ୱାଟର ହିଟରରୁ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମହିଳା ମୃତ
ନବରଙ୍ଗପୁର, ୧୯।୫(ବି.ପ୍ର.): ପାଣି ଗରମ କଲା ବେଳେ ୱାଟର ହିଟରର ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଗୁରୁବାର ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ସେ ହେଲେ ନବରଙ୍ଗପୁର ସହର ସଙ୍ଖାରିସାହିର କିଶୋର କୁମାର ବେହେରାଙ୍କ ସ୍ତ୍ରୀ ପ୍ରତିମା ବେହେରା (୨୫)। ସୂଚନାନୁଯାୟୀ, କୋରାପୁଟ…
ଝରିଗାଁ-ଡାବୁଗାଁ ରାସ୍ତାରେ ଗଛ ପଡ଼ି ଯାତାୟାତ ବାଧାପ୍ରାପ୍ତ
ଝରିଗାଁ ୧୯।୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ବୁଧବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ଝରିଗାଁ-ଡାବୁଗାଁ ରାସ୍ତାରେ ଏକାଧିକ ଗଛ ଭାଙ୍ଗି ରାସ୍ତାରେ ପଡ଼ିଛି। ଫଳରେ ଯାତାୟାତରେ ସମସ୍ୟା ସୃଷ୍ଟି ହୋଇଛି। ସେହିପରି ସଦରସ୍ଥିତ ବିଭିନ୍ନ ହୋଟେଲ, ଦୋକାନ ଓ ଘରର ଆଜବେଷ୍ଟସ…
ସ୍ମାର୍ଟ ବସ୍ଷ୍ଟାଣ୍ଡ ନିର୍ମାଣ ପାଇଁ ଜବରଦଖଲ ଉଚ୍ଛେଦ
ଡାବୁଗାଁ,୧୯।୫(ଡି.ଏନ୍.ଏ.): ସରକାରଙ୍କ ନିର୍ଦ୍ଦେଶ କ୍ରମେ ଡାବୁଗାଁ ନୁଆ ବସ୍ଷ୍ଟାଣ୍ଡ ଠାରେ ସ୍ମାର୍ଟ ବସଷ୍ଟାଣ୍ଡନିର୍ମାଣ ହେବ। ଏଥିପାଇଁ ସମସ୍ତ ପ୍ରକ୍ରିୟା ସରିଛି। ପ୍ରଶାସନ ପକ୍ଷରୁ ପୋଲିସ ଫୋର୍ସ ଉପସ୍ଥିତିରେ ନିର୍ମାଣ ହେବାକୁ ଥିବା ସ୍ମାର୍ଟ ବସଷ୍ଟାଣ୍ଡ ପରିସରରୁ ଜବରଦଖଲ ଉଚ୍ଛେଦ କରାଯାଇଛି। ଡାବୁଗାଁ ତହସିଲଦାରଙ୍କ…
ସ୍ତ୍ରୀଙ୍କୁ ଭାଉଜ, ଝିଅକୁ ଝିଆରୀ କହୁଥିଲେ ପ୍ରେମିକ: ଧାରଣା ଦେଲେ ଗର୍ଭବତୀ ପ୍ରେମିକା
ପାପଡ଼ାହାଣ୍ଡି,୧୮ା୫(ଡି.ଏନ୍.ଏ.): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ୭ ବର୍ଷ ହେଲା ପ୍ରେମିକାଙ୍କ ସହ ରଖିଥିଲେ ଶାରୀରିକ ସମ୍ପର୍କ। ଏବେ ପ୍ରେମିକା ୭ ମାସର ଗର୍ଭବତୀ ହେବା ପରେ ହାତ ଛାଡ଼ି ଦେଇଛନ୍ତି ପ୍ରେମିକ ଜଣକ। ସେପଟେ ଗର୍ଭବତୀ ଯୁବତୀଙ୍କୁ ଘରେ ପୂରାଉ…
ସାଗରମୁଣ୍ଡାର ପୁନରୁଦ୍ଧାର ଦାବି
ନବରଙ୍ଗପୁର,୧୬।୫(ବି.ପ୍ର.): ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ଡଙ୍ଗରଭେଜା ପଞ୍ଚାୟତରେ ରହିଛି ଏକ ବୃହତ୍ ଜଳାଶୟ ‘ସାଗରମୁଣ୍ଡା’। ଏହା ପାଖରେ ଥିବା ଗାଁର ନାମ ମଧ୍ୟ ସାଗରମୁଣ୍ଡା। ପ୍ରାୟ ୫୬ ଏକରରେ ପରିବେଷ୍ଟିତ ଏହାର ସୀମା। ଜିଲାର ଏକ ପ୍ରସିଦ୍ଧ ଶୈବପୀଠ, ପାହାଡ଼ର…
ଓଡ଼ିଶା-ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ହାତୀପଲ
ରାଇଘର, ୧୬।୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଲଗାତର ହାତୀପଲ ଛତିଶଗଡ ଅଞ୍ଚଳରୁ ଓଡ଼ିଶା ଜଙ୍ଗଲ ମଧ୍ୟରେ ପ୍ରବେଶ କରନ୍ତି। ଏବେ ଏକ ହାତୀପଲ ସୀମାନ୍ତ ଅଞ୍ଚଳରେ ଘୂରି ବୁଲୁଛନ୍ତି। ସୀମାନ୍ତବାସୀ ଭୟଭୀତ ଅବସ୍ଥାରେ ରହୁଥିବାବେଳେ ବନ ବିଭାଗର ମୁଣ୍ଡ ବ୍ୟଥା କାରଣ…
