ନବରଙ୍ଗପୁର

ଭିଜିଲାନ୍ସ ଜାଲରେ ପ୍ରକଳ୍ପ ନିର୍ଦ୍ଦେଶକ

ଭୁବନେଶ୍ୱର,୯।୫(ବ୍ୟୁରୋ): ଭିଜିଲାନ୍ସ ଜାଲରେ ନବରଙ୍ଗପୁର ଜଳ ବିଭାଜିକା,ମୃତ୍ତିକା ସଂରକ୍ଷଣର ପ୍ରକଳ୍ପ ନିର୍ଦ୍ଦେଶକ ଲକ୍ଷ୍ମୀଧର ଜେନା। ଅଫିସରୁ ଘରକୁ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ପ୍ରକଳ୍ପ ନିର୍ଦ୍ଦେଶକ। ତେବେ ଯାଞ୍ଚ ବେଳେ ତାଙ୍କ ପାଖରୁ ନଗଦ ୨ ଲକ୍ଷ ୨୦ ହଜାର…

ଅତିଷ୍ଠ କରୁଛି ଅଘୋଷିତ ବିଦ୍ୟୁତ୍‌କାଟ, ଇନ୍‌ଭର୍ଟର ଦୋକାନରେ ଭିଡ଼

ନବରଙ୍ଗପୁର,୯।୫ (ବି.ପ୍ର.): ନବରଙ୍ଗପୁର ସହରରେ ଶୁକ୍ରବାର ଅପରାହ୍ନ ୩ଟାରୁ ବିଦ୍ୟୁତ୍‌କାଟ ହୋଇଥିଲା। ରାତି ତମାମ କରେଣ୍ଟ ନ ଥିଲା। ବିଳମ୍ବିତ ରାତି ୨ଟା ବେଳକୁ ମାତ୍ର ୧୦ ମିନିଟ୍‌ ପାଇଁ ବିଦ୍ୟୁତ୍‌ ଯୋଗାଇବା ପଛରେ ବିଭାଗର ରହସ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡୁନାହିଁ। ଝଡ଼…

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯।୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତୃଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତି କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି ଶିକ୍ଷକ…

ଅନ୍‌ଲାଇନ୍‌ ଠକେଇର ଶିକାର ହେଲେ ଯନ୍ତ୍ରୀ

ଉମରକୋଟ,୯।୫(ସ୍ବ.ପ୍ର.): ଅନଲାଇନ୍‌ ଠକେଇର ଶିକାର ହୋଇଛନ୍ତି ଜଣେ ଯନ୍ତ୍ରୀ। ସେ ହେଲେ ଛତିଶଗଡ଼ ଦୁର୍ଗ୍‌ ଜିଲା ଅମ୍ଲେଶର ଏକେଏସ୍‌ ସ୍କାର୍ଟ ସିଟିର ଆଦିତ୍ୟ ମୋହନ ସିଂ। ଆଦିତ୍ୟ କିଛି ଦିନ ହେଲା ଉମରକୋଟ ନୂଆ ବସଷ୍ଟାଣ୍ଡ ନିକଟରେ ରହୁଛନ୍ତି। ସେ ଭାରତମାଳା…

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ ଚାକିରି ହାତଉଛନ୍ତି। ଦୀର୍ଘ ବର୍ଷ ଧରି ସରକାରୀ ଦରମାର ଲାଭ ଉଠାଇବା ପରେ ନକଲି…

ଯୌନ ଶୋଷଣ ଅଭିଯୋଗ ମାମଲା: ଝରିଗାଁ ବିଧାୟକଙ୍କୁ ଗିରଫ ଦାବି ତେଜୁଛି

ଉମରକୋଟ,୯ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି।…

ଥାନା ଘେରାଉ ବେଳେ କଂଗ୍ରେସ କର୍ମୀ-ପୋଲିସ ଧସ୍ତାଧସ୍ତି

ଉମରକୋଟ,୮ା୫(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଧାୟକ ପ୍ରକାଶ ମାଝିଙ୍କ ବିରୋଧରେ ଯୌନ ଶୋଷଣ ଅଭିଯୋଗ ଆସିବା ପରେ ତାଙ୍କୁ ଗିରଫ ଦାବି ତେଜୁଛି। ନବରଙ୍ଗପୁର ଜିଲାର ବିଭିନ୍ନ ଅଞ୍ଚଳରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଏବଂ ଥାନା ଘେରାଉ ଜାରି ରହିଛି।…

