ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହକୁ ମିଳୁନି ସମ୍ମାନ
ନବରଙ୍ଗପୁର,୨୯।୫(ବି.ପ୍ର.): ମୃତଦେହକୁ ସମ୍ମାନ ଦେଇ ତାହାର ସୁରକ୍ଷା ଓ ସତ୍କାର ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି। ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଚିତ୍ର କିନ୍ତୁ ସମ୍ପୂର୍ଣ ଅଲଗା। ଶୁକ୍ରବାରରୁ ରାଇଘରରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟ ଶବଗୃହରେ ରଖା…
ଶାଶ୍ୱତୀଙ୍କ ରଙ୍ଗତୂଳୀରେ କଥା କହୁଛି ବର୍ଜ୍ୟବସ୍ତୁ
ନବରଙ୍ଗପୁର, ୨୯।୫;(ବି.ପ୍ର.): ମନ ମୋହୁଛି ରଙ୍ଗତୂଳୀରେ ଆକୃତି ଦିଆଯାଇଥିବା ବିଭିନ୍ନ ପଟଚିତ୍ର। ଭିନ୍ନ ଏକ ମଣିଷର ଆଶାର ଆଲୋକ ସାଜିଛି ନିଜ ହାତ ତିଆରି ଚିତ୍ରକଳା। ରଙ୍ଗତୂଳୀକୁ ହାତରେ ଧରି ଏକ କଳାକାରଭାବେ ନିଜକୁ ଗଢ଼ି ତୋଳୁଛନ୍ତି ନବରଙ୍ଗପୁର ସହର ଗାନ୍ଧୀନଗର…
ବିଧାୟକ ମନୋହର ରନ୍ଧାରୀ ନିର୍ଦ୍ଦୋଷ
ନବରଙ୍ଗପୁର/ଜୟପୁର,୨୮ା୫(ବି.ପ୍ର./ନି.ପ୍ର.): ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ନାମରେ ଥିବା ଅର୍ଥ ତୋସରପାତ ମାମଲାରେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଜଜ୍ ରାଜେଶ ଏକ୍କା ତାଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ବିଧାୟକ ରନ୍ଧାରୀ ନନ୍ଦାହାଣ୍ଡି ବ୍ଲକ କିରାଣି ଥିବା ସମୟରେ ଲୁହାଛଡ଼, ସିମେଣ୍ଟ ଓ…
କଟକ ମେୟରଙ୍କ ପୋଷ୍ଟର ପୋଡ଼ି
ନବରଙ୍ଗପୁର, (ବି.ପ୍ର.)/ଭୁବନେଶ୍ୱର (ବ୍ୟୁରୋ), ୨୪ା୫: ‘କାମ କର ନଚେତ ମାଲକାନଗିରି ପଠେଇଦେବି’ କଟକ ମେୟର ସୁବାସ ସିଂ ଦେଇଥିବା ଏପରି ମନ୍ତବ୍ୟକୁ ବିରୋଧ କରିଛି ନବରଙ୍ଗପୁର ଜିଲା କଂଗ୍ରେସ। ସୋମବାର ନବରଙ୍ଗପୁର ସହରସ୍ଥିତ କଂଗ୍ରେସ ଭବନରେ ଦଳ ପକ୍ଷରୁ ଏକ ଖବରଦାତା…
ଭତ୍ତା, ୫ କିଲୋ ଚାଉଳ ଭରସାରେ କଟୁଛି ଜୀବନ
ନବରଙ୍ଗପୁର, ୨୩।୫(ବି.ପ୍ର.): କଚ୍ଚା ଘର ରହିବ ନାହିଁ। ସମସ୍ତ ଗରିବ ଶ୍ରେଣୀର ଲୋକଙ୍କୁ ମିଳିବ ପକ୍କା ଘର। ରାଜ୍ୟ ସରକାର ଜନସାଧାରଣଙ୍କୁ ଏଭଳି ଆଶ୍ୱାସନା ଦେଉଥିବାବେଳେ ନବରଙ୍ଗପୁର ଜିଲାରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପ୍ରତ୍ୟେକ ପଞ୍ଚାୟତରେ ମଧ୍ୟସ୍ଥଙ୍କ ଯୋଗୁ ଅନେକ ବୃଦ୍ଧାବୃଦ୍ଧ…
କୋର୍ଟଙ୍କ ନିର୍ଦ୍ଦେଶରେ ସଞ୍ଜୟ, ପ୍ରଣବଙ୍କ ନାଁରେ ମାମଲା
ନବରଙ୍ଗପୁର,୨୩ା୫(ବି.ପ୍ର.): ଭାଜପା କର୍ମକର୍ତ୍ତା ଓ କର୍ମୀଙ୍କୁ ଗୋଇଠା ମାରିବା ଏବଂ ମହିଳାମାନଙ୍କୁ ଠେଲାପେଲା କରି ଦୁର୍ବ୍ୟବହାର ପ୍ରଦର୍ଶନ କରିବା ଅଭିଯୋଗରେ ରାଜ୍ୟ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ ଦାସବର୍ମା ଏବଂ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ ନବରଙ୍ଗପୁର ଥାନାରେ…
ସବ୍ଷ୍ଟେଶନ ଲୋକାର୍ପିତ, ବିଦ୍ୟୁତ୍ ସମସ୍ୟା ସୁଧୁରିବା ଆଶା
ଗୁଣପୁର/ନବରଙ୍ଗପୁର, ୨୨।୫(ଡି.ଏନ୍.ଏ./ବି.ପ୍ର.): ଲୋକମାନଙ୍କୁ ବିଦ୍ୟୁତ୍ ସୁବିଧା ଯୋଗାଇ ଦେବାକୁ ଶନିବାର ରାୟଗଡ଼ା ଓ ନବରଙ୍ଗପୁରରେ ବିଦ୍ୟୁତ୍ ସବ୍ଷ୍ଟେଶନ ଉଦ୍ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଭର୍ଚୁଆଲ ମୋଡ୍ରେ ଉଦ୍ଘାଟନ କରିଛନ୍ତି। ରାୟଗଡ଼ା ଜିଲା ଗୁଣପୁର ଓକିଲଗୁଡ଼ାରେ ୮୨ କୋଟି ଟଙ୍କା ବ୍ୟୟରେ…
ଦାବିକୁ ଅଣଦେଖା କରି ସ୍ଥାନାନ୍ତର ହେଲା ବେସିନ୍ ମ୍ୟାନେଜର କାର୍ଯ୍ୟାଳୟ
ତେନ୍ତୁଳିଖୁଣ୍ଟି, ୨୨।୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲାର ହକ୍କୁ ମାରି କଳାହାଣ୍ଡିକୁ ଶସ୍ୟଶ୍ୟାମଳା କରାଗଲା। ନଦୀର ଧର୍ମକୁ ବଦଳାଇ ତଳମୁଣ୍ଡ ପରିବର୍ତ୍ତେ ଉପର ମୁଣ୍ଡକୁ ଦିଆଗଲା ପାଣି। ଏହାପରେ ଏଠାରେ ଥିବା ଗୋଟିଏ ପରେ ଗୋଟିଏ କାର୍ଯ୍ୟାଳୟକୁ ଉଠାଇ ନିଆଯାଉଛି। ପୂର୍ବରୁ ଅନେକ କାର୍ଯ୍ୟାଳୟକୁ…
ବେସରକାରୀ କେନ୍ଦୁପତ୍ର ଫଡ଼ିରେ ଖଟୁଛନ୍ତି ଶିଶୁ ଶ୍ରମିକ
ତେନ୍ତୁଳିଖୁଣ୍ଟି, ୨୨।୫(ଡି.ଏନ୍.ଏ.): ଆଇନକୁ ଆଖିଠାର। ଆଇନକୁ ନାହିଁ ଡରଭୟ। ଡହଡହ ଖରାରେ କେନ୍ଦୁପତ୍ର ଫଡିରେ କାମ କରୁଛନ୍ତି ଛୋଟ ଛୋଟ ପିଲା। ତାହା ପୁଣି ମାତ୍ର ୫୦ ଟଙ୍କା ପାଇଁ। ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକରେ ଏପରି ଘଟିଛି।…
୩୧୫ ଗାଁକୁ ଏଯାଏ ହୋଇନି ବିଦ୍ୟୁତ୍ ସଂଯୋଗୀକରଣ
ନବରଙ୍ଗପୁର, ୨୨।୫(ବି.ପ୍ର.): ସ୍ବାଧୀନତାର ୭୩ ବର୍ଷ ପରେ ମଧ୍ୟ ନବରଙ୍ଗପୁର ଜିଲାର ୩୧୫ଟି ଗାଁକୁ ଏଯାଏ ବିଦ୍ୟୁତ୍ ସଂଯୋଗ ହୋଇପାରିନାହିଁ। ରାଜ୍ୟ ଓ କେନ୍ଦ୍ର ସରକାର ପ୍ରତ୍ୟେକ ଗାଁ ଓ ଘରକୁ ବିଦ୍ୟୁତ୍ ସଂଯୋଗ ପାଇଁ ବ୍ୟାପକ ଅନୁଦାନ ଖର୍ଚ୍ଚ କରୁଛନ୍ତି।…
କଂସବଧ ସହ ସରିଲା ଚନ୍ଦାହାଣ୍ଡି ଧନୁଯାତ୍ରା
ଚନ୍ଦାହାଣ୍ଡି, ୨୨।୫(ଡି.ଏନ୍.ଏ.) : ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ୧୨ ଦିନ ଧରି ଚାଲିଥିବା ଧନୁଯାତ୍ରା ଶୁକ୍ରବାର ବିଳମ୍ବିତ ରାତିରେ ସରିଛି। ଅନ୍ତିମ ଦିବସରେ ମନ୍ତ୍ରୀ କୃଷ୍ଣ ବଳରାମଙ୍କୁ ନେଇ ମଥୁରା ରାଜଦରବାରରେ ପ୍ରବେଶ କରିଛନ୍ତି । ମଥୁରାବାସୀ…
ପରିବାର ସହ ଯାଉଥିଲେ ଓଲଟିଲା କାର୍
ପାପଡ଼ାହାଣ୍ଡି,୨୦।୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଅଧୀନ ୨୬ ନମ୍ବର ଜାତୀୟ ରାଜପଥ ଝିଟକୁଗୁଡା ନିକଟରେ ଶୁକ୍ରବାର ଏକ କାର ଦୁର୍ଘଟଣାଗସ୍ତ ହୋଇ ଓଲଟି ପଡିଥିଲା। ଫଳରେ ଗୋଟିଏ ପରିବାର ୪ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ସୁନାବେଢାର ଭୁବନାନନ୍ଦ ନାୟକ,…
Archives


