ଜଳ ଯୋଗାଣ ପ୍ରକଳ୍ପରେ ତାଲା, ଗ୍ରାମବାସୀଙ୍କ ବିକ୍ଷୋଭ
ପାପଡ଼ାହାଣ୍ଡି,୩ା୩(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ପ୍ରଧାନିଗୁଡ଼ା ଗ୍ରାମରେ ଗ୍ରୀଷ୍ମ ପୂର୍ବରୁ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ପାନୀୟ ଜଳ ଯୋଗାଣ ପ୍ରକଳ୍ପରେ ତାଲା ଝୁଲୁଥିବାରୁ ଗତ ପାଞ୍ଚ ଦିନ ହେଲା ଲୋକେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି। ପ୍ରତିବାଦ ସ୍ବରୂପ ଗ୍ରାମବାସୀ…
‘କୌଣସି ପ୍ରକାର ବିଶୃଙ୍ଖଳା ହେବାକୁ ଦିଆଯିବନି’
ଉମରକୋଟ, ୨୨।୨(ସ୍ବ.ପ୍ର.) ନବରଙ୍ଗପୁର ଜିଲା ଉମରକୋଟ ଓ ରାଇଘର ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶେଷ ପର୍ଯ୍ୟାୟ ଭୋଟ ହେବ। ଏଥିପାଇଁ ବ୍ଲକ ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ସରିଛି। ଏହାର ତଦାରଖ କରିବାକୁ ସୋମବାର ନବରଙ୍ଗପୁର ଜିଲାପାଳ…
ଭୋଟ ବର୍ଜନ କଲେ ଦୁଇ ୱାର୍ଡବାସୀ
ପାପଡାହାଣ୍ଡି,୨୨।୨ (ଡି.ଏନ୍.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପାପଡାହାଣ୍ଡି ବ୍ଲକର ଦୁଇ ୱାର୍ଡବାସୀ ଭୋଟ ବର୍ଜନ କରିବା ଦେଖିବାକୁ ମିଳିଛି । ଜିଲା ପରିଷଦ ଜୋନ୍ ୩ର ଘାଟଗୁଡା ପଞ୍ଚାୟତର କାଙ୍ଗମାଝୀ ଗୁଡାର ୧ ନମ୍ବର ୱାର୍ଡବାସୀର ୨୦୨ଭୋଟର ଭୋଟ ବର୍ଜନ କରିଛନ୍ତି।…
କଂଗ୍ରେସ ନେତାଙ୍କ ଗାଡ଼ି ଜାଳି ଦେଲେ
ନବରଙ୍ଗପୁର/କୋଡ଼ିଙ୍ଗା,୨୦।୨(ବି.ପ୍ର./ଡି.ଏନ୍.ଏ.): ନବରଙ୍ଗପୁର ଜିଲା କୋଷାଗୁମୁଡା ବ୍ଲକ କୋଡ଼ିଙ୍ଗା ଥାନା ଅଧୀନ ଡଙ୍ଗରା ଗାଁର ବ୍ୟବସାୟୀ ତଥା କଂଗ୍ରେସ ନେତା କେ. ଝାଡେଶ୍ୱର ରାଓଙ୍କ ଘର ବାଉଣ୍ଡାରିରେ ଥିବା କାର୍ (ଓଆର୍-୧୦ଜି-୦୦୧୮) ଓ ବାଇକ୍ (ଓଆର୍-୨୪ଏ-୩୫୬୧)ରେ କେହି ନିଆଁ ଲଗାଇ ଦେଇଛନ୍ତି। କାର୍ଟି…
ପୋଲିସ, ପ୍ରଶାସନ ପକ୍ଷରୁ ୩ ଗ୍ରାମରକ୍ଷୀଙ୍କୁ ଶେଷ ସମ୍ମାନ
ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨ (ବି.ପ୍ର./ଡି.ଏନ୍.ଏ.): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନବରଙ୍ଗପୁର ରିଜର୍ଭ ଅଫିସରୁ କୋଷାଗୁମୁଡ଼ା ବ୍ଲକ୍କୁ ଗ୍ରାମରକ୍ଷୀଙ୍କୁ ନେଇ ଯାଉଥିବା ପୋଲିସ ବସ୍ ଶୁକ୍ରବାର ରାତିରେ ପାପଡ଼ାହାଣ୍ଡି ଥାନା ଅଧୀନ ସୋରିଷପଦର ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ୩ ଗ୍ରାମରକ୍ଷୀ ସି.ଏଚ୍. ଶେଷାରାଓ,…
ମୌଳିକ ସୁବିଧା ନ ମିଳିବାରୁ ଭୋଟ ଦେଲୁନାହିଁ
ନବରଙ୍ଗପୁର,୧୯।୨(ବି.ପ୍ର.): ଭୋଟ ବର୍ଜନ କଲେ ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ସଦର ପଞ୍ଚାୟତ ଅଧୀନ ୧୪ନମ୍ବର ୱାର୍ଡ ଲଦିପଦର ଓ ବରଡ଼ାଯୋଡ଼ି ଗ୍ରାମବାସୀ। ମୌଳିକ ସୁବିଧା ପାଉ ନ ଥିବା ଅଭିଯୋଗ କରି ଗ୍ରାମବାସୀ ଭୋଟ ବର୍ଜନ କରଛନ୍ତି। ଶିକ୍ଷା, ପାନୀୟଜଳ…