ମା’ପରି କିଏ ହେବ

ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର ବିଶ୍ୱ…

‘ବାଘ ଇଲାକାରେ ଭାଲୁ ଦାଦାଗିରିକୁ ବରଦାସ୍ତ କରାଯିବ ନାହିଁ’

ପାପଡ଼ାହାଣ୍ଡି, ୭ା୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବିଡିଓଙ୍କୁ କୋରାପୁଟ ଜିଲା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ଦୁର୍ବ୍ୟବହାର କରିଥିବା ନେଇ ବିଜେଡି ଅଭିଯୋଗ କରିଛି। ଏଥିନେଇ ନବରଙ୍ଗପୁର ଜିଲା ବିଜେଡି ପକ୍ଷରୁ ଶୁକ୍ରବାର ଏକ ପ୍ରତିବାଦ ସଭା କରାଯାଇଛି। ଶତାଧିକ…

ଧାରଣା ସ୍ଥଳରେ ବିଡିଓ-ବିଧାୟକ ବାହିନୀପତି କଥା କଟାକଟି

ପାପଡ଼ାହାଣ୍ଡି,୫।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ କାର୍ଯ୍ୟାଳୟ ଆଗରେ ୧୬ଦଫା ଦାବି ନେଇ ବୁଧବାରଠାରୁ କଂଗ୍ରେସ ଅନିର୍ଦ୍ଦିଷ୍ଟ କାଳ ଧାରଣା ଦେଇଥିଲା। ଗୁରୁବାର ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ସେଠାରେ ପହଞ୍ଚତ୍ଥିଲେ। ସେ କଂଗ୍ରେସ ନେତା ଓ କର୍ମଚାରୀମାନଙ୍କ ସହ ଧାରଣା…

ଝରିଗାଁ ବିଧାୟକଙ୍କ ନାମରେ ଯୌନ ନିର୍ଯାତନା ଅଭିଯୋଗ

ନବରଙ୍ଗପୁର/ଉମରକୋଟ, ୪ା୫(ବି.ପ୍ର./ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବିଜେଡି ବିଧାୟକ ପ୍ରକାଶ ମାଝିଙ୍କ ନାମରେ ଜଣେ ଯୁବତୀ ଯୌନ ନିର୍ଯାତନା ଓ ହତ୍ୟା ଧମକ ଦେବା ଅଭିଯୋଗ ଆଣିଛନ୍ତି। ପୀଡ଼ିତା ଖଣ୍ଡଗିରି ଥାନାରେ ଲିଖିତ ଅଭିଯୋଗ କରିବା ସତ୍ତ୍ୱେ ପୋଲିସ ଏତଲା ଗ୍ରହଣ…

ଆନ୍ତର୍ଜାତିକ ଶ୍ରମିକ ଦିବସରେ ମିଳିଲା ଲେବର କାର୍ଡ, ସହାୟତା

ନବରଙ୍ଗପୁର,୧।୫(ବି.ପ୍ର.): ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲା ଜଜ୍‌ ସଞ୍ଜୀବ ଦୁବେଙ୍କ ନିର୍ଦ୍ଦେଶ କ୍ରମେ ଜିଲା ଆଇନ ସେବା ପ୍ରାଧିକରଣ, ନବରଙ୍ଗପୁର ଓ ଜିଲା ପ୍ରଶାସନ ନବରଙ୍ଗପୁର ମିଳିତ ଆନୁକୂଲ୍ୟରେ ସିଦ୍ଧ ଭୈରବୀ କଲ୍ୟାଣ ମଣ୍ଡପଠାରେ ଆନ୍ତର୍ଜାତିକ ଶ୍ରମିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri