ନବରଙ୍ଗପୁର

ଏମ୍‌ପିଙ୍କୁ ଭେଟି ବିଭିନ୍ନ ଦାବି ଜଣାଇଲେ ବରିଷ୍ଠ ନାଗରିକ

ଅମରପାଲି,୨୯ା୧(ଡି.ଏନ୍‌.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ଓ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତାମାନେ ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂ ଦେଓଙ୍କୁ ଭେଟି ଅଞ୍ଚଳର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି। ଏମ୍‌ପି ଶ୍ରୀମତୀ ସିଂ...

ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାଇ ଚର୍ଚ୍ଚାରେ ଆନନ୍ଦ

ନବରଙ୍ଗପୁର,୨୮।୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀଙ୍କ ସର୍ବପୁରାତନ ପାରମ୍ପରିକ ବାଦ୍ୟଯନ୍ତ୍ର ଡୁଙ୍ଗ୍‌ଡୁଙ୍ଗା ବଜାଇ ଜାତୀୟ ସଙ୍ଗୀତ ଗାନକରି ଏବେ ଚର୍ଚ୍ଚାରେ ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ଆନନ୍ଦଙ୍କ ଏକ ଭିଡିଓ ଏବେ ଭାଇରାଲ ହେଉଛି। ଯେଉଁଥିରେ ସେ ଆଦିବାସୀ...

ଡୁଙ୍ଗଡୁଙ୍ଗା ବାଦ୍ୟ ବଜାଇ ଜାତୀୟ ସଙ୍ଗୀତ ଗାନ କଲେ ଆନନ୍ଦ

ନବରଙ୍ଗପୁର,୨୬ା୧(ବି.ପ୍ର.): ଅବିଭକ୍ତ କୋରାପୁଟ ଜିଲାର ଆଦିବାସୀମାନଙ୍କ ସର୍ବପୁରାତନ ପାରମ୍ପାରିକ ବାଦ୍ୟଯନ୍ତ୍ର (ଡୁଙ୍ଗଡୁଙ୍ଗା) ବଜାଇ ଭାରତର କୋଟି କୋଟି ଜନତାଙ୍କ ହୃଦୟରେ ଥିବା ଜାତୀୟ ସଙ୍ଗୀତ ଗାନ କରି ବର୍ତ୍ତମାନ ଚର୍ଚ୍ଚା ପାଲଟିଛନ୍ତି ନବରଙ୍ଗପୁର ସହରର ଆନନ୍ଦ କୁମାର ଦାଶ। ତାଙ୍କର...

ନବରଙ୍ଗପୁରରେ ୭୪ତମ ସାଧାରଣତନ୍ତ୍ର ଦିବସ

ନବରଙ୍ଗପୁର ଅଫିସ,୨୬ା୧(ବି.ପ୍ର.): ନବରଙ୍ଗପୁରଠାରେ ଜିଲାସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ପଟ୍ଟନାୟକ ଷ୍ଟାଡିୟମଠାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥଭାବେ ଯୋଗ ଦେଇ ନବରଙ୍ଗପୁର ଜିଲାପାଳ କମଳ ଲୋଚନ ମିଶ୍ର ପତାକା ଉତ୍ତୋଳନ କରିବା ସହିତ...

ମହିଳା ମାଓବାଦୀ, ତାଙ୍କ ସମର୍ଥକ ଗିରଫ

ନବରଙ୍ଗପୁର/ରାଇଘର, ୨୫।୧(ବି.ପ୍ର./ଡି.ଏନ୍‌.ଏ.): ନବରଙ୍ଗପୁର ପୋଲିସ ମେନପୁର ନୂଆପଡ଼ା ଡିଭିଜନର ଜଣେ ମହିଳା ମାଓବାଦୀ ଓ ତାଙ୍କ ସମର୍ଥକଙ୍କୁ ଗିରଫ କରିଛି। ଏନେଇ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ରାଜେଶ ପଣ୍ଡିତ ସୂଚନା ଦେଇଛନ୍ତି। ଗିରଫ ମହିଳା...

ନାହିଁ ନାହିଁରେ ଚାଲିଛି ନବରଙ୍ଗପୁର ଜିଏନ୍‌ଏମ୍‌ କଲେଜ

ନବରଙ୍ଗପୁର,୨୪।୧(ବି.ପ୍ର.):ସ୍ବାସ୍ଥ୍ୟ ମଣିଷ ଜୀବନର ଅମୂଲ୍ୟ ସମ୍ପଦ। ଦେହ ଖରାପ ହୋଇଗଲେ ଆମେ ଦୌଡ଼ିଥାଉ ମେଡିକାଲକୁ। ଡାକ୍ତର, ଫାର୍ମାସିଷ୍ଟ, ଏଏନ୍‌ଏମ୍‌ ଓ ଜିଏନ୍‌ଏମ୍‌ମାନେ ଯାହା ଉପଚାର କରିଥାନ୍ତି, ତାହାକୁ ଗ୍ରହଣ କରିଥାଉ। ତେବେ ସେମାନେ ନେଇଥିବା ଟ୍ରେନିଂ ଯଦି ଠିକ୍‌ଭାବେ ହୋଇ...

