଣି ପଶିଥିବାରୁ ଲୋକେ ହନ୍ତସନ୍ତ ହୋଇଛନ୍ତି । ସଦର…
ପୋଲ ଉପରେ ପାଣି, ବାଡ଼ ଦେଇ ବସିଲା ପ୍ରଶାସନ
ନନ୍ଦାହାଣ୍ଡି,୧୫।୮(ଡି.ଏନ୍.ଏ): ଲଘୁଚାପ ପ୍ରଭାବରେ ଗତ କିଛିଦିନ ଧରି ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଅନ୍ତର୍ଗତ ଦହଣା ଏବଂ ଡଙ୍ଗରଭେଜା ସୀମାରେ ପ୍ରବାହିତ ବାଙ୍ଗିରି ନାଳରେ ଥିବା ପୋଲ ଉପରେ ଏକ ଫୁଟ ଉଚ୍ଚତାରେ ପାଣି ଚାଲୁଛି ।…
ଲଗାଣ ବର୍ଷାରେ ଭାଙ୍ଗିଲା ଆଂଶିକ ୩୯୦ ଘର
ନବରଙ୍ଗପୁର,୧୫।୮(ବି.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ନବରଙ୍ଗପୁର ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏଥିଯୋଗୁ ଜିଲାର ୧୦ ବ୍ଲକ ମଧ୍ୟରୁ ୮ ବ୍ଲକର ୮୩ ପଞ୍ଚାୟତ ଅଧୀନ ୧୩୪ ଗ୍ରାମ ପ୍ରଭାବିତ ହୋଇଛି। ନବରଙ୍ଗପୁର ବ୍ଲକରେ ୧୬୭ ମିମି, ନନ୍ଦାହାଣ୍ଡିରେ ୧୪୯ମିମି,…
ସ୍ବତନ୍ତ୍ର ବିଦ୍ୟାଳୟରେ ତ୍ରିରଙ୍ଗା ଉଡ଼ାଇଲେ ଜିଲାପାଳ
ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଜିଲା ସ୍ବତନ୍ତ୍ର ବିଦ୍ୟାଳୟ ଆଶାକିରଣରେ ୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଜିଲାପାଳ ଡ. କମଳଲୋଚନ ମିଶ୍ର ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ପିଲାମାନଙ୍କୁ ସେମାନଙ୍କ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ବଣ୍ଟନ କରିଥିଲେ। ପିଲାମାନଙ୍କ…
ବଢ଼ୁଛି ଝାଡ଼ାବାନ୍ତି: ଆଶା, ଅଙ୍ଗନୱାଡିଙ୍କ ଭରସାରେ ରୋଗୀ
ତେନ୍ତୁଳିଖୁଣ୍ଟି, ୧୫।୮(ଡି.ଏନ୍.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୂଜାରିଗୁଡ଼ା ପଞ୍ଚାୟତ ଖୁଣ୍ଟିପଦର ଗ୍ରାମରେ ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି । ଏଠାକୁ କିନ୍ତୁ ସ୍ବାସ୍ଥ୍ୟ ବିଭାଗ ଟିମ୍ ପହଞ୍ଚତ୍ ପାରୁନାହିଁ। ଗାଁର ଆଶା ଓ ଅଙ୍ଗନଓ୍ବାଡ଼ି କର୍ମୀ ଘରକୁ ଘର…
ଫସଲ ନଷ୍ଟକଲେ, ଘର ଜାଳିଦେଲେ
ଉମରକୋଟ,୧୪ ।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବୁର୍ଜା ପଞ୍ଚାୟତ ଅନ୍ତର୍ଗତ କପସାଭଟା, ସାରିୟାଭଟା ଓ ଲକଟିପଖନା ଗ୍ରାମରେ ଜଙ୍ଗଲ ଜମିକୁ ନେଇ ଦୀର୍ଘ ବର୍ଷ ଧରି ଲାଗି ରହିଥିବା ବିବାଦ ଶନିବାର ଉଗ୍ରରୂପ ନେଇଛି। ଗ୍ରାମବାସୀଙ୍କ ଜଙ୍ଗଲ ଜମିରେ ଚାଷ…
ରୋଗୀଙ୍କୁ ୫କି.ମି.ଖଟିଆରେ ବୋହି ନଦୀପାର
ଚନ୍ଦାହାଣ୍ଡି, ୧୩।୮(ଡି.ଏନ୍.ଏ.): ରାସ୍ତା ନଖିବାରୁ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ପଟଖଲିଆ ପଞ୍ଚାୟତ ଗୌରଝରିଆ ଗ୍ରାମର ଜଣେ ରୋଗୀଙ୍କୁ ୫ କି.ମି. ବୋହିବା ସହ ନଦୀ ପାର କରାଇ ଆମ୍ବୁଲାନ୍ସ ପାଖକୁ ଆଣିଛନ୍ତି ପରିବାର ଓ ଗ୍ରାମବାସୀ। ଏହି ଘଟଣାକୁ ବିିଭନ୍ନ…
ମୋବାଇଲ ଗେମ୍ ବାଳକର ଜୀବନ ନେଲା
ରାଇଘର,୧୨ା୮ (ଡି.ଏନ୍.ଏ.):ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତର ଭାରସୁଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମୋବାଇଲ ଗେମ୍ର ନିଶା ୧୪ ବର୍ଷୀୟ ବାଳକଙ୍କ ଜୀବନ ନେଇଛି। ସେ ହେଲେ ଗ୍ରାମର ବିଶ୍ୱଜିତ ମିର୍ଦ୍ଧାଙ୍କ ପୁଅ ସୁମିତ। ସୂଚନା ଅନୁଯାୟୀ,…
ଉଦ୍ଘାଟନର ୭ମାସରେ ଦବିଲାଣି ପୋଲ
ଝରିଗାଁ, ୧୦।୮(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳର ବିକାଶକୁ ରାଜ୍ୟ ସରକାର ସର୍ବଦା ଗୁରୁତ୍ୱ ଦେଉଥିବା ବେଳେ ଉପାନ୍ତ ଯୋଜନାକୁ ନେଇ ଅଞ୍ଚଳବାସୀଙ୍କ ମୁହଁରେ ହସ ଫୁଟିଥିଲା। କାର୍ଯ୍ୟଟିକୁ ତଦାରଖ କରୁଥିବା ଗ୍ରାମ୍ୟ ଉନ୍ନୟନ ବିଭାଗର କିଛି ଅଧିକାରୀମାନଙ୍କ ବେପରୁଆ ମନୋଭାବ ଏବଂ ଉନ୍ନୟନ…
୧୬୫ ଗାଁକୁ ପହଞ୍ଚତ୍ପାରୁନି ଆମ୍ବୁଲାନ୍ସ
ନବରଙ୍ଗପୁର, ୧୦।୮(ବି.ପ୍ର.): ପ୍ରଶାସନ ଓ ଲୋକ ପ୍ରତିନିଧିଙ୍କ ଦୁର୍ବଳତା ଯୋଗୁ ଜିଲାରେ ଏଯାଏ ୧୬୫ ଗାଁକୁ ଆମ୍ବୁଲାନ୍ସ ପହଞ୍ଚତ୍ ପାରୁନାହିଁ। ୭୭ ଗାଁକୁ ପଦାଚଲା ରାସ୍ତା ରହିଛି। ୫୭ ଗାଁରେ ଲୋକ ଚୁଆ ଓ ନଦୀ ନାଳ ପାଣି ବ୍ୟବହାର କରୁଛନ୍ତି।…
Archives


