ନବରଙ୍ଗପୁର

ପିଇଓଙ୍କ କାର୍ଯ୍ୟକୁ ନେଇ ବୈଠକରେ ଅସନ୍ତୋଷ

ଚନ୍ଦାହାଣ୍ଡି, ୧୯।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଭାଗୃହରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌, ସାମାଜିକ ସହାୟତା, ପଞ୍ଚଦଶ ଅର୍ଥ ଆୟୋଗ, ଶିଶୁ ବିକାଶ ଓ ମମତା ଯୋଜନାରେ ସମ୍ପାଦିତ ହୋଇଥିବା ୨୦୨୧-୨୨ ଆର୍ଥିକ ବର୍ଷର ବ୍ଲକସ୍ତରୀୟ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଚନ୍ଦାହାଣ୍ଡି ବିଡିଓ…

ଯେଉଁ ବସ୍‌ରେ ଆସିଲେ ସେଇ ମାଡ଼ିଗଲା

ପାପଡାହାଣ୍ଡି,୧୮।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଜଟାବାଲ ସଦର ମହାକୁମାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ବସ୍‌ ଚକତଳେ ଚାପିହୋଇ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୌଶଲ୍ୟା ହରିଜନ। ସୂଚନାଯୋଗ୍ୟ, କୌଶଲ୍ୟା ମାଲକାନଗିରି ଜିଲା ଏମ୍‌ଭି ୭୯ରୁ…

ନବରଙ୍ଗପୁରରେ ବ୍ୟାପୁଛି ଝାଡାବାନ୍ତି: ୪ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ୮କୁ ବୃଦ୍ଧି

ପାପଡାହାଣ୍ଡି,୧୮।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡାବାନ୍ତି। ଗତ ଅଗଷ୍ଟ ମାସରେ ତୁଳସିପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର ମାଝୀଗୁଡା ପଞ୍ଚାୟତ ଖଡ଼କାପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଥିବା ବେଳେ ଏହାର ପ୍ରକୃତ କାରଣ…

ଗାଁରେ ବ୍ୟାପିଛି ଝାଡାବାନ୍ତି: ୩ ଦିନରେ ୫ ଆକ୍ରାନ୍ତ

ପାପଡାହାଣ୍ଡି,୧୭।୧୦(ଡି.ଏନ.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକକୁ ପୁଣି ଫେରିଛି ଝାଡ଼ାବାନ୍ତି। ଅଗଷ୍ଟରେ ତୁଳସୀପଦର ଓ ଗତ ସପ୍ତାହରେ ସୋରିଷପଦରରେ ଝାଡ଼ାବାନ୍ତି ଦେଖାଦେଇଥିଲା। ବର୍ତ୍ତମାନ ବ୍ଲକର ମାଝିଗୁଡା ପଞ୍ଚାୟତ ଖଡ଼କାପଦର ଗ୍ରାମରେ ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତି ବ୍ୟାପିବାର ପ୍ରକୃତ କାରଣ ଜଣାପଡ଼ିନାହିଁ। ରବିବାର…

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ପାପଡ଼ାହାଣ୍ଡି,୧୬ା୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଗ୍ରାମର ଝାରମୁଣ୍ଡାଠାରେ ବୁଡ଼ି ଜଣେ ଯୁବଙ୍କର ରବିବାର ମୃତ୍ୟୁ ଘଟିଛି। ତାଙ୍କ ନାମ ମିଳନ କୁଲଦୀପ(୧୮)। ସେ ପୋଖରୀକୁ ଗାଧୋଇବା ପାଇଁ କିଛି ପିଲାଙ୍କ ସହ ଯାଇଥିଲେ। ଏହି ସମୟରେ ସେ ପହଁରା…

ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ଝରିଗାଁ,୧୫ା୧୦(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭଉଣୀ ନିକଟସ୍ଥ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଗବାଗୁଡ଼ା ଗ୍ରାମର ସୈନିକ ଗୋପାଳଙ୍କ…

