ନବରଙ୍ଗପୁର

ତିଆରି ହେଲା ଅସ୍ଥାୟୀ ପୋଲ, ଗାଁକୁ ଗଲା ମେଡିକାଲ ଟିମ୍‌

ପାପଡାହାଣ୍ଡି, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ସରପଞ୍ଚ ଚନ୍ଦ୍ର ଧ୍ୱଜ ମାଝି ଝାଡାବାନ୍ତି ଆକ୍ରାନ୍ତ ଗ୍ରାମ ତୁଳସୀପଦର ଲାଗି ଅସ୍ଥାୟୀ ପୋଲ ନିର୍ମାଣ କକରିଛନ୍ତି। ସ୍ଥାନୀୟ ଅଞ୍ଚଳର କେତେଜଣଙ୍କୁ ନେଇ ନାଳରେ ଏକ ସିମେଣ୍ଟ ପୋଲ ଓ କାଠ ପକାଇ…

ଲଗାଣ ବର୍ଷାରେ ଫୁଲୁଛି ଇନ୍ଦ୍ରାବତୀ, ଭାସ୍କେଲ

କୋଡ଼ିଙ୍ଗା/କୋଷାଗୁମୁଡା, ୯।୮(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକରେ ୩ଦିନ ଧରି ଲଗାଣ ବର୍ଷା ଫଳରେ ଇନ୍ଦ୍ରାବତୀ, ଭାସ୍କେଲନଦୀ ଓ ଶାଖା ନଦୀ ଫୁଲି ଉଠୁଛି। ପ୍ରଭାବିତ ହେଉଛି ଲୋକଙ୍କ ଜୀବନଯାତ୍ରା। ଉଭୟ ନଦୀ ଅବବାହିକରେ ଥିବା କୋଷାଗୁମୁଡା ବ୍ଲକର ଉକିଆପାଲି, ଚିର୍ମା, ସାନଆମ୍ବଡା,…

ଆଗକୁ ରାଖୀ, ଏବେଠୁ ଦୋକାନରେ ଜମୁଛି ଭିଡ଼

ଉମରକୋଟ, ୮।୬(ସ୍ବ.ପ୍ର.): ହିନ୍ଦୁ ପରମ୍ପରା ଅନୁଯାୟୀ ବାର ମାସରେ ତେର ପର୍ବ ପାଳିତ ହୋଇଥାଏ। ଭାଇଭଉଣୀଙ୍କ ସ୍ନେହ ପ୍ରୀତିର ବନ୍ଧନ ହେଉଛି ରାଖୀ। ଏହାକୁ ଖୁବ୍‌ ଉତ୍ସାହର ସହ ସବୁ ବର୍ଗର ଲୋକ ପାଳନ୍ତି। ରାଖୀ ପାଇଁ ଏବେ ବଜାର ଚଳଚଞ୍ଚଳ।…

ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ

ପାପଡ଼ାହାଣ୍ଡି/ମୈଦଲପୁର,୪।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ସାନବାର୍ଲି ପଞ୍ଚାୟତ ବଡ଼ବାର୍ଲି ଗ୍ରାମରେ ଗୁରୁବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ତାଙ୍କ ନାମ ମାଲିଙ୍ଗ ଜାନି । ସେ ତାଙ୍କ ବୃଦ୍ଧ ବାପାଙ୍କ ସହ ରହୁଥିଲେ। ଗାଁ ନିକଟ ତେନ୍ତୁଳିଗଛରୁ…

ସ୍କୁଲର ୭ଜଣଙ୍କୁ କରୋନା

ଚନ୍ଦାହାଣ୍ଡି,୪।୮ (ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗତ ସପ୍ତାହରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ପାଟଖଲିଆ ସ୍କୁଲରୁ ୫ ଜଣ ଛାତ୍ର ଏବଂ ୨ ଜଣ ଶିକ୍ଷକଙ୍କ ରିପୋର୍ଟ ପଜିଟିଭ…

୧୪ ଛାତ୍ରୀ ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ପାପଡ଼ାହାଣ୍ଡି,୩ା୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଦଳେଇଗୁଡ଼ା ଏସ୍‌ଏସ୍‌ଡି ବାଳିକା ଉଚ୍ଚ ବିଦ୍ୟାଳୟର ୧୪ ଜଣ ଛାତ୍ରୀ ବୁଧବାର ଅସୁସ୍ଥ ହୋଇ ପାପଡ଼ାହାଣ୍ଡି ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ଜଣଙ୍କୁ ଥଣ୍ଡା, କାଶ ଓ ଜ୍ୱର ହୋଇଥିବା ବେଳେ ୨…