ତାଲିକାରେ ନାହିଁ ଯୋଗ୍ୟ ହିତାଧିକାରୀଙ୍କ ନାମ

ଉମରକୋଟ, ୨୪।୧(ସ୍ବ.ପ୍ର.):ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ଅଧୀନ ବଡ଼କୁମାରି ପଞ୍ଚାୟତର ଅନେକ ହିତାଧିକାରୀ ଏବେବି ବଞ୍ଚିତ ଅଛନ୍ତି ଆବାସ ଘରରୁ। ଗରିବ ବାସହୀନ ଲୋକଙ୍କ ପାଇଁ ସରକାର ପକ୍କା ଘର ଯୋଗେଇବା ପାଇଁ ଯୋଜନା ପ୍ରସ୍ତୁତି କରୁଥିବାବେଳେ ବାସ୍ତବ ଚିତ୍ର...

୧୪ ବର୍ଷ ଧରି ପର ଅଗଣାରେ ଚାଲିଛି ଅଙ୍ଗନଓ୍ବାଡି କେନ୍ଦ୍ର

କୋଡିଙ୍ଗା,୨୪।୧(ଡି.ଏନ୍‌.ଏ.):ଆଜକୁ ୧୪ବର୍ଷ ହେବ ନିଜସ୍ବ କୋଠା ନାହିଁ। କେତେବେଳେ କାହା ଅଗଣାରେ ତ କେତେବେଳେ କାହା ବାରଣ୍ଡାରେ। ଖରା ବର୍ଷାରେ ଚାଲୁଛି ଛୋଟ ପିଲା ଭବିଷ୍ୟତ ତିଆରି। ଏଥିସହ ମା’ ଓ ଶିଶୁଙ୍କ ପାଇଁ ଥିବା ଯୋଜନାର ଲାଭ ଉଠାଇ...

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ଠୁଙ୍କିଲେ ଗ୍ରାମବାସୀ

ନବରଙ୍ଗପୁର,୨୩ା୧(ବି.ପ୍ର.):ଆବାସ ଯୋଜନା ଗୃହ ଆବଣ୍ଟନରେ ଅନିୟମିତତା ଅଭିଯୋଗ କରି ନବରଙ୍ଗପୁର ବ୍ଲକ ବଡ଼କୁମୁଲି ପଞ୍ଚାୟତ ଅନ୍ତର୍ଗତ ଚିକିଲି ଗ୍ରାମବାସୀ ରବିବାର ପଞ୍ଚାୟତ କାର୍ଯାଳୟରେ ତାଲା ଠୁଙ୍କିଛନ୍ତି। ଫଳରେ ଜିଆର୍‌ଏସଙ୍କୁ ଗ୍ରାମବାସୀ ୩ ଘଣ୍ଟା ଧରି ବନ୍ଦ କୋଠରୀରେ ରହିବାକୁ ପଡ଼ିଛି।...

ନକଲି ସୁନା ଶଙ୍ଖ ଦେଇ ଫସିଲେ ଯୁବକ, ଅପହରଣ ପରେ ଜଣାପଡ଼ିଲା ସବୁ ସତ

ପାପଡ଼ାହାଣ୍ଡି,୨୧ା୧(ଡି.ଏନ୍‌.ଏ.): ନକଲି ସୁନା ଶଙ୍ଖକୁ ଅସଲି କହି ଅଧିକ ଟଙ୍କା ପାଇବା ଆଶାରେ ଅନ୍ୟକୁ ବିକ୍ରି କରି ନିଜେ ଫସିଛନ୍ତି ଯୁବକ। ସଫଳ ହେଇ ପାରିଲାନି ତାଙ୍କ ସ୍ବପ୍ନ। ନକଲି ସୁନା ଶଙ୍ଖ ଜାଣିବା ପରେ ଶେଷରେ କିଣିଥିବା ଲୋକ...

ମଣ୍ଡିରେ ଧାନ ବିକ୍ରିର ସମୀକ୍ଷା, ହସ୍ତତନ୍ତ କାର୍ଯ୍ୟ ତଦାରଖ

ନବରଙ୍ଗପୁର,୨୧।୧(ବି.ପ୍ର.): ରାଜ୍ୟ ବିଧାନସଭା ଷ୍ଟାଣ୍ଡିଂ ସବ୍‌ କମିଟି ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ସଭାଗୃହରେ ଅନୁଷ୍ଠିତ ସମୀକ୍ଷା ବୈଠକରେ କମିଟି ଅଧ୍ୟକ୍ଷ ବିଧାୟକ ଅରବିନ୍ଦ ଢାଲି ଯୋଗଦେଇ ଜିଲାରେ...

ଖତ ଖାଉଛି ସ୍ବଚ୍ଛ ସବାରି, ହୋଇପାରୁନାହିଁ ମରାମତି

ନବରଙ୍ଗପୁର,୧୮।୧(ବି.ପ୍ର.): ପରିବେଶକୁ ପ୍ରଦୂଷଣମୁକ୍ତ କରିବା ଲକ୍ଷ୍ୟରେ ପ୍ରାୟ ୨ ବର୍ଷ ତଳେ ବ୍ୟାଟେରିଚାଳିତ ସ୍ବଚ୍ଛ ସବାରିର ବ୍ୟବସ୍ଥା କରାଯାଇଥିଲା। କେବଳ ପରିବେଶ ପ୍ରଦୂଷଣମୁକ୍ତ ନୁହେଁ, ମହିଳାଙ୍କୁ ସଶକ୍ତୀକରଣ କରିବା ନିମନ୍ତେ ଏହି ଗାଡ଼ିର ବ୍ୟବହାର ଅନ୍ୟ ଏକ ପ୍ରମୁଖ କାରଣ...

Advertisement
Archives

Model This Week

Why Dharitri