ଶିକ୍ଷା ବିଭାଗ କର୍ମଚାରୀଙ୍କୁ କଂସଙ୍କ ଡାକରା
ଚନ୍ଦାହାଣ୍ଡି,୧୬।୫(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ସଦର ମହକୁମାରେ ଚାଲିଥିବା ବାଲିଯାତ୍ରାର ଅଷ୍ଟମ ରଜନୀରେ ଅଷ୍ଟମଲ୍ଲ ସଖା ବଧ ମଞ୍ଚସ୍ଥ ହୋଇଛି। ମହାରାଜ କଂସଙ୍କୁ ଚନ୍ଦାହାଣ୍ଡି ଗ୍ରାମବାସୀ ଏକ ସୁସଜ୍ଜିତ ରଥରେ ଗୋପପୁରରୁ ବାଜାବାଜଣା ଓ ହୁଳହୁଳି ଦେଇ ମଥୁରା ନଗରୀକୁ…
କଅଁଳ କାନ୍ଧରେ ୩ ଭଉଣୀ, ଭାଇଙ୍କ ଦାୟିତ୍ୱ
ନବରଙ୍ଗପୁର,୧୫।୫(ବି.ପ୍ର.): ଏକାକରି ଆରପାରିକୁ ଚାଲିଗଲେ ମା’, ବାପା। ଏବେ ବଡ଼ ଝିଅର କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଦାୟିତ୍ୱ। ମାତ୍ର ୧୬ ବର୍ଷ ବୟସରେ ପାଠପଢ଼ାରେ ମନଦେବା ବଦଳରେ ମନକୁ ଦୃଢ଼ କରି ତିନି ଭଉଣୀ ଭାଇଙ୍କୁ ମଣିଷ କରିବାର ସାହସ କରିଛନ୍ତି।…
୨୦ ବର୍ଷର ସ୍ବପ୍ନ ପୂରଣ ହେଲା: କାଦଦୋରା ଗାଁରେ ନଳକୂପ ଖନନ ହେଲା
ପାପଡ଼ାହାଣ୍ଡି/ମଇଦଲପୁର,୧୫।୫(ଡି.ଏନ୍.ଏ.): ଗ୍ରାମ ବସତିର ୨୦ ବର୍ଷ ପରେ ଗ୍ରାମବାସୀଙ୍କ ସ୍ବପ୍ନ ସାକାର ହୋଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ କାଦଦୋରା ଗ୍ରାମରେ ଶନିବାର ନଳକୂପ ଖୋଳାଯାଇଛି। ଜିଲା ପରିଷଦ ସଭ୍ୟା ଲିପିକା ମାଝି ଏବଂ ମଇଦଲପୁର ସରପଞ୍ଚଙ୍କ ଉଦ୍ୟମରେ…
ପରଜା ମିନିଗୁଡ଼ିରେ ଭତ୍ତାରୁ ବଞ୍ଚିତ ଅନେକ ବୟସ୍କ
ନନ୍ଦାହାଣ୍ଡି,୧୫।୫(ଡି.ଏନ୍.ଏ.): ପରିଣତ ବୟସରେ ଆଖିକୁ ଭଲରେ ଦେଖାଯାଉନି। ଆଗଭଳି ଗୋଡ଼, ହାତ ମଧ୍ୟ କାମ କରୁନି। ତଥାପି ଅସହାୟ ଅବସ୍ଥାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ ପଞ୍ଚାୟତ ଠାରୁ ବ୍ଲକ ପ୍ରଶାସନ ପର୍ଯ୍ୟନ୍ତ ଦୌଡ଼ିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ତାହା…
କଂସଙ୍କ ନିମନ୍ତ୍ରଣରେ ହାଜର ହେଲେ ରାଜନେତା
ଚନ୍ଦାହାଣ୍ଡି,୧୫।୫(ଡି.ଏନ୍.ଏ.): ଚନ୍ଦାହାଣ୍ଡି ବ୍ଲକ ସଦରଠାରେ ମଣ୍ଡଳ ବୀମା ବାଲିଯାତ୍ରାରେ ଚାଲିଥିବା ଧନୁଯାତ୍ରାର ୭ମ ରଜନୀରେ ମଥୁରା ନଗରୀରେ କଂସ ମହାରାଜ କୃଷ୍ଣଙ୍କୁ ହତ୍ୟାକରିବା ନିମନ୍ତେ ପୁତନାଙ୍କୁ ଗୋପପୁରକୁ ପ୍ରେରଣ କରିଛନ୍ତି । ଚନ୍ଦାହାଣ୍ଡି ଗ୍ରାମବାସୀ ମହାରାଜ କଂସଙ୍କୁ ଏକ ସୁସଜ୍ଜିତ ରଥରେ ଗୋପପୁରରୁ…
ତ୍ରୁଟିପୂର୍ଣ୍ଣ ବ୍ୟବସ୍ଥା ମଧ୍ୟରେ ଆବାସ ଯୋଜନା ହିତାଧିକାରୀ
ନବରଙ୍ଗପୁର,୧୨।୫(ବି.ପ୍ର.): ରାଜ୍ୟ ଓ କେନ୍ଦ୍ର ସରକାର ଲୋକଙ୍କ କଲ୍ୟାଣ ପାଇଁ ବିଭିନ୍ନ ଯୋଜନା କରିଛନ୍ତି। କେତେକ କ୍ଷେତ୍ରରେ ପରିଚାଳନାଗତ ତ୍ରୁଟି, ତଦାରଖର ଅଭାବ ଓ ମଧ୍ୟସ୍ଥିଙ୍କ ହସ୍ତକ୍ଷେପ ଯୋଗୁ ଅନେକ ଜନ ହିତକର ଯୋଜନାର ସୁଫଳ ମିଳୁନି। ନବରଙ୍ଗପୁର ବ୍ଲକ ଚଟାହାଣ୍ଡି ପଞ୍ଚାୟତ…
Archives