ଦୁର୍ଘଟଣାରେ ୩ ପୋଲିସ ମୃତ
ନବରଙ୍ଗପୁର/ପାପଡାହାଣ୍ଡି, ୧୮।୨(ବି.ପ୍ର./ଡି.ଏନ୍.ଏ.) : ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ଅଧୀନ ସୋରିଷପଦରଠାରେ ଶୁକ୍ରବାର ରାତିରେ ପୋଲିଂ ପାର୍ଟିଙ୍କୁ ନେଇ ଯାଉଥିବା ଏକ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ୩ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାରେ ପ୍ରାୟ ୨୦ଜଣ ଆହତ…
ବୁଥ୍ରେ ଅବ୍ୟବସ୍ଥା, ରାତି ୯ ଯାଏ ହେଲା ଭୋଟ ଗ୍ରହଣ
ଝରିଗାଁ, ୧୭।୨(ସ୍ବ.ପ୍ର.) ଚଳିତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ଝରିଗାଁ ବ୍ଲକ ସଦର ମହକୁମା ୮ ,୧୧ ଏବଂ ୧୨ ନମ୍ବର ବୁଥ୍ରେ ଭୋଟରମାନେ ଅବ୍ୟବସ୍ଥା ହୋଇଥିବା ନେଇ ସ୍ଥାନୀୟ ତହସିଲଦାର ଏବଂ ସମ୍ପୃକ୍ତ ସେକ୍ଟର ଅଫିସରଙ୍କୁ ଜଣାଇଥିଲେ। ଭୋଟରମାନେ ଖରାରେ ଘଣ୍ଟା…
ଅଭିଯୋଗ ସତ୍ତ୍ୱେ ଶୁଣିଲାନି ପ୍ରଶାସନ, ସରିଗଲା ସ୍କୁଲ ପାଚେରି କାମ
ରାଇଘର, ୧୩।୨(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଯୋଡ଼ିଙ୍ଗା ପଞ୍ଚାୟତ ମହୁଭଟ୍ଟା ଗ୍ରାମର ପ୍ରାଥମିକ ବିଦ୍ୟାଳୟର ପାଚେରି କାମ ନିମ୍ନମାନର ହୋଇଛି। କାମ ଚାଲିଥିବା ବେଳେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ବିଭାଗୀୟ ଅଧିକାରୀ ଏ ଦିଗରେ ଦୃଷ୍ଟି ଦେଉ ନ ଥିବା…
ନିର୍ବାଚନୀ ସଭାରେ ନାଚିଲେ କଂଗ୍ରେସ ଜିଲା ସଭାପତି
ଉମରକୋଟ, ୧୩।୨(ସ୍ବ.ପ୍ର.): ଉମରକୋଟ ବ୍ଲକ କୁର୍ସୀରେ କଂଗେସ ଜିଲା ପରିଷଦ ପ୍ରାର୍ଥୀ ଦୀପା ରାୟ, ସମର୍ଥିତ ସରପଞ୍ଚ, ସମିତି ସଭ୍ୟ ପ୍ରାର୍ଥୀଙ୍କ ପ୍ରଚାର ପାଇଁ ଏକ ନିର୍ବାଚନୀ ସଭା କରାଯାଇଛି। ଏହି ସମୟରେ ଜିଲା କଂଗ୍ରେସ ସଭାପତି ମୁନା ତ୍ରିପାଠୀ ଓ…
ପିକ୍ଅପ୍ ଦୁର୍ଘଟଣାଗ୍ରସ୍ତ: ଜଣେ ମୃତ, ୧୮ ଆହତ
ଉମରକୋଟ,୧୨।୨(ସ୍ବ.ପ୍ର.): ବିବାହ ଉତ୍ସବରେ ଯୋଗଦେବାକୁ ଯାଉଥିବା ଏକ ପିକ୍ଅପ୍ ଭ୍ୟାନ୍ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇ ଜଣଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୧୮ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଉମରକୋଟ ବ୍ଲକ ମୁର୍ତ୍ତୁମା ପଞ୍ଚାୟତ ବଡ଼ଖଡ଼କା ଗ୍ରାମର ବଳରାମ ଭତ୍ରା(୫୩)।…
ଶିକ୍ଷକ ନିଖୋଜ ସମ୍ପର୍କରେ ଏତଲା ଦେଲେ ବିଇଓ
ରାଇଘର, ୯।୨( ଡି.ଏନ୍.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ଜଣେ ଶିକ୍ଷକ ନିଖୋଜ ନେଇ ରାଇଘର ଥାନାରେ ଅଭିଯୋଗ ପରେ ପୋଲିସ୍ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ମଙ୍ଗଳବାର ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇ ଥାନାରେ ଏତଲା ଦିଆଯାଇଛି। ରାଇଘର…
Archives


