ନବାଗତ ବନାମ ଅଭିଜ୍ଞ ନେତା
ରାଇଘର,୯।୨( ଡି.ଏନ୍.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ଛତିଶଗଡ଼ ସୀମାନ୍ତ ଅଞ୍ଚଳରେ ନିଜର ସାଙ୍ଗଠନିକସ୍ଥିତି ମଜଭୁତ କରି ରଖିଥିବା ଭାଜପାଗଡ଼ ହାତେଇବାକୁ ଉଦ୍ୟମ ଚଳାଇଛି ବିଜେଡି। କଂଗ୍ରେସରୁ ୨ଥର ବିଧାୟକ ପ୍ରାର୍ଥୀ ହୋଇଥିବା ଯତୀନ୍ଦ୍ର ନାଥ ଗଣ୍ଡ ବିଜେଡିରେ ଯୋଗଦେବା ପରେ…
ଦଳ, ବ୍ୟକ୍ତିଗତ ଭାବମୂର୍ତ୍ତି ଦେଖୁଛନ୍ତି ଭୋଟର
ନବରଙ୍ଗପୁର,୯।୨(ବି.ପ୍ର.) ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ରହିଛି ୩ ଜିଲା ପରିଷଦ ଜୋନ୍। ତିନୋଟି ଜୋନ୍ରେ ଭାଜପା, କଂଗ୍ରେସ ଓ ବିଜେଡି ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ। ଝରିଗାଁ ବ୍ଲକରେ ଏମ୍ପି ରମେଶ ଚନ୍ଦ୍ର ମାଝି, ତାଙ୍କ ସାନଭାଇ ତଥା ଝରିଗାଁ ବିଧାୟକ…
ଲ୍ୟାଣ୍ଡମାଇନ ବିସ୍ଫୋରଣରେ ମୃତ ଖବରଦାତାଙ୍କୁ ଶହୀଦ ମାନ୍ୟତା ଦାବି
ନବରଙ୍ଗପୁର, ୯।୨(ବି.ପ୍ର.) ମାଓବାଦୀଙ୍କ ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୫ ତାରିଖରେ ପ୍ରାଣ ହରାଇଥିବା କଳାହାଣ୍ଡି ଜିଲା ମୋହିନିଗିରିର ଖବରଦାତା ରୋହିତ ବିଶ୍ୱାଳଙ୍କୁ ଶହୀଦ ମାନ୍ୟତା ଦେବାକୁ ଦାବି ହୋଇଛି। ଏଥିସହ ତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ…
ଶ୍ରେଣୀଶିକ୍ଷା ବଢ଼ାଇଛି ଉତ୍ସାହ
କୋରାପୁଟ୍/ମାଲକାନଗିରି/ନବରଙ୍ଗପୁର, ୯।୨(ସ୍ବ.ପ୍ର./ଡି.ଏନ୍.ଏ./ବି.ପ୍ର.) ରାଜ୍ୟରେ ସୋମବାରଠାରୁ ବିଦ୍ୟାଳୟଗୁଡିକ ଖୋଲିଛି। ଅନ୍ଲାଇନ ବଦଳରେ ଛାତ୍ରୀଛାତ୍ରମାନେ ଶ୍ରେଣୀଗୃହରେ ଶିକ୍ଷାଲାଭ କରିଛନ୍ତି। ଏହା ସେମାନଙ୍କ ମଧ୍ୟରେ ପାଠପଢା ପ୍ରତି ଆଗ୍ରହ ସୃଷ୍ଟି କରିଛି। ଦୀର୍ଘ ଦିନ ପରେ ସହପାଠୀଙ୍କ ଗହଣରେ ପାଠ ପଢିବା ସେମାନଙ୍କ ମନରେ ଖୁସି…
୭ ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ଉମରକୋଟ, ୮।୨(ସ୍ବ.ପ୍ର.): ହତ୍ୟା ମାମଲାରେ ୭ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରିଛନ୍ତି ଉମରକୋଟ ଅତିରିକ୍ତ ଜିଲା ଦୌରାଜଜ୍ ସୁନୀଲ କୁମାର ଦାସ। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲ୍ଦଣ୍ଡ ଭୋଗିବେ ବୋଲି ରାୟରେ…
ଚାଷୀଙ୍କୁ ଜାପାନୀ ପୋଦିନା ସକର ବଣ୍ଟନ
ନବରଙ୍ଗପୁର,୭ା୨(ବି.ପ୍ର.): ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ପ୍ରକଳ୍ପ ଓସିଏସ୍ଆଇଆର୍ ଆରୋମା ମିଶନ ପକ୍ଷରୁ ନବରଙ୍ଗପୁର ଜିଲାରେ ଜାପାନୀ ପୋଦିନା ସକର ବଣ୍ଟନ କରାଯାଇଛି। ଜିଲାପାଳ କମଳଲୋଚନ ମିଶ୍ର ୪ ଚାଷୀଙ୍କୁ ଜାପାନୀ ପୋଦିନା ସକର ପ୍ରଦାନ କରିଛନ୍ତି। ଗତବର୍ଷ ୪ ଏକର…