ପରିତ୍ୟକ୍ତ ଅବସ୍ଥାରେ ପଡ଼ିଛି ଜାତୀୟ ପତାକା

ନନ୍ଦାହାଣ୍ଡି,୧୬।୧୦,(ଡି.ଏନ.ଏ): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ଜାତୀୟ ପତାକାକୁ ଅସମ୍ମାନ। ବିଡିଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଥିବା ଶିଢ଼ି ତଳେ ପରିତ୍ୟକ୍ତ ଅବସ୍ଥାରେ ପଡି ରହିଛି କେତେଗୁଡିଏ ଜାତୀୟ ପତାକା। ଏହା ଉପରେ ପାନଛେପ ଆଦି ପଡିଛି। କିନ୍ତୁ ବିଡମ୍ବନାର…

ଜବରଦଖଲ ଉଚ୍ଛେଦ ବେଳେ ଉତ୍ତେଜନା

ପାପଡ଼ାହାଣ୍ଡି,୧୬।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମୋକିଆ ଗ୍ରାମରେ ଜବରଦଖଲ ଉଚ୍ଛେଦବେଳେ ଶୁକ୍ରବାର ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ଜାଗାରେ ଅବୈଧ ଷ୍ଟଲ୍‌ ନିର୍ମାଣ ଓ ନାଳ ଉପରେ ଦୋକାନ ଘରକୁ ପ୍ରଶାସନ ଭାଙ୍ଗିଦେଇଛି। ଦୀର୍ଘଦିନ ଧରି ଜବରଦଖଲ କରି ରଖିଥିବା ବ୍ୟକ୍ତିଙ୍କୁ…

ଦୂଷିତ ଜଳ ବ୍ୟବହାର ଯୋଗୁ ବ୍ୟାପିଥିଲା ଝାଡ଼ାବାନ୍ତି

ନନ୍ଦାହାଣ୍ଡି,୧୪।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ବି.ମାଳିଗୁଡ଼ାରେ ବ୍ୟାପିଥିବା ଝାଡ଼ାବାନ୍ତି ଏବେ ନିୟନ୍ତ୍ରଣାଧୀନ। ସପ୍ତାହକ ମଧ୍ୟରେ ୨୪ ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇ ଫେରିଛନ୍ତି। ଡାକ୍ତରୀ ଦଳ…

ଖଣ୍ଡିଆଗୁଡ଼ାରେ ୧୩ ଦିନରେ ୬ ଜଣଙ୍କ ମୃତ୍ୟୁ

ତେନ୍ତୁଳିଖୁଣ୍ଟି,୧୨୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ସଦର ପଞ୍ଚାୟତ ଅନ୍ତର୍ଗତ ଖଣ୍ଡିଆଗୁଡ଼ା ଗ୍ରାମ ପରଜା ସାହିରେ ୧୩ ଦିନ ମଧ୍ୟରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ସେପ୍ଟେମ୍ବର ୨୯ରେ ପ୍ରଥମେ ଚନ୍ଦ୍ରମା ଜାନିଙ୍କ ମୃତ୍ୟୁ ଘଟିଥିଲା। ପରେ ଅକ୍ଟୋବର ୧ ରେ ଗୋରୀ…

ଝାଡ଼ାବାନ୍ତିରେ ଜଣେ ମୃତ, ୩ ଆକ୍ରାନ୍ତ

ପାପଡ଼ାହାଣ୍ଡି,୧୦ା୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଶିରିଶି ପଞ୍ଚାୟତ ସୋରିଷପଦରଠାରେ ଝାଡ଼ାବାନ୍ତି ବ୍ୟାପୀ ସୋମବାର ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ ତୁଳାବତୀ ଭତରା। ତାଙ୍କ ସ୍ବାମୀ ଟଙ୍କଧର ଭତରା ରବିବାର ଆକ୍ରାନ୍ତ ହୋଇ…

କେଶବଙ୍କ ଚିକିତ୍ସାରେ ଅର୍ଥ ବାଧକ, ସରକାରୀ ସହାୟତା ଦାବି

ତେନ୍ତୁଳିଖୁଣ୍ଟି, ୧୦।୧୦(ଡି.ଏନ୍‌.ଏ.): ଖେଳିବା ଦୌଡ଼ିବା ବୟସରେ କଥା କହି ପାରୁନାହାନ୍ତି କି ଠିକ୍‌ଭାବେ ଠିଆ ହୋଇ ପାରୁ ନାହାନ୍ତି। ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବାରିଆଘାଟ ଗ୍ରାମର ଦୈତାରି ମୁଦୁଲିଙ୍କ ପୁଅ କେଶବ ରୋଗ କାରଣରୁ ଏଭଳି କଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?