ନବରଙ୍ଗପୁର

ଜିଲା ଶିକ୍ଷାଧିକାରୀଙ୍କ ନିର୍ଦ୍ଦେଶକୁ ଫୁ

ନବରଙ୍ଗପୁର,୧୨।୧୧(ବି.ପ୍ର.): ସ୍କୁଲରେ ୬ମାସ ହେବ ଅନୁପସ୍ଥିତ ଥିବା ଶିକ୍ଷୟିତ୍ରୀଙ୍କ ତଥ୍ୟ ଦେବାକୁ ଜିଲା ଶିକ୍ଷା ଅଧିକାରୀ ନିର୍ଦ୍ଦେଶ ଦେଇଥିଲେ। ଉକ୍ତ ନିର୍ଦ୍ଦେଶକୁ ବିତିଲା ୧୦ ଦିନ। କିନ୍ତୁ ଏହା ଏବେ ଯାଏ ପାଳନ ହୋଇପାରିଲା ନାହିଁ। ତଦନ୍ତ ରିପୋର୍ଟ ଡିଇଓଙ୍କୁ ପଠାଯାଇନି।…

ମହିଳାଙ୍କୁ ଆର୍ଥିକ ସ୍ବଚ୍ଛଳ କରୁଛି ମକାଚାଷ, ବିକ୍ରି

ନବରଙ୍ଗପୁର,୧୧।୧୧(ବି.ପ୍ର.):ମକା କିଣି ମହିଳା ଚାଷୀ ହୋଇଛନ୍ତି ସ୍ବାବଲମ୍ବୀ। ଲାଭାଂଶର ୨୫ ପ୍ରତିଶତ ସେମାନଙ୍କ ଭବିଷ୍ୟତକୁ ଆର୍ଥୀକ ସ୍ବଚ୍ଛଳ କରିଛି। ଜିଲାର ମିଶନ ଶକ୍ତି ଓ ଓରମାସ ଏଥିପ୍ରତି ଗୁରୁତ୍ୱ ଦେଇ ମହିଳାଙ୍କ ଆର୍ଥତ୍କ ଓ ସାମାଜିକ ବିକାଶ ପାଇଁ ଚେଷ୍ଟା ଜାରି…

ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ଦାୟିତ୍ୱରୁ ବନ୍ଦ ଦାବିରେ ଜାତୀୟ ରାଜପଥ ଅବରୋଧ

ପାପଡ଼ାହାଣ୍ଡି,୯ା୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ତୁମ୍ବର୍ଲା ପଞ୍ଚାୟତରେ ଏସ୍‌ଏଚ୍‌ଜି ମହିଳାଙ୍କୁ ଚାଉଳ ବଣ୍ଟନ ପ୍ରତିବାଦରେ ବୁଧବାର ପଞ୍ଚାୟତବାସୀ ୨୬ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ। ପଞ୍ଚାୟତକୁ ଚାଉଳ ବଣ୍ଟନ ଦାୟିତ୍ୱ ଦିଆ ନ ଯିବା ଲାଗି ଜିଦ୍‌ରେ ଅଟଳ…

ସ୍କୁଲରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡ଼ାହାଣ୍ଡି/ଡାବୁଗଁା/ନବରଙ୍ଗପୁର,୯ା୧୧(ଡି.ଏନ୍‌.ଏ./ବି.ପ୍ର.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାନିଗଁା ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ଶଙ୍କର ହରିଜନ ସ୍କୁଲରୁ ନିଖୋଜ ଅଛନ୍ତି। ଏ ନେଇ ସୋମବାର ସ୍କୁଲ କର୍ତ୍ତୃପକ୍ଷ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତି। ନିଖୋଜ ଛାତ୍ରଙ୍କ ଘର ଡାବୁଗାଁ…

ବିଦ୍ୟାଳୟରୁ ଦଶମ ଶ୍ରେଣୀ ଛାତ୍ର ନିଖୋଜ

ପାପଡାହାଣ୍ଡି,୮।୧୧(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମାନିଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରୁ ଜଣେ ଅନ୍ତେବାସୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ଏ ନେଇ ସୋମବାର ସ୍କୁଲ କର୍ତ୍ତୃପକ୍ଷ ଡାବୁଗାଁ ଥାନାରେ ଏତଲା ଦେଇଛନ୍ତିି। ଉତ ଛାତ୍ରଙ୍କ ଘର ମେଦନା ଗ୍ରାମର ବୋଲି ଜଣାପଡିଛି।…

ତଥ୍ୟ ପ୍ରଦାନରେ ଚଞ୍ଚକତା

ନବରଙ୍ଗପୁର,୮।୧୧(ବି.ପ୍ର.):ନବରଙ୍ଗପୁର ଜିଲାରେ ଅନେକ ଶିକ୍ଷକ ନକଲି ସାର୍ଟିଫିକେଟ ଦେଇ ଚାକିରି କରୁଛନ୍ତି। କେତେଜଣ ଶିକ୍ଷକ ଲମ୍ବା ଛୁଟିରେ ଅଛନ୍ତି। ଯାଞ୍ଚ ପରେ ଧରାପଡିଲେ ପରବର୍ତ୍ତୀ ସମୟରେ ଚାକିରିରୁ ବହଷ୍କୃତ କରାଯାଉଛି। କେତେକ ସ୍ଥାନରେ ନକଲିି ଶିକ୍ଷକଙ୍କୁ ଆଗୁଆ ଜଣାଇଦେବା ଓ ପରେ…