ପ୍ରାର୍ଥୀଙ୍କ ଭାବମୂର୍ତ୍ତି ହିଁ ଭାଗ୍ୟ ନିର୍ଦ୍ଧାରଣ କରିବ
ଡାବୁଗାଁ,୭ା୨(ଡି.ଏନ୍.ଏ.)- ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକରେ ଦୁଇଟି ଜିଲା ପରିଷଦ ଜୋନ୍ ରହିଛି। ଜୋନ-୨ ଅଣସଂରକ୍ଷିତ ରହିଛି। ଏହି ନିର୍ବାଚନ ମଣ୍ଡଳୀରେ ଚତୁର୍ମୁଖୀ ପ୍ରତିଦ୍ୱନ୍ଦ୍ୱିିତା ହେବାକୁ ଯାଉଛି। ବିଜେଡିର ଗୁପ୍ତ ବିଶୋୟୀ, ଭାଜପାର ଗୋବିନ୍ଦ ଗୋପାଳ ଅଗ୍ରୱାଲ, କଂଗ୍ରେସର ଧର୍ମାନନ୍ଦ ନାୟକ ଓ…
ପ୍ରାର୍ଥୀଙ୍କ ସହ ଗଡ଼ ସମ୍ଭାଳୁଛନ୍ତିି ବିଧାୟକ, ପୂର୍ବତନ ବିଧାୟକ
ନବରଙ୍ଗପୁର,୭ା୨(ବି.ପ୍ର.)- ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ୩ ଜିଲା ପରିଷଦ ଜୋନ୍ ରହିଛି। ସମସ୍ତ ଜୋନ୍ରେ ଭାଜପା, କଂଗ୍ରେସ ଓ ବିଜେଡି ପ୍ରାର୍ଥୀଙ୍କ ମଧ୍ୟରେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବ। ତିନୋଟି ଜୋନ୍ରେ ୩୪ ହଜାର ୫୮୪ ଭୋଟର ରହିଛନ୍ତି। ଡାବୁଗାଁ ବିଧାୟକ ମନୋହର…
ନୂଆ ଚେହେରାକୁ ନେଇ ମଇଦାନକୁ ଓହ୍ଲାଇଛି ୩ ପ୍ରମୁଖ ଦଳ
ରାଇଘର, ୬ା୨(ଡି.ଏନ୍.ଏ.) ନବରଙ୍ଗପୁର ଜିଲା ରାଇଘର ବ୍ଲକର ୪ ଜିଲା ପରିଷଦ ଆସନ ମଧ୍ୟରୁ ୩ନମ୍ବର ଆସନ ମଧ୍ୟରେ ଭାଜପା ବିଜେଡି ଓ କଂଗ୍ରେସ ମଧ୍ୟରେ କଡା ଟକ୍କର ହେବା ସମ୍ଭାବନା ରହିଛି । ଏହି ଜୋନ୍ରେ ୩ଟି ନୂଆ ଚେହେରା…
ଭୋଜିଭାତର ଆୟୋଜନ, ମାନୁନାହାନ୍ତି କଟକଣା
ଉମରକୋଟ, ୩ା୨(ସ୍ବ.ପ୍ର.) ବିଜେଡି ପରେ ଭାଜପା। ଶାସକ ବିଜେଡି ଦଳକୁ ଜାବାବ ଦେବା ପାଇଁ ସମାନ ରଣନୀତି ଆପଣାଇଛି ଭାଜପା। ବିଜେଡି ଭଳି ଭାଜପା ମଧ୍ୟ ଶତାଧିକ ଲୋକଙ୍କୁ ନେଇ ନିର୍ବାଚନୀ ସଭା ଓ ଭୋଜିଭାତର ଆୟୋଜନ କରିଛି। ଶାସକ ଦଳକୁ…
ଜିଲା ବିଜେଡି ଉପସଭାପତି ନିଲମ୍ବିତ
ନବରଙ୍ଗପୁର,୧।୨(ବି.ପ୍ର.): ନବରଙ୍ଗପୁର ଜିଲା ବିଜେଡି ଉପସଭାପତି ଦିବ୍ୟଦାନ ସୁନାଙ୍କୁ ଦଳୀୟ ଟିକେଟ ନ ମିଳିବାରୁ ସ୍ବାଧୀନ ପ୍ରାର୍ଥୀଭାବେ ନନ୍ଦାହାଣ୍ଡି ବ୍ଲକ ଜିଲା ପରିଷଦ ଜୋନ୍-୧ରୁ ନିର୍ବାଚନ ଲଢୁଛନ୍ତି। ତେବେ ଦିବ୍ୟଦାନଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିବା ଦଳ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…
ଉମରକୋଟରେ ପୁଣି ଭାଲୁ ଭୟ
ଉମରକୋଟ,୩୧।୧(ସ୍ବ.ପ୍ର.)- ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ କିଛି ଦିନର ବ୍ୟବଧାନରେ ପୁଣି ୨ ଭାଲୁଙ୍କୁ ଦେଖି ଅଞ୍ଚଳବାସୀ ଭୟଭୀତ ହୋଇଛନ୍ତି। ରବିବାର ସନ୍ଧ୍ୟାରେ ଉମରକୋଟ ବ୍ଲକ ମୁର୍ତ୍ତୁମା ନିକଟ ଶାଳବଣ ନିକଟରେ ୨ ଭାଲୁ ବୁଲୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ପାଇଥିଲେ।…
Archives


