ନବରଙ୍ଗପୁର

ଶୁଣିଲାନି ପ୍ରଶାସନ, ବାଧ୍ୟହୋଇ ନାଳ ସଫା କଲେ ଦୋକାନୀ

ପାପଡ଼ାହାଣ୍ଡି, ୪ା୭(ଡି.ଏନ୍‌.ଏ.): ପ୍ରଶାସନ ପକ୍ଷରୁ ସଫା କରାଯାଉନି ନାଳ। ଫଳରେ ସାମାନ୍ୟ ବର୍ଷାରେ ମଧ୍ୟ ଡ୍ରେନ୍‌ ପାଣି ରାସ୍ତାରେ ଭାସିବା ସହ ଦୋକାନରେ ପଶିଯାଉଛି। ଶେଷରେ ବାଧ୍ୟହୋଇ ଦୋକାନୀମାନେ ନାଳ ସଫା କରିଛନ୍ତି। ଏପରି ଘଟଣା ନବରଙ୍ଗପୁର ଜିଲା ପାପଡାହାଣ୍ଡିରେ ଦେଖିବାକୁ…

ଉଦ୍‌ଘାଟନର ୭ମାସ ପରେ ରାସ୍ତା ଫାଟି ଆଁ

ଝରିଗାଁ, ୪ା୭(ସ୍ବ.ପ୍ର.): ଦୁର୍ଗମ ଅଞ୍ଚଳର ବିକାଶ ତଥା ପକ୍କାରାସ୍ତା ନିର୍ମାଣ ପାଇଁ ରାଜ୍ୟ ସରକାରଙ୍କ ଉପାନ୍ତ ଯୋଜନା ରହିଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକର ବହୁ ଦୁର୍ଗମ ଇଲାକାକୁ ଏମ୍‌ପି ରମେଶ ଚନ୍ଦ୍ର ମାଝିଙ୍କ ପ୍ରଚେଷ୍ଟାରେ ରାସ୍ତା ହୋଇଛି। କିନ୍ତୁ ଡିଆର୍‌ଡିଏ…

ଦୁର୍ବଳ ମୌସୁମୀ, ଚିନ୍ତାରେ ଧାନ ଚାଷୀ

ନବରଙ୍ଗପୁର,୩।୭(ବି.ପ୍ର.): ଚଳିତ ବର୍ଷ ଦୁର୍ବଳ ମୌସୁମୀ ଓ ବର୍ଷାର ଅଭାବ ଯୋଗୁ ନବରଙ୍ଗପୁର ଜିଲାରେ ଧାନ ଚାଷ କାର୍ଯ୍ୟ ଆଗେଇ ପାରୁନି। ଚାଷୀ ତଳି ପକାଇ ବର୍ଷାକୁ ଚାହିଁ ବସିଛନ୍ତି। ପୂର୍ବ ବର୍ଷ ତୁଳନାରେ ଜୁନ୍‌ ମାସ ସୁଦ୍ଧା ଯେତିକି ବର୍ଷା…

ବଜ୍ରପାତରେ ୩ ଗୁରୁତର

ପାପଡ଼ାହାଣ୍ଡି,୨ା୭(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକର ଦୁଇଟି ସ୍ଥାନରେ ଶନିବାର ବଜ୍ରପାତ ଘଟି ୩ ଜଣ ଗୁରୁତର ହୋଇଛନ୍ତି। ସେମାନେ ହେଲେ ପାତ୍ରୀ ପଞ୍ଚାୟତ ଜବାଗୁଡ଼ା ଗ୍ରାମର ରବି ଚନ୍ଦ୍ର ଯାନୀ (୯) ଓ ତୁମ୍ବର୍ଲା ପଞ୍ଚାୟତ ଗୋବର୍ଲା ଗ୍ରାମର ବୁଟି…

ଭୁଶୁଡି ପଡ଼ିଛି ୫-ଟି ସ୍କୁଲ ପାଚେରି, ଅଧିକାରୀଙ୍କ ପାଖରେ ଖବର ନାହିଁ

ଉମରକୋଟ, ୩୦।୬(ସ୍ବ.ପ୍ର.): ସଭିଏଁ ପଢନ୍ତୁ ସଭିଏଁ ବଢ଼ନ୍ତୁ ମନ୍ତ୍ରକୁ ଗରୁତ୍ୱ ଦେଇ ସମସ୍ତ ସରକାରୀ ସ୍କୁଲର ଭିତ୍ତିଭୂମି ସଜାଡି ଗୁଣାତ୍ମକ ଶିକ୍ଷା ଯୋଗାଇବାକୁ ସରକାର ଅହରହ ଚେଷ୍ଟା କରୁଛନ୍ତି। ୫-ଟି ଭଳି ଯୋଜନାରେ ଶିକ୍ଷା ବ୍ୟବସ୍ଥାକୁ ସାମିଲ କରିଥିବା ଯୋଗୁ ବିଦ୍ୟାର୍ଥୀ…

ନିଶା କାରବାର ରୋକିବାରେ ପଛରେ ପଡ଼ିଛି ଅବକାରୀ ବିଭାଗ

ନବରଙ୍ଗପୁର,୨୬।୬(ବି.ପ୍ର.): ନବରଙ୍ଗପୁର ଜିଲା ଗଞ୍ଜେଇ ଚୋରା ଚାଲାଣର କରିଡର୍‌ ସାଜିଛି। ଅବକାରୀ ବିଭାଗ ଚେଇଁ ଶୋଇଥିବା ବେଳେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଧରିବାରେ ସଫଳ ହେଉଛି। ବେଆଇନ ନିଶା ଓ ମାଦକ ଦ୍ରବ୍ୟର କାରବାରକୁ ରୋକିବା ଏବଂ ସମ୍ପୃକ୍ତ ବ୍ୟବସାୟୀଙ୍କୁ…