ଛୁଟିରେ ଥାଇ ଦରମା ଆସୁଛି

ନବରଙ୍ଗପୁର,୭।୧୧(ବି.ପ୍ର.):ନିୟମ ଏଠି ବାଟବଣା। ବିନା ଦରଖାସ୍ତରେ ୬ ମାସ ଛୁଟିରେ ରହିଲେ ମଧ୍ୟ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ନବରଙ୍ଗପୁର ଜିଲାରେ ଦରମା ମିଳିଯାଉଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀଙ୍କଠାରୁ ଆରମ୍ଭ କରି ଜିଲା ଶିକ୍ଷା ବିଭାଗର କେତେଜଣ କର୍ମଚାରୀ ଏଥିରେ ସାମିଲ ଥିବା ଅଭିଯୋଗ…

ଡ୍ୟାମ୍‌ ନିକଟ ପାହାଡ଼, ଗାର୍ଡଓ୍ବାଲରୁ ଚୋରି ହେଉଛି ପଥର

ତେନ୍ତୁଳିଖୁଣ୍ଟି, ୭।୧୧(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କପୁର ବାରିଆଘାଟ, ଦେଓପାଲିରେ ବନ୍ଧ ରହିଛି। କୋରାପୁଟ ଜିଲାର ମୁରାନରେ ମଧ୍ୟ ଏକ ବନ୍ଧ ରହିଛି। ଚାରୋଟି ଯାକ ବନ୍ଧକୁ ଯିବା ରାସ୍ତାର ଉଭୟ ପାର୍ଶ୍ୱରେ ପାହାଡ଼ ଉପର ଝରଣା ଜଳ ତଥା ମାଟି…

ଧାନଗଦାରେ ଲାଗିଲା ନିଆଁ: ଜଳିଗଲା ୧ ଲକ୍ଷ ଟଙ୍କାର ଊର୍ଦ୍ଧ୍ୱ ସମ୍ପତ୍ତି

ପାପଡ଼ାହାଣ୍ଡି,୨।୧୧(ଡି.ଏନ୍‌.ଏ.): ଧାନଗଦାରେ ନିଆଁ ଲାଗି ଜଳିଗଲା ସୁନାର ଫସଲ । ଏଭଳି ଘଟଣା ଘଟିଛି ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଚନ୍ଦ୍ରପୁର ଗାଁର ଯଦୁ ମାଝୀଙ୍କ ଖଳାରେ। ବୁଧବାର ଭୋରରେ ହଠାତ୍‌ ନିଆଁ ଲାଗି ଗୋଟିଏ ଧାନଗଦା ପୋଡି ନଷ୍ଟ ହୋଇଯାଇଥିଲା।…

ସାପ କାମୁଡାରେ ଚାଲିଗଲା ନାବାଳକଙ୍କ ଜୀବନ

ପାପଡାହାଣ୍ଡି,୩୧।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ପାତ୍ରୀ ପଞ୍ଚାୟତ ବାମନ ମୁଣ୍ଡାଗୁଡ଼ା ଗ୍ରାମରେ ସୋମବାର ସାପ କାମୁଡାରେ ଜଣେ ନାବାଳକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ଡମୁ ଯାନୀ(୧୪) ସୂଚନାନୁଯାୟୀ, ଡମୁ ସକାଳେ ମକା ଭାଙ୍ଗିବା ପାଇଁ ନିଜ ମା’ଙ୍କ ସହ…

‘ଆଦିବାସୀଙ୍କ ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯାଉଛି’

ଉମରକୋଟ,୨୯ା୧୦(ସ୍ବ.ପ୍ର.): ଆଦିବାସୀ କଲ୍ୟାଣ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଶୁକ୍ରବାର ନବରଙ୍ଗପୁର ଜିଲା ଗସ୍ତରେ ଆସି ଉମରକୋଟ ନିର୍ବାଚନମଣ୍ଡଳୀରେ ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ମନ୍ତ୍ରୀଙ୍କୁ ପ୍ରଥମେ ଏସ୍‌ଏସ୍‌ ଇଣ୍ଟରନ୍ୟାଶନାଲ ହୋଟେଲ ନିକଟରେ ସମସ୍ତ ବିଜେଡି ନେତା…

ଚାଷୀଙ୍କ ଅଜାଣତରେ ଉଠିଛି କାଳିଆ, ପିଏମ୍‌ କିଷାନ ଅର୍ଥ

ନବରଙ୍ଗପୁର/କୋଡିଙ୍ଗା, ୨୮।୧୦(ବି.ପ୍ର./ଡି.ଏନ୍‌.ଏ.): ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଅନେକ ଜନକଲ୍ୟାଣ ଯୋଜନା ରହିଛି। ଏହାର ତଦାରଖ କରିବା ପାଇଁ ପଞ୍ଚାୟତରୁ ଜିଲା ଓ ରାଜ୍ୟସ୍ତର ପର୍ଯ୍ୟନ୍ତ ଅନେକ ପଦାଧିକାରୀ ଓ ସଚିବ ଅଛନ୍ତି। ଅନ୍ୟପକ୍ଷେ କେନ୍ଦ୍ର ଓ ରାଜ୍ୟର ଶାସକ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?