ନବରଙ୍ଗପୁର

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ, ତଦନ୍ତ ଦାବି

ଉମରକୋଟ, ୨୬।୦୭ (ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟରେ ଜଣେ ଅଷ୍ଟମ ଶ୍ରେଣୀ ହଷ୍ଟେଲ ଛାତ୍ରୀଙ୍କ ସନ୍ଦିଗ୍ଧ ମୃତ୍ୟୁ ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ମୃତ ଛାତ୍ରୀଙ୍କ ଘର ଉମରକୋଟ ବ୍ଲକର…

ଅଞ୍ଚଳରେ ଚାଞ୍ଚଲ୍ୟ: ଗ୍ୟାସ୍‌ କଟରରେ କାଟି ଏଟିଏମ୍‌ରୁ ଟଙ୍କା ନେଇ ଫେରାର୍‌

ଉମରକୋଟ,୨୪।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ସହରର କୋଣ୍ଡାଗା ରୋଡ ସ୍ଥିତ ଭାରତୀୟ ଷ୍ଟେଟ ବ୍ୟାଙ୍କ (ଏସ୍‌ବିଆଇ)ର ଏକ ଏଟିଏମ୍‌କୁ ଦୁର୍ବୃତ୍ତମାନେ ଗ୍ୟାସ୍‌ କଟରରେ କାଟି ଲୁଟ୍‌ କରିଥିବା ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ଅଳ୍ପକେ ଟଳିଯାଇଛି ଏକ ବଡ଼ ଅଘଟଣ। ବେପରୁଆ ଗତି…

ଗାଁ ଭିତରେ ପଶିଲେ ଭାଲୁ ପଲ, ଲୋକେ ଭୟଭୀତ ହୋଇ…

ଝରିଗାଁ,୧୮ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ମକାଚାଷ ବଢ଼ିବା ଫଳରେ ରହିଥିବା ଜଙ୍ଗଲ କ୍ଷୟ ହେବାରେ ଲାଗିଛି। ଯାହା ଫଳରେ ଜଙ୍ଗଲରେ ରହିଥିବା ହିଂସ୍ରଜନ୍ତୁ ପ୍ରାୟତଃ ଖାଦ୍ୟ ଅନ୍ବେଷଣରେ ଗାଁମୁହାଁ ହୋଇଥିବା ଦେଖାଦେଇଛି। ସପ୍ତାହେ ମଧ୍ୟରେ ଗୁରୁସିଙ୍ଗା ଜଙ୍ଗଲରୁ…

ସ୍କୁଟିରେ ଯାଉଥିଲେ ଅଙ୍ଗନବାଡି କର୍ମୀ, ବାଟରେ ପିଟିଲା ହାଇଓ୍ବା: ଆଉ ତା’ପରେ…

ପାପଡାହାଣ୍ଡି,୧୮।୭(ସ୍ବପ୍ନଜିତ ପଟ୍ଟନାୟକ): ଟିପ୍ପର ଧକ୍କାରେ ଜଣେ ଅଙ୍ଗନବାଡି କର୍ମୀଙ୍କ ମୃତ୍ୟୁ ଘଟିଛି। ନବରଙ୍ଗପୁର ଜିଲା ପାପଡାହାଣ୍ଡି ଥାନା ପ୍ରଧାନୀଗୁଡା ପେଟ୍ରୋଲ ପମ୍ପ ନିକଟରେ ଏହି ଦୁର୍ଘଟଣା ଘଟିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି। ଦୁର୍ଘଟଣା ଘଟାଇ ଫେରାର…

ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ, ଅଭିଯୋଗ ପରେ ନିଲମ୍ବିତ

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରାପ୍ତ ଖବରରୁ ଜଣାପଡ଼ିଛି ଗତ ସୋମବାର ଦିନ ଝରିଗାଁ ବ୍ଲକ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନବରଙ୍ଗପୁର ଠାରେ ମୃତ ଭାଲୁର ପୋଷ୍ଟମର୍ଟମ କରାଯାଇଛି ଏବଂ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଗ୍ରାମରେ। କୁସୁମୀ ଗ୍ରାମର ଫଗନୁ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ

ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍‌ ଉପରେ ଚଢ଼ିଯିବ ଫଳରେ ବାପାଙ୍କ ସହ ୨ ପୁଅଙ୍କ ମୃତ୍ୟୁ ଘଟିଛି। ମା’ ଏବଂ ଆଉ ଜଣେ ୧୦…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା ଅନ୍ୟ ତିନି ଜଣ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଝରିଗାଁ ବ୍ଲକ ବଡ଼ଟେମେରା ପଞ୍ଚାୟତ…

୧୦ କିଲୋମିଟର ବାଇକରେ ବୁହା ହେଲା ନାବାଳିକାଙ୍କ ମୃତଦେହ

ନବରଙ୍ଗପୁର,୧୦।୭ (ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାର ଉମରକୋଟ ଅଞ୍ଚଳରୁ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ପ୍ରାୟ ୧୦ କିଲୋମିଟର ଦୂର ବାଇକରେ ଜଣେ ନାବାଳିକାଙ୍କ ମୃତଦେହ ବୋହି ନେବାକୁ ପରିବାର ଲୋକେ ବାଧ୍ୟ ହୋଇଥିଲେ। ଏହି ଘଟଣା ପୁଣିଥରେ ସ୍ୱାସ୍ଥ୍ୟ…

୪ ବର୍ଷର ଶିଶୁ କନ୍ୟାଙ୍କୁ ନିର୍ଜନ ସ୍ଥାନକୁ ଡାକିନେଲେ ନାବାଳକ: ବଳାତ୍କାର ପରେ ଘଟିଲା…

ଡାବୁଗାଁ,୧୦।୭(ସବିତା ମହାନ୍ତି):ନବରଙ୍ଗପୁର ଜିଲା ଡାବୁଗାଁ ଥାନା ଅଞ୍ଚଳର ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ଜଣେ ନାବାଳକଙ୍କୁ ପୋଲିସ ଅଟକ ରଖିଛି। ସୂଚନାନୁଯାୟୀ, ବୁଧବାର ସନ୍ଧ୍ୟାରେ ଶିଶୁଟି ଘର ବାହାରେ ଖେଳୁଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?