ବିହାରରେ ୮ ଶ୍ରମିକଙ୍କୁ ନିର୍ଯାତନା

ତେନ୍ତୁଳିଖୁଣ୍ଟି,୨୬।୬(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ବଙ୍ଗଳାଗୁଡ଼ା ଗ୍ରାମରୁ ୮ ଶ୍ରମିକଙ୍କୁ ବିହାରରେ କାମ କରିବାକୁ ନେଇ ନିର୍ଯାତନା ଦିଆଯାଉଛି। ସେମାନଙ୍କ ଠାରୁ ମୋବାଇଲ ଛଡ଼ାଇ ନେବାସହ ବିନା ପାରିଶ୍ରମିକରେ ଜୋର ଜବରଦସ୍ତ କାମ କରିବାକୁ ବାଧ୍ୟ କରାଯାଉଛି।…

ନବରଙ୍ଗପୁର ଜିଲାର ୬୯୩ ଗାଁ ବାଲ୍ୟବିବାହ ମୁକ୍ତ

ନବରଙ୍ଗପୁର,୨୩ା୬(ବି.ପ୍ର.): ନବରଙ୍ଗପୁର ଜିଲାରେ ବାଲ୍ୟବିବାହ ରୋକିବା ନିମନ୍ତେ ବୁଧବାର ସ୍ଥାନୀୟ ମିଶନଶକ୍ତି ସଭାଗୃହରେ ସମାଜ କଲ୍ୟାଣ ବିଭାଗ, ଜିଲା ଶିଶୁ ସୁରକ୍ଷା ୟୁନିଟି, ୟୁନିସେଫ୍‌, ଆକ୍ସନଏଡ୍‌ ଓ ବିଭିନ୍ନ ଜାତି ସମାଜର ମୁଖ୍ୟଙ୍କୁ ନେଇ ଜିଲାପାଳ କମଳ ଲୋଚନ ମିଶ୍ରଙ୍କ ଅଧ୍ୟକ୍ଷତାରେ…

କାମରେ ଲାଗୁନି ସୋଲାର ପାନୀୟ ଜଳ ପ୍ରକଳ୍ପ

ଚନ୍ଦାହାଣ୍ଡି, ୨୩ା୬(ଡି.ଏନ୍‌.ଏ.): ଗ୍ରାମାଞ୍ଚଳ ଲୋକଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ସୋଲାର ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଇଛି। ଆଜକୁ ଏକ ବର୍ଷ ହେବ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଗ୍ରାମବାସୀ ବିଶୁଦ୍ଧ ପାନୀୟ ଜଳ ନ ପାଇ…

ମୃତ୍ୟୁକୁ ନିମନ୍ତ୍ରଣ କରୁଛି ଖୋଲା ବୋର୍‌ଓ୍ବେଲ

ଚନ୍ଦାହାଣ୍ଡି, ୨୦।୬(ଡି.ଏନ୍‌.ଏ.) ଚନ୍ଦାହାଣ୍ଡି ବ୍ଲକର ବିଭିନ୍ନ ସ୍ଥାନରେ ଲୋକେ ବୋରଓ୍ବେଲ ଖୋଳି ଖୋଲା ଛାଡ଼ି ଦେଉଛନ୍ତି। ଏହା ମୃତ୍ୟୁକୁ ନିମନ୍ତ୍ରଣ ଭଳି ଲୋକେ କହୁଛନ୍ତି। ଗତ ସପ୍ତାହରେ ଛତିଶଗଡ଼ ଚମ୍ପା ଅଞ୍ଚଳରେ ଖୋଲା ବୋରଓ୍ବେଲରେ ଖସିପଡ଼ି ୧୦ବର୍ଷର ଦିବ୍ୟାଙ୍ଗ ରାହୁଲ ୫ଦିନ…

ବୃଦ୍ଧାଙ୍କୁ ନ୍ୟାୟ: ମିଳିଲା ଘର ତିଆରି ଅନୁମତି, ଝିଅ ଦେବେ ଭରଣପୋଷଣ ଖର୍ଚ୍ଚ

ନବରଙ୍ଗପୁର,୧୯ ।୬(ବି.ପ୍ର.): ଭାଇ ଭାଉଜ ଓ ସେମାନଙ୍କ ପିଲାମାନେ ଘର ତିଆରି କରାଇ ଦେଉ ନ ଥିବା ଅଭିଯୋଗ ନେଇ ନବରଙ୍ଗପୁର ସହରର ୧ ନମ୍ବର ୱାର୍ଡର ଚାଉଁରିଆଗୁଡ଼ାରେ ରହୁଥିବା ଦୟାମଣି ହରିଜନ ଉପଜିଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ଭେଟିଥିଲେ। ବରିଷ୍ଠ…

ପାଇପ ପାଣିରେ ଆସୁଛି ସାଲୁବାଲୁ ପୋକ

ନବରଙ୍ଗପୁର, ୧୯ ।୬(ବି.ପ୍ର.): ସହରର ପାଇପ ପାଣିରେ ଆସୁଛି ପୋକ। ଜନସାଧାରଣଙ୍କ ପାଇଁ ପିଇବା ପାଣି ଯୋଗାଣର ଲକ୍ଷ୍ୟ ମଉଳି ଯାଉଛି। ନିମ୍ନମାନର ପାଇପ ବିଛାଯିବା କାମ ଏହାର ଏକ ନମୁନା ବୋଲି ଲୋକେ ଅଭିଯୋଗ କରିଛନ୍ତି। ନବରଙ୍ଗପୁର ପୌରାଞ୍ଚଳର ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?