ସରକାରୀ ସହାୟତାରେ ଭବିଷ୍ୟତ ଗଢ଼ିପାରିଛନ୍ତି ସରୋଜିନୀ

ନବରଙ୍ଗପୁର,୩।୮(ବି.ପ୍ର.): ଅଭାବ ଅନାଟନରେ ମାଆ ବାପା ଦାଦନ ଖଟି ଯାହା ରୋଜଗାର କରୁଥିଲେ ସେଥିରେ ପରିବାର ଚଳୁଥିଲା। ରୋଗରେ ମାଆବାପାଙ୍କ ମୃତ୍ୟୁ ଘଟିଲା। ଅସହାୟ ହୋଇଗଲେ ୫ ଭାଇ ଭଉଣୀ। ରାଜ୍ୟ ସରକାରଙ୍କ ଯୋଜନା ଓ ଜିଲା ପ୍ରଶାସନ ସହାୟତାର ହାତ…

୫ କି.ମି. କାଦୁଅ ରାସ୍ତାରେ ଖଟିଆରେ ବୁହା ହେଲେ ରୋଗୀ

ଚନ୍ଦାହାଣ୍ଡି, ୩।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ରୋଗୀ ଯନ୍ତ୍ରଣାର କରୁଣ ଚିତ୍ର ସାମନାକୁ ଆସିଛି । ଜଣେ ରୋଗୀଙ୍କୁ ୫ କିମି କାଦୁଅ ରାସ୍ତାରେ ବୋହି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ବୋହିଛନ୍ତି ପରିବାର ଲୋକେ। ଚନ୍ଦାହାଣ୍ଡିରେ ବାରମ୍ବାର ଏଭଳି ଘଟଣା ସାମ୍ନାକୁ…

ଉଚ୍ଚଶିକ୍ଷିତ ଯୁବକଙ୍କୁ ରାସ୍ତାରେ ବାନ୍ଧି ପିଟିଲେ

ନବରଙ୍ଗପୁର/ଚନ୍ଦାହାଣ୍ଡି,୧ା୮(ବି.ପ୍ର/ ଡି.ଏନ୍‌.ଏ.): ଭୁଲିଗଲେ ମାନବିକତା। ଜଣେ ଉଚ୍ଚଶିକ୍ଷିତ ଯୁବକଙ୍କୁ କଙ୍ଗାରୁ କୋର୍ଟରେ ଚୋର କରି ବାନ୍ଧି ପିଟିଲେ। ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତର ମୋତିଗାଁରେ ରବିବାର ଏଭଳି ଅମାନବୀୟ ଘଟଣା ଘଟିଛି। ଝରିଗାଁ ବ୍ଲକ ଡରକିଗୁଡ଼ା ଗ୍ରାମର ବୃନ୍ଦାବନ…

ନାତିଙ୍କୁ ଉଦ୍ଧାର କରିବାକୁ ଯାଇ ବୁଡ଼ିଗଲେ

କୋଷାଗୁମୁଡ଼ା,୩୧ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡ଼ା ବ୍ଲକ ସଦର ପଞ୍ଚାୟତର କାନାଗୁଡ଼ା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ପୋଖରୀରେ ବଳଦକୁ ଗାଧୋଇବା ବେଳେ ଜେଜେ ଏବଂ ନାତି ବୁଡ଼ିଯାଇଥିଲେ। ଫଳରେ ଦୁହିଁଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଗାଁର ଲବ…

ଅନ୍ଧବିଶ୍ୱାସ ନେଲା ଜୀବନ: ଡାକ୍ତରଖାନାରୁ ଲୁଚି ଆସି ୯ ମାସର ଛୁଆକୁ ଦେଲେ ଚେଙ୍କ

ନବରଙ୍ଗପୁର,୩୦।୭(ବି.ପ୍ର.): ନବରଙ୍ଗପୁର ଜିଲା ରାଇଘର ବ୍ଲକ କସକଙ୍ଗା ପଞ୍ଚାୟତ ଅନ୍ତର୍ଗତ ଜଡ଼ାପାରା ଗ୍ରାମରେ ପୁଣି ଏକ ଅନ୍ଧବିଶ୍ବାସ ଘଟଣା ଦେଖିବାକୁ ମିଳିଛି। ଚେଙ୍କ ଦେବା ଯୋଗୁ ୯ ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଗ୍ରାମର ଶୁକଦେବ ଗଣ୍ଡଙ୍କ ୯ ମାସର ପୁଅ…

ନିଲମ୍ବିତ ହେଲେ ଆଇଆଇସି, ଲାଞ୍ଚ ନେବାବେଳେ ଧରିଥିଲା ଭିଜିଲାନ୍ସ

ଉମରକୋଟ,୨୮।୭(ସ୍ବ.ପ୍ର): ନବରଙ୍ଗପୁର ଜିଲା ଉମରକୋଟ ଥାନା ଅତିରିକ୍ତ ଅଧିକାରୀ(ଆଇଆଇସି)ଲିମରାଜ ପ୍ରଧାନଙ୍କୁ ଡିଜିପି ନିଲମ୍ବିତ କରିଛନ୍ତି। ଏକ ପୁରୁଣା କେସ୍‌କୁ କୋହଳ କରିବା ପାଇଁ ଜଣେ ବ୍ୟକ୍ତିଙ୍କ ଠାରୁ ଗତ ଜୁଲାଇ ୧୦ ତାରିଖ ଦିନ ୨୦ ହଜାର ଟଙ୍କା ଲାଞ୍ଚ ନେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?