ନବରଙ୍ଗପୁର

ନବରଙ୍ଗପୁରରେ ଖୋଲିଲା ଅସ୍ଥାୟୀ ଗୋଶାଳା

ନବରଙ୍ଗପୁର,୧୦ା୧୦(ବି.ପ୍ର.): ନବରଙ୍ଗପୁର ସ୍ଥିତ ସ୍ଥାନୀୟ ଆଶୀର୍ବାଦ କଲ୍ୟାଣ ମଣ୍ଡପରେ ଶନିବାର ଠାରୁ ଅସ୍ଥାୟୀ ଗୋଶାଳା(କାଞ୍ଜିଆ ହୁଦା) ଖୋଲିଛି। ସହର ମଧ୍ୟ ଦେଇ ୨୬ ନମ୍ବର ଜାତୀୟ ରାଜପଥ ଯାଇଛି । ରାସ୍ତାର ଉଭୟ ପାର୍ଶ୍ୱରେ ଦୋକାନ ବଜାର। ଜନଗହଳି ପୂର୍ଣ୍ଣ ରାସ୍ତା…

ନନ୍ଦାହାଣ୍ଡିରେ ପୁଣି ଝାଡ଼ାବାନ୍ତି, ୮ ଆକ୍ରାନ୍ତ

ନନ୍ଦାହାଣ୍ଡି,୮।୧୦,(ଡି.ଏନ.ଏ.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକକୁ ପୁଣି ଫେରିଲା ଝାଡ଼ାବାନ୍ତି। ବି.ମାଳିଗୁଡ଼ା ଗ୍ରାମର ୮ଜଣ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଶୁକ୍ରବାର ଗାଁର ୬ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାପନ…

ବାପାଙ୍କ ସ୍ବପ୍ନ ପୂରଣ କଲେ ପାପଡ଼ାହାଣ୍ଡିର ଚନ୍ଦନ

ପାପଡ଼ାହାଣ୍ଡି,୮।୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସଦର ମହକୁମା ନୂଆସାହିର ଚନ୍ଦନ କୁମାର ନାୟକ ଚଳିତ ବର୍ଷ ଓସିଏସ୍‌ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନବରଙ୍ଗପୁର ଜିଲା ଓ ପାପଡ଼ାହାଣ୍ଡି ବ୍ଲକ ପାଇଁ ଗୌରବ ଆଣିଛନ୍ତି। ସେ ୧୪୯ ର଼୍ୟାଙ୍କ୍‌ରେ ରହିଛନ୍ତି। ୨…

ଖବରଦାତା କହି ଲାଞ୍ଚ ମାଗୁଥିଲେ ଯୁବକ

ଚନ୍ଦାହାଣ୍ଡି,୭।୧୦(ଡି.ଏନ୍‌.ଏ.): ଜଣେ ଯୁବକ ନିଜକୁ ଖବରଦାତା କହି ଟଙ୍କା ମାଗୁଥିବା ନେଇ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଶରଧାପୁର ସରପଞ୍ଚ ଲେବନୀ ମାଝି ଚନ୍ଦାହାଣ୍ଡି ଥାନାରେ ଅଭିଯୋଗ କରିଛନ୍ତି। ଯୁବକ ଜଣଙ୍କ ସରପଞ୍ଚଙ୍କ ନାମରେ ଭିଡିଓ ଭାଇରାଲ କରି ଦେବାର ଧମକ…

ମଧୁବାବୁ ଭତ୍ତା ଟଙ୍କା ହଡ଼ପ: ୩ କର୍ମଚାରୀ ଚାକିରିରୁ ବହିଷ୍କୃତ

ନବରଙ୍ଗପୁର,୨।୧୦(ବି.ପ୍ର.): ମଧୁବାବୁ ପେନସନ ଯୋଜନାରେ ଭତ୍ତା ଟଙ୍କା ହଡ଼ପ ଅଭିଯୋଗରେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଓ ଡାବୁଗାଁ ବ୍ଲକ ସାମାଜିକ ସୁରକ୍ଷା ବିଭାଗ ଦାୟିତ୍ୱରେ ଥିବା ୩ କର୍ମଚାରୀଙ୍କୁ ଜିଲାପାଳ କମଳ ଲୋଚନ ମିଶ୍ର ଶୁକ୍ରବାର ଚାକିରିରୁ ବହିଷ୍କାର କରିଛନ୍ତି। ସେମାନେ…

ଜାତୀୟ ସ୍ବଚ୍ଛତା ସମାରୋହରେ ଯୋଗଦେବେ ବନିତା

ନବରଙ୍ଗପୁର, ୨୮।୯ ( ବି.ପ୍ର.): ଚଳିତ ମାସ ୩୦ ଓ ଅକ୍ଟୋବର ୧ ଦିଲ୍ଲୀରେ ହେବାକୁ ଥିବା ଜାତୀୟ ସ୍ବଚ୍ଛତା ସମାରୋହରେ ଭାଗନେଇ ନିଜର ପ୍ରକଳ୍ପ ପ୍ରଦର୍ଶନ କରିବା ପାଇଁ ଭାରତ ସରକାରଙ୍କ ମୁଖ୍ୟ ବିଜ୍ଞାନ ପରାମର୍ଶଦାତା କାର୍ଯ୍ୟାଳୟରୁ ନିମନ୍ତ୍ରଣ ପାଇଛନ୍ତି…

ସାଦା ପୋଷାକରେ ଯାଞ୍ଚବେଳେ ମାଡ଼ ଖାଇଲେ ଅବକାରୀ କନ୍‌ଷ୍ଟେବଲ୍‌

କୋଡିଙ୍ଗା,୨୮।୯(ଡି.ଏନ୍‌.ଏ.): ସାଦା ପୋଷାକରେ ଯାଞ୍ଚ କରିବା ୨ ଅବାକରୀ କନଷ୍ଟେବଲଙ୍କୁ ପଡ଼ିଲା ମହଙ୍ଗା। ମଦ ଚୋରାଚାଲାଣ ସନ୍ଦେହରେ ଦମ୍ପତିଙ୍କ ଗାଡିକୁ ପିଛା କରି ଓ ଯାଞ୍ଚ କରିବାବେଳେ ସେମାନେ ମାଡ଼ ମାରିଥିବା ନେଇ କନଷ୍ଟେବଲ ୨ଜଣ କୋଡିଙ୍ଗା ଥାନାରେ ଅଭିଯୋଗ କରିଛନ୍ତି।…

ବର୍ଷାଦିନେ ଛତା ଧରି ପଢ଼ୁଛନ୍ତି ଅଷ୍ଟମ ଶ୍ରେଣୀ ପିଲା

ନବରଙ୍ଗପୁର,୨୭।୯(ବି.ପ୍ର.):ଶିକ୍ଷା ମାନବ ସମାଜର ଦର୍ପଣ। ହେଲେ ଭିତ୍ତିଭୂମିର ବିକାଶ ନ କରାଯାଇ ବିଦ୍ୟାଳୟଗୁଡ଼ିକୁ ପ୍ରାଥମିକରୁ ମାଧ୍ୟମିକ ବିଭାଗକୁ ଉନ୍ନୀତ କରି ଦିଆଯାଉଛି ା ଛାତ୍ରୀଛାତ୍ର ବସିବା ପାଇଁ କ୍ଲାସ୍‌ ରୁମ୍‌ ନାହିଁ। ଖେଳକୁଦ ପାଇଁ ମଧ୍ୟ ପଡ଼ିଆଟିଏ ନ ଥିବା ଦୃଶ୍ୟ…

ଚିକିତ୍ସା ଅବହେଳାରୁ ବ୍ୟକ୍ତିଙ୍କ ମୃତ୍ୟୁ, ଅଭିଯୋଗ ଆଣିଲେ ପରିବାର ଲୋକେ

ପାପଡ଼ାହାଣ୍ଡି,୨୫ା୯(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଗାଦବା କତ୍ରା ପଞ୍ଚାୟତ ଖୁଡ଼ିଗୁଡ଼ା ଗ୍ରାମର ଲାଇବାନ ମୁଦୁଲି(୪୮)ଙ୍କ ରବିବାର ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ଡାକ୍ତରଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ସହ କ୍ଷତି ପୂରଣ ଦାବିରେ…

ଅଢ଼େଇ ବର୍ଷ ଝିଅଙ୍କ ବୟାନ ଭିତ୍ତିରେ ଅଭିଯୁକ୍ତ ଗିରଫ

ଉମରକୋଟ, ୨୪।୯(ସ୍ବ.ପ୍ର.): କାମ କରିବାକୁ ଉମରକୋଟର ସିଲାଟି ଗ୍ରାମର ମାଣିକ ଘୋଷ ସପରିବାର ଯାଇଥିଲେ ଆନ୍ଧ୍ରପ୍ରଦେଶର କାକିନାଡ଼ା। ସେଠାରେ କିନ୍ତୁ ସ୍ତ୍ରୀ ଲିପିକାଙ୍କ ତଣ୍ଟି ଚିପି ହତ୍ୟା କରିଛନ୍ତି। ପ୍ରତ୍ୟେକ୍ଷଦର୍ଶୀ ଥିବା ଅଢ଼େଇବର୍ଷର ଝିଅ ପୋଲିସ ଆଗରେ ଘଟଣା ସମ୍ପର୍କରେ ସବୁ…

ଇଏଲ୍‌ରେ ଥାଇ ମଧ୍ୟ ଶିକ୍ଷୟିତ୍ରୀଙ୍କୁ ମିଳୁଛି ନିୟମିତ ଦରମା

ନବରଙ୍ଗପୁର,୨୪୩ା୯(ବି.ପ୍ର.): ସରକାରୀ ନିୟମ ଉଲ୍ଲଂଘନ କରୁଛି ଜିଲା ଶିକ୍ଷା ବିଭାଗ। ମାସେରୁ ଅଧିକ ସମୟ ଇଏଲ୍‌ରେ ଥିଲେ ମଧ୍ୟ ଜଣେ ଶିକ୍ଷୟିତ୍ରୀଙ୍କୁ ମିଳୁଛି ନିୟମିତ ଦରମା। ଏଭଳି ଘଟଣାକୁ ନେଇ ଜିଲା ଶିକ୍ଷା ବିଭାଗ ଏବେ ଚର୍ଚ୍ଚାରେ। ନବରଙ୍ଗପୁର ଜିଲା ମେଣ୍ଟ୍ରି…

ଡିଇଓଙ୍କ କାର୍ଯ୍ୟାଳୟରେ ଝାଡୁ ମାରିଲେ ଶିକ୍ଷକ

ନବରଙ୍ଗପୁର,୨୩।୯(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଭେଣ୍ଡିଆ ୟୁଜି ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗଦିଶ ଗୌଡ଼ଙ୍କୁ ଏଡିଇଓ ରେଶମ ଲାଲ ନାୟକ ସ୍କୁଲରେ ୮ ତାରିଖ ଦିନ ଝାଡୁ କରିବାକୁ କହିବା ସହ ଏହାର ଭିଡିଓ ଉତ୍ତୋଳନ କରି ଭାଇରଲ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?